ନାବାଳିକା ୟୁଟ୍ୟୁବରଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ
ଜଣେ ୧୭ ବର୍ଷୀୟା ନାବାଳିକା ୟୁଟ୍ୟୁବରଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ କରାଯାଇଛି। ନାବାଳିକାଙ୍କ ସହିତ ଭିଡିଓ ଶୁଟ୍ କରୁଥିବା ଯୁବକ ହିଁ ତାଙ୍କୁ ଦୁଷ୍କର୍ମ କରିଛନ୍ତି। ଏ ନେଇ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉତ୍ତରପ୍ରଦେଶର ଗୋରଖପୁର ଅନ୍ତର୍ଗତ ଖୋରାବର ଅଞ୍ଚଳରେ ଏହି ଘଟଣା ଘଟିଛି। ସୂଚନା ଅନୁସାରେ, ନାବାଳିକା ୟୁଟ୍ୟୁବର ଭିନ୍ନ ଭିନ୍ନ ଭିଡିଓ ପ୍ରସ୍ତୁତ କରି ସାମାଜିକ ଗଣମାଧ୍ୟମ ଇନଷ୍ଟାଗ୍ରାମ ଏବଂ ୟୁଟ୍ୟୁବରେ […]
ସଂପୂର୍ଣ୍ଣ ପଢନ୍ତୁ