Z

ସମୃଦ୍ଧ ଓଡ଼ିଶା ଗଠନ ଓ ବିକାଶ ପାଇଁ ମା’ ତାରାତାରିଣୀଙ୍କ ପୂଜାର୍ଚ୍ଚନା କରିଛି: ମୋହନ

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଦକ୍ଷିଣ ଓଡ଼ିଶା ପ୍ରସିଦ୍ଧ ଦେବୀ ‘ମା ତାରାତାରିଣୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଏହି ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ପ୍ରଥମେ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ମା’ଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ତାରାତାରିଣୀ ପୀଠର ବିକାଶ ଦିଗରେ ସମସ୍ତ ପ୍ରକାର ବିହିତ ପଦକ୍ଷେପ ଗ୍ରହଣ କରାଯିବ। ମା’ଙ୍କ ଦର୍ଶନ, ପୂଜାର୍ଚ୍ଚନା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ଙ୍କୁ ଦର୍ଶନ […]

ସଂପୂର୍ଣ୍ଣ ପଢନ୍ତୁ
Air 750x430

ଲା​‌ହୋରରେ ପାକ୍ ଏୟାର ଡିଫେନ୍ସ ସିଷ୍ଟମ ନଷ୍ଟ କଲା ଭାରତ​‌

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣର ଜବାବରେ ଭାରତର ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନ ଆତଙ୍କିତ ହୋଇପଡ଼ିଛି। ବିଳିବିଳେଇ ହୋଇଉଠି ସେ ଭାରତର ଅନେକ ସୀମାବର୍ତ୍ତୀ ଅଞ୍ଚଳରେ ଗୁଳିବର୍ଷା କରିଛି। ତେବେ ଭାରତୀୟ ସେନାର ପ୍ରତିଜବାବରେ ପାକିସ୍ତାନକୁ ବହୁତ କ୍ଷତି ସହିବାକୁ ପଡ଼ିଛି। ଭାରତ ସୀମାବର୍ତ୍ତୀ ପାକିସ୍ତାନର ସବୁଠାରୁ ବଡ଼ ସହର ଲାହୋରରେ ବ୍ୟାପକ କ୍ଷତି ଘଟିଛି। ଲାହୋରରେ ପାକିସ୍ତାନର ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦେଇଛି ଭାରତ। ଗୁରୁବାର ସକାଳଠାରୁ ପାକିସ୍ତାନୀ ଗଣମାଧ୍ୟମରେ ଏପରି ଖବର ପ୍ରସାରିତ […]

ସଂପୂର୍ଣ୍ଣ ପଢନ୍ତୁ
Owaisi 750x430

ପାକ୍‌ ଉପରେ ଉଚିତ କାର୍ଯ୍ୟାନୁଷ୍ଠାନ, ସର୍ବଦଳୀୟ ବୈଠକ ପରେ ଆଗାମୀ ଯୋଜନା ବିଷୟରେ କହିଲେ ଓଓ୍ବୈସି

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଗୁରୁବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସରକାର ରାଜନୈତିକ ଦଳଗୁଡ଼ିକୁ ‘ଅପରେସନ ସିନ୍ଦୂର’ ବିଷୟରେ ସୂଚନା ଦେଇଛନ୍ତି। ଏହି ବୈଠକ ପରେ ଅଲ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦୁଲ-ମୁସ୍ଲିମିନ୍ର ଅଧ୍ୟକ୍ଷ ଅସଦୁଦ୍ଦୀନ ଓଓ୍ବୈସି ସମ୍ପୂର୍ଣ୍ଣ ସୂଚନା ଦେଇଛନ୍ତି। ଓଓ୍ବୈସି କହିଛନ୍ତି ଯେ, ମୁଁ ସର୍ବଦଳୀୟ ବୈଠକରେ ଆମ ସେନାର ପ୍ରଶଂସା କରିଛି। ସେମାନେ ‘ଅପରେସନ ସିନ୍ଦୂର’ କରିଥିଲେ। ମୁଁ ବୈଠକରେ କହିଲି ଯେ, ଆମେ ଟିଆରଏଫ ବିରୁଦ୍ଧରେ ଏକ […]

ସଂପୂର୍ଣ୍ଣ ପଢନ୍ତୁ
Trump 750x430

ଲାହୋର ଛାଡ଼ିବାକୁ ଆମେରିକା ନାଗରିକଙ୍କୁ ନିର୍ଦେଶ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ : ପହଲଗାଓଁ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧସ୍ଵରୂପ ଭାରତର ଅପରେସନ ‘ସିନ୍ଦୂର’ର ୨ୟ ଦିନରେ ପାକିସ୍ତାନ ଉପରେ ପ୍ରଚଣ୍ଡ ଆକ୍ରମଣ ହୋଇଛି। ପାକିସ୍ତାନ ପ୍ରତିଆକ୍ରମଣ କରିବା ପରେ ଭାରତ ଏହାର କଡ଼ା ଜବାବ ଦେଇଛି। ୨ୟ ଦିନରେ ଭାରତ ପାକିସ୍ତାନର ରାଓ୍ବଲପିଣ୍ଡି ଓ ଲାହୋର ସମେତ ଅନ୍ୟ କେତେକ ସ୍ଥାନରେ କ୍ଷେପଣାସ୍ତ୍ର ମାଡ଼ କରିଛି। ଏହାକୁ ଦୃଷ୍ଟିରେ ରଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ନାଗରିକମାନଙ୍କୁ ଲାହୋର ଛାଡ଼ିବାକୁ ନିର୍ଦେଶ ଦେଇଛନ୍ତି। ଲାହୋର ଛାଡ଼ି ଅନ୍ୟତ୍ର […]

ସଂପୂର୍ଣ୍ଣ ପଢନ୍ତୁ

ପାକିସ୍ତାନ ଟାର୍ଗେଟ୍‌ରେ ଭାରତର ଏହି ୧୫ ସହର, କେଉଁ ମୁହୂର୍ତ୍ତରେ ବି କରିପାରେ ଆକ୍ରମଣ

ନୂଆଦିଲ୍ଲୀ,୮ା୫: ଭାରତର ୧୫ଟି ସହରକୁ ପାକିସ୍ତାନ ଟାର୍ଗେଟ୍‌ କରିଛି। ଏନେଇ ଗୁରୁବାର ସ୍ପଷ୍ଟ କରିଛି ପ୍ରତିରକ୍ଷା ମନ୍ତ୍ରଣାଳୟ। ଉତ୍ତର ଓ ପଶ୍ଚିମ ପ୍ରାନ୍ତରରେ ଥିବା ସହରକୁ ଶତ୍ରୁଦେଶ ଟାର୍ଗେଟ କରିଛି। ଏଥିମଧ୍ୟରେ ଅବନ୍ତିପୁର, ଶ୍ରୀନଗର, ଜମ୍ମୁ, ପଠାନକୋଟ, ଅମୃତସର, କପୁରତାଲା, ଜଳନ୍ଧର, ଲୁଧିଆନା, ଅଦମପୁର, ଭଟିଣ୍ଡା, ଚଣ୍ଡିଗଡ, ନଲ, ଫଲୋଦି, ଉତ୍ତରଲାଇ, ଭୁଜକୁ ପାକିସ୍ତାନ କଡ଼ା ଟାର୍ଗେଟ୍‌ କରିଛି। ଡ୍ରୋନ୍‌ ଓ ମିସାଇଲ ଜରିଆରେ ଉକ୍ତ ସହରକୁ ଟାର୍ଗେଟ୍‌ କରିଛି ପାକିସ୍ତାନ। ତଥାପି, ଭାରତୀୟ ସେନା UAS […]

ସଂପୂର୍ଣ୍ଣ ପଢନ୍ତୁ
Whatsapp Image 2025 05 08 At 5.15.01 Pm

ପାକିସ୍ତାନକୁ ଘାଇଲା କଲା ଭାରତର ଦେଶୀ ‘ଆତ୍ମଘାତୀ ଡ୍ରୋନ’, ଶତ୍ରୁଙ୍କୁ ନିଶାନା କରିବାରେ ଏକ୍ସପର୍ଟ

ନୂଆଦିଲ୍ଲୀ,୮।୫: ପାକିସ୍ତାନରେ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ପାଇଁ ଭାରତର ପସନ୍ଦଯୋଗ୍ୟ ଅସ୍ତ୍ର ସ୍କାଲ୍ପ କ୍ରୁଜ ମିସାଇଲ ଏବଂ ହାମର ବୋମା ସହିତ, ଭାରତୀୟ ସେନା ମଧ୍ୟ ଦେଶୀୟ ନିର୍ମିତ ‘ସ୍କାଇଷ୍ଟ୍ରାଇକର’ ଆତ୍ମଘାତୀ ଡ୍ରୋନକୁ ସଠିକ ଆକ୍ରମଣ ପାଇଁ ମୁତୟନ କରିଥିଲା ବୋଲି ସୂତ୍ରରୁ ଜଣାପଡ଼ିଛି। ବେଙ୍ଗାଲୁରୁ ସ୍ଥିତ ଆଲଫା ଡିଜାଇନ (ଏଡିଟିଏଲ) ଏବଂ ଇସ୍ରାଏଲର ଏଲବିଟ ସିଷ୍ଟମସର ସହଯୋଗରେ ନିର୍ମିତ ‘ସ୍କାଇଷ୍ଟ୍ରାଇକର’ ଆତ୍ମଘାତୀ ଡ୍ରୋନ ଜମ୍ମୁ ଓ କାଶ୍ମୀରର ଅଗ୍ରଭାଗରେ ଅପରେସନ ସିନ୍ଦୂର ସମୟରେ ପ୍ରଥମ […]

ସଂପୂର୍ଣ୍ଣ ପଢନ୍ତୁ
Ded0gx Uqaaikoi

ହାଇଆଲର୍ଟ ଘୋଷଣା ପରେ ପାଦରେ ଚାଲିଚାଲି ଲୋକଙ୍କ ଭଲମନ୍ଦ ପଚାରି ବୁଝିଲା ପୁଲିସ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ପରେ ଆଗ୍ରାରେ ହାଇ ଆଲର୍ଟ ଘୋଷଣା କରାଯାଇଛି। ପୁଲିସ ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ସେନା ଅଧିକାରୀଙ୍କ ସହିତ ଯୋଗାଯୋଗରେ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏହି କ୍ରମରେ ମକ୍ ଡ୍ରିଲ୍ ସିରିଜ୍ ଆରମ୍ଭ ହୋଇଯାଇଥିବା ବେଳେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ସାଇରନ ବାଜିବ। ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟିକୁ ବାତିଲ କରି ଦିଆଯାଇଛି।ପୁଲିସ କମିଶନର ଦୀପକ କୁମାର ବୁଧବାର ଅପରାହ୍ନରେ ପୁଲିସ ଅଧିକାରୀଙ୍କ ଏକ ବୈଠକ ଡାକି ଏହି ନିର୍ଦ୍ଦେଶ […]

ସଂପୂର୍ଣ୍ଣ ପଢନ୍ତୁ
Abdul Rauf Azhar

ଭାରତର ଆକ୍ରମଣରେ ଜୈସ ମୁଖ୍ୟ ରୌଫ ଆଝାର ମୃତ

ନୂଆଦିଲ୍ଲୀ : ମଇ ୭ ରାତିରେ ପାକିସ୍ତାନ ଉପରେ ଭାରତ କରିଥିବା ସାମରିକ କାର୍ଯ୍ୟାନୁଷ୍ଠାନରେ ଭାରତର ମୋଷ୍ଟ ଓ୍ବାଣ୍ଟେଡ୍ ଆତଙ୍କବାଦୀ ତଥା ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦର ପ୍ରତିଷ୍ଠାତା ମାସୁଦ ଆଝାରର ପରିବାର ସଫା ହୋଇଯାଇଛି । ଆଝାର ପରିବାରର ମୋଟ ୧୦ ଜଣ ସଦସ୍ୟ ମୃତ୍ୟୁବରଣ କରିଛନ୍ତି। ସେମାନଙ୍କ ମଧ୍ୟରେ ରହିଛି ମାସୁଦର ଭାଇ ରୌଫ ଆଝାର । ୧୯୯୯ରେ ଯେତେବେଳେ ତାର ବଡ଼ ଭାଇ ମାସୁଦ ଆଝାର କଶ୍ମୀରର ଜେଲରେ ଥିଲା, ତାକୁ ଛଡ଼ାଇବାକୁ ରୌଫ […]

ସଂପୂର୍ଣ୍ଣ ପଢନ୍ତୁ
Majhi E1718393614900

ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୮ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ବିଭାଗର ୮ ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ‘ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ’ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଥିବାବେଳେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରାଯାଇଛି। ଫଳରେ ୧୦୦୦ କୋଟି ବ୍ୟୟରେ ୫୦୦ କିଲୋମିଟର ନୂତନ ରାସ୍ତା ନିର୍ମାଣ ହେବ ବୋଲି ଜଣାପଡ଼ିଛି। ରାଜ୍ୟ କ୍ୟାବିନେଟରେ ବୈଠକ ନିର୍ବାଚନମଣ୍ଡଳିରେ ଥିବା ସଡ଼କ ନିର୍ମାଣ […]

ସଂପୂର୍ଣ୍ଣ ପଢନ୍ତୁ
Highcourt

୧୨ରେ ଶପଥ ନେବେ ବିଚାରପତି ଦୀକ୍ଷିତ

କଟକ:ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଆସନ୍ତା ୧୨ ତାରିଖ ସୋମବାର ଶପଥ ନେବେ। ଜଷ୍ଟିସ୍‌ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତଙ୍କ ସହ ମୋଟ ୭ ଜଣ ବିଚାରପତିଙ୍କୁ ବିଭିନ୍ନ ହାଇକୋର୍ଟକୁ ବଦଳି ପାଇଁ ସୁପାରିସ୍‌ କରାଯାଇଥିଲା। ଏହି ସୁପାରିସକୁ କେନ୍ଦ୍ର ସରକାର ଗତ ୨ ତାରିଖରେ ଅନୁମୋଦନ […]

ସଂପୂର୍ଣ୍ଣ ପଢନ୍ତୁ