ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍ଟିଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷର ଅବସରରେ କହିଛନ୍ତି। ସୂଚନାଯୋଗ୍ୟ ଯେ, ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍ଟିଭ୍ ଜେଟି ନିର୍ମାଣ […]
ସଂପୂର୍ଣ୍ଣ ପଢନ୍ତୁ