Dewatermark.ai 1749719145430 750

କେନ୍ଦୁଝରର ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍; ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ନେଇଗଲେ

କେନ୍ଦୁଝର: କେନ୍ଦୁଝରର ଯୋଡାରେ ଗୁରୁବାର ଦିନ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଏକ ଡକାୟତ ଦଳ ୧୦ ଲକ୍ଷ ଟଙ୍କା ସହ ବିପୁଳ ପରିମାଣର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ସୂଚନା ଅନୁଯାୟୀ, ସକାଳ ପ୍ରାୟ ୧୦ଟାରେ ବ୍ୟାଙ୍କ ଖୋଲିବା ପରେ ୫ ଜଣିଆ ଡକାୟତ ଗ୍ୟାଙ୍ଗ ବ୍ୟାଙ୍କ ପରିସରରେ ପଶି କର୍ମଚାରୀ ଏବଂ ଗ୍ରାହକଙ୍କୁ ବନ୍ଧକ କରିଥିଲେ। ସେମାନଙ୍କ ମଧ୍ୟରୁ ତିନି ଜଣ ବନ୍ଧୁକ ଧରିଥିଲା ବେଳେ ବାକି ଦୁଇ ଜଣଙ୍କ ହାତରେ ଧାରୁଆ ଅସ୍ତ୍ର ରହିଥିଲା। […]

ସଂପୂର୍ଣ୍ଣ ପଢନ୍ତୁ
Diarrhea 1

ଯାଜପୁର ଓ କେନ୍ଦୁଝର ଆନନ୍ଦପୁରରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ

ଯାଜପୁର /ଆନନ୍ଦପୁର:  ଜୀବନ ନେଉଛି ଡାଇରିଆ । ସ୍ଥିତି ଅଣାୟତ । ଆତଙ୍କିତ ଅଞ୍ଚଳବାସୀ । ତେବେ ଯାଜପୁର ଜିଲ୍ଲାରେ ବୋଲ ମାନୁନି ଝାଡାବାନ୍ତି । ସ୍ଥିତି ଅଣାୟତ ଦିଗକୁ ଗତି କରୁଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦କୁ ବୃଦ୍ଧି ପାଇବାରେ ଲାଗିଛି । ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଆଉ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଝାଡ଼ାବାନ୍ତି ଘଟଣାରେ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି ପାଇଛି । ଗତ ୩ ଦିନ ଧରି ଝାଡାବାନ୍ତି ଆତଙ୍କ ଲାଗିରହିଛି […]

ସଂପୂର୍ଣ୍ଣ ପଢନ୍ତୁ
Pf8nvep0iyhcvr9f9t5m

ବିମାନ ଦୁର୍ଘଟଣାଗ୍ରସ୍ତ ହେବାର କିଛି ସମୟ ପୂର୍ବରୁ ପାଇଲଟ ଦେଇଥିଲେ ବିପଦପୂର୍ଣ୍ଣ ସଙ୍କେତ

ଅହମ୍ମଦାବାଦ: ଏୟାର ଇଣ୍ଡିଆର ଏଆଇ-୧୭୧ ଯାତ୍ରୀବାହୀ ବିମାନ ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ବେଳେ ମେଘାନୀନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦେଖୁଦେଖୁ ବିମାନଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିଲା। ଏହି ଭୟାବହ ଦୁର୍ଘଟଣାରେ ବର୍ତ୍ତମାନ ମୃତାହତଙ୍କ ସଂଖ୍ୟା ଜଣାପଡ଼ି ନଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଦୁର୍ଘଟଣା ସମୟରେ ବିମାନରେ କ୍ରୁ ସଦସ୍ୟ ଓ ପାଇଲଟଙ୍କ ସମେତ ୨୪୨ଜଣ ଯାତ୍ରୀ ଯାତ୍ରା କରୁଥିବା ଜଣାପଡ଼ିଛି। ଗୁରୁତ୍ବପୂର୍ଣ୍ଣ ସୂଚନା ଅନୁଯାୟୀ, ବିମାନବନ୍ଦରରୁ ରନୱେ ୨୩ରୁ ଏୟାର ଇଣ୍ଡିଆର ଏଆଇ-୧୭୧ ବିମାନ ଅପରାହ୍ନ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 06 12 142707 750

ଧଳା ବାଘୁଣୀ ମୌସୁମୀ ଠାରୁ ଅଲଗା ହେଲେ ୨ ଶାବକ, ଶିଶୁ ଲାଳନ ପାଳନ କେନ୍ଦ୍ରକୁ କରାଗଲା ସ୍ଥାନାନ୍ତରିତ

ଭୁବନେଶ୍ୱର: ମା’ ଠାରୁ ଅଲଗା ହେଲେ ଦୁଇ ଛୁଆ। ନନ୍ଦନକାନନରେ ଗତ ଶନିବାର ଧଳା ବାଘୁଣୀ ମୌସୁମୀ ଦ୍ୱିତୀୟ ଥର ମାଆ ହୋଇଥିଲା । ଗୋଟିଏ ଧଳା ଅଣ୍ଡିରା ଓ ଗୋଟିଏ ନାଲି ମାଇ ଶାବକ ଜନ୍ମ ଦେଇଥିଲା । ଜନ୍ମ ଦେବା ପରେ ଦୁଇ ଶାବକଙ୍କୁ ମାଆ ଠିକରେ ଲାଳନ ପାଳନ କରୁଥିଲା। ହେଲେ ହଠାତ ଦୁଇ ଶାବକଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି ଦେଖାଦେଇଥିବା ସିସିଟିଭିରେ ଦେଖାଯାଇଥିଲା। ମାଆ ମଧ୍ୟ ତାକୁ କ୍ଷୀର ପାନ କରାଇନଥିଲା। ଶାବକଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Vik

ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ ।  314 ଟି ବ୍ଲକରେ ବିକାଶ ର ବାହନ ଛୁଇଁବା ପାଇଁ ହୋଇଛି ଯୋଜନା  I ଗାଡିକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ  I ସରକାରୀ ଯୋଜନା ଲୋକଙ୍କ ପାଖରେ ପହଂଚାଇବା ସହ ସଚେତନତା ସୃଷ୍ଟି କରିବ ଏହି ବିକାଶ ବାହନ I  ବିକାଶ ବାହନ କାର୍ଯ୍ୟକ୍ରମର ରାଜ୍ୟସ୍ତରୀୟ ଶୁଭାରମ୍ଭ କରିଛନ୍ତ ମୁଖ୍ୟମନ୍ତ୍ରୀ । ଓଡ଼ିଶାର 314ଟି ବ୍ଲକ, 115ଟି ULB ଏବଂ 5ଟି […]

ସଂପୂର୍ଣ୍ଣ ପଢନ୍ତୁ
Cras

ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଜନବସତି ଅଞ୍ଚଳରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ ସଦସ୍ୟଙ୍କ ସମେତ ମୋଟ୍‌ ୨୪୨ ଯାତ୍ରୀ ଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଅଞ୍ଚଳରେ ଆକାଶ କଳା ଧୂଆଁମୟ ହୋଇଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅହମ୍ମଦାବାଦରୁ ଲଣ୍ଡନ ଯିବାକୁ ଉଡ଼ାଣ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 06 12 120206 750

ଓଡ଼ିଶାରୁ ସିଧା ଆବୁଧାବି, ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ବିମାନ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ଅଧ୍ୟାୟ। ଭୁବନେଶ୍ୱର ବିମାନବନ୍ଦରରୁ ସିଧା ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିଲା ବିମାନ। ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ପତାକା ଦେଖାଇ ଭୁବନେଶ୍ୱର-ଆବୁଧାବି ସିଧା ବିମାନସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରୁ UAE ଯାଉଥିବା ଯାତ୍ରୀଙ୍କ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବିମାନ ସେବା । ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଆଜି ସକାଳ ୯.୩୫ ସମୟରେ […]

ସଂପୂର୍ଣ୍ଣ ପଢନ୍ତୁ
Bhadrak 2

ଭଦ୍ରକରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ : ଭଦ୍ରକରେ ୨୪ ଘଣ୍ଟା ପାଇଁ ଇଣ୍ଟର ସେବା ବନ୍ଦ। ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ଇଣ୍ଟରସେବା ବନ୍ଦ ରହିଛି। ଭଦ୍ରକ ବ୍ଲକ ଓ ପୌରାଞ୍ଚଳ, ତିହିଡି ବ୍ଲକ ଅଂଚଳ, ଧାମନଗର ବ୍ଲକ ଓ NAC ଅଂଚଳରେ ଇଣ୍ଟର ନେଟ ସେବା ବନ୍ଦ ରହିଛି । ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ପରେ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି। ସମ୍ଭାବ୍ୟ ଆଇନ ଶୃଙ୍ଖଲା ପରିସ୍ଥିତିକୁ ମୁକାବିଲା ପାଇଁ ୨୫ ପ୍ଲାଟୁନ ପୋଲିସ ଫୋର୍ସ […]

ସଂପୂର୍ଣ୍ଣ ପଢନ୍ତୁ
10312f8b 842f 4699 A2d0 10e76e412780

ଧର୍ମପ୍ରାଣା ମହିଳା କୁସୁମ ଦାସଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି

କଟକ ସଦର : କଟକ ସଦର ଅନ୍ତର୍ଗତ ବାରଦା ପଞ୍ଚାୟତର ଧର୍ମପ୍ରାଣା ମହିଳା କୁସୁମ ଦାସଙ୍କ ଏକାଦଶାହରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି | ଏହି ଉପଲକ୍ଷେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ସ୍ବର୍ଗତା କୁସୁମ ଦାସଙ୍କ ପୁତ୍ର ଦେବେନ୍ଦ୍ର ଦାସ, ଧୀରେନ୍ଦ୍ର ଦାସ, ଦୀପକ ଦାସ, ପୁତ୍ରବଧୂ ଜୟସ୍ମିତା ଦାସ, ରୋଜାଲିନ୍ ଦାସ, ସୂଚରିତା ଦାସ, ଭାଗ୍ୟଲକ୍ଷ୍ମୀ ଦାସ, ଝିଅ ମୀରା ପଟ୍ଟନାୟକ, ମମତା ମହାନ୍ତି, ଶ୍ରୀକାନ୍ତ ପଟ୍ଟନାୟକ, ଦେବଦତ୍ତ ମହାନ୍ତି, […]

ସଂପୂର୍ଣ୍ଣ ପଢନ୍ତୁ
Dba8cd47 77d3 4931 9dc4 4679cb71bd82

ଭୁବନେଶ୍ୱର ସହରାଞ୍ଚଳ ପୋଲିସର ଆରକ୍ଷୀ ଉପଆୟୁକ୍ତ (DCP)ଙ୍କ ନବନିର୍ମିତ କାର୍ଯ୍ୟାଳୟ ଉଦ୍‍ଘାଟିତ

କମିଶନରେଟ ପୋଲିସ ପାଇଁ ୪୨୫ଟି ଦୁଇ ଚକିଆ ଯାନ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଅର୍ବାନ ପୋଲିସ ଆରକ୍ଷୀ ଉପଆୟୁକ୍ତ (DCP)ଙ୍କ ନବନିର୍ମିତ କାର୍ଯ୍ୟାଳୟର ଉଦ୍‍ଘାଟନ କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୨୭୨ ବର୍ଗମିଟର ଅଞ୍ଚଳରେ ୭ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ଚାରିମହଲା ବିଶିଷ୍ଟ ଏହି ନୂତନ କାର୍ଯ୍ୟାଳୟ ସୌଧଟି ନିର୍ମାଣ ହୋଇଛି । ଉଦ୍‍ଘାଟନୀ ଅବସରରେ ମୁଖ୍ୟମନ୍ତୀ କହିଛନ୍ତି ଯେ, ଏହି ନୂଆ […]

ସଂପୂର୍ଣ୍ଣ ପଢନ୍ତୁ