ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା: ରାଜ୍ୟର ୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି
ଭୁବନେଶ୍ବର: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଂଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଆଗାମୀ ୨୪ ଘଣ୍ଟା ଏହି ୪ଟି ଜିଲ୍ଲା ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି l ଆଗାମୀ ୨୪ […]
ସଂପୂର୍ଣ୍ଣ ପଢନ୍ତୁ