Chen

ପାକିସ୍ତାନକୁ ଚେନାବ ନଦୀ ପାଣି ବନ୍ଦ କଲା ଭାରତ

ପହଲଗାଓଁ ଆକ୍ରମଣ ପରେ ପାକିସ୍ତାନକୁ କୂଟନୈତିକ ସ୍ତରରେ ଆଉ ଏକ ବଡ଼ ଝଟକା ଦେଇଛି ଭାରତ। ସିନ୍ଧୁ ନଦୀ ଜଳ ଚୁକ୍ତିକୁ ଭାରତ ରଦ୍ଦ କରିବା ପରେ ଏବେ ଚେନାବ ନଦୀ ଜଳକୁ ବନ୍ଦ କରିଦେଇଛି। ଚେନାବ ନଦୀର ବଗଲିହାର ଡ୍ୟାମରୁ ପାକିସ୍ତାନକୁ ଯାଉଥିବା ପାଣିକୁ ଭାରତ ଅଟକାଇଦେଇଛି। ଏହା ସହିତ କିଶନଗଙ୍ଗା ଡ୍ୟାମରୁ ବି ପାକିସ୍ତାନକୁ ଜଳ ବନ୍ଦ କରିବା ଦିଗରେ ପଦକ୍ଷେପ ନେବାକୁ ଯୋଜନା ଚାଲିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ, ଜାମ୍ମୁର […]

ସଂପୂର୍ଣ୍ଣ ପଢନ୍ତୁ
Cm 616x330

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର : ଆସନ୍ତା କାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ । ଭୁବନେଶ୍ୱର ୟୁନିଟ୍ ୫ ସ୍ଥିତ ପ୍ରକୋଷ୍ଠରେ ଶୁଣାଣି ବନ୍ଦ ରହିବ ।  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏ ପ୍ରକାର ନିଷ୍ପତ୍ତି ନିଆଯାଇଛି । ମ୍ୟୁଖମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ୨ ଦିନର କାଳ ବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିଛି ।  ଦିନର ତାପମାତ୍ରା ୩୫ ଡିଗ୍ରୀ ପାର୍ କରିଛି ।  ଦିନରେ ଲୋକମାନେ ଘରୁ ବାହାରକୁ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 05 03 192941

ଖାନ୍‌ନଗର ବ୍ରିଜ ଅଘଟଣ: ୧୫ ଦିନ ଭିତରେ ରିପୋର୍ଟ ଦେବ ୩ ଜଣିଆ କମିଟି

କଟକ: ଖାନ୍‌ନଗରରେ ବ୍ରିଜ୍ ନିର୍ମାଣ ସମୟରେ ଗତକାଲି ଘଟିଥିବା ଅଘଟଣରେ ୩ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହି ଘଟଣାରେ ୩ ଜଣିଆ ବୈଷୟିକ କମିଟି ଗଠନ କରାଯାଇଛି। ୧୫ ଦିନ ମଧ୍ୟରେ କମିଟି ତଦନ୍ତ କରି ରିପୋର୍ଟ ଦେବ । ଆଜିଠାରୁ ତଦନ୍ତ ଆରମ୍ଭ ହେବ । ସେହିପରି ମୃତକଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Psot

ପାକିସ୍ତାନରୁ ଆସୁଥିବା ସମସ୍ତ ଡାକ ଏବଂ ପାର୍ସଲ ସେବା ବନ୍ଦ

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭାରତ ସରକାର ପାକିସ୍ତାନରୁ ଆସୁଥିବା ସମସ୍ତ ପ୍ରକାରର ଡାକ ଏବଂ ପାର୍ସଲ ସେବାକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ନିଷ୍ପତ୍ତି ଦୁଇ ଦେଶ ମଧ୍ୟରେ ବିମାନ ଏବଂ ସ୍ଥଳପଥ ମାଧ୍ୟମରେ ହେଉଥିବା ସମସ୍ତ ଡାକ ଏବଂ ପାର୍ସଲ ଆଦାନ-ପ୍ରଦାନ ପାଇଁ ଲାଗୁ ହେବ। ଡାକ ବିଭାଗ ଏ ସମ୍ପର୍କରେ ଏକ ସାର୍ବଜନୀନ ନୋଟିସ୍ […]

ସଂପୂର୍ଣ୍ଣ ପଢନ୍ତୁ
Cutxfae62fra8df3uzwf

ପହଲଗାମ ଆକ୍ରମଣ ପରେ ପ୍ରଥମ ଥର ପାଇଁ ମୋଦୀଙ୍କୁ ଭେଟିଲେ ଓମାର୍

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମ ଥର ପାଇଁ, ଜମ୍ମୁ ଏବଂ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ବୈଠକ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ହୋଇଥିଲା ଏବଂ ଏହି ବୈଠକ ପ୍ରାୟ ଅଧ ଘଣ୍ଟା ଧରି ଚାଲିଥିଲା। ସୂତ୍ର ଅନୁଯାୟୀ, ଆକ୍ରମଣ ପରେ ସୃଷ୍ଟି ହେଉଥିବା ପରିସ୍ଥିତି ଉପରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ସୂତ୍ର ଅନୁସାରେ ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ସିନ୍ଧୁ ଜଳ […]

ସଂପୂର୍ଣ୍ଣ ପଢନ୍ତୁ
Citu

ଆସନ୍ତା ୨୦ରେ ସର୍ବଭାରତୀୟ ଧର୍ମଘଟ ଡାକରା ଦେଲେ ଶ୍ରମିକ ସଂଗଠନ

ଭୁବନେଶ୍ବର:ଆଗାମୀ ୨୦ ତାରିଖରେ ବିଭିନ୍ନ ସଂଗଠନ ପକ୍ଷରୁ ଧର୍ମଘଟ ଡକରା ଦିଆଯାଇଛି। ଶ୍ରମିକ ବିରୋଧୀ ପୁଞ୍ଜିପତି ସପକ୍ଷବାଦୀ ୪ ଶ୍ରମ କୋଡ୍ ବାତିଲ ସହିତ ଶ୍ରମିକ, କୃଷକ, କ୍ଷୁଦ୍ର ବ୍ୟବସାୟୀ, ମହିଳା, ଛାତ୍ର ଯୁବକ ତଥା ସମଗ୍ର ଦେଶବାସୀଙ୍କର ୧୭ ଦଫା ଦାବିକୁ ନେଇ ଏହି ସର୍ବଭାରତୀୟ ଧର୍ମଘଟର ଡାକରା ଦିଆଯାଇଛି । ସୂଚନାଥାଉକି,ବାମପନ୍ଥୀ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଯେପରିକି ଏଆଇଟିୟୁସି, ସିଆଇଟିୟୁ, ଏଆଇୟୁଟିୟୁସି, ଏଆଇସିସିଟିୟୁ, ଟିୟୁସିସି ଏବଂ ଭୁବନେଶ୍ୱର ସହର ବ୍ୟାଙ୍କ, ବୀମା, କେନ୍ଦ୍ର ଓ […]

ସଂପୂର୍ଣ୍ଣ ପଢନ୍ତୁ
Sol

ସୌରଶକ୍ତିରେ ପରିଚାଳିତ ହେବ ସରକାରୀ କାର୍ଯ୍ୟାଳୟ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାର ବୈଦ୍ୟୁତିକ ଯାନବାହନ ଚଳାଚଳ ବୃଦ୍ଧି ପାଇଁ ନୂତନ ପଲିସି ଆଣିବାକୁ ଯାଉଛନ୍ତି। ବୈଦ୍ୟୁତିକ ଯାନର ବ୍ୟବହାର ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ପଲିସି ପ୍ରଣୟନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଅଧିକ ପରିମାଣରେ ଇଲେକ୍ଟ୍ରିକ ଯାନ ବ୍ୟବହାର ପାଇଁ ନୂତନ ଇଭି ପଲିସି ଆସିବ। ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି ଯେ, ସରକାରୀସ୍ତରରେ ଏହି ବ୍ୟବସ୍ଥାକୁ ଆଗୁଆ […]

ସଂପୂର୍ଣ୍ଣ ପଢନ୍ତୁ
Image 2025 01 29t183211.393

ପାଟଣାଗଡ ପାର୍ସଲ ବୋମା ମାମଲା: ଜୁନ୍ ୧୭ ସୁଦ୍ଧା ଚୂଡ଼ାନ୍ତ ରାୟ

ବଲାଙ୍ଗୀର: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ ପାର୍ସଲ ବୋମା ମାମଲା । ଜୁନ୍ ୧୭ ସୁଦ୍ଧା ଆସିବ ମାମଲାର ଚୂଡ଼ାନ୍ତ ରାୟ । ଏନେଇ ପୂର୍ବରୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ରହିଛି । ଆସନ୍ତା ୫ ତାରିଖରେ ପ୍ରତିପକ୍ଷଙ୍କ ସାକ୍ଷ୍ୟଗ୍ରହଣ ନେଇ ଶୁଣାଣି ହେବ । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲଙ୍କ ସପକ୍ଷରେ ଆଜି ଜଣଙ୍କ ସାକ୍ଷ୍ୟଗ୍ରହଣ ହୋଇଥିବା ନେଇ ସୂଚନା ରହିଛି । ପଡ଼ୋଶୀ ଜିତେନ୍ ପଟେଲଙ୍କ ହେଲା ସାକ୍ଷ୍ୟଗ୍ରହଣ । ଆସନ୍ତା ୬ରୁ ଆରମ୍ଭ ହେବ […]

ସଂପୂର୍ଣ୍ଣ ପଢନ୍ତୁ
Dham

ମେ’ ୨୭ରୁ ଚାରିଧାମକୁ ଗଡ଼ିବ ଭାରତ ଗୌରବ ଡିଲକ୍ସ ଟ୍ରେନ୍‌

ନୂଆଦିଲ୍ଲୀ: ବଦ୍ରିନାଥଧାମ, ଜଗନ୍ନାଥଧାମ, ରାମେଶ୍ୱରମ୍ ଏବଂ ଦ୍ୱାରକାଧାମକୁ ପ୍ରତ୍ୟେକ ଭାରତୀୟ ପରିଦର୍ଶନ କରିବାକୁ ଇଚ୍ଛା କରନ୍ତି। ଦେଶର ଏହି ଚାରିଧାମକୁ ଟ୍ରେନରେ ଯାତ୍ରା କରିବା ସମ୍ଭବ ହୋଇପାରିଛି। ଏଥିପାଇଁ ଭାରତୀୟ ରେଳବାଇ ଦ୍ୱାରା ‘ଭାରତ ଗୌରବ ଡିଲକ୍ସ ପର୍ଯ୍ୟଟନ ଟ୍ରେନ୍’ ଚଳାଚଳ କରାଯାଉଅଛି। ଚାରିଧାମକୁ ସଂଯୋଗ କରିବା ପାଇଁ ଭାରତୀୟ ରେଳବାଇ ପୂର୍ବରୁ ଦୁଇଥର ଭାରତ ଗୌରବ ଡିଲକ୍ସ ପର୍ଯ୍ୟଟନ ଟ୍ରେନ୍ ଚଳାଚଳ କରିସାରିଛି। ଚଳିତ ବର୍ଷ ୧୭ ଦିନିଆ ଚାରିଧାମ ଭାରତ ଗୌରବ ଡିଲକ୍ସ ଯାତ୍ରା […]

ସଂପୂର୍ଣ୍ଣ ପଢନ୍ତୁ
Naxal 2

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ

ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିବା ଖବର ସାମ୍ନାକୁ ଆସିଛି । ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି l ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାପଡିଛି l ଘଟଣାସ୍ଥଳରୁ ଏସଏଲଆର୍ ଅସ୍ତ୍ରଶସ୍ତ୍ର ଏବଂ କିଛି ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି । ଏନେଇ ଗରିଆବନ୍ଦ ଏସପି ଆନୁଷ୍ଠାନିକ ଭାବରେ ଏନକାଉଣ୍ଟରକୁ ନିଶ୍ଚିତ କରିଛନ୍ତି । ସେ କହିଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ