ଜୁନ ୨୫ରେ ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ | ଭୁବନେଶ୍ଵର ରେଳ ଅଡିଟରିୟମରେ ପାଳିତ ହେବ ରାଜ୍ୟସ୍ତରୀୟ ସମ୍ବିଧାନ ହତ୍ୟା ଦିବସ କାର୍ଯକ୍ରମ | ରାଜନୀତି ବିଜ୍ଞାନର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେବେ | ଏନେଇ ସୂଚନା ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ଗଣତନ୍ତ୍ର ସେନାନୀମାନଙ୍କୁ କାର୍ଯ୍ୟକ୍ରମରେ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ | ସେ ସମୟରେ ଗିରଫ ହୋଇଥିବା ୫୬ଜଣଙ୍କୁ ସରକାର ପେନସନ ଦେଉଛନ୍ତି […]
ସଂପୂର୍ଣ୍ଣ ପଢନ୍ତୁ