Z

ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍

ନୂଆଦିଲ୍ଲୀ: ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍ । ଇରାନର ରାଜଧାନୀ ତେହେରାନ ନିକଟବର୍ତୀ ଅଞ୍ଚଳରେ ସାମରିକ ଆକ୍ରମଣ ଆରମ୍ଭ କରିଛି ଇସ୍ରାଏଲ । ଏହି ଆକ୍ରମଣ ଇରାନର ପରମାଣୁ କାର୍ଯ୍ୟକ୍ରମ ଏବଂ ଏହାର ପ୍ରମୁଖ ବୈଜ୍ଞାନିକମାନଙ୍କୁ ଟାର୍ଗେଟ କରାଯାଇ କରାଯାଇଛି । ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ ଇଆନ କାଟଜ୍ କହିଛନ୍ତି, ଇରାନରୁ ପ୍ରତିଶୋଧମୂଳକ ମିସାଇଲ ଓ ଡ୍ରୋନ ଆକ୍ରମଣର ଆଶଙ୍କା ରହିଛି । ଏହି ଆକ୍ରମଣ ପରେ ଇସ୍ରାଏଲରେ ଜରୁରୀକାଳୀନ ସ୍ଥିତି ଘୋଷଣା କରାଯାଇଛି […]

ସଂପୂର୍ଣ୍ଣ ପଢନ୍ତୁ
18 1749794143

ଚାଲିଗଲା ୨୬୫ ଜୀବନ: ଅହମଦାବାଦ ହସ୍ପିଟାଲ୍‌ରେ ଭିଡ଼ ଅଣାୟତ

ଅହମ୍ମଦାବାଦ୍‌: ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ ହୋଇଛି । ଆଉ ନିଜ ପ୍ରିୟଜନଙ୍କ ମୃତଦେହ ନେବାପାଇଁ ଅହମ୍ମଦାବାଦ ମେଡିକାଲରେ ସମ୍ପର୍କୀୟଙ୍କ ଗହଳି ଲାଗିଲାଣି । ଦୁର୍ଘଟଣା ପରେ ବିସ୍ଫୋରଣ ପାଇଁ ଅଧିକାଂଶ ମୃତଦେହ ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି । ଆଉ ପରିଚୟ ପାଇଁ ଡିଏନ୍‌ଏ ପରୀକ୍ଷା କରାଯାଉଛି । ସେପଟେ ଯେଉଁ ମୃତକଙ୍କ ପରିଚୟ ମିଳିଛି, ସେମାନଙ୍କ ମୃତଦେହ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯାଉଛି । ଏପଟେ ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ […]

ସଂପୂର୍ଣ୍ଣ ପଢନ୍ତୁ
5 1536x912

ଆହତଙ୍କୁ ଭେଟିବା ପରେ ବିମାନବନ୍ଦରରେ‌ ବୈଠକ ଡାକିଲେ ମୋଦୀ

ଅହମ୍ମଦାବାଦ୍‌: ଗୁରୁବାର ଦିନ ଅହମ୍ମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୫୦ରୁ ଉର୍ଧ୍ବ ଲୋକଙ୍କର ମୃତ୍ୟୁ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରିସ୍ଥିତିର ସମୀକ୍ଷା କରିବା ପାଇଁ ଅହମ୍ମଦାବାଦ ଗସ୍ତ କରିଛନ୍ତି। ମୋଦୀ ଅହମ୍ମଦାବାଦ୍‌ରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ସ୍ଥାନ ପରିଦର୍ଶନ କରିବା ପରେ ଆହତମାନଙ୍କୁ ଭେଟିବା ପାଇଁ ହସ୍ପିଟାଲ୍‌କୁ ଯାଇଥିଲେ। ଏହି ଦୁର୍ଘଟଣାରେ ଯେଉଁଠାରେ ୨୬୫ ଜଣଙ୍କ ଜୀବନ ଚାଲିଯାଇଥିଲା, ସେଠାରେ ଚମତ୍କାର ଭାବେ ବଞ୍ଚିଥିବା ବିମାନରେ ଯାତ୍ରା କରୁଥିବା ରମେଶ […]

ସଂପୂର୍ଣ୍ଣ ପଢନ୍ତୁ
Cras8

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ ପ୍ରତିଶୃତି ଦେଇଛି ଟାଟା ଗୃପ୍ । କ୍ଷତିଗ୍ରସ୍ତ ମେଡିକାଲ କଲେଜ କୋଠା ସଜାଡ଼ିବାକୁ ମଧ୍ୟ ପ୍ରତିଶୃତି ଦେଇଛି । ଅନ୍ୟପଟେ ଆଜି ଅପରାହ୍ନରେ ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଅହମ୍ମଦାବାଦର […]

ସଂପୂର୍ଣ୍ଣ ପଢନ୍ତୁ
Etre

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏକ ଅଲୌକିକ ଘଟଣା ସାମ୍ନାକୁ ଆସିଛି। ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ୨୪୨ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କ ମଧ୍ୟରୁ ୨୦୦ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ହେଲେ ସୌଭାଗ୍ୟବଶତଃ ଜଣେ ଯାତ୍ରୀଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ସେହି ଯାତ୍ରୀଙ୍କ ନାମ ବିଶ୍ଵାସ କୁମାର ଏବଂ ତାଙ୍କ ବୟସ ୩୮ ବର୍ଷ। ସେ ବିମାନରେ ୧୧-ଏ ଆସନରେ ବସି ଯାତ୍ରା କରୁଥିଲେ। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ହସ୍ପିଟାଲରେ […]

ସଂପୂର୍ଣ୍ଣ ପଢନ୍ତୁ
Viajq

ବିମାନ ଦୁର୍ଘଟଣା : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ମୃତ୍ୟୁ

ଅହମଦାବାଦ: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ ଘଟିଛି। ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା। ରୂପାନୀଙ୍କ ଝିଅକୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ। ଗୁଜୁରାଟ ବିଜେପି ମୁଖ୍ୟ ସି.ଆର. ପାଟିଲ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ସି.ଆର. ପାଟିଲ କହିଛନ୍ତି ଯେ ସେ ତାଙ୍କ ପରିବାରକୁ ଭେଟିବାକୁ ଯାଉଥିଲେ, ସେ ଏହି ଦୁର୍ଘଟଣାର ଶିକାର ହୋଇଥିଲେ। ଭଗବାନ ତାଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Patidian

ଶ୍ରୀଜୀଉଙ୍କ ଜ୍ୱର ଉପଶମ ପାଇଁ ଅଣସରଘରେ ଚାଲିଛି ଗୁପ୍ତ ସେବା

ପୁରୀ: ଶ୍ରୀମନ୍ଦିରରେ ନାହିଁ କୋଳାହଳ ଶୁଭୁନାଇଁ ଘଣ୍ଟ ଘଣ୍ଟାର ଶବ୍ଦ l ଅନ୍ଧାର ଗୃହରେ ଦୀପ ଶିଖା ଆଲୋକରେ ଜ୍ୱରରେ ପୀଡିତ ଶ୍ରୀଜୀଉଙ୍କ ସେବା କରୁଛନ୍ତି ଦଇତାପତି ସେବକ ମାନେ l ସ୍ନାନବେଦିରେ ୧୦୮ ଗରା ଜଳ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ମହାପ୍ରଭୁ ଅଣସର ପିଣ୍ଡିରେ ଅଛନ୍ତି l ତୁଳସୀ ଓ ରଙ୍ଗବେରଙ୍ଗର ଫୁଲ ମହାପ୍ରଭୁଙ୍କ ଅଣସର ସମୟରେ ଲାଗି ହୋଇନଥିବାବେଳେ, ଏହି ସମୟରେ କେବଳ ଧଳା ଫୁଲ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଉଛି […]

ସଂପୂର୍ଣ୍ଣ ପଢନ୍ତୁ
Cras7

ବିମାନ ଦୁର୍ଘଟଣାରେ ପୋଲିସ କମିଶନରଙ୍କ ସୂଚନା, କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ

ଅହମ୍ମଦାବାଦ: ଅହମ୍ମଦାବାଦରେ ଘଟିଥିବା ହୃଦୟ ବିଦାରକ ବିମାନ ଦୁର୍ଘଟଣାରେ ଆସିଛି ବଡ଼ ଦୁଃଖଦ ଖବର। ସଦ୍ୟତମ ସୂଚନା ଅନୁଯାୟୀ, ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରୁଥିବା କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ। ଅହମ୍ମଦାବାଦର କମିଶନର ସୂଚନା ଦେଇ କହିଛନ୍ତି ଯେ, ବିମାନରେ ଥିବା ସମସ୍ତ ୨୪୨ ଜଣଙ୍କ ମଧ୍ୟରୁ ଜଣେ ବି ବଞ୍ଚିଥିବା ଆଶା କ୍ଷୀଣ ରହିଛି। ସମସ୍ତଙ୍କ ପ୍ରାଣହାନୀ ଘଟିଥିବା ଆଶଙ୍କା କରାଯାଉଛି। ପୋଲିସ କମିଶନର ଜିଏସ ମଲିକ କହିଛନ୍ତି, ଏମିତି ଲାଗୁଛି […]

ସଂପୂର୍ଣ୍ଣ ପଢନ୍ତୁ
Mohan Majhi Odisha

ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ହୋଇଛି । ଅହମ୍ମଦାବାଦରେ ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର AI-171 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେମାନଙ୍କ ମଧ୍ୟରେ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ ବ୍ରିଟିଶ ନାଗରିକ, ଜଣେ କାନାଡିଆନ ନାଗରିକ ଏବଂ ୭ ଜଣ ପର୍ତ୍ତୁଗୀଜ ନାଗରିକ ଥିଲେ । ତେବେ ଏହି ବିମାନ ଦୁର୍ଘଟଣାରେ ସମସ୍ତ ଯାତ୍ରୀଙ୍କର ମୃତ୍ୟୁ ହୋଇଛି ବୋଲି ସୂଚନା ମିଳିଛି । ଏହି ଘଟଣାକୁ […]

ସଂପୂର୍ଣ୍ଣ ପଢନ୍ତୁ
Cras6

B787 ଡ୍ରିମଲାଇନର ଦୁର୍ଘଟଣାରେ ପୁଷ୍ଟି ହେଲା ମୃତକଙ୍କ ସଂଖ୍ୟା, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ମଧ୍ୟ ଥିଲେ

ଅହମଦାବାଦ : ଗୁରୁବାର ମଧ୍ୟାହ୍ନରେ ଅହମଦାବାଦ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଲଣ୍ଡନ ଉଡାଣ କରିଥିବା ଏୟାର ଇଣ୍ଡିଆ ଫ୍ଲାଇଟ୍ ଏଆଇ-୧୭୧ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନ ବନ୍ଦରରୁ ଉଡାଣ କରିବାର ମାତ୍ର ୫ ମିନିଟ ପରେ ସହରର ମେଘାଣୀ ନଗର ଅଞ୍ଚଳରେ ବିମାନ ଖସିପଡିଛି। ବିମାନରେ ଚାଳକ ଦଳ ସଦସ୍ୟଙ୍କ ସମେତ ମୋଟ ୨୪୨ ଜଣ ଯାତ୍ରୀଥିଲେ। ତେବେ ୧୩୩ଜଣ ପ୍ରାଣ ହରାଇଥିବା ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପୁଷ୍ଟି କରିଛନ୍ତି। ଦୁର୍ଘଟଣାଗ୍ରସ୍ତ […]

ସଂପୂର୍ଣ୍ଣ ପଢନ୍ତୁ