ଛାତ୍ରୀ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା: ସିବିଏସ୍ଇ ମଡେଲ୍ ଆପଣାଇବେ ରାଜ୍ୟ ସରକାର, ସ୍କୁଲରେ ଲାଗିବ ସିସିଟିଭି
ଭୁବନେଶ୍ବର: ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ଛାତ୍ରୀମାନଙ୍କ ସୁରକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ଅନୁସରଣ କରାଯାଉଥିବା ସୁରକ୍ଷା ମାନଦଣ୍ଡ ଭଳି ଓଡ଼ିଶାର ସ୍କୁଲମାନଙ୍କରେ ମଧ୍ୟ ବିଭିନ୍ନ ବ୍ୟବସ୍ଥା ଲାଗୁ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସ୍ତରରେ ବିଚାରବିମର୍ଶ ଆରମ୍ଭ ହୋଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ଗଣ୍ଡ କହିଛନ୍ତି […]
ସଂପୂର୍ଣ୍ଣ ପଢନ୍ତୁ