ଏମ୍ସ ରେ ଚିକିତ୍ସାଧୀନ ବଳଙ୍ଗା ନାବାଳିକା ପୀଡିତାଙ୍କ ବୟାନ ରେକର୍ଡ
ଭୁବନେଶ୍ବର: ଦୁର୍ବୃତ୍ତଙ୍କ ଦ୍ବାରା ଦେହରେ ନିଆଁ ଲାଗିଲା ପରେ ଏମ୍ସ ଭୁବନେଶ୍ବରରେ ଚିକିତ୍ସାଧୀନ ନାବାଳିକାର ବୟାନ ରେକର୍ଡ କରାଯାଇଛି। ପୁରୀଜିଲ୍ଲା ବଳଙ୍ଗା ଟିମ୍ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ନାବାଳିକା ବୟାନ ଦେଇଛନ୍ତି। ୧୮୦ବିଏନ୍ଏସ୍ଏସ୍ରେ ବୟାନ ରେକର୍ଡ କରାଯାଇଥିବା ଜଣାଯାଇଛି। ଏହା ପୂର୍ବରୁ ନାବାଳିକାଙ୍କ ପୀଡିତାଙ୍କ ମା’ ମୁହଁ ଖୋଲିଛନ୍ତି। ଆଜି ଅପରାହ୍ଣରେ ପୀଡ଼ିତାଙ୍କ ମା’ ବଳଙ୍ଗା ଥାନାରେ ଏତଲା ଦେଇଛନ୍ତି। ପୀଡ଼ିତାଙ୍କ ମା’ଙ୍କ ଏତଲା କ୍ରମେ ପୁଲିସ ମାମଲା ରୁଜୁ କରିଛି। ପୁରୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର […]
ସଂପୂର୍ଣ୍ଣ ପଢନ୍ତୁ