କେଦାରନାଥ ଯାଉଥିବା ହେଲିକପ୍ଟର ରାଜପଥରେ ଜରୁରୀକାଳୀନ ଅବତରଣ
ଉତ୍ତରାଖଣ୍ଡ : କେଦାରନାଥ ଦର୍ଶନ ପାଇଁ ଯାଉଥିବାବେଳେ ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରେ ହେଲା ଏମର୍ଜେନ୍ସ ଲ୍ୟାଣ୍ଡିଂ । ଅବତରଣ ସମୟରେ ଏକ ଗାଡି କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି । UCADA ସମ୍ପୂର୍ଣ୍ଣ ଘଟଣା ସମ୍ପର୍କରେ DGCAକୁ ଜଣାଇଛି । ସୂଚନା ଅନୁଯାୟୀ, କେଦାରନାଥ ଦର୍ଶନ ପାଇଁ ଯାଉଥିବାବେଳେ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । କୌଣସି ବଡ଼ ଦୁର୍ଘଟଣା ଘଟିବା ପୂର୍ବରୁ, ପାଇଲଟ ହେଲିକପ୍ଟରକୁ ରାଜପଥରେ ହିଁ ଅବତରଣ କରିଥିଲେ। ଅବତରଣ ସମୟରେ କୌଣସି ମୃତାହତ ଥିବା ଖବର ନଥିବାବେଳେ […]
ସଂପୂର୍ଣ୍ଣ ପଢନ୍ତୁ