ଯାଜପୁରରେ ଆଉ ୧୬ କଲେରା ପଜିଟିଭ୍ ଚିହ୍ନଟ
ଯାଜପୁର: ଯାଜପୁର ଜିଲ୍ଲାରେ ୪୯ ସାମ୍ପଲରୁ ଆଉ ୧୬ କଲେରା ପଜିଟିଭ୍ ଚିହ୍ନଟ ହୋଇଛି । ଦୁଇଟି ପର୍ଯ୍ୟାୟରେ ଯାଇଥିବା ସାମ୍ପଲ୍ରୁ ପଜିଟିଭ୍ ଚିହ୍ନଟ ହୋଇଛି । ୨୧ରୁ ୧୧ ଓ ପରବର୍ତ୍ତୀ ୨୮ ସାମ୍ପଲରୁ ୫ କଲେରା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଲେ ଯାଜପୁର ସିଡିଏମ୍ଓ । ଯାଜପୁରରୁ ଆରମ୍ଭ ହୋଇଥିବା ଏହି କଲେରା ଆଖପାଖ ଜିଲ୍ଲାକୁ ବ୍ୟାପିବାରେ ଲାଗିଛି । ଗତକାଲି ଯାଜପୁରରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକ […]
ସଂପୂର୍ଣ୍ଣ ପଢନ୍ତୁ