Gdfq

ରାଜ୍ୟରେ ଅନାଥ ଶିଶୁଙ୍କ ସର୍ଭେ କରିବେ ସରକାର

ଭୁବନେଶ୍ୱର: ରାଜ୍ୟରେ ଅନାଥ ଏବଂ ଏକକ ପିତାମାତା ଥିବା ପିଲାମାନଙ୍କର ଅଧିକାର ଏବଂ ମୌଳିକ ଆବଶ୍ୟକତା ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ଏକ ସର୍ଭେ କରିବେ। ସରକାରୀ ସୂତ୍ର ଅନୁଯାୟୀ ମହିଳା ଏବଂ ଶିଶୁ ବିକାଶ ବିଭାଗ ଏହି ସମ୍ପର୍କରେ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନାଥ ଏବଂ ଏକକ ପିତାମାତା ଥିବା ପିଲାମାନଙ୍କର ସର୍ଭେ ପାଇଁ ତଥ୍ୟ ସଂଗ୍ରହ ନିମନ୍ତେ ଏକ ବିସ୍ତୃତ ମାର୍ଗଦର୍ଶିକା ଏବଂ ଫର୍ମାଟ୍ ମଧ୍ୟ ପ୍ରଦାନ କରାଯାଇଛି। ବିଭାଗ ଦ୍ୱାରା […]

ସଂପୂର୍ଣ୍ଣ ପଢନ୍ତୁ
Police A

ଦୁଇ ନାବାଳକ ଓ ନାବାଳିକା ନିଖୋଜ ମାମଲାର ପର୍ଦ୍ଦାଫାସ, ମଞ୍ଚେଶ୍ବର ଓ ପାହାଳ ଅଞ୍ଚଳରୁ ହେଲେ ଉଦ୍ଧାର

ଭୁବନେଶ୍ବର: ଦୁଇ ନାବାଳକ ଓ ନାବାଳିକା ନିଖୋଜ ମାମଲାର ପର୍ଦ୍ଦାଫାସ । ଭୁବନେଶ୍ବର ମଞ୍ଚେଶ୍ବର ଓ ପାହାଳ ଅଞ୍ଚଳରୁ ନିଖୋଜ ନାବାଳକ ଓ ନାବାଳିକାଙ୍କୁ ଉଦ୍ଧାର କରିଛି ପୋଲିସ । ୩୦ଟି ସିସିଟିଭି ଫୁଟେଜ ଯାଞ୍ଚ କରି ପିଲାଙ୍କ ନିକଟରେ ପହଞ୍ଚିଥିଲା ପୋଲିସ । ସୂଚନା ଅନୁସାରେ ଗତ ୧ ତାରିଖରେ ମାଛ କିଣିବାକୁ ଯାଇ ମଞ୍ଚେଶ୍ବର ଅଞ୍ଚଳରୁ ଜଣେ ନାବାଳିକା ନିଖୋଜ ହୋଇଯାଇଥିଲେ । ଏତଲା ପରେ ୩୦ଟି ସିସିଟିଭି ଯାଞ୍ଚ କରି ମଞ୍ଚେଶ୍ବର ଥାନା ଭୋଟପଡ଼ା […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 06 03 134426

୭ ମାସର ଶିଶୁକନ୍ୟାକୁ କଚାଡି ମାରିଲା ନୃଶଂସ ବାପା

ଢେଙ୍କାନାଳ:ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା କଣ୍ଟାପାଳ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହରୁ ସାତ ମାସର ଶିଶୁକନ୍ୟାକୁ କଚାଡ଼ି ମାରିଥିବା ଜଣାପଡିଛି । ସୂଚନାନୁସାରେ, ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଉଦାସାହି ଗ୍ରାମର ସଞ୍ଜୟ ଚାତାର ଶ୍ୱଶୁର ଘର କଙ୍କଡାହାଡ଼ ଥାନା କଣ୍ଟାପାଳରେ ପରିବାର ସହିତ ରହି ଶ୍ରମିକ ଭାବେ କାମ କରୁଥିଲେ। ହେଲେ ଗତ କିଛି ମାସ ହେବ କୈାଣସି କାମଧନ୍ଦା ନକରି ସେ ଘରେ ବସି ରହୁଥିଲେ।ଗତକାଲି ପତ୍ନୀ ଜନନୀ […]

ସଂପୂର୍ଣ୍ଣ ପଢନ୍ତୁ
Add

ଅପରେସନ ସିନ୍ଦୂରରେ ୨୦ ନୁହେଁ ଧ୍ୱଂସ ପାଇଛି ଆତଙ୍କୀସ୍ତାନର ୨୮ ଠିକଣା

ଇସ୍‌ଲାମ୍‌ବାଦ୍‌: ପାକିସ୍ତାନର ଦସ୍ତାବିଜରୁ ସାମ୍ନାକୁ ଆସିଛି ଆଶ୍ଚର୍ଯ୍ୟଜନକ ତଥ୍ୟ, ଯେଉଁଥିରେ ଦାବି କରାଯାଇଛି ଯେ ଭାରତର ଅପରେସନ୍ ସିନ୍ଦୂର ମେ ୭ ତାରିଖରେ ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଶିବିର ବ୍ୟତୀତ ଅନ୍ୟ ଆଠଟି ସ୍ଥାନରେ ଭାରତୀୟ ବାୟୁସେନା ଆକ୍ରମଣ କରି ଏହାକୁ ଧ୍ୱଂସ କରିଛି । ଏହି ସୂଚନା ପାକିସ୍ତାନର ସେନା ଓ ସରକାରୀ ସୂତ୍ରମାନଙ୍କ ରିପୋର୍ଟକୁ ଉଲ୍ଲେଖ କରି ପ୍ରସ୍ତୁତ କରାଯାଇଛି। ଅପରେସନ୍ ସିନ୍ଦୂର ଥିଲା ଏପ୍ରିଲ ୨୨ […]

ସଂପୂର୍ଣ୍ଣ ପଢନ୍ତୁ
Pot

ରୁଷିଆରେ ଆଳୁ ସଙ୍କଟ: ଚିନ୍ତାରେ ପୁଟିନ୍

ମସ୍କୋ:ୟୁକ୍ରେନ ପକ୍ଷରୁ ରୁଷିଆ ଉପରେ ଡ୍ରୋନ୍ ଆକ୍ରମଣ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଅସ୍ଥିର କରିଦେଇଛି। ଆକ୍ରମଣ ଏପରି ଥିଲା ଯେ, ଏହା ରୁଷିଆର ଆଭ୍ୟନ୍ତରରେ ପହଞ୍ଚିଥିଲା। ଯାହାକୁ ନେଇ ରୁଷିଆ କଳ୍ପନା ମଧ୍ୟ କରି ନଥିଲା। କିନ୍ତୁ ଏବେ ବିଶ୍ୱର ସବୁଠାରୁ ଅଧିକ ଆଳୁ ଖାଉଥିବା ଦେଶ ରୁଷିଆର ଲୋକଙ୍କ ଥାଳିରୁ ଆଳୁ ଅଦୃଶ୍ୟ ହେବା ଆରମ୍ଭ କରିଛି। ଦେଶରେ ଆଳୁ ଦର ଏବେ ଆକାଶଛୁ୍ଆଁ ହେବରେ ଲାଗିଛି। ଏହି ସଙ୍କଟ ନେଇ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ […]

ସଂପୂର୍ଣ୍ଣ ପଢନ୍ତୁ
Teacher

ପୁଣି ବଦଳିଲା ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର, ଜୁନ୍ ୭ ତାରିଖ ଆବେଦନର ଶେଷ ତାରିଖ

ଭୁବନେଶ୍ୱର : ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ ବୋଲି ପୂର୍ବରୁ ନିର୍ଦ୍ଦେଶ ରହିଥିଲା । ପୂର୍ବରୁ ଆବେଦନର ଶେଷ ତାରିଖ ଥିଲା ଜୁନ୍ ୬ ତାରିଖ। ହେଲେ ଏହା ଏବେ ଗୋଟିଏ ଦିନ ବଢ଼ିଛି ଅର୍ଥାତ୍ ଜୁନ୍ ୭ ତାରିଖ ପର୍ଯ୍ୟନ୍ତ ଆବେଦନ କରିହେବ।  ଜୁନ୍ […]

ସଂପୂର୍ଣ୍ଣ ପଢନ୍ତୁ
Hirakud Dam 3

ହୀରାକୁଦ ଜଳଭଣ୍ଡାରରୁ ହଟିଲା କଟକଣା, ବୁଲିପାରିବେ ପର୍ଯ୍ୟଟକ

ସମ୍ବଲପୁର: ଅପରେସନ ସିନ୍ଦୂର ସମୟରେ ହୀରାକୁଦ ଦଳଭଣ୍ଡାରର ସୁରକ୍ଷା ପାଇଁ ଜାରି ହୋଇଥିବା କଟକଣାକୁ ଆଜି ପ୍ରତ୍ୟାହର କରାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ଆସିପାରିବେ ପର୍ଯ୍ୟଟକ । ଏହି କଟକଣା ହଟିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜିଲ୍ଲାପାଳ ଆହୁରି କହିଛନ୍ତି ଯେ, ନିଷିଦ୍ଧାଞ୍ଚଳକୁ ଛାଡି ବାକି ସ୍ଥାନଗୁଡିକରେ ପର୍ଯ୍ୟଟକମାନେ ବୁଲିପାରିବେ l ଅପରେସନ ସିନ୍ଦୂର ସମୟରେ ହୀରାକୁଦ ଦଳଭଣ୍ଡାରର ସୁରକ୍ଷା ପାଇଁ କଟକଣା ଲଗାଯାଇଥିଲା । ଅପରେସନ ସିନ୍ଦୂର ପାଇଁ ଲାଗିଥିବା ଏହି […]

ସଂପୂର୍ଣ୍ଣ ପଢନ୍ତୁ
People Q

ନବରଙ୍ଗପୁରରେ ଅଭାବନୀୟ ଘଟଣା, ପାଇଖାନା ଟାଙ୍କିରେ କାମ କରିବା ବେଳେ ୪ ଜଣଙ୍କ ମୃତ୍ୟୁ

ନବରଙ୍ଗପୁର : ଶ୍ବାସରୁଦ୍ଧ ହୋଇ ୪ ମୃତ ।  ପାଇଖାନା ଟାଙ୍କି ସଫା ବେଳେ ଶ୍ବାସରୁଦ୍ଧ ହୋଇ ୪ଜଣଙ୍କ ଜୀବନ ଯାଇଛି ।  ନବରଙ୍ଗପୁର ଜିଲ୍ଲା ପଡ଼ଲଗୁଡ଼ାରେ ଅଭାବନୀୟ ଘଟଣା ଘଟିଛି । ଘଟଣାସ୍ଥଳରେ ୩ ଓ ମେଡିକାଲରେ ଜଣଙ୍କ ମୃତ୍ୟୁ ହୋଇଛି ।  ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି ।

ସଂପୂର୍ଣ୍ଣ ପଢନ୍ତୁ
Arrested 738x430 1

ମାଓବାଦୀ ୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା, ବିସ୍ଫୋରକ ଗୋଦାମ ମାଲିକ ଗିରଫ

ରାଉରକେଲା: ମାଓବାଦୀ ୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା। ବଡ଼ଗାଁର ବିସ୍ଫୋରକ ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଗିରଫ। ଗୋଦାମ ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଥିଲା SIT। ରଘୁନାଥପାଲି ଥାନାରେ ଅଟକ ରଖି ପଚରାଉଚରା କରୁଥିଲା ଏସଆଇଟି। ବିସ୍ଫୋରକ ସାମଗ୍ରୀ ନେଇଯାଇଥିବା ଟ୍ରକ୍‌ ଡ୍ରାଇଭର ମଧ୍ୟ ଅଟକ ରହିଥିବା ସୂଚନା ରହିଛି। ପୂର୍ବରୁ ବିସ୍ଫୋରକ ଗୋଦାମକୁ ସିଲ୍‌ କରିଛି ସୁନ୍ଦରଗଡ଼ ପୋଲିସ। ସୂଚନା ଥାଉକି କେ.ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥର ଖଣିକୁ ସୁନ୍ଦରଗଡ଼ […]

ସଂପୂର୍ଣ୍ଣ ପଢନ୍ତୁ
C29313da 0f5e 4aea Bfb8 8b81c23204ee

ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ

କଟକ :  ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟ।ଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ […]

ସଂପୂର୍ଣ୍ଣ ପଢନ୍ତୁ