ଇରାନର ୪୦୦ କିଲୋଗ୍ରାମ ୟୁରାନିୟମର ପତ୍ତା ମିଳୁନି

ତେହେରାନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏହି ଯୁଦ୍ଧବିରତିକୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଏବଂ ଇରାନ ଉଭୟ ନିଶ୍ଚିତ କରିଛନ୍ତି। ଏହି ସମୟରେ ଇସ୍ରାଏଲ କହିଛି ଯେ, ଇରାନ ପୁଣି ଥରେ କ୍ଷେପଣାସ୍ତ୍ର ମାଡ଼ କରିଛି। ଇସ୍ରାଏଲ ମଧ୍ୟ ଏହାର ଉଚିତ ଜବାବ ଦେବାକୁ ଘୋଷଣା କରିଛି। ୧୨ଦିନର ଯୁଦ୍ଧ ପରେ ମଧ୍ୟ ଇସ୍ରାଏଲ ଏବଂ ଆମେରିକା ଇରାନର ପରମାଣୁ କେନ୍ଦ୍ରକୁ ସମ୍ପୂର୍ଣ୍ଣ ନଷ୍ଟ କରିପାରି […]

ସଂପୂର୍ଣ୍ଣ ପଢନ୍ତୁ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ, ଛୁରା ଓ ଗୁଳି ମାଡ଼ ହୋଇଥିବା ଅଭିଯୋଗ

ମୟୁରଭଞ୍ଜ : ପୂର୍ବ ଶତ୍ରୁତା ଓ ଛେଳି ଚୋରିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ ।  ଆକ୍ରମଣ ବେଳେ ଛୁରାମାଡ଼ ଓ ଗୁଳି ମାଡ଼ ହୋଇଥିବା ଜଣାଯାଇଛି । ଜଣେ ମହିଳା ସମେତ ୩ ଜଣ ଗୁରୁତର ହୋଇଛନ୍ତି । ବାରିପଦା ଟାଉନ ଥାନା ଅନ୍ତର୍ଗତ କଳିକାପୁର ଅଞ୍ଚଳରୁ ଆସିଛି ଏମିତି ଅଭିଯୋଗ। ଗୁରୁତରମାନଙ୍କୁ ବାରିପଦା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଛି । ତା ସହ ପୋଲିସକୁ […]

ସଂପୂର୍ଣ୍ଣ ପଢନ୍ତୁ

ଓଡ଼ିଶାର ଟେକ୍ନୋଲୋଜି ଅଭିବୃଦ୍ଧିରେ ଯୋଡ଼ିହେଲା ଲଜାଇଲର ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାକୁ ଏକ ବିଶ୍ୱସ୍ତରୀୟ ଟେକ୍ନୋଲୋଜି ହବରେ ପରିଣତ କରିବାପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି । ଅତ୍ୟାଧୁନିକ କର୍ମଶକ୍ତି ପରିଚାଳନା, ସାମର୍ଥ୍ୟର ଅପ୍ଟିମାଇଜେସନ୍ ଏବଂ ନବସୃଜନ ତଥା ଉତ୍କର୍ଷ ପ୍ରତି ପ୍ରତିବଦ୍ଧତା ରଖି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଲଜାଇଲ୍ ଏହାର ନୂତନ ସହାୟକ କମ୍ପାନୀ ଏବଂ ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର ଭୁବନେଶ୍ବରରେ ଉଦଘାଟନ କରିଛି । କାର୍ଯ୍ୟକ୍ରମ ଆରମ୍ଭରେ ଲଜାଇଲର ପ୍ରତିଷ୍ଠାତା ତଥା ସିଇଓ ପୂର୍ଣ୍ଣ ମିଶ୍ର ଅତିଥିମାନଙ୍କୁ ସ୍ୱାଗତ ଜଣାଇବା […]

ସଂପୂର୍ଣ୍ଣ ପଢନ୍ତୁ

ଇରାନରୁ ନିଜ ପାଇଲଟଙ୍କୁ ଫେରାଇ ଆଣ : ଇସ୍ରାଏଲକୁ କହିଲେ ଟ୍ରମ୍ପ

ଓ୍ବାସିଂଟନ : ଯୁଦ୍ଧ ବିରତି ସତ୍ତ୍ବେ ଇରାନ ଓ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରୁ ତାର ପାଇଲଟମାନଙ୍କୁ ତୁରନ୍ତ ଫେରାଇ ଆଣିବାକୁ ଇସ୍ରାଏଲକୁ ଚେତାବନୀ ଦେଇଛନ୍ତି। ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିବା ପରେ ମଧ୍ୟ, ଇସ୍ରାଏଲ ଅଭିଯୋଗ କରିଥିଲା ଯେ ଇରାନ ତା’ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କରୁଛି। ଏହା ପରେ ଇସ୍ରାଏଲ ମଧ୍ୟ ଇରାନ ଉପରେ ଆକ୍ରମଣ କରିବା ପାଇଁ ତା’ର […]

ସଂପୂର୍ଣ୍ଣ ପଢନ୍ତୁ

ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ମାମଲା, ଗିରଫ ଭୟରେ ଜୀବନ ହାରିବା ଉଦ୍ୟମ କରୁଥିଲେ ଅଭିଯୁକ୍ତ

ଯାଜପୁର : ଗିରଫ ଭୟରେ ବିଷ ପିଇଦେଲେ । ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ମାମଲାରେ ବିଷ ପିଇ ଯୁବକଙ୍କ ଜୀବନ ହାରିବା ଉଦ୍ୟମ । ମାନସିକ ଭାରସାମ୍ୟ ହରାଇ ବିଷ ପିଇଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ଅଭିଯୁକ୍ତଙ୍କୁ ଯାଜପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ହେପାଜତରେ ଅନିଲର ଚିକିତ୍ସା ଚାଲିଛି । ଅସଦାଚରଣ ଅଭିଯୋଗକୁ ଖଣ୍ଡନ କରିଛି ଅଭିଯୁକ୍ତ ଅନିଲ । ଏଥିରେ ସମ୍ପୃକ୍ତ ଅନ୍ୟ ଜଣଙ୍କୁ ଏବେବି ଖୋଜୁଛି ପୋଲିସ । […]

ସଂପୂର୍ଣ୍ଣ ପଢନ୍ତୁ

ଆଠଗଡରେ ବିଜେଡି-ବିଜେପି କର୍ମୀ ମୁହାଁମୁହିଁ

କଟକ: ପଞ୍ଚାୟତ ବୈଠକ ପୂର୍ବରୁ ଆଠଗଡ଼ ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା । ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ ହୋଇଛି। ଏଥିରେ ଅନେକ ପୋଲିସ୍ କର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ତିନି ପ୍ଲାଟୁନ ପୋଲିସ ଫୋର୍ସ ସମେତ ଜଣେ ଅତିରିକ୍ତ ଏସପି, ୨ ଡିଏସପି ଓ ୮ରୁ ଉର୍ଦ୍ଧ୍ୱ ଆଇଆଇସି ମୁତୟନ କରାଯାଇଛି। ସୂଚନାଥାଉକି, ଆଜି ପଞ୍ଚାୟତ ବୈଠକରେ ଆଠଗଡ ବିଧାୟକ ଯୋଗଦେବାର ଥିଲା । ବିଧାୟକ ଯୋଗଦେବା ପୂର୍ବରୁ […]

ସଂପୂର୍ଣ୍ଣ ପଢନ୍ତୁ

ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର :  ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୬୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୩ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ […]

ସଂପୂର୍ଣ୍ଣ ପଢନ୍ତୁ
Mukesh 300x300

ରାଜ୍ୟରେ ଡାଇରିଆ ସ୍ଥିତି ନିୟନ୍ତ୍ରଣରେ ଅଛି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଡାଇରିଆ ସ୍ଥିତି ନିୟନ୍ତ୍ରଣରେ ଅଛି। ରାଜ୍ୟ ସରକାର ଓଡ଼ିଶାରେ ଡାଇରିଆ ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି ଏବଂ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅନୁଯାୟୀ, ପ୍ରଭାବଶାଳୀ ପରିଚାଳନା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାରୋଟି ବିଭାଗ ସହିତ ପରିସ୍ଥିତି ସମୀକ୍ଷା କରିଛନ୍ତି। ପ୍ରତ୍ୟେକ ଜିଲ୍ଲାରେ ଡାଇରିଆ ବ୍ୟାପିବା ନିୟନ୍ତ୍ରଣ କରିବା ପାଇଁ ଡାଇରିଆ ବନ୍ଦ ସଚେତନତା ଅଭିଯାନ କରାଯାଇଛି। […]

ସଂପୂର୍ଣ୍ଣ ପଢନ୍ତୁ

ଅଯୋଧ୍ୟାର ରାମ ମନ୍ଦିର ପରିସରରୁ ମିଳିଲା ପ୍ରାଚୀନ ମୂର୍ତ୍ତି

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଏବେ ବି ଚାଲିଛି। ଏହି ସମୟରେ ସେଠାରେ ହଜାର ହଜାର ବର୍ଷ ପୁରୁଣା ପ୍ରାଚୀନ ଅବଶେଷ ବାହାରିବା ଘଟଣା ସାମ୍ନାକୁ ଆସୁଛି। ଏହି ଘଟଣାକୁ ନେଇ ପ୍ରତ୍ନତତ୍ତ୍ୱ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି। କୁବେର ଟିଲା ମାର୍ଗ ନିର୍ମାଣ ସମୟରେ ପ୍ରଚୀନ ମୂର୍ତ୍ତୀ ମିଳିଛି। ଏହି ମୂର୍ତ୍ତିରେ ସିଂହ ଉପରେ ବସିଥିବା ଦେବୀଙ୍କ ପ୍ରତିମା ଥିବା ଦେଖିବାକୁ ମିଳୁଛି।। ତେବେ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର […]

ସଂପୂର୍ଣ୍ଣ ପଢନ୍ତୁ

ମୋଦୀ ଦେଶ ପାଇଁ ଏକ ସମ୍ପତ୍ତି : ଶଶୀ ଥରୁର

ନୂଆଦିଲ୍ଲୀ: ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରସଂଶା କରିଛନ୍ତି କଂଗ୍ରେସ ସାଂସଦ ଶଶି ଥରୁର । ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶକ୍ତି, ତାଙ୍କର ବହୁମୁଖୀ ବ୍ୟକ୍ତିତ୍ୱ ଏବଂ ଆଲୋଚନା ପାଇଁ ତତ୍ପରତା ବିଶ୍ୱ ସ୍ତରରେ ଭାରତ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତି ଭାବରେ ବର୍ଣ୍ଣନା କରିଛନ୍ତି। ଶଶି ଥରୁର ଇଂରାଜୀ ଦୈନିକ ‘ଦି ହିନ୍ଦୁ’ରେ ଏକ ଲେଖାରେ ଏହା କହିଛନ୍ତି। ଥରୁର ଏହାକୁ ଅଧିକ ସହଯୋଗ ଏବଂ ସମର୍ଥନ ଦେବା ବିଷୟରେ ମଧ୍ୟ କହିଥିଲେ। ତେବେ ଶଶୀଙ୍କ […]

ସଂପୂର୍ଣ୍ଣ ପଢନ୍ତୁ