6ygscbmcf7eplvi7sqiy

ଭବିଷ୍ୟତରେ ଯେକୌଣସି ଆତଙ୍କବାଦୀ ଆକ୍ରମଣକୁ ଯୁଦ୍ଧ ବୋଲି ବିବେଚନା କରାଯିବ

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଭଳି ପରିସ୍ଥିତିରେ, ଭାରତ ସରକାର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ନିଷ୍ପତ୍ତି ନେଇଛନ୍ତି ଯେ ଯଦି ଭବିଷ୍ୟତରେ କୌଣସି ଆତଙ୍କବାଦୀ ଘଟଣା ଘଟେ, ତେବେ ଏହାକୁ ଯୁଦ୍ଧ କାର୍ଯ୍ୟ ଭାବରେ ବିବେଚନା କରାଯିବ। ଏପରି ପରିସ୍ଥିତିରେ, ଆଗାମୀ ସମୟରେ, ଭାରତ ପାକିସ୍ତାନ ଦ୍ୱାରା ପ୍ରାୟୋଜିତ ଆତଙ୍କବାଦ ବିରୁଦ୍ଧରେ ଅଧିକ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଯଦି ପାକିସ୍ତାନରେ ବଢ଼ୁଥିବା ଆତଙ୍କବାଦୀମାନେ ଏପରି କୌଣସି କାର୍ଯ୍ୟାନୁଷ୍ଠାନ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 05 03 215945

ମିସା ଆଇନ୍‌ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ

ଭୁବନେଶ୍ୱର: ଓଡିଆ ଅସ୍ମିତାର ନିଦର୍ଶନ ସ୍ବରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା ଆଇନ୍‌ରେ ବନ୍ଦୀ ହୋଇଥିବା ସଂଗ୍ରାମୀ ମାନଙ୍କ ପାଇଁ ମଧ୍ୟ ପେନ୍‌ସନ ଘୋଷଣା କରାଯାଇଛି । ଶୁକ୍ରବାର ମୁଖ୍ୟମନ୍ତ୍ରୀ ୨୩ ଜଣ ମିସା ବନ୍ଦୀ (୧୯ ଜଣ ମିସା, ୪ ଜଣ ଡି.ଆଇ.ଏସ୍‌.ଆଇ.ଆର୍) […]

ସଂପୂର୍ଣ୍ଣ ପଢନ୍ତୁ
Glyqhvr0hgkidk7ih5vx

ଏୟାର ସାଇରନ୍ ଶବ୍ଦ ବ୍ୟବହାର ନକରିବାକୁ ସମାଚାର ଚ୍ୟାନେଲଗୁଡ଼ିକୁ ପରାମର୍ଶ

ନୂଆଦିଲ୍ଲୀ: ସରକାର ସମସ୍ତ ନ୍ୟୁଜ୍ ଚ୍ୟାନେଲଗୁଡ଼ିକୁ ସେମାନଙ୍କ କାର୍ଯ୍ୟକ୍ରମରେ ‘ସିଭିଲ୍ ଡିଫେନ୍ସ ଏୟାର ରେଡ୍ ସାଇରନ୍’ ଶବ୍ଦ ବ୍ୟବହାର କରିବାରୁ ନିବୃତ୍ତ ରହିବାକୁ ଏକ ପରାମର୍ଶ ଜାରି କରିଛନ୍ତି। କାରଣ ଏହି ଶବ୍ଦ କେବଳ ସାମୁଦାୟିକ ସଚେତନତା ଅଭିଯାନ ପାଇଁ ବ୍ୟବହୃତ ହୁଏ, ବୋଲି ଶନିବାର ଦିନ ଜଣେ ବରିଷ୍ଠ ଏମ୍ଏଚ୍ଏ ଅଧିକାରୀ କହିଛନ୍ତି। ୧୯୬୮ ମସିହାର ସିଭିଲ ଡିଫେନ୍ସ ଆକ୍ଟ ଧାରା ୩ (୧) (ଡବ୍ଲୁ) (୦) ଅନୁଯାୟୀ ପ୍ରଦାନ କରାଯାଇଥିବା କ୍ଷମତା ବ୍ୟବହାର କରି, […]

ସଂପୂର୍ଣ୍ଣ ପଢନ୍ତୁ
6abb68ae D853 4d17 Ae79 24f575474c4f

ମା ବରୁଣେଇଙ୍କ ଭବ୍ୟ ଦିବ୍ୟ ମନ୍ଦିରର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ

ଜଗତସିଂହପୁର :  ବାଲିକୁଦା ବ୍ଲକ ଅନ୍ତର୍ଗତ , ଅରିଲୋ ପଞ୍ଚାୟତ ର ସଦେଇପୂର୍ , ଅମଣିଆପାଟଣା ଗ୍ରାମର ବହୁପୁରାତନ ମା ବରୁଣେଇ ଠାକୁରାଣୀ ଙ୍କ ଜରାଜୀର୍ଣ୍ଣ ମନ୍ଦିରର ପୁନଃ ନିର୍ମାଣ କରାଯାଇ ଏକ ଭବ୍ୟ ଦିବ୍ୟ ମନ୍ଦିର ନିର୍ମାଣ କରାଯିବା ପରେ ଗତ ୬ ତାରିଖ ମଙ୍ଗଳବାର ଠାରୁ ଆରମ୍ଭ ହୋଇଥିବା ପ୍ରତିଷ୍ଠାମହୋତ୍ସବ ଶୁକ୍ରବାର ଦିନ ବିଳମ୍ବିତ ରାତ୍ରୀରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଉଦଯାପିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଥମ ଦିନ ଅଙ୍କୁରାରୋପଣ ପରେ ଝଙ୍କଡ଼ […]

ସଂପୂର୍ଣ୍ଣ ପଢନ୍ତୁ

କଳାହାଣ୍ଡି ଜିଲ୍ଲାର ୩୦ ପଞ୍ଚାୟତରେ ହାଇସ୍କୁଲ ନାହିଁ: ଗରିବ ମେଧାବୀ ପିଲା ପାଠପଢ଼ାରୁ ବଞ୍ଚିତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ୩୦ଟି ପଞ୍ଚାୟତରେ ହାଇସ୍କୁଲ ନାହିଁ। ଫଳରେ ଏହି ସବୁ ପଞ୍ଚାୟତର ଛାତ୍ରଛାତ୍ରୀ ଅନ୍ୟ ପଞ୍ଚାୟତକୁ ପାଠ ପଢ଼ିବାକୁ ଯାଉଛନ୍ତି। ଅନ୍ୟପକ୍ଷରେ ବହୁ ଗରିବ ମେଧାବୀ ଛାତ୍ରଛାତ୍ରୀ ପାଠପଢ଼ାରୁ ବଞ୍ଚିତ ହେଉଥିବା ଲକ୍ଷ୍ୟ କରାଯାଇଛି। ପ୍ରକାଶ ଯେ, କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ବ୍ଲକ୍‌ର ଲକ୍ଷ୍ମୀପୁର, ଶିରୀପୁର, ସିକୁଆ, ମଦନପୁର ରାମପୁର ବ୍ଲକ୍‌ର ଦେଢ଼ଶୁଲି, ଡୁଡ଼କାରଞ୍ଜା, ସିଂପୁର, ଲାଞ୍ଜିଗଡ଼ ବ୍ଲକ୍‌ର କୁମଖାଲ, ବେଡ଼ାଗାଁ, ବସନ୍ତପଡ଼ା, ଜଗନ୍ନାଥପୁର, କଦମଗୁଡ଼ା, ଥୁଆମୂଳ ରାମପୁର ବ୍ଲକ୍‌ର ସିଲେଟ, ଗୋପୀନାଥପୁର, […]

ସଂପୂର୍ଣ୍ଣ ପଢନ୍ତୁ

ଗୋରୁ ଚାଲାଣ ଗାଡ଼ି ପୋଡ଼ିବା ସହ ଜଣଙ୍କୁ ହତ୍ୟା

ବାରଙ୍ଗ,୯ା୫ : ବାରଙ୍ଗ ଥାନା ଅଧିନସ୍ଥ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ଚାଲାଣ କରୁଥିବା ଗୋଟିଏ କାର୍‌କୁ ପୋଡ଼ି ଦେବା ସହିତ ଜଣକୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ପ୍ରକାଶ ଯେ, ଶୁକ୍ରବାର ଭୋର୍‌ ସମୟରେ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାର କିଛି ଦୂରରେ ଥିବା କଣ୍ଟା ବାସେଳୀ ମନ୍ଦିର ଜଙ୍ଗଲ ରାସ୍ତାରେ ମୃତଦେହ ପଡ଼ିଥିବାର ଦେଖିବାକୁ ମିଳିଥିଲା।

ସଂପୂର୍ଣ୍ଣ ପଢନ୍ତୁ
08pm

ଆଜି ହେବ ବଡ଼ ଆକ୍ରମଣ; ବଡ଼ ଯୁଦ୍ଧ ପାଇଁ ବଡ଼ ପ୍ରସ୍ତୁତି

ନୂଆଦିଲ୍ଲୀ: ଆଜି ହୋଇପାରେ ବଡ଼ ଆକ୍ରମଣ। ବଡ଼ ଯୁଦ୍ଧ ପାଇଁ ଚାଲିଛି ବଡ଼ ପ୍ରସ୍ତୁତି। ଭାରତ-ପାକ ଉତ୍ତେଜନା ଭିତରେ ହେଉଛି ଗୁଳିବର୍ଷା। ସୀମା ଆରପଟୁ ଜୋରଦାର ଗୁଳିଗୋଳା ମାଡ଼ କରାଯାଉଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ସେନା ମୁଖ୍ୟଙ୍କ ସହ ଆଲୋଚନା କରିଛନ୍ତି। ସିଡିଏସ୍‌‌ ଏବଂ ୩ ସେନା ମୁଖ୍ୟଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି। ଏନଏସଏ ଅଜିତ ଡୋଭାଲ ମଧ୍ୟ ବୈଠକରେ ସାମିଲ ହୋଇଛନ୍ତି। ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉପସ୍ଥିତ […]

ସଂପୂର୍ଣ୍ଣ ପଢନ୍ତୁ
87 750x430

ଦୁଇ ଦେଶ ମଧ୍ୟରେ ଚାଲିଥିବା ଉତ୍ତେଜନା ସହ ଆମେରିକାର କୌଣସି ସମ୍ପର୍କ ନାହିଁ : ଉପରାଷ୍ଟ୍ରପତି ଜେଡି ଭାନ୍ସ

ନୂଆଦିଲ୍ଲୀ : ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଛି । ଭାରତର ଅନେକ ସ୍ଥାନରେ ପାକିସ୍ତାନ ଆକ୍ରମଣ କରିବାକୁ ବାରମ୍ବାର ଚେଷ୍ଟା କରୁଛି । ଡ୍ରୋନ୍‌ ଓ କ୍ଷେପଣାସ୍ତ୍ର ମାଡ କରିବା ପାଇଁ ଉଦ୍ୟମ କରୁଥିବା ବେଳେ ଭାରତୀୟ ସେନା ଏହାର ସବୁ ଉଦ୍ୟମ ପଣ୍ଡ କରିଛି। ଏହାମଧ୍ୟରେ ଆମେରିକା ଉପରାଷ୍ଟ୍ରପତି ବଡ ବୟାନ ଦେଇଛନ୍ତି । ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନାକୁ ନେଇ ଦେଇଥିବା ମନ୍ତବ୍ୟ ପାକିସ୍ତାନକୁ […]

ସଂପୂର୍ଣ୍ଣ ପଢନ୍ତୁ

୩୦୦-୪୦୦ ତୁର୍କି ଡ୍ରୋନ୍‌ ବ୍ୟବହାର କରି ଭାରତର ୩୬ ସ୍ଥାନକୁ ଟାର୍ଗେଟ କରିଥିଲା ପାକିସ୍ତାନ

ନୂଆଦିଲ୍ଲୀ,୯।୫: ଅପରେଶନ ‘ସିନ୍ଦୂର’ର ଜବାବ ଦେବାକୁ ଯାଇ ପାକିସ୍ତାନ ଗୁରୁବାର ଭାରତ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ଏହାକୁ ଭାରତ ବିଫଳ କରିଥିଲା। ତେବେ ପାକିସ୍ତାନ ତୁର୍କୀ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରିଥିବା ଶୁକ୍ରବାର MEA ର ଏକ ପ୍ରେସ ବ୍ରିଫିଂରେ କର୍ଣ୍ଣେଲ ସୋଫିଆ କୁରେଶୀ କହିଛନ୍ତି। ତେବେ ପାକିସ୍ତାନୀ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିବା ସହ ସାମରିକ ଭିତ୍ତିଭୂମିକୁ ଟାର୍ଗେଟ କରିଥିବା ସେ ସ୍ପଷ୍ଟ କରିଛନ୍ତି। କର୍ଣ୍ଣେଲ ସୋଫିଆ କହିଛନ୍ତି ଯେ, ପାକିସ୍ତାନ ପକ୍ଷରୁ […]

ସଂପୂର୍ଣ୍ଣ ପଢନ୍ତୁ

ଏଲଓସିରେ ପ୍ରବଳ ଗୁଳିବର୍ଷା, ୧୪ଟି ଟେରିଟୋରିଆଲ ଆର୍ମୀଙ୍କୁ ସକ୍ରିୟ କଲା ଭାରତ

ନୂଆଦିଲ୍ଲୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଉତ୍ତେଜନା ମଧ୍ୟରେ ଭାରତୀୟ ସେନା ପାକିସ୍ତାନର ମିସାଇଲ ଓ ଡ୍ରୋନ ଆକ୍ରମଣକୁ ବିଫଳ କରିଛି। ଏହା ସହିତ ଭାରତ ନିଜର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ପାଇଁ ୧୪ଟି ଇନ୍ଫାଣ୍ଟ୍ରୀ ବାଟାଲିୟନ ଏବଂ ଟେରିଟୋରିଆଲ ଆର୍ମୀକୁ ସକ୍ରିୟ କରିଛି। ଏହି ଘଟଣା ଏପ୍ରିଲ ୨୨, ୨୦୨୫ରେ ଜାମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ପରେ ଆରମ୍ଭ ହୋଇଥିବା […]

ସଂପୂର୍ଣ୍ଣ ପଢନ୍ତୁ