Bada

ବଡ଼ ଦାଣ୍ଡରେ ବିକ୍ରି ହେବନି ଆମିଷ କି ମଦ, ପୁରୀକୁ କରାଯିବ ପିଲିଗ୍ରିମ ସିଟି

ଭୁବନେଶ୍ୱର : ବଡ଼ ଦାଣ୍ଡରେ ବିକ୍ରି ହେବନି ଆମିଷ କି ମଦ । ଶ୍ରୀମନ୍ଦିର ଦୁଇ କିଲୋମିଟର ପରିଧି ଭିତରେ ରହିବନି ମଦ ଦୋକନ କି ବାର । ପୁରୀକୁ ପିଲିଗ୍ରିମ ସିଟି କରାଯିବ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହା ସହ ବଡ଼ ଦାଣ୍ଡରେ ସବୁ ଘରର ୟୁନିଫର୍ମ ହାଇଟ ରହିବ । ସେହିପରି ବଡ଼ ଦାଣ୍ଡ ପଟେ ମୁଁହ କରିଥିବା ଘର ଗୁଡିକର ରୂପ ରେଖ ମଧ୍ୟ ବଦଳାଯିବ । ଏନେଇ ପ୍ରାଥମିକ […]

ସଂପୂର୍ଣ୍ଣ ପଢନ୍ତୁ
Purij

ମହାପ୍ରଭୁଙ୍କ ପାଇଁ ଖୋଲାଯିବ ଡିଜିଟାଲ ହୁଣ୍ଡି

ପୁରୀ:ଶ୍ରୀ ମନ୍ଦିର ପାଇଁ ଆରମ୍ଭ ହେବ ଡିଜିଟାଲ ହୁଣ୍ଡି । ଏନେଇ ସମର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶର କୋଣ ଅନୁକୋଣରେ ଥିବା ବ୍ୟାଙ୍କର ବିଭିନ୍ନ ଶାଖାରେ ଡିଜିଟାଲ ହୁଣ୍ଡି ସ୍ଥାପନ ବ୍ୟବସ୍ଥା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହାକୁ କାର୍ଯ୍ୟକାରୀ କରିବାକୁ ଆଇନ ବିଭାଗ ପ୍ରସ୍ତୁତି ଆରମ୍ଭ କରିଛି । ଏହାଦ୍ୱାରା ଭକ୍ତମାନେ UPI ମାଧ୍ୟମରେ ସିଧାସଳଖ ଜଗନ୍ନାଥ ମନ୍ଦିରର ଖାତାକୁ ନିଜର ଦାନ ପ୍ରଦାନ କରିପାରିବେ। ମହାପ୍ରଭୁଙ୍କ ପାଣ୍ଠି ବଢ଼ାଇବାକୁ ଆରମ୍ଭ ହେବ ସମର୍ପଣ କାର୍ଯ୍ୟକ୍ରମ। […]

ସଂପୂର୍ଣ୍ଣ ପଢନ୍ତୁ
387d15ea 4640 4f44 83df 4b4b949fe570

ଜନକଲ୍ୟାଣ ସେବା ସମବାୟ ସମିତିରେ ମୁଗମଣ୍ଡି ଉଦଘାଟନ

ଝଙ୍କଡ଼ : ବିଳମ୍ବରେ ହେଲେ ମଧ୍ୟ କେନ୍ଦ୍ର ସରକାର ମେ ମାସ ୨୪ ତାରିଖରେ ନିର୍ଦ୍ଦେଶ ଦେଲାପରେ ଜୁନ ମାସ ପ୍ରଥମ ସପ୍ତାହରୁ ଆମ ରାଜ୍ୟ ରେ ମୁଗମଣ୍ଡି ଖୋଲାଯିବାର ବ୍ୟବସ୍ଥା ଆରମ୍ଭ ହୋଇଛି। ଏହି ଉପଲକ୍ଷେ ତିର୍ତ୍ତୋଲ ବ୍ଲକ, ଝଙ୍କଡ଼ ସାରଳା ପୀଠ କନକପୁର ସ୍ଥିତ ଜନକଲ୍ୟାଣ ସେବା ସମବାୟ ସମିତି ପରିସରରେ ମୁଗମଣ୍ଡି ଉଦଘାଟନ ଉତ୍ସବ ସମିତିର ସଭାପତି ଅଜୟ କୁମାର ରାଉଳ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଗତ ଶୁକ୍ରବାର ମଧ୍ୟାହ୍ନରେ ଆୟୋଜିତ […]

ସଂପୂର୍ଣ୍ଣ ପଢନ୍ତୁ
Sn

ସୁବର୍ଣ୍ଣପୁର ଜିଲ୍ଲାରେ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି ଏବଂ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଏହିସବୁ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 06 07 181705 750

ଆଗାମୀ ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମକ୍‌ଡ୍ରିଲ୍

ପୁରୀ: ଆଗାମୀ ସ୍ନାନଯାତ୍ରାକୁ ଶୃଙ୍ଖଳିତ ତଥା ସୁରକ୍ଷିତ ଭାବେ ସମ୍ପନ୍ନ କରିବା ପାଇଁ ଆରମ୍ଭ ହୋଇଛି ମକଡ୍ରିଲ। ଆଜି ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟର ମକଡ୍ରିଲ୍ କରାଯାଇଛି। ଟାଉନ୍ ଥାନା ପରିସରର ସମନ୍ଵିତ ନିୟନ୍ତ୍ରଣ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଛନ୍ତି। ସ୍ନାନଯାତ୍ରା ସମୟରେ କୌଣସି ଘଟଣା ଦୁର୍ଘଟଣା ଘଟିଲେ କିପରି ତାହାର ସଫଳ ମୁକାବିଲା ତ୍ୱରାନ୍ୱିତ ଭାବରେ କରାଯାଇ ପାରିବ ତାହାର କୌଶଳ ପ୍ରଦର୍ଶନ […]

ସଂପୂର୍ଣ୍ଣ ପଢନ୍ତୁ
Bhs

ଭାସ୍କର ସମେତ ୭ ମାଓବାଦୀ ନୀପାତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ରେ ମାଓବାଦୀଙ୍କୁ ଆଉ ତ୍ରାହୀ ନାହିଁ। ଲଗାତାର ଅପରେସନ ଜାରି ରହିଥିବା ବେଳେ ସଂଗଠନର ବଡ଼ବଡ଼ କ୍ୟାଡ଼ର ନକ୍ସଲଙ୍କର ମୃତ୍ୟୁ ସଂଗଠନକୁ ଏବେ ଚିନ୍ତାରେ ପକାଇଛି। ଗତ ତିନି ଦିନ ହେଲା ଇନ୍ଦ୍ରାବତୀ ଜାତୀୟ ଉଦ୍ୟନରେ ନକ୍ସଲ ସହ ଯବାନଙ୍କ ଗୁଳିବିନିମୟ ଚାଲିଛି। ଗତକାଲି ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନରେ ହୋଇଥିବା ଏନକାଉଣ୍ଟରରେ ଆଉ ଜଣେ ଦୁର୍ଦାନ୍ତ ମାଓବାଦୀ ଭାସ୍କର ମୃତ୍ୟୁବରଣ କରିଛି। ପ୍ରକାଶ ଥାଉକି ଦୁଇ ଦିନ ତଳେ କେନ୍ଦ୍ରୀୟ କମିଟିର ସଦସ୍ୟ ସୁଧାକରର […]

ସଂପୂର୍ଣ୍ଣ ପଢନ୍ତୁ
Cov

୨୪ ଘଣ୍ଟାରେ ୩୯୧ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର କୋଭିଡ ଡ୍ୟାସବୋର୍ଡରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୯୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ଫଳରେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ୭୫୫କୁ ବୃଦ୍ଧି ପାଇଛି। କେରଳରେ ସର୍ବାଧିକ ୧୨୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଠାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୮୦୬କୁ ବୃଦ୍ଧି ପାଇଛି। […]

ସଂପୂର୍ଣ୍ଣ ପଢନ୍ତୁ
Train 2

କାନରେ ଇୟର ଫୋନ୍ ହେଲା କାଳ, ଟ୍ରେନ ଧକ୍କାରେ ଯୁବକ ମୃତ

ବାଲେଶ୍ଵର : ଟ୍ରେନ ଧକ୍କାରେ ଯୁବକ ମୃତ।  ଅସାବଧାନତା ପାଇଁ ଚାଲିଗଲା ମୂଲ୍ୟବାନ ଜୀବନ ।  କାନରେ ଇୟର ଫୋନ୍ ଲଗାଇ ଟ୍ରେନ ଟ୍ରାକରେ ଯାଉଥିବା ବେଳେ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ ।  ବାଲେଶ୍ଵର ସହଦେବ ଖୁଣ୍ଟା ଅନ୍ତର୍ଗତ ଆନନ୍ଦ ବଜାର ଓଭର ବ୍ରିଜ ପାଖରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଇଷ୍ଟ କୋଷ୍ଟ ଏକ୍ସପ୍ରେସ ଧକ୍କାରେ ଯୁବକ ମୃତ ।  ମୃତ ଯୁବକଙ୍କ ପରିଚୟ ମିଳି ନାହିଁ ।  ସ୍ଥାନୀୟ ଲୋକେ କହିବା […]

ସଂପୂର୍ଣ୍ଣ ପଢନ୍ତୁ
Son

ସୋନିଆ ଗାନ୍ଧୀ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ଏକ ସ୍ଵତନ୍ତ୍ର ଡାକ୍ତରୀଦଳ ସୋନିଆଙ୍କ ଚିକିତ୍ସା କରୁଛନ୍ତି। ଅସୁସ୍ଥ ହେବାର କାରଣ କ’ଣ ତାହା ଜଣାପଡ଼ିନାହିଁ। ସୂଚନାଯୋଗ୍ୟ, ସୋନିଆ ଛୁଟି କାଟିବାକୁ ଚାରବ୍ରାସ୍ଥିତ ଝିଅ ପ୍ରିୟଙ୍କାଙ୍କ ଘରକୁ ୩ ଦିନ ତଳେ […]

ସଂପୂର୍ଣ୍ଣ ପଢନ୍ତୁ
Bomb Explosion

ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ

ଖୋର୍ଦ୍ଧା: ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ। ବୋଲଗଡ଼ ଥାନା ଖଙ୍ଗୁରିଆ ପଞ୍ଚାୟତ ଇଚ୍ଛାପୁର ଗାଁରେ ଘଟିଛି ଏଭଳି ଅଘଟଣ। ଆହତ ଶିଶୁ ବୋଲଗଡ଼ ମେଡିକାଲ୍‌ରେ ଭର୍ତ୍ତି ହୋଇଛି। ବିସ୍ଫୋରଣର କାରଣ ଜଣାପଡ଼ି ନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି। ବିସ୍ଫୋରଣରେ ୨୭ ବର୍ଷିୟା ଲିଲି ବେଗମ୍ ନାମକ ଜଣେ ମହିଳାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ମହିଳା ଓ ଶିଶୁ ଗୁରୁତର ହୋଇଛନ୍ତି। ସେମାନଙ୍କୁ […]

ସଂପୂର୍ଣ୍ଣ ପଢନ୍ତୁ