2 170 1753359148817

ବିଜେଡି ଛାଡି ବିଜେପିରେ ସାମିଲ ହେଲେ ବ୍ରଜରାଜନଗରର ୧୦ ସରପଞ୍ଚ

ଭୁବନେଶ୍ବର ୨୪।୭: ବିଜେଡି ଛାଡି ବିଜେପିରେ ସାମିଲ ହେଲେ ବ୍ରଜରାଜନଗରର ୧୦ ଜଣ ସରପଞ୍ଚ । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହେଲେ ଏହି ୧୦ ଜଣ ନିର୍ବାଚିତ ପ୍ରତିନିଧି । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ୍‌ର ୧୦ ନିର୍ବାଚିତ ସରପଞ୍ଚ ଆଜି ବିଜେପିରେ ସାମିଲ ହେବା ଦ୍ୱାରା ରାଜ୍ୟର ତଥା ସ୍ଥାନୀୟ ଅଞ୍ଚଳର ବିକାଶକୁ ଆଗକୁ ନେବା ପାଇଁ […]

ସଂପୂର୍ଣ୍ଣ ପଢନ୍ତୁ
Krushna Chandra Mohapatra

ଆନ୍ଦୋଳନ କରିବାର ଅଧିକାର ସମସ୍ତଙ୍କର ଅଛି କିନ୍ତୁ ସରକାରୀ ସମ୍ପତ୍ତି ନଷ୍ଟ କରିବାର ଅଧିକାର ନାହିଁ

ଭୁବନେଶ୍ବର ୨୪।୭: ଛାତ୍ର କଂଗ୍ରେସ ଆନ୍ଦୋଳନ ବେଳେ ଭୁବନେଶ୍ୱର ରାଜରାସ୍ତାରେ ବାଡ଼ ଭାଙ୍ଗିବା ଘଟଣା । ଆନ୍ଦୋଳନକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବ ବିଭାଗ । ଏନେଇ ବିଚାର ବିମର୍ଶ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ସ୍ମାର୍ଟସିଟି ଲିମିଟେଡ଼ । ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଆନ୍ଦୋଳନ କରିବାର ଅଧିକାର ସମସ୍ତଙ୍କର ଅଛି କିନ୍ତୁ ସରକାରୀ ସମ୍ପତ୍ତି ନଷ୍ଟ କରିବାର ଅଧିକାର ନାହିଁ । ଯେଉଁମାନେ ଆନ୍ଦୋଳନ କରୁଥିଲେ ସେମାନେ ସରକାରୀ ସମ୍ପତ୍ତି ନଷ୍ଟ କରିଛନ୍ତି । ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ । ମଙ୍ଗଳବାର ସନ୍ଧ୍ୟାରେ ଛାତ୍ର କଂଗ୍ରେସର […]

ସଂପୂର୍ଣ୍ଣ ପଢନ୍ତୁ
Untitled 1 Copy

କଂଗ୍ରେସ ପାଳିଲା ଶ୍ରଦ୍ଧାଞ୍ଜଳି ଦିବସ : FM ଛାତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ବଳଙ୍ଗା ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା

ଭୁବନେଶ୍ବର ୨୪।୭: ରାଜ୍ୟ କଂଗ୍ରେସ ତରଫରୁ ପାଳିତ ହୋଇଛି ଶ୍ରଦ୍ଧାଞ୍ଜଳି ଦିବସ । ବାଲେଶ୍ବର ଏଫ୍‌ଏମ୍‌ ଛାତ୍ରୀଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି ଅର୍ପଣ ଓ ବଳଙ୍ଗା ନାବାଳିକା ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରି ଏହି ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରାଯାଇଛି । ରାଜ୍ୟରେ ଗୋଟିଏ ମିନିଟ୍ ପାଇଁ ନୀରବ ପ୍ରାର୍ଥନା କରିଛି କଂଗ୍ରେସ । ଉତ୍କଳ ବିଶ୍ଵବିଦ୍ୟାଳୟର ମୁଖ୍ୟ ଗେଟ୍ ସମ୍ମୁଖରେ ପିସିସି ସଭାପତି ମଧ୍ୟ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇଛନ୍ତି । ପିସିସି ସଭାପତି କହିଛନ୍ତି, ରାଜ୍ୟରେ […]

ସଂପୂର୍ଣ୍ଣ ପଢନ୍ତୁ
Zzzzzz

ପ୍ରାଚୀନ ଶିବ ମନ୍ଦିରକୁ ନେଇ କାମ୍ବୋଡିଆ ଓ ଥାଇଲାଣ୍ଡ ମଧ୍ୟରେ ଭୀଷଣ ଯୁଦ୍ଧ

ବ୍ୟାଙ୍କକ୍ : ୟୁକ୍ରେନ-ରୁଷ, ମଧ୍ୟପୂର୍ବରେ ସଂଘର୍ଷ ଜାରି ରହିଥିବାବେଳେ ବିଶ୍ବର ଆଉ ଏକ ଅଂଚଳରେ ଯୁଦ୍ଧ ଆରମ୍ଭ ହୋଇଯାଇଛି । ତାହା ହେଉଛି ଦକ୍ଷିଣ-ପୂର୍ବ ଏସିଆ । ବିଗତ କିଛି ଦିନ ହେଲା କାମ୍ବୋଡିଆ ଓ ଥାଇଲାଣ୍ଡ ମଧ୍ୟରେ ଚାଲିଆସିଥିବା ଉତ୍ତେଜନା ଶେଷରେ ଏକ ସଂଘର୍ଷର ରୂପ ନେଇଛି । କାମ୍ବୋଡିଆ ପକ୍ଷରୁ ଥାଇଲାଣ୍ଡ ଉପରେ ରକେଟ ମାଡ଼ କରାଯିବା ପରେ ତାହାର ଜବାବରେ ଥାଇ ବାୟୁସେନା ପକ୍ଷରୁ ଏୟାର ଷ୍ଟ୍ରାଇକ୍ କରାଯାଇଛି । ଏହି ଏୟାର […]

ସଂପୂର୍ଣ୍ଣ ପଢନ୍ତୁ
2 195 1753358480068

ରାଜ୍ୟସଭାରୁ ଅବସର ନେଉଥିବା ୬ ସଦସ୍ୟଙ୍କୁ ବିଦାୟୀ ସମ୍ୱର୍ଦ୍ଧନା , ଜଣେ ସାଂସଦଙ୍କ ଫେରିବା ନିଶ୍ଚିତ

ନୂଆଦିଲ୍ଲୀ : ମୌସୁମୀ ଅଧିବେଶନ ବେଳେ ପୂର୍ବତନ ଉପରାଷ୍ଟ୍ରପତି ଜଗଦିପ୍‌ ଧନଖଡଙ୍କ ଇସ୍ତଫାରେ ରାଜ୍ୟସଭା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଗୁରୁବାର ଉପର ସଦନରେ ସେହି ୬ ସଦସ୍ୟଙ୍କୁ ବିଦାୟୀ ଦିଆଯାଇଛି, ଯାହାଙ୍କର କାର୍ଯ୍ୟକାଳ ଶେଷ ହେଉଛି। ଉପାଧ୍ୟକ୍ଷ ହରିବଂଶ ଏହି ପୂରା କାର୍ଯ୍ୟକ୍ରମର ସୂଚନା ପ୍ରଦାନ କରିଛନ୍ତି। ସେ ଆବଶ୍ୟକ କାଗଜପତ୍ର ଟେବୁଲ ଉପରେ ରଖି ୬ ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଥିବା କହିଥିଲେ। ଯେଉଁଥିରେ ଜଣେ ଏଆଇଏଡିଏମକେର ପି ୱିଲସନ ଦ୍ୱିତୀୟ କାର୍ଯ୍ୟକାଳ ପାଇଁ ଗୃହକୁ […]

ସଂପୂର୍ଣ୍ଣ ପଢନ୍ତୁ
2 176 1753347880867

ମଙ୍ଗଳ ଗ୍ରହରେ ଶୈବାଳ ବିକଶିତ : ବଢିଲା ଜୀବନ ବସତିର ଆଶା

ନୂଆଦିଲ୍ଲୀ ୨୪।୦୭; ସ୍ଥାୟୀ ମହାକାଶ ଯାତ୍ରା ପାଇଁ ଏକ ପ୍ରମୁଖ ପଦକ୍ଷପ ଭାବରେ, ଗବେଷକମାନେ ବୈବ ବିଘଟନଶୀଳ ବାୟୋଫ୍ଲାଷ୍ଟିକ ଭିତରେ ଏକ ଶୈବାଳକୁ ସଫଳତାର ସହିତ ବିକାଶ କରିବାରେ ସକ୍ଷମ ହୋଇଛନ୍ତି। ପୃଥିବୀର ଚାପ ତୁଳନାରେ ପ୍ରାୟ ଏକ ପ୍ରତିଶତ ପୃଷଠଚାପ ବିଶିଷ୍ଟ ମଙ୍ଗଳ ପରିବେଶରେ ପଲିଲାକ୍ଟିକ୍‌ ଏସିଡ୍‌ରେ ତିଆରି ସାମଗ୍ରୀ କେତେ ଭଲ ଭାବରେ ବାସଯୋଗ୍ୟ ହୋଇପାରିବ ତାହା ଦେଖିବା ପାଇଁ ଏହି ପରୀକ୍ଷଣ କରାଯାଇଥିଲା । ମଙ୍ଗଳରେ ବସତି ସ୍ଥାପନ ପରେ ପୃଥିବୀରୁ ବାରମ୍ଵାର ସମ୍ଵଳ […]

ସଂପୂର୍ଣ୍ଣ ପଢନ୍ତୁ
Supreme Court 750x430

ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ମାମଲା: ହାଇକୋର୍ଟଙ୍କ ରାୟ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ: ୨୦୦୬  ମୁମ୍ବାଇ ଲୋକାଲ୍ ଟ୍ରେନ୍ ବିସ୍ଫୋରଣ ମାମଲାରେ ବମ୍ବେ ହାଇକୋର୍ଟଙ୍କ ରାୟକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ନିମ୍ନ ଅଦାଲତ ଦ୍ୱାରା ଦୋଷୀ ସାବ୍ୟସ୍ତ ୧୨ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୧୨ ଜଣଙ୍କୁ ବମ୍ବେ ହାଇକୋର୍ଟ ମୁକ୍ତ କରିଥିଲେ। ଏହା ବିରୋଧରେ ସୁପ୍ରିମକୋର୍ଟ ଯାଇଥିଲେ ମହାରାଷ୍ଟ୍ର ସରକାର। ବାର ଏବଂ ବେଞ୍ଚ ରିପୋର୍ଟ ଅନୁଯାୟୀ, ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ବମ୍ବେ ହାଇକୋର୍ଟର ନିଷ୍ପତ୍ତି ପରେ ଦୋଷମୁକ୍ତ ହୋଇଥିବା ସମସ୍ତ ୧୨ ଅଭିଯୁକ୍ତଙ୍କୁ ପୁଣି […]

ସଂପୂର୍ଣ୍ଣ ପଢନ୍ତୁ
Nitin

ଦେଶରେ ପ୍ରତି ଘଣ୍ଟାରେ ସଡ଼କ ଦୁର୍ଘଟଣାରେ ଯାଉଛି ୬ ଜଣଙ୍କ ଜୀବନ, ସବୁଠି ଅଧିକ ବାଇକ୍ ଆକ୍ସିଡେଣ୍ଟ

ନୂଆଦିଲ୍ଲୀ: ୨୦୨୫ର ପ୍ରଥମ ଛଅ ମାସରେ ସମଗ୍ର ଦେଶରେ ଜାତୀୟ ରାଜପଥରେ ୨୬ ହଜାର ୭୭୦ ଜଣଙ୍କ ମୃତ୍ୟୁ ଘଟିଛି। ସେହି ହିସାବରେ ଦେଖିଲେ ପ୍ରତି ଘଣ୍ଟାରେ ସଡ଼କ ଦୁର୍ଘଟଣାରେ ୬ରୁ ଅଧିକ ଲାେକଙ୍କ ପ୍ରାଣହାନୀ ଘଟିଛି। ୨୦୨୪ରେ ରାଜପଥରେ ୫୨ ହଜାର ୬୦୯ ଗମ୍ଭୀର ସଡ଼କ ଦୁର୍ଘଟଣା ଘଟିଛି। ବୁଧବାର ରାଜ୍ୟସଭାରେ ଏହାର ସୂଚନା ଦେଇଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀ। ମନ୍ତ୍ରୀ କହିଛନ୍ତି ଦୁର୍ଘଟଣା ରୋକିବା ପାଇଁ ସରକାର […]

ସଂପୂର୍ଣ୍ଣ ପଢନ୍ତୁ
Untitled 2 Copy

ଅଢ଼େଇ ଲକ୍ଷ ଟଙ୍କାରେ ବିକୁଥିଲେ ବାଘଛାଲ, ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଘଞ୍ଚ ଜଙ୍ଗଲରେ ଶକ୍ତିଶାଳୀ ପ୍ରାଣୀମାନଙ୍କ ମଧ୍ୟରୁ ଅନ୍ୟତମ ଜନ୍ତୁ ‘ବାଘ’ ମଧ୍ୟ ସୁରକ୍ଷିତ ନାହାନ୍ତି। ଶିକାରୀ କବଳରୁ ବାଘମାନେ ଖସିପାରୁ ନାହାନ୍ତି। ମନୁଷ୍ୟ ନିଜର ସ୍ବାର୍ଥ ପାଇଁ ତଥା କମ ସମୟରେ ଲକ୍ଷପତି ହେବା ପାଇଁ ଅବାଧ ବାଘ ଶିକାର କରିବାକୁ ପଛାଉ ନାହାନ୍ତି। ରାଜଧାନୀ ଭୁବନେଶ୍ବରରେ ଆଜି ଏଭଳି ଏକ ଘଟଣାର ପର୍ଦ୍ଦାଫାସ କରିଛି ଏସ୍‌ଟିଏଫ୍‌। ବାଘଛାଲ ବିକ୍ରି ପାଇଁ ମୂଲଚାଲ ଚାଲିଥିବା ବେଳେ ଏସ୍‌ଟିଏଫ୍‌ର ଟିମ୍‌ ଅତର୍କିତ ଚଢ଼ାଉ କରି ୨ ଜଣ […]

ସଂପୂର୍ଣ୍ଣ ପଢନ୍ତୁ
Suresh Pujari

ଅନାସ୍ଥା ପ୍ରସ୍ତାବ ବିରୋଧୀଙ୍କ ପାଇଁ ବୁମେରାଂ ହେବ: ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର: ରାଜ୍ୟରେ ମହିଳାଙ୍କ ବିରୋଧରେ ବଢୁଥିବା ଅପରାଧକୁ ପ୍ରସଙ୍ଗ କରି କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବ ଆହ୍ୱାନକୁ ନେଇ ରାଜନୀତି ସରଗରମ ହୋଇଛି। ଏହି ପ୍ରସଙ୍ଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏକ ଶକ୍ତ ଜବାବ ଦେଇ ବିରୋଧୀଙ୍କୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି। ସେ କହିଛନ୍ତି ଯେ ବିରୋଧୀଙ୍କ ଏହି ଅନାସ୍ଥା ପ୍ରସ୍ତାବ ସରକାରଙ୍କୁ ଆହତ କରିବ ନାହିଁ, ବରଂ ଏହା ସେମାନଙ୍କ ପାଇଁ ଏକ ବୁମେରାଂ ସାବ୍ୟସ୍ତ ହେବ, ଯେଉଁଥିରେ […]

ସଂପୂର୍ଣ୍ଣ ପଢନ୍ତୁ