Odisha 50000 People Affected By Flash Flood In Subarnarekha River

ବଢ଼ିଲା ସୁବର୍ଣ୍ଣରେଖା -୪ଟି ବ୍ଲକର ୧୩୫ ଗାଁ ପ୍ରଭାବିତ

ବାଲେଶ୍ବର : ଓଡ଼ିଶାରେ ସେଭଳି ବଡ଼ ବର୍ଷା ନାହିଁ। ମାତ୍ର ପଡୋଶୀ ଝାଡ଼ଖଣ୍ଡ ପାଣି ଛାଡ଼ିଦେବାରୁ ଉତ୍ତର ବାଲେଶ୍ବରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଝାଡ଼ଖଣ୍ଡର ଚାନ୍ଦିଲି ବନ୍ଧ ଫାଟକ ଖୋଲି ଦିଆଯିବା ଓ ଗାଲୁଡିହି ବ୍ୟା​‌େ​‌ରଜରୁ ହଠାତ ପାଣି ଛଡ଼ା ଯିବାରୁ ଏଭଳି ବନ୍ୟା ସୃଷ୍ଟି ହୋଇଛି। ଝାଡ଼ଖଣ୍ଡ ଗାଲୁଡ଼ିହିରୁ ଉଦବୃତ୍ତ ବର୍ଷାପାଣି ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ ଜଳେଶ୍ୱର, ବସ୍ତା, ବାଲିଆପାଳ ଓ ଭୋଗରାଇ ବ୍ଲକରେ ବନ୍ୟାସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ପାଣିରେ ସୁବର୍ଣ୍ଣରେଖା ଉଛୁଳି […]

ସଂପୂର୍ଣ୍ଣ ପଢନ୍ତୁ

ଜୁଲାଇ ୧୫ ସୁଦ୍ଧା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ

ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀ ଏବଂ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ (ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ) ମାଗଣାରେ ବିଦ୍ୟାଳୟ ପୋଷାକ ମିଳିବ। ସମଗ୍ର ଶିକ୍ଷା/ପିଏମଶ୍ରୀ/ଗଙ୍ଗାଧର ମେହର ଶିକ୍ଷା ମାନକ ବୃଦ୍ଧି ଯୋଜନାରେ ଜଣପିଛା ୫୦୦ ଟଙ୍କା ମୂଲ୍ୟରେ ୨ ହଳ ବିଦ୍ୟାଳୟ ପୋଷାକ ବଣ୍ଟନ କରାଯିବ। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ […]

ସଂପୂର୍ଣ୍ଣ ପଢନ୍ତୁ
22

ପିଜିଆଇ ରିପୋର୍ଟ; ଶ୍ରେଷ୍ଠ ୫ ରାଜ୍ୟ ମଧ୍ୟରେ ଓଡ଼ିଶା

ଭୁବନେଶ୍ବର: ଗତ ଦୁଇ ବର୍ଷ ମଧ୍ୟରେ ଓଡ଼ିଶାର ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ବିଦ୍ୟାଳୟ ଶିକ୍ଷାର ପ୍ରବେଶ ଏବଂ ଶିକ୍ଷଣ ଫଳାଫଳରେ ଉନ୍ନତି ପରିଲକ୍ଷିତ ହୋଇଛି। ୨୦୨୨-୨୩ ଏବଂ ୨୦୨୩-୨୪ ଶିକ୍ଷାବର୍ଷ ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରଦର୍ଶନ ମାନକ ସୂଚକାଙ୍କ (ପିଜିଆଇ) ୨.ଠ ରିପୋର୍ଟ ପ୍ରକାଶ ପାଇଛି। ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ-୫ ପ୍ରଦର୍ଶନକାରୀ ରାଜ୍ୟ ମଧ୍ୟରେ ରହିଥିବ‌ା ଜଣାପଡ଼ିଛି। ଦକ୍ଷ (ଶୀର୍ଷ), ପ୍ରଚେଷ୍ଟା (ମଧ୍ୟମ ସ୍ତର) ଏବଂ ଆକାଂକ୍ଷୀ (ସର୍ବନିମ୍ନ) ଭଳି […]

ସଂପୂର୍ଣ୍ଣ ପଢନ୍ତୁ
1 7 750x430

ପ୍ରେମୀ ଜୋଡା ସ୍ଥାନ ଭାବେ ବେଶ ପରିଚିତ ଥିଲା ଗୋପାଳପୁର ଗଣଦୁଷ୍କର୍ମ ଅଞ୍ଚଳ

ଗୋପାଳପୁର: ଗୋପାଳପୁରକୁ ସାରା ଭାରତ ତଥା ବିଶ୍ବରେ ନିନ୍ଦିତ କରିଥିବା ଘଟଣା ନେଇ ଏବେ ନୂଆ ତଥ୍ୟ ଲୋକଲୋଚନକୁ ଆସିବାରେ ଲାଗିଛି। ଏହି ଅଞ୍ଚଳ ବିଭିନ୍ନ ସ୍ଥାନରୁ ଆସୁଥିବା ପ୍ରେମୀ ଜୋଡାଙ୍କ ଏକ ଲଭର୍ସ ପଏଣ୍ଟ ଭାବେ ବେଶ ପରିଚିତ ରହିଥିଲା। ଏଠାକୁ ପ୍ରତିଦିନ ସକାଳ ୧୦ ଟାରୁ ରାତି ୮ ଟା ପର୍ଯ୍ୟନ୍ତ ବିଭିନ୍ନ କଲେଜ ସମେତ ଗାଁ ମାନଙ୍କରୁ ପ୍ରେମୀ ଜୋଡା ମାନେ ପହଞ୍ଚି ରୋମାନ୍ସ କରି ଫେରି ଯାଉଥିଲେ। ଅପରାହ୍ନ ୨ଟା ରୁ […]

ସଂପୂର୍ଣ୍ଣ ପଢନ୍ତୁ
Img 20250622 123759

ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ପୌରସଂସ୍ଥାର ଟାଉନ ହଲଠାରେ ରଥଯାତ୍ରା ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ରଥଯାତ୍ରାର ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି। ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ପୁଲିସ ନିୟୋଜନ, ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା, ଅଗ୍ନିଶମ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟଗୁଡିକୁ ସଠିକ ଭାବେ ପରିଚାଳନା କରି ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ […]

ସଂପୂର୍ଣ୍ଣ ପଢନ୍ତୁ

ରଥଯାତ୍ରା: ଯାତ୍ରୀଙ୍କ ସୁବିଧା ପାଇଁ ପୁରୀକୁ ଚଳାଚଳ କରିବ ୩୬୫ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ବର/ପୁରୀ : ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଆସନ୍ତା ୨୭ ତାରିଖ ଦିନ ପୁରୀରେ ଅନୁଷ୍ଠିତ ହେବ | ଏହି ଉପଲକ୍ଷେ ରାଜ୍ୟ ଓ ରାଜ୍ୟ ବାହାରୁ ଭକ୍ତମାନଙ୍କର ପ୍ରବଳ ଜନସମାଗମ ହେବା ଆଶା କରାଯାଉଛି | ଏହାକୁ ଆଖିଆଗରେ ରଖି ଭାରତୀୟ ରେଳବାଇ ତରଫରୁ ୩୬୫ଟି ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବ । ପୂର୍ବତଟ ରେଳପଥ ପକ୍ଷରୁ ଏହି ବ୍ୟବସ୍ଥା କରାଯାଇଛି। ମହାପ୍ରଭୁଙ୍କ ବାର୍ଷିକ ଯାତ୍ରାରେ ପୁରୀରେ ପ୍ରବଳ ଭିଡ଼ ଓ ଶ୍ରଦ୍ଧାଳୁଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Ani 20250622121041

ମୁମ୍ବାଇରେ ନବୀନ ପଟ୍ଟନାୟକଙ୍କ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍‌ର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକଙ୍କର ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ପାଇଁ ଏକ ସଫଳ ଅସ୍ତ୍ରୋପଚାର କରାଯାଇଛି। ଏହି ଅସ୍ତ୍ରୋପଚାର ତାଙ୍କ ବ୍ୟକ୍ତିଗତ ଡାକ୍ତର ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନରେ କରାଯାଇଛି। ଡାକ୍ତର ପଣ୍ଡାଙ୍କ ଅନୁଯାୟୀ, ନବୀନ ବର୍ତ୍ତମାନ ନିରୀକ୍ଷଣରେ ଅଛନ୍ତି। ଦୁଇରୁ ତିନି ଦିନ ସେ ଏଭଳି ରହିବେ। ତାଙ୍କୁ ୫-୭ ଦିନ ମଧ୍ୟରେ ଡିସଚାର୍ଜ କରାଯିବ ବୋଲି ଆଶା […]

ସଂପୂର୍ଣ୍ଣ ପଢନ୍ତୁ
11

ଇରାନ ଉପରେ ଆକ୍ରମଣ କରିବା ପାଇଁ ପାକିସ୍ତାନର ବାୟୁକ୍ଷେତ୍ର ବ୍ୟବହାର କରିଥିଲା ଆମେରିକା

ଇସଲାମାବାଦ: ଇରାନର ପରମାଣୁ ପ୍ରତିଷ୍ଠାନ ଉପରେ ଆକ୍ରମଣକୁ ନେଇ ସବୁଠାରୁ ବଡ଼ ଖବର ସାମ୍ନାକୁ ଆସୁଛି। ଆମେରିକାର ବୋମାବର୍ଷୀ ବିମାନ ବି-୨ ଇରାନ ଉପରେ ଆକ୍ରମଣ କରିବା ପାଇଁ ଭାରତ ମହାସାଗରରେ ଥିବା ଡିଏଗୋ ଗ୍ରାସିଆ ଦ୍ବୀପରୁ ବାହାରି ପାକିସ୍ତାନର ବାୟୁକ୍ଷେତ୍ର ବ୍ୟବହାର କରିଥିଲା । ଏହି ଦାବି କେତେକ ଓପନ ସୋର୍ସ ଇଣ୍ଟେଲିଜେନ୍ସ ସାଇଟ୍ ଓ ଇରାନୀୟ ସୁତ୍ର ପକ୍ଷରୁ କରାଯାଇଛି। ତେବେ ପାକିସ୍ତାନ କିମ୍ବା ଆମେରିକା ପକ୍ଷରୁ ଏପର୍ଯ୍ୟନ୍ତ ଏ ବିଷୟରେ କୌଣସି ସରକାରୀ […]

ସଂପୂର୍ଣ୍ଣ ପଢନ୍ତୁ
Zz

୧ରୁ ସବୁ ପୁରୁଣା ଗାଡ଼ିକୁ ଇନ୍ଧନ ମନା

ନୂଆଦିଲ୍ଲୀ: ଦିଲ୍ଲୀରେ ଚଳାଚଳ କରୁଥିବା ସମସ୍ତ ପୁରୁଣା ଗାଡିଗୁଡିକୁ ଜୁଲାଇ ୧ରୁ ଇନ୍ଧନ ଭରିବାକୁ ସୁଯୋଗ ଦିଆଯିବ ନାହିଁ। ଜୀବନ ଅବଧି ଶେଷ (ଇଓଏଲ୍‌) ହୋଇଥିବା ଗାଡି, ଅର୍ଥାତ୍‌ ୧୦ବର୍ଷରୁ ଅଧିକ ପୁରୁଣା ଡିଜେଲ ଗାଡି ଓ ୧୫ବର୍ଷରୁ ଅଧିକ ପୁରୁଣା ପେଟ୍ରୋଲ ଗାଡିଗୁଡିକୁ ପେଟ୍ରୋଲ/ଡିଜେଲ୍ ପମ୍ପଗୁଡିକରେ ଇନ୍ଧନ ଭରିବାକୁ ଅନୁମତି ଦିଆଯିବ ନାହିଁ। ଏହି ବର୍ଗର ପୁରୁଣା ଗାଡିଗୁଡିକ ଯେଉଁ ରାଜ୍ୟରେ ପଞ୍ଜୀକୃତ ହୋଇଥାଉନା କାହିଁକି ସେଗୁଡିକ ଦିଲ୍ଲୀରେ ଇନ୍ଧନ ଭରିପାରିବେ ନାହିଁ। ଏ ସମ୍ପର୍କରେ […]

ସଂପୂର୍ଣ୍ଣ ପଢନ୍ତୁ
Indians 750x430

ଇରାନରୁ ଫେରିଲେଣି ୧୧୧୭ ଭାରତୀୟ

ନୂଆଦିଲ୍ଲୀ : ଅପରସେନ ସିନ୍ଧୁ ଅନୁଯାୟୀ ଇରାନରୁ ୪ଟି ପର୍ଯ୍ୟାୟରେ ମୋଟ ୧୧୧୭ ଭାରତୀୟ ନାଗରିକ ଓ ଛାତ୍ରଛାତ୍ରୀଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି। ଶୁକ୍ରବାର ରାତି ୧୧ଟା ୩୨ ମିନିଟରେ ପ୍ରଥମ ଦଫାରେ ୨୯୦ ଛାତ୍ରଛାତ୍ରୀ ନୂଆଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଛନ୍ତି। ଶନିବାର ଦ୍ବିତୀୟ ଓ ତୃତୀୟ ଦଫାରେ ଯଥାକ୍ରମେ ୨୫୬ ଓ ୩୧୦ ଛାତ୍ରଛାତ୍ରୀ ସ୍ବଦେଶ ଫେରିଆସିଥିବା ଜଣାପଡିଛି। ୪ର୍ଥ ଦଫାରେ ୨୮୦ରୁ ଅଧିକ ଛାତ୍ରଛାତ୍ରୀ ଏବଂ ନାଗରିକ ଫେରିଛନ୍ତି। ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ବିମାନବନ୍ଦରରେ […]

ସଂପୂର୍ଣ୍ଣ ପଢନ୍ତୁ