Krushna Chandra Patra

ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଆହୁରି ସରଳୀକରଣ ହୋଇଛି: ଯୋଗାଣମନ୍ତ୍ରୀ

ଭୁବନେଶ୍ବର: ଚାଷୀ ପଞ୍ଜିକରଣ ସମସ୍ୟା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଆହୁରି ସରଳୀକରଣ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୩ ଲକ୍ଷ ୩୮ହଜାର ୭୩୫ ଜଣ ଚାଷୀ ପଞ୍ଜିକରଣ କରିସାରିଲେଣି। ଗତବର୍ଷ ଏହି ସମୟରେ ୩ ଲକ୍ଷ୍ୟ ୪୮ ହଜାର ଚାଷୀ ପଞ୍ଜିକରଣ କରିଥିଲେ। ଏଥିରେ ବେଶି ବ୍ୟବଧାନ ନାହିଁ । ଗତବର୍ଷ ଜୁଲାଇ ୧୫ ତାରିଖରୁ ଆରମ୍ଭ ହୋଇଥିଲା ଏଥର ପଞ୍ଜିକରଣ ୪ ଦିନ ବିଳମ୍ବରେ ଆରମ୍ଭ ହୋଇଛି […]

ସଂପୂର୍ଣ୍ଣ ପଢନ୍ତୁ
2 172 1753955354020

ଉପମୁଖ୍ୟମନ୍ତ୍ରୀଙ୍କ ଚେତାବନୀ, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ ନକଲେ ଆକ୍ସନ

ଭୁବନେଶ୍ୱର ୩୧।୦୭ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଚେତାବନୀ । କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦର ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍‌ ରଖାଯାଇଛି।ଏହି କମିଟି ନ କଲେ ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ । ସେ ଆହୁରି ମଧ୍ୟ କହିଛନ୍ତି , ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି, POSH ACT ଅନୁସାରେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ତେଣୁ POSH […]

ସଂପୂର୍ଣ୍ଣ ପଢନ୍ତୁ
Highcourt 750x430 1

ଶିକ୍ଷକଙ୍କ ବଦଳି ପାଇଁ ସାଂସଦ ଓ ବିଧାୟକଙ୍କ ସୁପାରିସ ପ୍ରସଙ୍ଗ : ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍

କଟକ, ୩୧।୭: ଶିକ୍ଷକ ବଦଳି ପ୍ରକ୍ରିୟାରେ ସାଂସଦ ଓ ବିଧାୟକଙ୍କ ସୁପାରିସକୁ ନେଇ ରାଜ୍ୟ ସରକାରଙ୍କ ନୂଆ ନୀତି ବିବାଦ ଘେରକୁ ଆସିଛି। ଏହି ନୀତିକୁ ଚ୍ୟାଲେଞ୍ଜ କରି କିଛି ଶିକ୍ଷକ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ ଅଦାଲତ ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି। ଏଥିସହ ଆବେଦନକାରୀ ଶିକ୍ଷକଙ୍କ ବଦଳି ଉପରେ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଚାରି ସପ୍ତାହ ପରେ ହେବ ବୋଲି କୋର୍ଟ ଧାର୍ଯ୍ୟ କରିଛନ୍ତି।  ଓଡ଼ିଶା […]

ସଂପୂର୍ଣ୍ଣ ପଢନ୍ତୁ
Recent Photo 1687971586

ଡେଲିଭରୀ ବଏଙ୍କ ପାଇଁ ଆଡଭାଇଜରୀ ଜାରି କଲା ପରିବହନ ବିଭାଗ

ଭୁବନେଶ୍ବର: ଡେଲିଭରୀ ବଏଙ୍କ ପାଇଁ ଆସିବ ଆଡଭାଇଜରି । ଦୃତ ଗତିରେ ଗାଡ଼ି ଚଳାଇବାକୁ ନେଇ ଏଭଳି ନିଷ୍ପତ୍ତି ନେଇଛି ପରିବହନ ବିଭାଗ । ଜଲଦି ପାର୍ସଲ ପହାଞ୍ଚାଇବା ପାଇଁ ଡେଲିଭରି ବଏଙ୍କ ମଧ୍ୟରେ ରିତିମତ ପ୍ରତିଯୋଗିତା ଚାଲିଛି । ତାହା ଦିନକୁ ଦିନ ବଢ଼ିବାରେ ଲାଗିଛି । ଫଳରେ ଗାଡ଼ି ଚଳାଇବା ସମୟରେ ଟ୍ରାଫିକ ନିୟମ ପାଳନରେ ଉଲ୍ଲଙ୍ଘନ କରୁଛନ୍ତି । ଦୃତ ଗାଡ଼ିଚାଳନା ଯୋଗୁଁ ରାସ୍ତାରେ ଅନ୍ୟ ଯାତ୍ରୀମାନେ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ
Whatsapp Image 2025 07 31 At 16.25.14

୫ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ ଦେଲେ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ଆଇଏଏସ୍ କ୍ୟାଡରରେ ଏକ ଛୋଟ ପ୍ରଶାସନିକ ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ପାଞ୍ଚ ଜଣ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଶିଳ୍ପ ନିର୍ଦ୍ଦେଶକ ଆବୋଲି ସୁନୀଲ ନରଭାଣେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ ଏବଂ କଟକର ଓଡ଼ିଶା ରାଜ୍ୟ ଆର୍ଥିକ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବରେ ମଧ୍ୟ କାର୍ଯ୍ୟ କରିବେ। ସେହିପରି ରାଉକେଲା ଏଡିଏମ୍ ଧୀନାଦସ୍ତାଗୀରଙ୍କୁ ରାଉରକେଲା ମହାନଗର ନିଗମର କମିଶନର, ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ସିଇଓ […]

ସଂପୂର୍ଣ୍ଣ ପଢନ୍ତୁ
C010f71d 4995 48f6 Acb2 C3ba3e12a3bb

ଝଙ୍କଡ଼ ସତ୍ ସଙ୍ଗ କେନ୍ଦ୍ରରେ ଶ୍ରୀଶ୍ରୀ ବଡମାଆଙ୍କ ୧୩୨ତମ ଜନ୍ମଦିବସ ପାଳନ

ଜଗତସିଂହପୁର/ଝଙ୍କଡ଼ :  ମାତୃଶକ୍ତି ର ଆରାଧନା ଉପାସନା ବିନା ପ୍ରତ୍ୟେକ ବ୍ୟକ୍ତିର ଜୀବନଚର୍ଯ୍ୟା ଅସମ୍ପୂର୍ଣ୍ଣ ଓ ବିଫଳ ହୋଇଥାଏ। ଏହି ମାତୃଶକ୍ତି ର ଆବାହନ ଓ ଯଥାର୍ଥ ସମ୍ମାନ ପ୍ରଦର୍ଶନ କରାଗଲେ ଆମ ସମାଜର ବୌଦ୍ଧିକ ବିକାଶ ହୋଇ ପାରିବ ବୋଲି ଗତ ବୁଧବାର ଦିନ, ବାଣୀ କ୍ଷେତ୍ର ଝଙ୍କଡ଼ ସାରଳା ପୀଠ କନକପୁର ସ୍ଥିତ ଝଙ୍କଡ଼ ସତ୍ ସଙ୍ଗ କେନ୍ଦ୍ରରେ ଆୟୋଜିତ ଶ୍ରୀ ଶ୍ରୀ ବଡ ମାଆ ଙ୍କ 132 ତମ ଜନ୍ମତିଥି ପାଳନ ଉପଲକ୍ଷେ […]

ସଂପୂର୍ଣ୍ଣ ପଢନ୍ତୁ
Nisar Launch 1068x596

ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ‘ନିସାର’ ଉତକ୍ଷେପଣ ସଫଳ

ବୁଧବାର ସନ୍ଧ୍ୟାରେ ନାସା-ଇସ୍ରୋ ସିନ୍ଥେଟିକ୍ ଆପର୍ଚର ରାଡାର ନିସାର (NISAR) ଉପଗ୍ରହକୁ ସଫଳତାର ସହ ଉତକ୍ଷେପଣ କରାଯାଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ କହିଛି ଯେ ଏହି ଉତକ୍ଷେପଣ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଜିଏସଏଲଭି-ଏଫ୧୬ ରକେଟ୍ ଯୋଗେ କରାଯାଇଥିଲା। ନିସାର ହେଉଛି ପୃଥିବୀର ଭୂମି ଏବଂ ବରଫ ପୃଷ୍ଠ ଅଧ୍ୟୟନ କରିବା ପାଇଁ ନାସା ଏବଂ ଇସ୍ରୋ ମଧ୍ୟରେ ଏକ ମିଳିତ ମିଶନ। ଏହା ଏକ ‘ଏଲ’ […]

ସଂପୂର୍ଣ୍ଣ ପଢନ୍ତୁ
Otet

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ବନ୍ଧା ହେଲେ ୬ ଜଣ

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଗିରଫ ହେଲେ ୬ ଜଣ । ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି । ଏହି ଲିକ୍‌ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କ ଜରିଆରେ ହୋଇଛି। ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଟଙ୍କା ଆସିଥିବାର ପ୍ରମାଣ ମିଳିଛି। ଏହି ପ୍ରଶ୍ନପତ୍ର ଲିକ୍‌ ବାଲେଶ୍ବରରୁ କୋରାପୁଟ ପର୍ଯ୍ୟନ୍ତ ବ୍ୟାପିଛି। ଓଡ଼ିଶା ପୋଲିସର କ୍ରାଇମ୍‌ବ୍ରାଞ୍ଚ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ […]

ସଂପୂର୍ଣ୍ଣ ପଢନ୍ତୁ
Capture 135

ଭାରତ ଉପରେ ୨୫% ଶୁଳ୍କ ଲଗାଇଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇବା ନେଇ ଘୋଷଣା କରିଛନ୍ତି । ସାମାଜିକ ଗଣମାଧ୍ୟମରେ ସେ ପୋଷ୍ଟ କରି ଲେଖିଛନ୍ତି କି ଭାରତ, ଋଷ୍ ସହିତ ଅସ୍ତ୍ରଶସ୍ତ୍ର ଓ ତେଲ ବ୍ୟାପାର କରୁଛି, ତେଣୁ ତା ଉପରେ ଜୋରିମାନା ମଧ୍ୟ ଲଗାଯିବ । ଟ୍ରମ୍ପ ଅନ୍ୟ ଏକ ପୋଷ୍ଟରେ କହିଛନ୍ତି କି ଆମେରିକା ସହିତ ଭାରତର ବ୍ୟାପାର କ୍ଷତି ବହୁତ ଅଧିକ, ଏଥିପାଇଁ ଭାରତୀୟ ସାମଗ୍ରୀ ଉପରେ […]

ସଂପୂର୍ଣ୍ଣ ପଢନ୍ତୁ
Osssc

ଆର୍‌ଆଇ ଅମିନ ପରୀକ୍ଷା ବାତିଲ, ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଉ ଥରେ ହେବ ପରୀକ୍ଷା

ଭୁବନେଶ୍ବର: ବାତିଲ ହେଲା ଆରଆଇ, ଏଆରଆଇ, ଅମିନ, ଆଇସିଡ଼ିଏସ ସୁପରଭାଇଜର ମୁଖ୍ୟ ପରୀକ୍ଷା ।   ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପରୀକ୍ଷା ଆଉ ଥରେ କରାଯିବ ବୋଲି ନିର୍ଦ୍ଦେଶ ହୋଇଛି ।  ୨୮୯୫ ପଦବି ଖାଲି ଥିଲା ।  ପରୀକ୍ଷା ଦେବା ପାଇଁ ଆବେଦନ କରିଥିଲେ ୫ ଲକ୍ଷରୁ ଊର୍ଦ୍ଧ୍ବ ପିଲା ।  ଅଗଷ୍ଟ ୧ ରୁ ସେପ୍ଟେମ୍ବର ୪ ଯାଏ ହୋଇଥାନ୍ତା ପରୀକ୍ଷା । ହାଇକୋର୍ଟରେ ମାମଲା ରୁଜ୍ଜୁ ପାଇଁ ପରୀକ୍ଷା ବାତିଲ କଲା ଓଡିଶା […]

ସଂପୂର୍ଣ୍ଣ ପଢନ୍ତୁ