Accident 2daaf2 1

ବାଇକ୍‌ ଆରୋହୀ ତିନି ଯୁବକଙ୍କୁ ଚାପି ଦେଲା ଟ୍ରକ୍‌

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ଅଧିନ ଶୁଅକାଟି ଫାଣ୍ତି ଅନ୍ତର୍ଗତ ଠାକୁରଡିହି ବୁଲାଣି ଛକ ନିକଟରେ ଆଜି ଅପରାହ୍ନ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବିଭୁ ବାରିକ (୧୫), ବାଦଲ ନାଏକ (୨୨) ଓ ସନତ ନାଏକ (୨୧)। ବିଭୁ ବାରିକ, ବାଦଲ ନାଏକ ଓ ସନତ ନାଏକ ଶୁଆକାଟି ପଟୁ କେନ୍ଦୁଝର ଅଭିମୁଖେ ଯାଉଥିଲେ। ବିପରୀତ ଦିଗରୁ […]

ସଂପୂର୍ଣ୍ଣ ପଢନ୍ତୁ
Resize

ବାପାଙ୍କୁ କ’ଣ କଥା ଦେଇଥିଲେ ଏୟାର ଇଣ୍ଡିଆ ବିମାନର ପାଇଲଟ, ଯାହା ରହିଗଲା ଅଧା

ନୂଆଦିଲ୍ଲୀ  : ଗୁରୁବାର (ଜୁନ ୧୨, ୨୦୨୫) ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ ହେବାର କିଛି ସେକେଣ୍ଡ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନରେ ମୋଟ ୨୪୨ ଜଣ ଥିଲେ, ଯେଉଁଥିରେ ଦୁଇଜଣ ପାଇଲଟ ଏବଂ କ୍ରୁ ସଦସ୍ୟ ଥିଲେ, ଯେଉଁଥିରୁ କେବଳ ଜଣେ ବଞ୍ଚି ଯାଇଥିଲେ ଏବଂ ବାକି ୨୪୧ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ବିମାନର ପାଇଲଟ ଥିଲେ ସୁମିତ ସବରୱାଲ, ଯାହାଙ୍କର ୮୨୦୦ ଘଣ୍ଟା ଉଡ଼ାଣ ଅଭିଜ୍ଞତା […]

ସଂପୂର୍ଣ୍ଣ ପଢନ୍ତୁ
Z

ଗୁଳି-ବନ୍ଧୁକ କାରବାର ବେଳେ ଚଢ଼ଉ: ଜଣେ ଓଡ଼ିଆ ସମେତ ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବୁଲୁଛି ସ୍ବୟଂଚାଳିତ ପିସ୍ତଲ, ରିଭଲଭର। ବାହାର ରାଜ୍ୟରୁ ମାରଣାସ୍ତ୍ର ଆଣି ଭୁବନେଶ୍ୱରରେ ଚୋରି, ଡକାୟତି, ରାହଜାନୀ, ଲୁଟ ଭଳି ଅପରାଧ ଏବଂ ହିଂସା ସୃଷ୍ଟି କରିବାକୁ ଚାଲିଛି ଯୋଜନା। ତେବେ ଅପରାଧ ପାଇଁ ବ୍ୟବହାର ହେବାକୁ ଥିବା ଏକ ବଡ଼ଧରଣର ମାରଣାସ୍ତ୍ର ବିକ୍ରି ଯୋଜନାକୁ ଭୁବନେଶ୍ବର କମିସନରେଟ ପୁଲିସ ବିଫଳ କରିଛି। ଜଟଣୀର ଏକ ନିଦ୍ଦିଷ୍ଟ ସ୍ଥାନରେ ବନ୍ଧୁକ ବିକ୍ରି ବେଳେ ଏୟାର ଫିଲ୍ଡ ଥାନା ପକ୍ଷରୁ ଅତର୍କିତ ଭାବେ ଚଢ଼ଉ କରାଯାଇ ଜଣେ […]

ସଂପୂର୍ଣ୍ଣ ପଢନ୍ତୁ
41dcd8f0 2e8c 4895 A30e 361be95a40a8

ସ୍ବାମୀଜୀ ଯୁବକ ସଂଘ ପକ୍ଷରୁ ସୁନାନାକୀ ଝିଅ ପ୍ରତିଯୋଗିତା – ୨୦୨୫ (ଷଷ୍ଠ ସଂସ୍କରଣ) ଅନୁଷ୍ଠିତ

କଟକ : କଟକ ସଦର ୪୨ ମୌଜା ବରାଳ ଗ୍ରାମର ସାମାଜିକ ସଂଗଠନ ସ୍ୱାମୀଜୀ ଯୁବକ ସଂଘ ପକ୍ଷରୁ ସୁନାନାକୀ ଝିଅ ପ୍ରତିଯୋଗିତା – ୨୦୨୫ (ଷଷ୍ଠ ସଂସ୍କରଣ) କଳପଡ଼ା ମାନ୍ୟବର ପ୍ୟାଲେସରେ ଅନୁଷ୍ଠିତ ହୋଇ ସର୍ବମୋଟ ଜୁନିଅର ଗ୍ରୁପରେ ୩୭ ଜଣ ଓ ସିନିୟର୍ ଗ୍ରୁପରେ ୨୭ ଜଣ ପ୍ରତିଯୋଗୀନୀ ଅଂଶ ଗ୍ରହଣ କରିଥିଲେ । ସଙ୍ଘର ପ୍ରତିଷ୍ଠାତା ଗବେଷକ ଇଂ.ବିରଞ୍ଚି ନାରାୟଣ ଭୂୟାଁଙ୍କର ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସଭାରେ ପ୍ରାଧ୍ୟାପକ ପ୍ରଫୁଲ୍ଲ ଦାସ,ଆଇନଜୀବୀ ସଞ୍ଜୀବ […]

ସଂପୂର୍ଣ୍ଣ ପଢନ୍ତୁ
Cm Mohan

୧୧ ଜିଲ୍ଲାରେ ୩୮୭୮ କୋଟିର ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି। ୧୧ଟି ଜିଲ୍ଲାରେ ୧୭ଟି ପ୍ରକଳ୍ପ ନିର୍ମାଣ ହେବ। ଫଳରେ ୧୦ ହଜାର ୫୮୪ ନିଯୁକ୍ତି ସୃଷ୍ଟି ହେବ। ପ୍ଲାଷ୍ଟିକ, ଟେକ୍ସଟାଇଲ, ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ନିବେଶ ହେବ। ରାଜ୍ୟରେ ବେକାରୀ ସଂଖ୍ୟା ବଢିବାରେ ଲାଗିଛି। ଆବଶ୍ୟକତା ଅନୁସାରେ କଳକାରଖାନା ଓ […]

ସଂପୂର୍ଣ୍ଣ ପଢନ୍ତୁ
Drill 750x430

ପୁରୀ ରେଳ ଷ୍ଟେସନରେ ମକ୍ ଡ୍ରିଲ୍

ପୁରୀ : ପୁରୀ ରେଳ ଷ୍ଟେସନର ମକ୍ ଡ୍ରିଲ୍। ରଥ ଯାତ୍ରାରେ ଲକ୍ଷାଧିକ ଭକ୍ତ ଓ ଯାତ୍ରୀ ପୁରୀ ଆସିବାକୁ ଥିବାରୁ ଯଦି ଷ୍ଟେସନରେ ଆତଙ୍କବାଦୀ ଆକ୍ରମଣ ହୁଏ, ତେବେ ଏହାକୁ କିଭଳି ମୁକାବିଲା କରିହେବ ସେ ନେଇ ଓଡ଼ିଶା ପୁଲିସ ଓ ରେଲୱେ ସୁରକ୍ଷା ବାହିନୀ ଏହି ମକ୍ ଡ୍ରିଲ କରିଛନ୍ତି। ଓଡ଼ିଶା ପୁଲିସର ୩ ଜଣ କର୍ମଚାରୀ ଆତଙ୍କବାଦୀ ସାଜି ପୁରୀ ରେଳ ଷ୍ଟେସନରେ ରେଲୱେ ସୁରକ୍ଷା ବାହିନୀକୁ ଆକ୍ରମଣ କରି ଷ୍ଟେସନରେ ପ୍ରବେଶ […]

ସଂପୂର୍ଣ୍ଣ ପଢନ୍ତୁ
Untitled 1 1 750x430

ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା – ନାରୀଙ୍କୁ ସମ୍ମାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି ଯେ, ନାରୀଙ୍କୁ ସମ୍ମାନ ପ୍ରଦାନ କରିବା ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା। ଏହି ସମାବେଶର ଏକମାତ୍ର ଉଦ୍ଦେଶ୍ୟ ହେଉଛି, ଓଡିଶାର ନାରୀ ଶକ୍ତିକୁ […]

ସଂପୂର୍ଣ୍ଣ ପଢନ୍ତୁ
Untitled 1 Copy

ଯାଜପୁରରେ ବ୍ୟାପୁଛି ଡାଇରିଆ: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଯାଜପୁର: ଯାଜପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଡାଇରିଆ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଜିଲ୍ଲାରେ ଡାଇରିଆ ବ୍ୟାପୁଥିବାରୁ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ଜିଲ୍ଲାପାଳ ପି ଅନ୍ବେଷା ରେଡ୍ଡୀ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଥିରେ କୁହାଯାଇଛି ଯେ, ଜୁନ ୧୪ରୁ ୧୬ ତାରିଖ ଯାଏଁ ତିନିଦିନ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ […]

ସଂପୂର୍ଣ୍ଣ ପଢନ୍ତୁ
Zz

୩୬ ଘଣ୍ଟା ପରେ ଭଦ୍ରକରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ଭଦ୍ରକ: ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ ହୋଇଛି। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଆଜି ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେବା ପରେ ଇଣ୍ଟରନେଟ ସେବା ପୁଣି ଥରେ ପୂର୍ବଭଳି ସ୍ବାଭାବିକ ହୋଇଛି। ଜିଲ୍ଲାପାଳ କହିଛନ୍ତି, ଭଦ୍ରକ ହେଉଛି ଭାଇଚାରାର ଜିଲ୍ଲା। ଏ ଜିଲ୍ଲାରେ ଲୋକମାନେ ସବୁବେଳେ ଭାଇଚାରାକୁ ସମ୍ମାନ ଦେଇ ସବୁ କ୍ଷେତ୍ରରେ ପ୍ରଶାସନକୁ ସହଯୋଗ କରିଛନ୍ତି। ଗତକାଲିର ଘଟଣାରେ ଭଦ୍ରକର ସବୁ ଲୋକ […]

ସଂପୂର୍ଣ୍ଣ ପଢନ୍ତୁ
Cm Mohan Majhi 3 1140x570 1 750x

ଗୃହରକ୍ଷୀଙ୍କୁ ରଜ ଭେଟି ଦେଲେ ରାଜ୍ୟ ସରକାର: ବଢ଼ାଇଲେ ଭତ୍ତା

ଭୁବନେଶ୍ବର: ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି। ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଅନୁସାରେ ଦୈନିକ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ୬୧୨ରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ରାଜ୍ୟ ସରକାର ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ୧୧ ଟଙ୍କା ବଢ଼ାଇଛନ୍ତି। ୨୦୨୫ ଜାନୁଆରି ପହିଲାରୁ ପିଛିଲା ଭାବେ ଲାଗୁ ହେବ। ସେହିପରି ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀମାନଙ୍କର ଦୈନିକ […]

ସଂପୂର୍ଣ୍ଣ ପଢନ୍ତୁ