ଜୁଲାଇ ୨୧ ତାରିଖରୁ ସଂସଦରେ ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ: ଜୁଲାଇ ୨୧ ତାରିଖରୁ ସଂସଦରେ ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏନେଇ ସଂସଦୀୟ କାର୍ଯ୍ୟମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି । ସୂଚନା ମୁତାବକ ଏହି ଅଧିବେଶନ ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି କ୍ରମରେ ଉଭୟ ରାଜ୍ୟସଭା ଓ ଲୋକସଭାରେ ଅଧିବେଶନ ଚାଲିବ । ଏଥିରେ ବିଧେୟକ ଓ ଅଣବିଧେୟକ କାର୍ଯ୍ୟ ଉପରେ ଆଲୋଚନା ହେବ । କିରଣ ରିଜିଜୁ କହିଛନ୍ତି କି, ଚଳିତ ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ […]
ସଂପୂର୍ଣ୍ଣ ପଢନ୍ତୁ