ସୁନାବେଡା ଦୁର୍ଘଟଣାରେ ୩ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଗତକାଲି ବିଳମ୍ବିତ ରାତିରେ କୋରାପୁଟ ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ସୁନାବେଡା ଟ୍ରାଫିକ ଛକ ଟିଟିଏସ୍ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସଫାରୀ ଗାଡ଼ି ସହ ସେଲେରିଓ ଗାଡ଼ି ମୁହାମୁହି ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ଅନ୍ୟ ଜଣଙ୍କୁ ମେଡିକାଲ୍ ନେଉଥିବା ବେଳେ ମୃତ୍ୟୁ ଘଟିଥିଲା । ମୃତକ ଓ ଗୁରୁତର ମାନେ ସ୍ଥାନୀୟ ଅଞ୍ଚଳର ବୋଲି […]
ସଂପୂର୍ଣ୍ଣ ପଢନ୍ତୁ