Ram

ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ, ସାତ ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ

ପୁରୀ : ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ । ନୋଟିସ ପାଇବାର ୭ ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ ଦିଆଯାଇଛି ।  ନିଜର ଦ୍ବନ୍ଦ୍ବାତ୍ମକ ବୟାନ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଗଣିତ ଭକ୍ତ ତଥା ଶ୍ରଦ୍ଧାଳୁଙ୍କ ମନରେ ବିଭ୍ରାନ୍ତି ସୃଷ୍ଟି ଏବଂ ଶ୍ରୀମନ୍ଦିର ଗରିମାକୁ କ୍ଷୁଣ୍ଣ କରିବା ଅଭିଯୋଗରେ ତାଙ୍କୁ ଏହି ନୋଟିସ୍ ଜାରି କରାଯାଇଛି । ନୋଟିସ୍ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।  ସାତ ଦିନ ଭିତରେ […]

ସଂପୂର୍ଣ୍ଣ ପଢନ୍ତୁ
Health

ନବ ଯୌବନ ଦର୍ଶନଠାରୁ ନୀଳାଦ୍ରୀ ବିଜେ ପର୍ଯ୍ୟନ୍ତ ନିରନ୍ତର ସ୍ବାସ୍ଥ୍ୟ ସେବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ମହାପ୍ରଭୁ ଜଗନ୍ନାଥଙ୍କର ଚଳିତ ବର୍ଷ ରଥଯାତ୍ରାରେ ନିରନ୍ତର ସ୍ବାସ୍ଥ୍ୟ ସେବା ନିଶ୍ଚିତ କରାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ବିଭାଗୀୟ ଶାସନ ସଚିବ ଅଶ୍ବତୀ ଏସ.ଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସଭାଗୃହଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ବିଭାଗ ଅନ୍ତର୍ଗତ ବିଭିନ୍ନ ନିର୍ଦ୍ଦେଶାଳୟ ତରଫରୁ ବର୍ତ୍ତମାନ ପର୍ଯ୍ୟନ୍ତ କରାଯାଇଥିବା ପ୍ରାକ୍-ପ୍ରସ୍ତୁତିର ସମୀକ୍ଷା କରି ମହାପ୍ରଭୁଙ୍କ ଯାତ୍ରା ସମୟରେ ସେବାୟତ, ଭକ୍ତ, ପର୍ଯ୍ୟଟକ ଜରୁରୀକାଳୀନ […]

ସଂପୂର୍ଣ୍ଣ ପଢନ୍ତୁ
Odisha Govt 2

ପ୍ରଶାସନିକ ସୀମା ପୁନର୍ଗଠନ: ଜୁନ ୩୦ ଶେଷ ତାରିଖ

ଭୁବନେଶ୍ୱର: ରାଜ୍ୟରେ ପ୍ରଶାସନିକ ସୀମା ପୁନର୍ଗଠନ ନେଇ ଜାରି ହେଲା ଶେଷ ସମୟସୀମା। ଆସନ୍ତା ଜୁନ୍ ୩୦ ତାରିଖ ମଧ୍ୟରେ ରାଜ୍ୟର ସମସ୍ତ ପ୍ରଶାସନିକ ସୀମା ପୁନର୍ଗଠନ କାର୍ଯ୍ୟ ସମାପ୍ତ ହେବା। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତେବେ ଦେଶରେ ଚଳିତ ବର୍ଷ ଜନଗଣନା ହେବାକୁ ଯାଉଥିବା ଏହାର ପ୍ରକିୟା ପ୍ରାୟ ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା। ଏଥିପାଇଁ ଆସନ୍ତା ଜୁନ୍ ୩୦ ମଧ୍ୟରେ ରାଜ୍ୟର ସମସ୍ତ ପ୍ରଶାସନିକ କ୍ଷେତ୍ରର ସୀମା ପୁନର୍ଗଠନ […]

ସଂପୂର୍ଣ୍ଣ ପଢନ୍ତୁ
Jaishankar 750x430

ଭାରତକୁ ବନ୍ଧୁ ଦରକାର, ଉପଦେଶ ଦେଉଥିବା ରାଷ୍ଟ୍ର ନୁହେଁ: ଜୟଶଙ୍କର

ଭାରତ ପାଇଁ ବନ୍ଧୁର ଆବଶ୍ୟକତା ରହିଛି। ଉପଦେଶ ଦେଉଥିବା ଦେଶର ଆବଶ୍ୟକତା ନାହିଁ। ୟୁରୋପ ଉଦ୍ଦେଶ୍ୟରେ ଏଭଳି କଠୋର ମନ୍ତବ୍ୟ ଦେଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ରବିବାର ଆର୍କଟିକ୍‌ ସର୍କଲ ଇଣ୍ଡିଆ ଫୋରମ ୨୦୨୫ରେ ଯୋଗଦେଇ ଜୟଶଙ୍କର କହିଛନ୍ତି, ଭାରତ ସହିତ ନିବିଡ଼ ସମ୍ପର୍କ ରଖିବାକୁ ହେଲେ ୟୁରୋପକୁ କିଛି ସମ୍ବେଦନଶୀଳତା ଏବଂ ପରସ୍ପରର ହିତ ସାଧନ ହେଲା ଭଳି ମନୋଭାବ ପ୍ରଦର୍ଶନ କରିବାକୁ ହେବ। ବର୍ତ୍ତମାନ ସମୟରେ ନୂଆଦିଲ୍ଲୀ ବନ୍ଧୁ ଖୋଜୁଛି, ଉପଦେଶ ଦେଉଥିବା […]

ସଂପୂର୍ଣ୍ଣ ପଢନ୍ତୁ
Ph

‘ଖାନ୍‌ନଗର ବ୍ରିଜ୍‌ ଅଘଟଣ: ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ’

ଭୁବନେଶ୍ବର: କଟକ ରିଙ୍ଗରୋଡ଼ ସଂପ୍ରସାରଣ କାର୍ଯ୍ୟ ଚାଲୁଥିବା ବେଳେ ଶନିବାର ଅପରାହ୍‌ଣରେ ଘଟିଥିବା ଦୁର୍ଘଟଣା ନେଇ ଆଇନ୍‌ମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ହରିଚନ୍ଦନ କହିଛନ୍ତି ଏହି ଅଘଟଣ ନେଇ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତେବେ ଏହା ପଛର କାରଣ କ’ଣ ତାହା ଖୁବ ଶୀଘ୍ର ଉନ୍ମୋଚିତ ହେବ ଏବଂ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ଘଟଣାକୁ ରାଜ୍ୟସରକାର ଖୁବ୍ ଗୁରୁତର ସହ ଗ୍ରହଣ କରିଛନ୍ତି। […]

ସଂପୂର୍ଣ୍ଣ ପଢନ୍ତୁ
Heavy Rain 2

ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର: ୩ ଦିନ ବର୍ଷିବ। ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ପବନ ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ବହିବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ବିଚ୍ଛିନ୍ନ ସ୍ଥାନଗୁଡ଼ିକରେ ଅପରାହ୍ନ କିମ୍ବା ସନ୍ଧ୍ୟାରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବା। ଏଥିସହିତ ୪୦-୫୦ କିମି ପ୍ରତି […]

ସଂପୂର୍ଣ୍ଣ ପଢନ୍ତୁ
Israel 750x430

ଇସ୍ରାଏଲ ବିମାନବନ୍ଦରରେ ହୁତି ଆତଙ୍କବାଦୀଙ୍କ କ୍ଷେପଣାସ୍ତ୍ର ଆକ୍ରମଣ, ନେତନ୍ୟାହୁ ଡକାଇଲେ ଜରୁରୀ ବୈଠକ

ଇସ୍ରାଏଲର ବେନ୍‌ ଗୁରିୟନ ବିମାନବନ୍ଦରରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ହୁତି ଆତଙ୍କବାଦୀମାନଙ୍କ ଦ୍ଵାରା ଏହି ଆକ୍ରମଣ କରାଯାଇଛି। ଏଥିରେ ୬ ନାଗରିକ ଆହତ ହୋଇଥିବା ସୂଚନା ମିଳିନାହିଁ। ଏହି ଘଟଣା ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଜରୁରୀ ବୈଠକ ଡକାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କ୍ୟାଟ୍‌ଜ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହିତ ବୈଠକ କରିବେ। ତା’ ସହିନ୍ଦ ସନ୍ଧ୍ୟା​‌ରେ ମନ୍ତ୍ରିମଣ୍ଡଳ ବୈଠକ ଅନୁଷ୍ଠିତ ହେବ। ୟେମେନରେ ରହି ଆକ୍ରମଣ ଚଳାଇଥିବା ହୁତି ଆତଙ୍କବାଦୀଙ୍କୁ କିପରି […]

ସଂପୂର୍ଣ୍ଣ ପଢନ୍ତୁ
Raja E4

ଆଟାଚ ହେବ ରାଜା ଚକ୍ରଙ୍କ ସମ୍ପତ୍ତି, ଏସଟିଏଫ୍ ପକ୍ଷରୁ ସୂଚନା

ଭୁବନେଶ୍ୱର : ଆଟାଚ ହେବ ରାଜା ଚକ୍ରଙ୍କ ସମ୍ପତ୍ତି । ରାଜା ଚକ୍ରଙ୍କ କ୍ରସର ୟୁନିଟ ଓ ଅନ୍ୟ ଜାଗାରେ STFର ଚଢ଼ାଉ । କେନ୍ଦୁଝର ଓ ଆଖପାଖ ଅଞ୍ଚଳରେ STFର ସ୍ବତନ୍ତ୍ର ଟିମ୍ ଚଢ଼ାଉ କରୁଛି। ରାଜା ଚକ୍ରଙ୍କ ସମ୍ପତ୍ତି ଆଟାଚ ହେବା ନେଇ ଏସଟିଏଫ୍ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାରେ ତଦନ୍ତ କରୁଛି କ୍ରାଇମ ବ୍ରାଞ୍ଚ । ଏହି ଘଟଣାରେ […]

ସଂପୂର୍ଣ୍ଣ ପଢନ୍ତୁ
Truck Falls From Bridge 1080x570

ଫ୍ଲାଏଓଭରରୁ ଖସିଲା ଟ୍ୟାଙ୍କର, ଅଳ୍ପକେ ବର୍ତ୍ତିଲେ ଲୋକେ

ରାୟଗଡ଼ା: ରାୟଗଡ଼ାରେ ଏକ ଫ୍ଲାଏଓଭରରୁ ତଳକୁ ଟ୍ୟାଙ୍କର ଖସିପଡ଼ିଥିବା ବେଳେ ଅଳ୍ପକେ ରକ୍ଷା ପାଇଛନ୍ତି ଡ୍ରାଇଭର ଏବଂ ସ୍ଥାନୀୟ ଲୋକମାନେ। ସୂଚନା ଅନୁଯାୟୀ, ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଟ୍ୟାଙ୍କରଟି ବ୍ରିଜର ରେଲିଂକୁ ଧକ୍କା ଦେବା ପରେ ଫ୍ଲାଏଓଭରରୁ ତଳକୁ ଖସି ପଡ଼ିଥିଲା। ବଜାର ଅଞ୍ଚଳରେ ଲୋକଙ୍କ ଭିଡ଼ ଜମିଥିବା ବେଳେ କାହାର କୌଣସି କ୍ଷୟକ୍ଷତି ହୋଇଥିବାର ରିପୋର୍ଟ ନାହିଁ। ଦୁର୍ଘଟଣା ପରେ ଗାଡ଼ିର ଡ୍ରାଇଭର ଘଟଣାସ୍ଥଳରୁ ପଳାଇ ଯାଇଥିବା ସନ୍ଦେହ କରାଯାଉଛି। ପ୍ରତ୍ୟକ୍ଷଦର୍ଶୀମାନଙ୍କ କହିବାନୁଯାୟୀ, ଡ୍ରାଇଭର ବିପରୀତ […]

ସଂପୂର୍ଣ୍ଣ ପଢନ୍ତୁ
Sfd

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ମୁଖ୍ୟ ଅମରପ୍ରୀତ ସିଂହ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ବୈଠକ ପରେ, ଅମରପ୍ରୀତ ସିଂହ ପ୍ରଧାନମନ୍ତ୍ରୀ ବାସଭବନ ଛାଡି ଚାଲିଯାଇଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମ ଆକ୍ରମଣ ପରେ, ଜାତୀୟ ସୁରକ୍ଷା ସହ ଜଡିତ ବିଷୟ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏପରି ପରିସ୍ଥିତିରେ, ଏହି ବୈଠକକୁ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ପୂର୍ବରୁ ଶନିବାର ନୌସେନା ମୁଖ୍ୟ ଆଡମିରାଲ ଦିନେଶ ତ୍ରିପାଠି ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଥିଲେ। ଏହି ସମୟରେ […]

ସଂପୂର୍ଣ୍ଣ ପଢନ୍ତୁ