ରାଜଧାନୀରେ ଦିନକୁ ଦିନ ବଢୁଛି ଡେଙ୍ଗୁ, ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ
ଭୁବନେଶ୍ୱର: ମୌସୁମୀ ଆଗମନ ସହ ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଚଳିତ ବର୍ଷ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଶହେ ମୁହାଁ ହୋଇଥିବା ବେଳେ କେବଳ ଜୁନ୍ ମାସରେ ହିଁ ସର୍ବାଧିକ ମାମଲା ଚିହ୍ନଟ ହୋଇଛି, ଯାହା ଆଗାମୀ ଦିନରେ ସ୍ଥିତି ଅଧିକ ସଙ୍ଗୀନ ହେବାର ଆଶଙ୍କା ସୃଷ୍ଟି କରିଛି। ସ୍ୱାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ, ଏପ୍ରିଲ ମାସରେ ମାତ୍ର ୬ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ମେ’ ମାସରେ […]
ସଂପୂର୍ଣ୍ଣ ପଢନ୍ତୁ