Odisha School Reopening

ଆସନ୍ତାକାଲି ଖୋଲିବ ସ୍କୁଲ: ଜିଲ୍ଲାପାଳମାନଙ୍କୁ ଏପରି ନିର୍ଦ୍ଦେଶ ଦେଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୯।୬: ଗ୍ରୀଷ୍ମ ଛୁଟି ପରେ ଶୁକ୍ରବାର ସ୍କୁଲଗୁଡ଼ିକ ପୁନର୍ବାର ଖୋଲିବାକୁ ଯାଉଥିବା ବେଳେ, ଓଡ଼ିଶା ସରକାର ସମସ୍ତ ଜିଲାପାଳଙ୍କୁ ଶିକ୍ଷାନୁଷ୍ଠାନଗୁଡ଼ିକ ଶିକ୍ଷାଗତ କାର୍ଯ୍ୟକ୍ରମର ସୁଚାରୁ ପୁନରାରମ୍ଭ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ସଚିବ ଶାଳିନୀ ପଣ୍ଡିତ ଜିଲାପାଳମାନଙ୍କୁ ଲେଖିଥିବା ଏକ ଚିଠିରେ ବିଭାଗ ଅଧୀନରେ ଥିବା ସ୍କୁଲ ଏବଂ ହଷ୍ଟେଲଗୁଡ଼ିକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଚାଲିଥିବା ମୌସୁମୀ ଋତୁକୁ ଦୃଷ୍ଟିରେ ରଖି, ଚିଠିରେ ଛାତ୍ରଛାତ୍ରୀମାନଙ୍କୁ ଜଳଜନିତ ଓ […]

ସଂପୂର୍ଣ୍ଣ ପଢନ୍ତୁ
Odisha To Host Energy Ministers Conference This Year 1536x1024

ଓଡ଼ିଶା ଆୟୋଜନ କରିବ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଯୋଗଦେବେ ସମଗ୍ର ଦେଶର ମନ୍ତ୍ରୀ

ଭୁବନେଶ୍ୱର,୧୯।୬: ଚଳିତ ବର୍ଷ ଶେଷରେ ଓଡ଼ିଶାରେ ସମସ୍ତ ରାଜ୍ୟ ଶକ୍ତି ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଶକ୍ତି ବିଭାଗ ଗୁରୁବାର ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି)-କାନପୁର ଏବଂ ଟୋନୀ ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ ଗ୍ଲୋବାଲ ଚେଞ୍ଜ ସହିତ ଏକ ତ୍ରୀ-ପାକ୍ଷିକ ଉଦ୍ଦେଶ୍ୟ ପତ୍ର (ଏଲଓଆଇ) ସ୍ଵାକ୍ଷର କରିଛି। ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ ଏବଂ ପୂର୍ବତନ ବ୍ରିଟିଶ ପ୍ରଧାନମନ୍ତ୍ରୀ ଟୋନୀ ବ୍ଲେୟାର ଦିଲ୍ଲୀରେ ଉପସ୍ଥିତ ଥିଲେ। ଏଲଓଆଇରେ ସମ୍ମତ ହେବା […]

ସଂପୂର୍ଣ୍ଣ ପଢନ୍ତୁ
Rahul

କଂଗ୍ରେସର ବଡ଼ ସମାବେଶ: ଜୁଲାଇ ୯ରେ ରାହୁଲଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର: ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜୁଲାଇ ଦ୍ବିତୀୟ ସପ୍ତାହର ଓଡ଼ିଶା ଆସିବେ । ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ । ଭୁବନେଶ୍ୱରରେ କଂଗ୍ରେସ ପକ୍ଷରୁ ବଡ଼ ସମାବେଶ ହେବାକୁ ଯାଉଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ପ୍ରଦାନ କରିଛନ୍ତି। ଏହି ସମାବେଶରେ ରାହୁଲ ଗାନ୍ଧୀ ଓ ଦଳୀୟ ଅଧ୍ୟକ୍ଷ ସାମିଲ ହେବେ । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଓ […]

ସଂପୂର୍ଣ୍ଣ ପଢନ୍ତୁ


କାଲି ଆସିବେ ମୋଦି: ଟ୍ରାଫିକ ପରାମର୍ଶ ଜାରି

ଭୁବନେଶ୍ୱର,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ଶୁକ୍ରବାର, ଜୁନ ୨୦ ଭୁବନେଶ୍ୱର ଗସ୍ତ ନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ବିସ୍ତୃତ ଟ୍ରାଫିକ ପରାମର୍ଶ ଜାରି କରାଯାଇଛି। ଏହା ସହିତ ସାଧାରଣ ଲୋକଙ୍କ ସୁରକ୍ଷା ଓ ଯାନବାହାନ ଚଳାଚଳରେ ସୁବିଧା ପାଇଁ ବିଶେଷ ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱରର ଜନତା ମଇଦାନରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ଏବଂ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (BPIA)ରୁ କାର୍ଯ୍ୟକ୍ରମ ସ୍ଥଳ ପର୍ଯ୍ୟନ୍ତ ଏକ ରୋଡ ଶୋ’ରେ ଯୋଗ […]

ସଂପୂର୍ଣ୍ଣ ପଢନ୍ତୁ
Sofia Firdose

ଗୋପାଳପୁର ଗଣଦୁଷ୍କର୍ମ ମାମଲା: କଂଗ୍ରେସ ଗଢ଼ିଲା ୫ ଜଣିଆ ଟିମ୍

ଭୁବନେଶ୍ବର: ବହୁଚର୍ଚ୍ଚିତ ଗୋପାଳପୁର ବେଳାଭୂମି ନିକଟରେ ଗତ ରବିବାର ଦିନ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା ନେଇ କଂଗ୍ରେସ ଉଦ୍‌ବେଗ ପ୍ରକାଶ କରିଛି। ଏହି ମାମଲାକୁ ନେଇ କଂଗ୍ରେସ ଏକ କମିଟି ଗଠନ କରିଛି। ଜାତୀୟସ୍ତରରେ ଅଳକା ଲାମ୍ବାଙ୍କ ସହିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଏବଂ ମିନାକ୍ଷୀ ବାହିନୀପତି ସାମ୍ବାଦିକ ସମ୍ବିଳନୀ କରିବା ପରେ ଏବେ ଗୋପାଳପୁର ମାମଲାରେ କଂଗ୍ରେସ ଗଠନ କରିଛି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍। ୫ ଜଣିଆ ଏହି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ […]

ସଂପୂର୍ଣ୍ଣ ପଢନ୍ତୁ
Xxxx

ଭିଟିଏସକୁ ନେଇ ଚିନ୍ତାରେ ଭ୍ୟାନ୍ ମାଲିକ, ସବୁ ଅଂଚଳରେ ନାହିଁ ଇଣ୍ଟରନେଟ୍

ନବରଙ୍ଗପୁର: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଧାନମଣ୍ଡିରେ ସ୍ବଚ୍ଛତା ଆଣିବା ପାଇଁ ନୂଆ ଆପ୍ ଆରମ୍ଭ କରାଯାଇଛି। ଏହାକୁ ସଫଳ କରିବା ପାଇଁ ଜିଲ୍ଲା ଯୋଗାଣ ବିଭାଗ ପୂରା ଦମ୍ ଲଗାଇଛି। ମଣ୍ଡିରୁ ମିଲ୍କୁ ପରିବହନ ପାଇଁ ଭିଟିଏସ୍ ( ଭେଇକେଲ ଟ୍ରାକିଂ ସିଷ୍ଟମ୍ ) ଲାଗୁ କରିଛି। ଟ୍ରକ୍, ଟ୍ରାକ୍ଟର ଓ ଭ୍ୟାନ୍ ଚାଳକଙ୍କ ମୋବାଇଲରେ ଭିଟିଏସ୍ ଆପ୍ ଡାଉନ୍‌ଲୋଡ କରାଯିବ। ଧାନ ଭର୍ତ୍ତିକରି ମଣ୍ଡି ଛାଡ଼ିବା ପୂର୍ବରୁ ଗାଡ଼ି […]

ସଂପୂର୍ଣ୍ଣ ପଢନ୍ତୁ
Xx

ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ, ପାର୍ଟି ମେମ୍ବର ୨ ଜଣ, ମିସିଲିଆ ସଦସ୍ୟ ୨ ଜଣ ଏବଂ ଆରପିସି ସଦସ୍ୟ ୨ ଜଣ। ତେଲେଙ୍ଗାନା ପୁଲିସ ତରଫରୁ ଲଗାତାର ନକ୍ସଲ ଅପରେସନ କରାଯାଉଥିବା ବେଳେ ନକ୍ସଲଙ୍କୁ ଆଉ ତ୍ରାହୀ ନାହିଁ। ନକ୍ସଲ ଏନକାଉଣ୍ଟରରେ ମୃତ୍ୟୁବରଣ କରୁଥିବା ବେଳେ ଅନ୍ୟ ନକ୍ସଲମାନେ ଏବେ ସଂଗଠନ ଛାଡି […]

ସଂପୂର୍ଣ୍ଣ ପଢନ୍ତୁ
Untitled 1 Copy

ଯୁବକଙ୍କୁ ଦୁଇଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଲେ : ସାଂସଦଙ୍କ ହସ୍ତକ୍ଷେପ ପରେ ଛାଡ଼ିଲେ

ଭୋଗରାଇ: ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନାରେ ମାମଲା ରୁଜୁ ନହୋଇ ଜଣେ ଯୁବକଙ୍କୁ ଦୁଇ ଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଛନ୍ତି। ଖବର ପାଇ ବାଲେଶ୍ୱର ସାଂସଦ ପହଂଚି ଏସପିଙ୍କ ସହିତ ଭିଡ଼ିଓ କଲରେ ଦେଖାଇବା ପରେ ଯୁବକଙ୍କୁ ଛାଡ଼ିଲେ ଥାନା ଅଧିକାରୀ। ସୂଚନା ଅନୁଯାୟୀ, ଭୋଗରାଇ ବ୍ଲକ ଜୟରାମପୁର ଗ୍ରାମର କାର୍ତ୍ତିକ ଚନ୍ଦ୍ର ଭୋଳ ଏକ ବାଇକ୍‌ ଅଦଳବଦଳକୁ କେନ୍ଦ୍ରକରି ଭୋଗରାଇ ଥାନାରେ ବାରବାଟିଆ ଗ୍ରାମର […]

ସଂପୂର୍ଣ୍ଣ ପଢନ୍ତୁ
Ch

ପାରିବାରିକ କଳହରୁ ଆତ୍ମହତ୍ୟା ଉଦ୍ୟମ କଲେ ଗୋଟିଏ ପରିବାରର ୩ ସଦସ୍ୟ : ଶାଶୁ-ବୋହୂ ମୃତ, ପୁଅ ଗୁରୁତର

ଆଠଗଡ଼ : ପାରିବାରିକ କଳହର କରୁଣ ପରିଣତି । ଏକା ସଙ୍ଗେ ବିଷ ପିଇଲେ ଗୋଟିଏ ପରିବାରର ୩ ଜଣ । ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର । କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ବଡ଼ବାରସିଂ ଗ୍ରାମରେ ଘଟିଛି ଏଭଳି ହୃଦୟ ବିଦାରକ ଦୃଶ୍ୟ । ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ବଡ଼ବାରସିଂ ଗ୍ରାମରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି । ଏକା ସଙ୍ଗେ ଗୋଟିଏ […]

ସଂପୂର୍ଣ୍ଣ ପଢନ୍ତୁ
Cb

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲା: କ୍ରାଇମ୍‌ବ୍ରାଞ୍ଚର ତଦନ୍ତ ଜାରି

ବ୍ରହ୍ମପୁର: ବହୁଚର୍ଚ୍ଚିତ ଗୋପାଳପୁର ବେଳାଭୂମିରେ ଗତ ରବିବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍‌ ତଦନ୍ତ ଆରମ୍ଭ କରିଛି। ପୀଡ଼ିତାଙ୍କ ବୟାନ ଆଧାରରେ ଆଇଜି ଏସ. ସାଇନିଙ୍କ ନେତୃତ୍ୱରେ ତନାଘନା ଆରମ୍ଭ ହୋଇଛି। ମଙ୍ଗଳବାର ଦିନ କୋର୍ଟ ପରିସରରେ ୬ ସାବାଳକ ଅଭିଯୁକ୍ତଙ୍କୁ ପଚରାଉଚରା କରାଯାଇଥିଲା। ଆଜି ଘଟଣାସ୍ଥଳରେ ପହଞ୍ଚି ପ୍ରେମୀ ଯୁଗଳ କେଉଁଠି ବସିଥିଲେ ଏବଂ ଯୁବତୀଙ୍କ ସହ କେଉଁଠି ଗଣଦୁଷ୍କର୍ମ ହୋଇଥିଲା ଏହାର ଯାଞ୍ଚ କରିଛନ୍ତି ଟିମ୍। ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ […]

ସଂପୂର୍ଣ୍ଣ ପଢନ୍ତୁ