Pindi 5may

ଯୁଦ୍ଧ ପୂର୍ବରୁ ରାୱଲପିଣ୍ଡିରେ ଜରୁରୀକାଳୀନ ପରିସ୍ଥିତି

ଇସଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ଭାରତ ପ୍ରଥମେ ପାକିସ୍ତାନକୁ ହାତରେ ନମାରି ଭାତରେ ମାରିବାକୁ ଯୋଜନା କରିଛି। ଏନେଇ ଭାରତ ପକ୍ଷରୁ ଜମ୍ମୁ-କଶ୍ମୀରରେ ବଗଲିହାର ଏବଂ ସିୟାଲ ଡ୍ୟାମ୍‌ର ଗେଟ୍ ବନ୍ଦ କରାଯିବା ପରେ ‌ଚେନାବ ନଦୀରେ ପ୍ରବାହିତ ଜଳସ୍ତର କମିବାରେ ଲାଗିଛି। ପାକିସ୍ତାନକୁ ପ୍ରବାହିତ ହେଉଥିବା ଜଳ ବନ୍ଦ ହୋଇଯାଇଛି। ଫଳରେ ଚେନାବର ଜଳସ୍ତର ୨୨ ଫୁଟରୁ କମି ୧୫ ଫୁଟ ହୋଇଯାଇଛି। ଗତ ୨୪ […]

ସଂପୂର୍ଣ୍ଣ ପଢନ୍ତୁ
Untitled 1 Copy

ପାକିସ୍ତାନ ସେନା ଗାଡ଼ି ଉଡ଼ାଇଲା ବିଏଲଏ, ୧୦ ମୃତ

କ୍ବେଟା: ଗୋଟିଏ ପଟେ ପାକିସ୍ତାନ ଭାରତର ସମ୍ଭାବ୍ୟ ଆକ୍ରମଣକୁ ନେଇ ଆଶଙ୍କିତ ଥିବାବେଳେ ଅନ୍ୟପଟେ ବଲୋଚ ବିଦ୍ରୋହୀମାନେ ପାକିସ୍ତାନ ସେନା ଉପରେ ଏକ ବଡ଼ ଆକ୍ରମଣ କରିଛନ୍ତି । ବିଏଲଏ ପକ୍ଷରୁ କ୍ୱେଟାର ମାର୍ଗତ ଅଞ୍ଚଳରେ ପାକ ସୈନିକ ଥିବା ଏକ ଟ୍ରକକୁ ଆଇଇଡି ମାଧ୍ୟମରେ ଉଡ଼ାଇଦିଆଯାଇଛି । ଏହା ଫଳରେ ୧୦ ଜଣ ପାକ୍ ସୈନ୍ୟ ମୃତ୍ୟୁବରଣ କରିଛନ୍ତି ବୋଲି କୁହାଯାଉଛି । କିନ୍ତୁ ପାକ୍ ସେନା ପକ୍ଷରୁ ଏପର୍ଯ୍ୟନ୍ତ ଏହି ମୃତ୍ୟୁସଂଖ୍ୟାକୁ ସ୍ପଷ୍ଟ କରାଯାଇନାହିଁ […]

ସଂପୂର୍ଣ୍ଣ ପଢନ୍ତୁ
Whatsapp Image 2025 05 06 At 6.51.34 Pm

ବହୁ ପ୍ରତିକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ଵାକ୍ଷର କଲେ ଭାରତ-ବ୍ରିଟେନ

ନୂଆଦିଲ୍ଲୀ, ୬।୫: ଭାରତ ଏବଂ ବ୍ରିଟେନ ମଧ୍ୟରେ ବହୁ ପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷରିତ ହୋଇଛି। ଯାହା ଉଭୟ ଦେଶ ମଧ୍ୟରେ ଅର୍ଥନୈତିକ ଏବଂ ରଣନୀତିଗତ ସମ୍ପର୍କକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଚୁକ୍ତିକୁ ଏକ “ଐତିହାସିକ ମାଇଲଖୁଣ୍ଟ” ବୋଲି ଅଭିହିତ କରିଛନ୍ତି ଏବଂ ଏହା ଦୁଇ ଦେଶର ବ୍ୟାପକ ରଣନୀତିଗତ ଭାଗୀଦାରୀକୁ ଆହୁରି ଗଭୀର କରିବ ବୋଲି କହିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ […]

ସଂପୂର୍ଣ୍ଣ ପଢନ୍ତୁ
President 750x430

ଇତିହାସରେ ପ୍ରଥମ, ସାବରୀମାଳା ମନ୍ଦିର ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମେ’ ୧୯ ତାରିଖରେ କେରଳର ସାବରୀମାଳା ମନ୍ଦିରରେ ଭଗବାନ ଆୟପ୍ପାଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ। ଦେଶର ଇତିହାସରେ ସେ ହେଉଛନ୍ତି ପ୍ରଥମ ରାଷ୍ଟ୍ରପତି, ଯିଏ ସାବରୀମାଳା ମନ୍ଦିର ଯିବେ। ମନ୍ଦିର ପରିଚାଳନା ସଂସ୍ଥା ତ୍ରାଭଣକୋର ଦେବସ୍ଵୋମ ବୋର୍ଡ(ଟିଡିବି) ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସୂଚନା ଦେଇଛି। ଏଥିସହ ଏହାକୁ ଦେଶର ଇତିହାସରେ ଏକ ଗର୍ବର ମୁହୂର୍ତ୍ତ ବୋଲି ବୋର୍ଡ଼ ପକ୍ଷରୁ କୁହାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଏସପିଜି ଓ ମନ୍ଦିର ପରିଚାଳନା […]

ସଂପୂର୍ଣ୍ଣ ପଢନ୍ତୁ
Di

ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ବିବାଦ: ଆସିଲା ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ନେଇ ସୃଷ୍ଟି ହୋଇଥିବା ବିବାଦର ତଦନ୍ତ କରୁଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୋମବାର ରାଜ୍ୟ ସରକାରଙ୍କୁ ମଧ୍ୟବର୍ତ୍ତିକାଳୀନ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି। ଡଃ ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଏହି ରିପୋର୍ଟ ପ୍ରଦାନ କରିଛନ୍ତି। ତଦନ୍ତ ରିପୋର୍ଟରେ ଦିଘାଠାରେ ଶ୍ରୀଜଗନ୍ନାଥଙ୍କର ମନ୍ଦିର ନିର୍ମାଣ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା […]

ସଂପୂର୍ଣ୍ଣ ପଢନ୍ତୁ
Rahul

ସିବିଆଇ ନିର୍ଦ୍ଦେଶକ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ନିର୍ଦ୍ଦେଶକଙ୍କ ନିଯୁକ୍ତି ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ନିଯୁକ୍ତି ନେଇ ବୈଠକ ଆରମ୍ଭ ହୋଇଛି। ତିନି ଜଣିଆ ନିଯୁକ୍ତି କମିଟିର ସୁପାରିଶ କ୍ରମେ କେନ୍ଦ୍ର ସରକାର ସିବିଆଇ ନିର୍ଦ୍ଦେଶକଙ୍କ ନିଯୁକ୍ତି କରନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ଲୋକସଭାର ବିରୋଧୀ ଦଳ ନେତା ଏବଂ ଭାରତର ମୁଖ୍ୟ ବିଚାରପତି କିମ୍ବା ତାଙ୍କ ଦ୍ୱାରା ମନୋନୀତ […]

ସଂପୂର୍ଣ୍ଣ ପଢନ୍ତୁ
Mamata Banerjee 750x430

ମୁର୍ସିଦାବାଦ ହିଂସା ପାଇଁ ବିଏସଏଫ ଓ ବିଜେପିକୁ ଦାୟୀ କଲେ ମମତା

ଓ୍ବାକଫ୍ ଆଇନକୁ ନେଇ ପଶ୍ଚିମବଙ୍ଗର ମୁର୍ସିଦାବାଦରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା। ଏଥିପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରି ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ରାଜ୍ୟପାଳ ସିଭି ଆନନ୍ଦ ବୋ​‌ଷ ରିପୋର୍ଟ ଦେଇଛନ୍ତି। ତେବେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ସୀମା ସୁରକ୍ଷା ବଳ(ବିଏସଏଫ) ଏବଂ ବିଜେପିକୁ ଦାୟୀ କରିଛନ୍ତି। ବିଜେପି ପଶ୍ଚିମବଙ୍ଗରେ ସାମ୍ପ୍ରଦାୟିକ ହିଂସା ସୃଷ୍ଟି କରୁଛି ବୋଲି ମମତା ଅଭିଯୋଗ କରିଛନ୍ତି। ବିଏସଏଫ ବିରୋଧରେ ମମତା ଅଭିଯୋଗ […]

ସଂପୂର୍ଣ୍ଣ ପଢନ୍ତୁ
Bishnu

ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି, ୭ ତାରିଖକୁ ଘୁଞ୍ଚିଲା ଶୁଣାଣି

କଟକ: IAS ବିଷ୍ଣୁପଦ ସେଠୀଙ୍କୁ ଆଶ୍ବସ୍ତି । ବିଷ୍ଣୁପଦ ଓ ତାଙ୍କ ପରିବାରର ଅନ୍ତରୀଣ ସୁରକ୍ଷା ବଢ଼ିଲା। ଅନ୍ତରୀଣ ଆଦେଶ ବଳବତ୍ତର ରଖିଲେ ହାଇକୋର୍ଟ। କେସ୍‌ ଡାଏରୀ ଦାଖଲ କରିବାକୁ ନିର୍ଦ୍ଦେଶ। ଭର୍ଚୁଆଲରେ ହାଜର ହେବେ ତଦନ୍ତ ଅଧିକାରୀ। ଆସନ୍ତା ୭ ତାରିଖକୁ ଘୁଞ୍ଚିଲା ଶୁଣାଣି। କଠୋର ପଦକ୍ଷେପ ନନେବା ଲାଗି ରହିଛି ଅନ୍ତରୀଣ ନିର୍ଦ୍ଦେଶ। ଗିରଫଦାରୀ ଏଡ଼ାଇବାକୁ ହାଇକୋର୍ଟ ଯାଇଥିଲେ ବିଷ୍ଣୁପଦ। ସୂଚନାଯୋଗ୍ୟ ଯେ, ବ୍ରିଜ୍‌‌ ଆଣ୍ଡ ରୁଫ୍‌‌ କର୍ପୋରେସନ‌ ଲିମିଟେଡ୍‌‌ ପାଇଁ ଏକ ବିଲ୍‌ ପାସ୍‌ […]

ସଂପୂର୍ଣ୍ଣ ପଢନ୍ତୁ
Naveen

ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ, ୧୦ ଜଣିଆ କମିଟିର ଅଧ୍ୟକ୍ଷ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି ।   ୧୦ ଜଣିଆ କମିଟି ଗଠନ କରାଯାଇଛି ।  ଏହାର ଅଧ୍ୟକ୍ଷ ଅଛନ୍ତି ନବୀନ ପଟ୍ଟନାୟକ ।  ସମସ୍ୟଙ୍କ ମଧ୍ୟରେ ଅଛନ୍ତି ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ସଂଜୟ ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ସୁଦାମ ମାର୍ଣ୍ଣି, ଟୁକୁନି ସାହୁ, ସସ୍ମିତ ପାତ୍ର ଓ ସଂତୃପ୍ତ ମିଶ୍ର ।

ସଂପୂର୍ଣ୍ଣ ପଢନ୍ତୁ
Gajapati

ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ ନୁହେଁ’: ସ୍ପଷ୍ଟ କଲେ ଗଜପତି ମହାରାଜା

ପୁରୀ: ଆସିଲା ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ସ୍ପଷ୍ଟୀକରଣ। ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ ବୋଲି କହିଛନ୍ତି ଗତପତି ମହାରାଜା। ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କଲେ ଗଜପତି ମହାରାଜା। ଜଗନ୍ନାଥ ଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି। ମୁକ୍ତି ମଣ୍ଡପ ମତକୁ ଆଧାର କରି ମତ ରଖିଲେ ଗଜପତି ମହାରାଜା। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂଳପୀଠ ପୁରୁଷୋତ୍ତମ କ୍ଷେତ୍ର। ଅନ୍ୟ କୌଣସି ସ୍ଥାନକୁ ଧାମ ନାଁ ଦିଆଯାଇପାରିବନି। ଜଗନ୍ନାଥଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର ନାଁ ଦିଆଯାଇପାରିବନି। […]

ସଂପୂର୍ଣ୍ଣ ପଢନ୍ତୁ