ଭାରତ ପାକିସ୍ତାନ ଉପରେ ଆକ୍ରମଣ କଲେ ବାଙ୍ଗଲାଦେଶ ଭାରତ ସହ ଯୁଦ୍ଧ କରିବ
ଢାକା, ୧।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ତୀବ୍ର ହୋଇଥିବା ଉତ୍ତେଜନା ମଧ୍ୟରେ ବାଂଲାଦେଶର ଜଣେ ଅବସରପ୍ରାପ୍ତ ମେଜର ଜେନେରାଲ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଭାରତ ପାକିସ୍ତାନ ଉପରେ ଆକ୍ରମଣ କରେ, ତେବେ ବାଂଲାଦେଶ ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକୁ ଦଖଲ କରିବ। ଏହି ବୟାନ ଭାରତ-ବାଂଲାଦେଶ ସମ୍ପର୍କରେ ନୂଆ ଉତ୍ତେଜନା ସୃଷ୍ଟି କରିଛି। ବାଂଲାଦେଶର ଅନ୍ତରୀଣ ସରକାରର ମୁଖ୍ୟ ମହମ୍ମଦ ୟୁନୁସ […]
ସଂପୂର୍ଣ୍ଣ ପଢନ୍ତୁ