କେରଳରେ ଲଗାଣ ବର୍ଷା: ତଳିଆ ଅଞ୍ଚଳ ଜଳମଗ୍ନ
ଥିରୁଭାନ୍ତପୁରମ,୧୫।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରବିବାର କେରଳର ବିଭିନ୍ନ ସ୍ଥାନରେ ନିରନ୍ତର ଏବଂ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା, ପବନ ଯୋଗୁ ବିଭିନ୍ନ ସ୍ଥାନରେ ଗଛଗୁଡିକ ଉପୁଡ଼ି ପଡ଼ିଥିବା ବେଳେ ଉଚ୍ଚ ଅଞ୍ଚଳରେ କାଦୁଅ ଧସି ପଡ଼ିଛି। ଏପରିକି ତଳିଆ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଯଦିଓ କୌଣସି ସ୍ଥାନରେ ବଡ଼ ଧରଣର ମୃତାହତର ଖବର ମିଳିନାହିଁ, ହେଲେ ବିଭିନ୍ନ ଜିଲା ଘର ଏବଂ ଯାନବାହନ ବିକ୍ଷିପ୍ତ କ୍ଷତି […]
ସଂପୂର୍ଣ୍ଣ ପଢନ୍ତୁ