Screenshot 2025 06 12 082710 750

ଝାଡ଼ାବାନ୍ତି ଡ଼ର: ସବୁ ଜିଲ୍ଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଡରାଉଛି ଝାଡାବାନ୍ତି। ଦୃତ ଗତିରେ ଜିଲ୍ଲାକୁ ଜିଲ୍ଲା ମାଡି ଚାଲିଛି ଡାଇରିଆ। ଏନେଇ ଏବେ ଚିନ୍ତାରେ ଓଡ଼ିଶା। ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାକୁ ତର୍କ କରାଇଛନ୍ତି ସ୍ୱାସ୍ଥ୍ୟ ସଚିବ। ଏନେଇ ସ୍ବାସ୍ଥ୍ୟ ସଚିବ ଅଶ୍ବତୀ ଏସ୍‌ ପ୍ରତିକ୍ରିୟା ମଧ୍ୟ ଦେଇଛନ୍ତି। ରାଜ୍ୟର ସବୁ ଜିଲ୍ଲାକୁ ଆଲର୍ଟ ରହିବାକୁ ସ୍ୱାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଦିନ ୧୦ଟା ସୁଦ୍ଧା ୫ ଜିଲ୍ଲାରୁ ୩ଶହ ନୂଆ କେସ୍ ଚିହ୍ନଟ ହୋଇଛି ବୋଲି ସେ ସୂଚନା […]

ସଂପୂର୍ଣ୍ଣ ପଢନ୍ତୁ
Rw

ତିନି ରଥର ଭୂଇଁରେ ପଡ଼ିଲା କଇଞ୍ଚି ଓ ଅନ୍ଧାରୀ ତାଗ, ଆଗେଇ ଚାଲିଛି ନିର୍ମାଣ କାର୍ଯ୍ୟ

ପୁରୀ :  ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ତିନି ରଥର ଭୂଇଁରେ ପଡ଼ିଲା କଇଞ୍ଚି ଓ ଅନ୍ଧାରୀ ତାଗ  । ସାମଗ୍ରିକ ଭାବେ ତିନିରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି ।  ତିନିରଥର ମହାରଣା ସେବକ ଏବଂ ଭୋଇ ସେବକଙ୍କ ମିଳିତ ସହଯୋଗରେ ତିନିରଥର ପ୍ରଥମ ଭୂଇଁ ଉଭୟ ପଟରେ କଇଞ୍ଚି ପଡ଼ିବା ସହ ଦ୍ୱିତୀୟ ଭୂଇଁ ଉଭୟ ପାର୍ଶ୍ଵରେ ଅନ୍ଧାରୀ ତାଗ ବାଡିଆ ଯାଇ ଅଗ ଭୂଇଁ ବା ତୃତୀୟ ଭୂଇଁରେ କଇଞ୍ଚି […]

ସଂପୂର୍ଣ୍ଣ ପଢନ୍ତୁ
Naveen Patnaik

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣା: ସରକାରଙ୍କୁ କଠୋର ପଦକ୍ଷେପ ଗ୍ରହଣ କରିବାକୁ କହିଲେ ନବୀନ

ଭୁବନେଶ୍ୱର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଖବର ଅତ୍ୟନ୍ତ ସ୍ପର୍ଶକାତର, ସଭିଙ୍କୁ ଏହା ବିଚଳିତ କରିଛି। ଏହାକୁ ଦୃଢ଼ ନିନ୍ଦା କରୁଛି। ପର୍ଯ୍ୟଟନ ସ୍ଥଳୀରେ ମହିଳାମାନଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରତିଦିନ ମହିଳାଙ୍କ ଉପରେ ବଢୁଥିବା ନିର୍ଯାତନାକୁ ରୋକିବା ଦିଗରେ ସରକାର […]

ସଂପୂର୍ଣ୍ଣ ପଢନ୍ତୁ
Tc

ଟ୍ରମ୍ପ-ମାକ୍ରୋନ କଥା କଟାକଟି

ଓ୍ବାସିଂଟନ : ପୁଣି ଜଣେ ରାଷ୍ଟ୍ରମୁଖ୍ୟଙ୍କ ସହ ବିବାଦ ସୃଷ୍ଟି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲଦୋମିର ଜେଲେନସ୍କି ଓ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାପୋସାଙ୍କ ବିବାଦ ସୃଷ୍ଟି କରିଥିବା ଟ୍ରମ୍ପ ଏବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ଗାଳି ଦେଇଛନ୍ତି । ଟ୍ରମ୍ପ ମଙ୍ଗଳବାର ମାକ୍ରୋନଙ୍କୁ ତାଙ୍କ ବୟାନ ପାଇଁ ସମାଲୋଚନା କରିଛନ୍ତି। ମାକ୍ରୋନ କହିଥିଲେ ଯେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଆମେରିକାର […]

ସଂପୂର୍ଣ୍ଣ ପଢନ୍ତୁ
28db646e B759 4196 Ada9 04eb72aa3c0d

ବିଶିଷ୍ଠ ଶିକ୍ଷାବିତ୍ ରସାନନ୍ଦ ସାହୁଙ୍କୁ ସମ୍ବର୍ଦ୍ଧନା

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତ ର ତିରଣ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ଶିକ୍ଷାବିତ୍ ରସାନନ୍ଦ ସାହୁ ଙ୍କୁ, ଶିଳନ୍ଦୀ ଗ୍ରାମରେ ଅନୁଷ୍ଠିତ ରଜ ମହୋତ୍ସବ ର ମହାର୍ଘ୍ୟ ମଞ୍ଚରେ ଉପଢୌକନ, ମାନପତ୍ର ଓ ପୁଷ୍ପଗୁଛ ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଛି । ଶ୍ରୀଯୁକ୍ତ ସାହୁ ଜଗତସିଂହପୁର ଶିକ୍ଷାଧିକାରୀ ତଥା ପରୋପକାରୀ ବ୍ୟକ୍ତିତ୍ୱ ଭାବେ ଅଞ୍ଚଳରେ ବେଶ ସୁନାମ ଅର୍ଜନ କରିଛନ୍ତି । ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ପାଠପଢାରେ ଉତ୍ସାହିତ […]

ସଂପୂର୍ଣ୍ଣ ପଢନ୍ତୁ
Ss

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲା: ବନ୍ଧା ହେଲେ ୧୦ ଅଭିଯୁକ୍ତ

ବ୍ରହ୍ମପୁର: ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାରେ ପୁଲିସ ୧୦ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ରହିଛି। ଅଭିଯୋଗ ଆଧାରରେ ଗତକାଲି ୭ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରିଥିଲା। ଆଜି ଫେରାର ଅନ୍ୟ ତିନିଜଣଙ୍କୁ ଧରିଛି। ସମସ୍ତ ଗିରଫ ୧୦ ଅଭିଯୁକ୍ତଙ୍କୁ ଆଜି ପୁଲିସ କୋର୍ଟଚାଲାଣ କରିବ। ଗତକାଲି ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା। ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଥିଲା। ବେଳାଭୂମି ବୁଲିବାକୁ ଯାଇଥିବା ବେଳେ ପୁରୁଷବନ୍ଧୁଙ୍କୁ ବାନ୍ଧି ଗଣଦୁଷ୍କର୍ମ ଘଟିଛି ବୋଲି […]

ସଂପୂର୍ଣ୍ଣ ପଢନ୍ତୁ
Sch

ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ, ଆସନ୍ତା ୨୦ରେ ଖୋଲିବ ସମସ୍ତ ସ୍କୁଲ୍

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ସମସ୍ତ ସ୍କୁଲ୍ ଖୋଲିବ । ସ୍କୁଲ୍‌ ଖୋଲିବା ନେଇ ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ । ସରକାରୀ, ବେସରକାରୀ ସମସ୍ତ ସ୍କୁଲ୍ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ସରକାର ନିଷ୍ପତ୍ତି ନେଇଛନ୍ତି ୨୦ରେ ହିଁ ଖୋଲିବ । ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନିଆଯାଇଛି । ସ୍କୁଲ୍‌ ଖୋଲିବା ପୂର୍ବରୁ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଏପ୍ରିଲ ୨୩ରୁ ଅଙ୍ଗନବାଡି, […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 06 16 094922

କଟକରେ ଝାଡ଼ାବାନ୍ତି ଆତଙ୍କ: ୬୪ ଆକ୍ରାନ୍ତ

କଟକ: ଜିଲ୍ଲାରୁ ଜିଲ୍ଲାକୁ ବ୍ୟାପୁଛି ଝାଡାବାନ୍ତି। କଟକରେ ମଧ୍ୟ ଚିନ୍ତା ବଢାଇଛି ଝାଡାବାନ୍ତି। ପ୍ରାୟ ୬୪ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ସିଟି ହସ୍ପିଟାଲରେ ସ୍ୱାସ୍ଥ୍ୟ ବିଭାଗ ଟିମ୍‌ ସମୀକ୍ଷା କରିଛି। ସିଡିଏମଓଙ୍କ ସହ ବରିଷ୍ଠ ଅଧିକାରୀ ଅନୁଧ୍ୟାନ କରିଛନ୍ତି। ବାଙ୍କୀ ଘୋଳପୁରରୁ ୪୬, ଟାଙ୍ଗୀରୁ ୧୮ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଏହାସହ କଟକରେ ମଧ୍ୟ ସ୍ଥିତି ପରଖିବା ପାଇଁ କେନ୍ଦ୍ରୀୟ ଟିମ୍‌ ପହଞ୍ଚିଛନ୍ତି। ଯାଜପୁର ଜିଲାରେ ଏବେ ବି ହଇଜା ସ୍ଥିତି ଗମ୍ଭୀର ରହିଛି […]

ସଂପୂର୍ଣ୍ଣ ପଢନ୍ତୁ
Amb

ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ, ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବ ଏହି ସେବା

ଭୁବନେଶ୍ୱର : ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ । ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ  । ଏନେଇ ସୂଚନା ଜାରି କରିଛନ୍ତି ପରିବହନମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ସୂଚନା । ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ସେ କହିଛନ୍ତି ଯେ, ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବ ଆମ୍ବୁଲାନ୍ସ ସେବା । ପରିବହନ ବିଭାଗ ହାତରେ ରହିବ ସଂରକ୍ଷଣ ଦାୟିତ୍ୱ ।  କ୍ରୁଟ ସହାୟତାରେ ଏହାକୁ ଚଲାଯିବ ।  ଏହାର ରୋଡ୍ […]

ସଂପୂର୍ଣ୍ଣ ପଢନ୍ତୁ
Pl

ଅହମଦାବାଦ ବିମାନ ଦୁର୍ଘଟଣା: ଦୁର୍ଘଟଣାସ୍ଥଳରୁ ମିଳିଲା ସୁନା

ଗାନ୍ଧୀନଗର: ଗୁରୁବାର ଅହମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମଲାଇନର୍ ବିମାନ (ଉଡ଼ାଣ ନମ୍ବର ଏଆଇ ୧୭୧) ଦୁର୍ଘଟଣାଗ୍ରସ୍ତ ହୋଇଥିିଲା। ବିମାନରେ ମୋଟ ୨୪୨ଜଣ ଥିବା ବେଳେ ମାତ୍ର ଜଣେ ହିଁ ବଞ୍ଚିପାରିଥିଲେ। ଏହି ଦୁର୍ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏବେ ଲୋକଙ୍କୁ ବିମାନ ଯାତ୍ରା କରିବା ପୂର୍ବରୁ ୨ଥର ଚିନ୍ତା କରୁଛନ୍ତି। ତେବେ ଦୁର୍ଘଟଣା ପରେ ସେଠାରୁ ଅନେକ ଏଭଳି ଜିନିଷ ଉଦ୍ଧାର କରାଯାଇଛି, ଯାହା ନିଆଁରେ ନଷ୍ଟ ହୋଇନାହିଁ। ସେ […]

ସଂପୂର୍ଣ୍ଣ ପଢନ୍ତୁ