Covi

କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌, ୨୪ ଘଣ୍ଟାରେ ୬ ମୃତ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଡରାଇବାକୁ ଲାଗିଲାଣି। କରୋନାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍‌ ହୋଇଛି। ରବିବାର ସକାଳ ୮ଟାସୁଦ୍ଧା ମୋଟ୍‌ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୧୩୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୩୭୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ହୋଇଛି। କର୍ଣ୍ଣାଟକରୁ ୨, କେରଳରୁ ୩ ଏବଂ ତାମିଲନାଡ଼ୁରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 06 08 192542

ଶ୍ରୀମନ୍ଦିରରେ ଅଘଟଣ; ଗରମ ଡାଲି ପଡି ୭ଭକ୍ତ ଆହତ

ପୁରୀ:ଶ୍ରୀମନ୍ଦିର ପରିସରରେ ରବିବାର ଅଘଟଣ ଘଟିଛି । ଶ୍ରୀମନ୍ଦିରରେ ଗରମ ଡାଲି ପଡ଼ି ୭ଜଣ ଭକ୍ତ ଆହତ ହୋଇଛନ୍ତି । ଗରମ ଡାଲି ପଡ଼ିଥିବା ସମସ୍ତ ଭକ୍ତ ନୟାଗଡ଼ ବାସିନ୍ଦା ବୋଲି କୁହାଯାଉଛି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଓ ଭକ୍ତମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମା ପୂର୍ବରୁ ଆଜି ଶେଷ ରବିବାର ଥିବାରୁ ଶ୍ରୀମନ୍ଦିରରେ ଭକ୍ତମାନଙ୍କର ପ୍ରବଳ ଭିଡ଼ ଥିଲା। ଭୋଗ ମଣ୍ଡପ ଉଠିବା ପରେ […]

ସଂପୂର୍ଣ୍ଣ ପଢନ୍ତୁ
Reerw

ସରିଲା ରିଙ୍କୁ ସିଂହ- ପ୍ରିୟା ସରୋଜଙ୍କ ନିର୍ବନ୍ଧ, ନଭେମ୍ବରରେ ହେବ ବିବାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ସମାଜବାଦୀ ସାଂସଦ ପ୍ରିୟା ସରୋଜଙ୍କ ନିର୍ବନ୍ଧ ସରିଛି। ରବିବାର ଲକ୍ଷ୍ନୌର ସେଣ୍ଟ୍ରାଲ ହଲ୍‌ରେ ଉଭୟଙ୍କ ପରିବାରବର୍ଗ ଓ ଅତିଥିଙ୍କ ଗହଣରେ ଉଭୟଙ୍କ ନିର୍ବନ୍ଧ ହୋଇଛି। ନିର୍ବନ୍ଧ ପାଇଁ ୩୦୦ ଅତିଥିଙ୍କୁ ନିମନ୍ତ୍ରଣ ଦିଆଯାଇଥିବାବେଳେ, ଏହି ଅତିଥିଙ୍କ ମଧ୍ୟରେ ରହିଛନ୍ତି ଅଖିଳେଶ ଯାଦବ, ଜୟା ବଚ୍ଚନ, ସପା ନେତା ରାମଗୋପାଳ ବର୍ମା, ଅଖିଳେଶ ଯାଦବ, ଡିମ୍ପଲ ଯାଦବ, ଶିବପାଳ ସିଂହ ଯାଦବ, ସାଂସଦ ଜିୟା ଉର୍ ରହମାନ ବର୍କ, ସାଂସଦ ଧର୍ମେନ୍ଦ୍ର […]

ସଂପୂର୍ଣ୍ଣ ପଢନ୍ତୁ
Gue

ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ରାଜଧାନୀରେ ହେବ ଗେଷ୍ଟ ହାଉସ୍‌

ଭୁବନେଶ୍ବର: ଭୁବନେଶ୍ବର ଆସୁଥିବା ପାଇଁ ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ଗେଷ୍ଟ ହାଉସ୍ । ରାଜସ୍ବ ମନ୍ତ୍ରୀ ସ‌ୁରେଶ ପୂଜାରୀ ରବିବାର ଏହି ସୂଚନା ଦେଇଛନ୍ତି। ମୋହନ ସରକାରଙ୍କ ଏହି ପଦକ୍ଷେପ କାର୍ଯ୍ୟରେ ପରିଣତ ହେଲେ ଅନ୍ୟ ଜିଲ୍ଲାରୁ ତଥା ଶହଶହ କିଲୋମିଟର ଦୂରରୁ ଭୁବନେଶ୍ବର ଆସୁଥିବା ଲୋକଙ୍କୁ ସାମୟିକ ସମୟ ପାଇଁ ରହିବା ଓ ଫ୍ରେସ୍‌ ହେବା ଭଳି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ରାଜସ୍ୱମନ୍ତ୍ରୀ କହିଛନ୍ତି ଅନେକ ଲୋକ ରାଜଧାନୀକୁ ସ୍ବାସ୍ଥ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Mani

ମଣିପୁରର ୫ ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ମଣିପୁରର ୫ ଜିଲାରେ ସରକାର ଇଣ୍ଟରନେଟ ଏବଂ ମୋବାଇଲ ଡାଟା ସେବା ବନ୍ଦ କରିଦେଇଛନ୍ତି। ୫ ଦିନ ପାଇଁ ଏହି କଟକଣା ଲାଗୁ କରାଯାଇଛି। ଉତ୍ତେଜନା ସୃଷ୍ଟିକାରୀ ବିଷୟବସ୍ତୁକୁ ସାମାଜିକ ଗଣମାଧ୍ୟମରେ ପ୍ରଘଟ କରାଯାଉଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହି ୫ ଜିଲା ହେଉଛି ଇମ୍ଫାଲ ପଶ୍ଚିମ, ଇମ୍ଫାଲ ପୂର୍ବ, ଥଉବଲ, କାକଚିଂ ଏବଂ ବିଷ୍ଣପୁର। ସୂଚନା ଅନୁସାରେ, ହିଂସା ସୃଷ୍ଟିକାରୀ ମୈତେଇ ସମ୍ପ୍ରଦାୟର କିଛି ନେତାଙ୍କୁ ପୁଲିସ […]

ସଂପୂର୍ଣ୍ଣ ପଢନ୍ତୁ
Img 20250608 182502 750x430

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ଟ୍ରାଫିକ କଟକଣା ଜାରି

ପୁରୀ: ଜୁନ୍ ୧୧ ତାରିଖରେ ଶ୍ରୀଜଗନ୍ନାଥ ମନ୍ଦିରର ଦେବସ୍ନାନ ପୂର୍ଣ୍ଣିମା ହେବ। ଏହି ଅବସରରେ ପୁରୀରେ ବହୁ ସଂଖ୍ୟକ ଭକ୍ତଙ୍କ ଭିଡ଼ ହେବାର ସମ୍ଭାବନା ରହିଛି। ଫଳରେ ସୁଗମ ଯାନବାହାନ ଚଳାଚଳ ପାଇଁ ପୋଲିସ ରବିବାର ଏକ ଟ୍ରାଫିକ ପରାମର୍ଶ ଜାରି କରିଛି। ଚାର ଚକିଆ ଯାନ ୧. ବ୍ରହ୍ମଗିରି ପାର୍ଶ୍ୱରୁ: ବ୍ରହ୍ମଗିରିରୁ ଆସୁଥିବା ହାଲୁକା ମୋଟର ଯାନ (LMVs) ମଙ୍ଗଳାଘାଟ ଛକରେ ଡାହାଣ ମୋଡ଼ ନେବେ, ଷ୍ଟର୍ଲିଂ ଛକ ଏବଂ ବିଚ୍ ରୋଡ୍ ଦେଇ ଆଗକୁ […]

ସଂପୂର୍ଣ୍ଣ ପଢନ୍ତୁ
Covid19

ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି, କଟକରେ ୨୨ ଆକ୍ରାନ୍ତ ଚିହ୍ନଟ

କଟକ : ରାଜ୍ୟରେ ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି । ସେମାନଙ୍କ ମଧ୍ୟରୁ କଟକରେ କେବଳ ୨୨ ଜଣ ଆକ୍ରାନ୍ତ ଚିହ୍ନଟ କରାଯାଇଛି । ସେମାନଙ୍କ ମଧ୍ୟରୁ ୫ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅନ୍ୟ ସମସ୍ତ ଘରେ ଚିକିତ୍ସତ ଅଛନ୍ତି । ତେବେ ସମସ୍ତଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Ele

ବିଦ୍ୟୁତ ଆଘାତରେ ଆଖିବୁଜିଲେ ୩ ଶ୍ରମିକ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଅଘଟଣ ।ବିଦ୍ୟୁତ ଆଘାତରେ ୩ ଶ୍ରମିକଙ୍କ ଚାଲିଗଲା ଜୀବନ । ସୂଚନା ଅନୁସାରେ ଗଗନଧୂଳି ଗାଁର ବାପି ମାଝୀଙ୍କର ଘରେ ଆଜି ଶ୍ରମିକମାନେ ପାଇଖାନା ଟାଙ୍କି ପାଇଁ କାମ କରୁଥିବା ହଠାତ୍‌ ସମସ୍ତ ଶ୍ରମିକ ବିଦ୍ୟୁତ ସଂସ୍ପର୍ଶରେ ଆସିଯାଇଥିଲେ । ଫଳରେ ଶ୍ରମିକମାନେ ଅଚେତ ହୋଇ ପଡିଯାଇଥିଲେ । ଘଟଣାସ୍ଥଳରୁ ସମେତ ଶ୍ରମିକଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । […]

ସଂପୂର୍ଣ୍ଣ ପଢନ୍ତୁ
Bagha

ନନ୍ଦନକାନନରେ ନୂଆ ଅତିଥି: ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ

ନନ୍ଦନକାନନ: ନନ୍ଦନକାନନରେ ନୂଆ ଅତିଥି । ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ । ନନ୍ଦନକାନନରେ ବାଘସଂଖ୍ୟା ୨୯କୁ ବୃଦ୍ଧି ହେଲା। ଗତକାଲି ରାତିରେ ନନ୍ଦନକାନନର ୨୮ବି ଖୁଆଡ଼ରେ ରହୁଥିବା ଧଳା ବାଘୁଣୀ ମୌସୁମୀ ଦୁଇ ଶାବକ ଜନ୍ମ କରିଛି  । ଗୋଟିଏ ଛୁଆ ଧଳା ହୋଇଥିବାବେଳେ ଅନ୍ୟଟି ସାଧାରଣ ରଙ୍ଗର ହୋଇଛି  । ବାଘୁଣୀ ମୌସୁମୀ ଛୁଆମାନଙ୍କର ଯତ୍ନ ନେବା ସହିତ କ୍ଷୀର ପାନ କରଉଥିବା ଦେଖିବାକୁ ମିଳିଛି । ୩୦ ଜୁଲାଇ ୨୦୨୪ ରେ ମୌସୁମୀ […]

ସଂପୂର୍ଣ୍ଣ ପଢନ୍ତୁ
Bhpxzcjjhnaqereseapc

ସିନ୍ଦେଙ୍କ ବିମାନ ବିଳମ୍ବ ପାଇଁ ବଂଚିଗଲା ମହିଳାଙ୍କ ଜୀବନ

ନୂଆଦିଲ୍ଲୀ: ଗତକାଲି ମହାରାଷ୍ଟ୍ରର ଜଳଗାଓଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଥିଲା । ଏଠାରେ ପାଇଲଟ୍ ତାଙ୍କ ଡ୍ୟୁଟି ସମୟ ଶେଷ ହୋଇଗଲା ବୋଲି କହି ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିମାନ ଉଡ଼ାଣ କରିବାକୁ ମନା କରିଦେଇଥିଲେ। ଯଦିଓ ପରେ ଅଧିକାରୀମାନେ ତାଙ୍କୁ ବୁଝାସୁଝା କରିବା ପରେ ବିମାନ ଉଡ଼ାଇବାକୁ ପାଇଲଟ୍ ରାଜି ହୋଇଥିଲେ, କିନ୍ତୁ ଏହା ଯୋଗୁଁ ସିନ୍ଦେଙ୍କ ବିମାନ ଉଡ଼ାଣରେ ବିଳମ୍ବ ହୋଇଥିଲା। ତେବେ ପାଇଲଟ ବିମାନ ଉଡ଼ାଣ କରିବାକୁ ମନା କରିବାରୁ ସିନ୍ଦେଙ୍କର […]

ସଂପୂର୍ଣ୍ଣ ପଢନ୍ତୁ