Ratha Work 1

ରଥ ନିର୍ମାଣ କାର୍ଯ୍ୟ: ଶାଳ ପୂଜା ପରେ ପଡିଲା ଅରକଣ୍ଟା, ୨୮ ତୁମ୍ବ ଗୋଲେଇ ଶେଷ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ । ରବିବାର ୬୮ ଜଣ ନିର୍ମାଣକାରୀ ରଥ ତିଆରିରେ ଯୋଗ ଦେଇଛନ୍ତି । ଶ୍ରୀନହର ସମ୍ମୁଖ ରଥଖଳାରେ ତୁମ୍ବ ତିଆର ଚାଲିଛି । କରତି ସେବକମାନେ ମୋଟ ୪୨ ତୁମ୍ବ ମଧ୍ୟରୁ ମାପ ଅନୁସାରେ ୪୧ଟି ତୁମ୍ବ କାଟି ବିଶ୍ୱକର୍ମାଙ୍କୁ ଯୋଗାଇଛନ୍ତି । ବିଶ୍ୱକର୍ମାଙ୍କ ଦ୍ୱାରା ୨୮ଟି ତୁମ୍ବ ଗୋଲେଇ ଶେଷ ହୋଇଛି । ବର୍ତ୍ତମାନ ସୁଦ୍ଧା ତାଳଧ୍ଵଜ […]

ସଂପୂର୍ଣ୍ଣ ପଢନ୍ତୁ
Mamata Banerjee At West Bengals

ଧାମ ବିବାଦ : ଫଳକ ହଟାଇଲେ, ହେଲେ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ ମମତା

ଭୁବନେଶ୍ଵର: ଧାମ ବିବାଦରେ ମୁହଁ ଖୋଲିଲେ, ହେଲେ ଭୁଲ ମାନିବେ କ’ଣ, ଓଲଟା ବିତଣ୍ଡା ଯୁକ୍ତି କଲେ। ଖାଲି ଯୁକ୍ତି କଲେନି, ମୂଳ ପୀଠ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ। ଦୀଘାର ‘ଜଗନ୍ନାଥ ଧାମ’ ବିବାଦ ଉପରେ କିଛି ଏପରି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପୁରୀ, ଦୀଘା ମନ୍ଦିରର ଗୁରୁତ୍ୱକୁ ସମାନ କରି, ଦୀଘା ମନ୍ଦିରକୁ ‘ଧାମ’ ବୋଲି କହିବା ଉପରେ ଉଠିଥିବା ଆପତ୍ତି ନେଇ ବିଜେପି ଉପରେ ବର୍ଷିଛନ୍ତି। ଏନେଇ ଦିଦି କହିଛନ୍ତି, […]

ସଂପୂର୍ଣ୍ଣ ପଢନ୍ତୁ
Mahakaleswar

ଉଜ୍ଜୈନ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି । ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ ଦମକଳ କର୍ମଚାରୀ ଘଟଣାସ୍ଥଳରେ ୩ଟି ଗାଡି ସହ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ମିଳିଥିବା ପ୍ରାଥମିକ ସୂଚନାନୁଯାୟୀ, ମନ୍ଦିର ପରିସରରେ ସିସିଟିଭି କଣ୍ଟ୍ରୋଲ୍‌ ରୁମ୍‌ର ଉପରେ ରଖାଯାଇଥିବା ବ୍ୟାରେଟରୀରୁ ନିଆଁ ଲାଗିଛି । […]

ସଂପୂର୍ଣ୍ଣ ପଢନ୍ତୁ
Image 2025 05 05t153416.474

ରଥଯାତ୍ରା ୨୦୨୫: ସାହି ଅଞ୍ଚଳ ପରିଦର୍ଶନ ସହ ବିଭିନ୍ନ ସମସ୍ୟା ନେଇ ଲୋକଙ୍କ ସହ କଥା ହେଲେ ଏସପି

ପୁରୀ: ଆସନ୍ତା ରଥଯାତ୍ରା ୨୦୨୫ ସମୟରେ ଶାନ୍ତିପୂର୍ଣ୍ଣ ଓ ସୁସଂଗଠିତ ଭାବରେ ଭକ୍ତମାନେ ଯାତ୍ରା କରିପାରିବେ ବୋଲି ନିଶ୍ଚିତ କରିବାକୁ ପୁରୀ ଏସପି ବିନିତ ଅଗ୍ରୱାଲ ଆଜି ନରେନ୍ଦ୍ର କୋଣ ଛକ, ବିଶ୍ୱେଶ୍ୱରୀ ମନ୍ଦିର, ଚୁଡ଼ଙ୍ଗ ସାହି, ୟଙ୍ଗ ଷ୍ଟାର କ୍ଲବ ଓ ହାଡଗୁଡିଆ ସାହି ଆଦି ସ୍ଥାନ ଦର୍ଶନ କରିଛନ୍ତି । ଏହି ଦର୍ଶନ ସମୟରେ ସ୍ଥାନୀୟ ନିବାସୀମାନଙ୍କ ସହ ଆଲୋଚନା କରି ସେମାନଙ୍କ ଅଭିଯୋଗଗୁଡ଼ିକୁ ଗ୍ରହଣ କରିଛନ୍ତି । ମୁଖ୍ୟ ଅଭିଯୋଗଗୁଡ଼ିକ ମଧ୍ୟରେ ରହିଛି, […]

ସଂପୂର୍ଣ୍ଣ ପଢନ୍ତୁ
Anugul Lovecase

ମହଙ୍ଗା ପଡ଼ିଲା ପ୍ରେମ, ଘଟଣାର ତଦନ୍ତ ପାଇଁ ଚାଇଲ୍ଡ ହେଲ୍ପଲାଇନକୁ ନିର୍ଦ୍ଦେଶ

ଅନୁଗୁଳ: ମହଙ୍ଗା ପଡିଲା ଅଳ୍ପ ବୟସରେ ପ୍ରେମ ।  ଚାଇଲ୍ଡ କେୟାର ସେଣ୍ଟରରେ ପ୍ରେମିକା ।  ଅନୁଗୁଳ ଜିଲ୍ଲା କଣିଁହା ବ୍ଲକ ଗଣ୍ଡମାଳା ପଞ୍ଚାୟତର ଜଣେ ନାବାଳକ ଓ ନାବାଳିକାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା।  ଗାଁରେ ଯାତ୍ରା ଚାଲିଥିବାବେଳେ ନାବାଳକ ଜଣକ ପ୍ରେମିକାକୁ ନିଜ ଘରକୁ ଆଣିଥିବାର ଖବର ପାଇଥିଲେ ଅଙ୍ଗନୱାଡି କର୍ମୀ । ଦୁଇ ପରିବାରଙ୍କ ଉପସ୍ଥିତିରେ ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ନାବାଳିକା ନିଜ ଘରକୁ ଫେରିଥିଲା ।  ଏହି ଖବର ଅନୁଗୁଳ ଜିଲ୍ଲାପାଳ […]

ସଂପୂର୍ଣ୍ଣ ପଢନ୍ତୁ
Suresh Pujari 750x430

ଦିଦିଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଡ଼ା ଜବାବ, କହିଲେ ମମତା ହିନ୍ଦୁ ବିରୋଧୀ

ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଜୋର ଧରିଛି। ଏହି ପ୍ରସଙ୍ଗରେ ଆଜି ପ୍ରଥମ ଥର ପ୍ରତିକ୍ରିୟା ରଖିଛନ୍ତି ମମତା ବାନାର୍ଜୀ। ଏହାପରେ କଡ଼ା ଜବାବ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି, “ମମତା ହିନ୍ଦୁ ବିରୋଧୀ, ଜଗନ୍ନାଥ ବିରୋଧୀ। ପ୍ରତିଦିନ ଗଣତନ୍ତ୍ରକୁ ରକ୍ତାକ୍ତ କରୁଛନ୍ତି।” ମମତା ଶ୍ରୀକ୍ଷେତ୍ରର ବିକଳ୍ପ ତିଆରି କରିବାକୁ ଚେଷ୍ଟା କରୁଛ କି ବୋଲି ପ୍ରଶ୍ନ କରିଛନ୍ତି ରାଜସ୍ୱ ମନ୍ତ୍ରୀ। ଶ୍ରୀକ୍ଷେତ୍ରର ବିକଳ୍ପ ତିଆରି କରିବାକୁ ଚେଷ୍ଟା କରୁଛନ୍ତି। […]

ସଂପୂର୍ଣ୍ଣ ପଢନ୍ତୁ
Pak 1 750x430

ଲଗାତର ୧୧ତମ ଦିନରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଜମ୍ମୁ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରଠାରୁ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲଓସି)ରେ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରି ଗୁଳିଚାଳନା କରିଆସୁଛି। ବିନା ପ୍ରରୋଚନାରେ ପାକିସ୍ତାନୀ ପୋଷ୍ଟରୁ ଏହି ଗୁଳିଚାଳନା ଗୋଟିଏ କିମ୍ବା ଦୁଇଟି ସେକ୍ଟର ମଧ୍ୟରେ ସୀମିତ ହୋଇ ରହିନାହିଁ। ବରଂ ଏକକାଳୀନ ଅନେକ ସେକ୍ଟରରେ ଗୁଳିଚାଳନା ହେଉଛି। ତେବେ ଭାରତୀୟ ଯବାନମାନେ ଗୁଳିମାଡ଼ର ମୁହଁତୋଡ଼ ଜବାବ ଦେଉଛନ୍ତି। ପହଲଗାମ ଆକ୍ରମଣ ପରେ ଗତ ରାତିରେ ପାକିସ୍ତାନ ଲଗାତର ୧୧ତମ ଦିନ ପାଇଁ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସେନା […]

ସଂପୂର୍ଣ୍ଣ ପଢନ୍ତୁ
Image 2025 05 05t103727.446

ରାଜଧାନୀରେ ଲଜ୍ଜା; ମା’ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ଭୁବନେଶ୍ବର: ରାଜଧାନୀରେ ମାଆ ଓ ଝିଅକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ । ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ହୋଇଛି । ଅଶ୍ଲୀଳ ଫଟୋ ଉଠାଇ ଦୁଷ୍କର୍ମ କରିଥିବା ଅଭିଯୋଗ । ରବିବାର ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ବରଗଡ଼ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ଯାଜପୁର ଜିଲ୍ଲା ଟମକା ଥାନା ଅଞ୍ଚଳର ସରୋଜ କୁମାର ବେହେରା ଓରଫ ରବି (୨୨) ବୋଲି ଜଣାପଡିଛି । ଅଭିଯୁକ୍ତ ରବି ପୀଡିତାଙ୍କ ଭଡ଼ାଘର ପାଖରେ […]

ସଂପୂର୍ଣ୍ଣ ପଢନ୍ତୁ
27ce8384 1f4a 4d94 83dc Ad78fb9ebc6c

ଛତ୍ରମଠରେ ବାର୍ଷିକ ବାଦି ପାଲା ଉଦଯାପିତ

ଜଗତସିଂହପୁର/ଝଙ୍କଡ଼ :  ବାଣୀକ୍ଷେତ୍ର ଝଙ୍କଡ଼ ସାରଳା ପୀଠ, କନକପୁର ଗ୍ରାମପଞ୍ଚାୟତ ଅଧିନ ତରାପୁର ଛତ୍ରମଠ ସ୍ଥିତ ଶ୍ରୀ ଶ୍ରୀ ସତ୍ୟନାରାୟଣ ମନ୍ଦିର ପାର୍ଶ୍ଵସ୍ଥ ପାଲାମଣ୍ଡପରେ ଗତ ପବିତ୍ର ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହୋଇଥିବା ବାଦି ପାଲା ବିପୁଳ ଜନସମାଗମ ମଧ୍ୟରେ ଗତ ମଇମାସ ତିନି ତାରିଖ ଶନିବାର ଦିନ ଉଦଯାପିତ ହୋଇଯାଇଛି। ଏହି ସତ୍ୟନାରାୟଣ ପାଲା ଅନୁଷ୍ଠାନ ଦୀର୍ଘ ଶତାଧିକ ବର୍ଷ ଧରି ଏଠାରେ ରାଜ୍ୟର ପ୍ରଖ୍ୟାତ ପାଲାଗାୟକ ମାନଙ୍କୁ ଆମନ୍ତ୍ରଣ କରି ବାଦି ପାଲା […]

ସଂପୂର୍ଣ୍ଣ ପଢନ୍ତୁ
Untitled 1 Copy

ନିରପୋଇ ଆଖଣ୍ଡଳମଣି ମନ୍ଦିରରେ ବିଶ୍ଵଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୂତି

ଜଗତସିଂହପୁର/ଝଙ୍କଡ଼ :  ମହାନଦୀ ଚିତ୍ରୋତ୍ପଳା  ଦ୍ବୀପାଞ୍ଚଳର ଗୁପ୍ତଯମୁନା ପୂଣ୍ୟତୋୟା ପାଇକା ନଦୀର ତଟଦେଶରେ ବିରାଜିତ ବାବା ଆଖଣ୍ଡଳମଣି ଙ୍କ ବାର୍ଷିକ ଯଜ୍ଞୋତ୍ସବ ଗତ ପବିତ୍ର ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହୋଇ ଶନିବାର ଦିନ ବିଳମ୍ବିତ ରାତ୍ରୀରେ ଉଦଯାପିତ ହୋଇଯାଇଛି। ପ୍ରତିଷ୍ଠାତା ରମାକାନ୍ତ ପଣ୍ଡା ଙ୍କ ଦ୍ଵାରା ଆୟୋଜିତ ଏହି ଆଧ୍ୟାତ୍ମିକ ସାରସ୍ୱତ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ବିଶିଷ୍ଟ ଜ୍ୟୋତିର୍ବିଦ ପଣ୍ତିତ ପ୍ରମୋଦ କୁମାର ପଣ୍ଡା ( ବୁଲୁ ନନା) ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା […]

ସଂପୂର୍ଣ୍ଣ ପଢନ୍ତୁ