1

ବାଲେଶ୍ୱର ଛାତ୍ରୀ ମୃତ୍ୟୁ ପରେ ସମ୍ବଲପୁରରେ କାର୍ଯ୍ୟାନୁଷ୍ଠାନ: ପ୍ରଫେସର ଗିରଫ, ଶିକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ

ସମ୍ବଲପୁର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମାହୁତି ଓ ପରବର୍ତ୍ତୀ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ଲାଗିରହିଥିବା ବେଳେ, ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରୁ ଆସିଛି ଆଉ ଏକ ଚାଞ୍ଚଲ୍ୟକର ଖବର। ଜଣେ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ଶିକ୍ଷା ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନା (୩୨)ଙ୍କୁ ମହିଳା ପୋଲିସ ଗିରଫ କରିଛି। ପୀଡିତା ଛାତ୍ରୀ ଜଣକ ପ୍ରାୟ ଚାରି ମାସ ପୂର୍ବରୁ […]

ସଂପୂର୍ଣ୍ଣ ପଢନ୍ତୁ
Untitled 1 Copy

ଭାବଗ୍ରାହୀ ଜନାର୍ଦ୍ଦନ

ଆଶୀଷ କୁମାର ପତି ଶ୍ରୀଜଗନ୍ନାଥଙ୍କ ମହିମା ଅବର୍ଣ୍ଣନୀୟ ।  ଯିଏ  ତାଙ୍କୁ ଏକାଗ୍ର ଚିତ୍ତରେ ଡାକିଛି, ବା ବିପଦରେ ପଡି ଡାକିଛି ସେ ତାକୁ ଉଦ୍ଧାର କରିଛନ୍ତି ସତ କିନ୍ତୁ ପୂର୍ବ ଜନ୍ମର କର୍ମଫଳ ମଧ୍ଯ ଭୋଗାଭୋଗ କରିବାକୁ ପଡିଥାଏ । ସଦନ ନାମରେ ଜଣେ ବ୍ୟାଧ ଥିଲେ । ସେ ସଂମ୍ପୁର୍ଣ୍ଣ ଭଗବତ ବିଶ୍ବାସୀ ଥିଲେ ମଧ୍ୟ କୌଳିକ ବୃତ୍ତି ରୂପେ କଂସେଇ କାମ ମଧ୍ୟ କରୁଥିଲେ।ପ୍ରାୟ ସବୁ ମୂହୁର୍ତ୍ତରେ ସେ ଜଗନ୍ନାଥଙ୍କର ନାମ ଜପକରୁଥିଲେ,ଏବଂ […]

ସଂପୂର୍ଣ୍ଣ ପଢନ୍ତୁ
Cb

ବାଲେଶ୍ବର ଏଫଏମ ଛାତ୍ରୀ ମୃତ୍ୟୁ ମାମଲା; କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ପୋଲିସର କ୍ରାଇମବ୍ରାଞ୍ଚ (ସିବି) ଫକୀର ମୋହନ (ସ୍ୱୟଂଚାଳିତ) କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲାର ତଦନ୍ତ ଦାୟିତ୍ୱ ହାତକୁ ନେବ। ପୋଲିସ ମହାନିର୍ଦ୍ଦେଶକ (ସିଆଇଡି-ସିବି) ବିନୟତୋଷ ମିଶ୍ର ସହଦେବଖୁଣ୍ଟା ପୋଲିସ ଠାରୁ ତଦନ୍ତ ଦାୟିତ୍ୱ ନେବା ପାଇଁ CAW&CW ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ୍ ପୋଲିସ (ଡିଏସପି) ଇମାନ କଲ୍ୟାଣ ନାୟକଙ୍କୁ ନିଯୁକ୍ତ କରିଛନ୍ତି। ତଦନ୍ତରେ ଇନ୍ସପେକ୍ଟର ପାଞ୍ଚାଲି ରାଉତ, ଇମାନଙ୍କୁ ସହାୟତା କରିବେ ବୋଲି କ୍ରାଇମବ୍ରାଞ୍ଚ ଏକ ବିବୃତ୍ତିରେ କହିଛି। କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ […]

ସଂପୂର୍ଣ୍ଣ ପଢନ୍ତୁ
Pet

ଆସନ୍ତାକାଲି ରାଜ୍ୟରେ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ୍‌

ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ସଂଘ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛି। ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ଅପରାହ୍‌ଣ ୪ଟା ଯାଏଁ ପେଟ୍ରୋଲ ପମ୍ପ ବନ୍ଦ ରହିବ। ଆସୋସିଏସନ ନୀତିଗତ ଭାବରେ ନିଷ୍ପତ୍ତି ନେଇଛି। ବ୍ୟବସାୟରେ ୧୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କା କ୍ଷତି ହେବ। ୩ଟି ଡିପୋ ସହ ରାଜ୍ୟରେ ଥିବା ୩ ହଜାରରୁ ଉର୍ଦ୍ଧ୍ବ […]

ସଂପୂର୍ଣ୍ଣ ପଢନ୍ତୁ
2 170 1752670682215

ଶରଧାବାଲି ଦଳାଚକଟାରେ ୩ ଜଣଙ୍କ ମୃତ୍ୟୁ ଘଟଣା : ଚତୁର୍ଥ ପର୍ଯ୍ୟାୟରେ ୪୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ

ପୁରୀ : ରଥଯାତ୍ରା ସମୟରେ ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଘଟିଥିବା ଦଳାଚକଟା ଘଟଣାରେ ୩ ଜଣଙ୍କ ମୃତ୍ୟୁ ପରେ ଏହାକୁ ନେଇ ତଦନ୍ତ ଜାରି ରହିଛି । ଦଳାଚକଟା ଘଟଣାରେ ପୁରୀ ସର୍କିଟ ହାଉସ ଠାରେ ଚତୁର୍ଥ ପର୍ଯ୍ୟାୟ ସାକ୍ଷ୍ୟ ଗ୍ରହଣ ଶେଷ ହୋଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ନିକଟରେ ବୁଧବାର ୪୨ ଜଣ ବିଭିନ୍ନ ଅଧିକାରୀ ଓ କର୍ମଚାରୀ ସାକ୍ଷ୍ୟ ପ୍ରଦାନ କରିଛନ୍ତି । ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀ, ଇଣ୍ଟିଗ୍ରେଟେଡ୍ କଣ୍ଟ୍ରୋଲ ରୁମ୍ […]

ସଂପୂର୍ଣ୍ଣ ପଢନ୍ତୁ
Image 2025 07 16t093604.672 750x

ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରା ସ୍ଥଗିତ

ଆଜି ପ୍ରବଳ ବର୍ଷା ହେଉଥିବାରୁ ଅମରନାଥ ଯାତ୍ରାକୁ ସ୍ଥଗିତ କରାଯାଇଛି । ପ୍ରବଳ ବର୍ଷା ପାଇଁ ଯାତାୟାତରେ ଅସୁବିଧା ହେବା ସହ ବାଲଥାଲ ଏବଂ ପହଲଗାଓଁରୁ ତୀର୍ଥଯାତ୍ରୀଙ୍କ ଆଗମନକୁ ବର୍ତ୍ତମାନ ପାଇଁ ବନ୍ଦ କରାଯାଇଛି । ସୂଚନା ଅନୁସାରେ ଜମ୍ମୁ ଏବଂ କାଶ୍ମୀରରେ ପାଗ ବହୁତ ଖରାପ ରହିଛି ଏବଂ ଗତକାଲିଠାରୁ ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଯୋଗୁଁ ନଦୀ ଏବଂ ନାଳଗୁଡିକ ଉଛୁଳି ପଡିଛି । ଅନେକ ଜିଲାରେ ଅଣ୍ଡରପାସ୍‍ ବର୍ଷା […]

ସଂପୂର୍ଣ୍ଣ ପଢନ୍ତୁ
13e3752d C632 469e 834d 3aff7e44

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ: ସଫଳ ରୂପରେ କାର୍ଯ୍ୟାନ୍ବିତ ପାଇଁ ଆଲୋଚନା

ଭୁବନେଶ୍ବର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କିତ ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ‘ମେଟ୍ରୋ ରେଳ ପ୍ରକଳ୍ପ’ ଗମନାଗମନ ସେବାରେ ଆଣିବ ନୂତନ ରୂପାନ୍ତରଣ। ଏହି ମହତ୍ୱାକାଂକ୍ଷୀ ପ୍ରକଳ୍ପଟି ସମ୍ପୂର୍ଣ୍ଣ ଭାବରେ ସଫଳ ରୂପରେ କାର୍ଯ୍ୟାନ୍ବିତ କରିବା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ କିପରି ସ୍ଥାୟୀ ସମନ୍ୱୟ ହେବ,ତାହା ଉପରେ ବିସ୍ତୃତ ଭାବେ ଆଲୋଚନା […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 07 16 180510 750

ଆନ୍ଦୋଳନ ବେଳେ କୌଣସି ରବର ବୁଲେଟ ଫାୟାର ହୋଇନି : ପୋଲିସ କମିଶନର

ଭୁବନେଶ୍ୱର: ବିଜେଡିର ବିକ୍ଷୋଭକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର । ସେ କହିଛନ୍ତି, ୪୦ ପ୍ଲାଟୁନ ପୋଲିସ ମୁତୟନ କରାଯାଇଥିଲା। ଡ୍ରୋନ ଓ ଏଆଇ କ୍ୟାମେରା ବ୍ୟବହାର ହୋଇଥିଲା। ଆନ୍ଦୋଳନକାରୀଙ୍କ ଉପରେ ପୋଲିସ ପକ୍ଷରୁ କମ ବଳ ପ୍ରୟୋଗ କରାଯାଇଛି। ଲୋୟର ପିଏମଜିରେ ବିଜେଡିର ଆନ୍ଦୋଳନ ବେଳେ କୌଣସି ରବର ବୁଲେଟ ଫାୟାର କରାଯାଇନାହିଁ। ଏକଥା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର ଏସ. ଦେବଦତ୍ତ ସିଂ। ଦୁଇଟି ବ୍ୟାରିକେଡ୍ ଭାଙ୍ଗିବାରୁ କେବଳ ପାଣିମାଡ଼ ଓ ଲୁହବୁହା […]

ସଂପୂର୍ଣ୍ଣ ପଢନ୍ତୁ
Olly 750x430

୨୦୨୮ ଲସ୍ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ: ଜୁଲାଇ ୧୨ରୁ ୨୯ କ୍ରିକେଟ

ନୂଆଦିଲ୍ଲୀ: ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ -୨୦୨୮ ଜୁଲାଇ ୧୪ରୁ ୩୦ ପର୍ଯ୍ୟନ୍ତ ଖେଳାଯିବ। ଦୀର୍ଘ ୧୨୮ ବର୍ଷ ପରେ ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସରେ କ୍ରିକେଟରେ ଏକ ଐତିହାସିକ ପୁନରାଗମନ କରିବାକୁ ଯାଉଛି। ଜୁଲାଇ ୧୨ରୁ ୨୯ ପର୍ଯ୍ୟନ୍ତ କ୍ରିକେଟ ଇଭେଣ୍ଟ ପୋମେନା ସହରର ଫେୟାରଗ୍ରାଣ୍ଡ୍‌ସ ଷ୍ଟାଡ଼ିୟମରେ ଖେଳାଯିବ। ଯାହା ଲସ୍‌ ଏଞ୍ଜେଲ୍‌ସ ସହରଠାରୁ ୫୦ କିଲୋମିଟର ଦୂରରେ ଅବସ୍ଥିତ। ଏହା କ୍ରିକେଟ ଇତିହାସରେ ଏକ ମାଇଲଖୁଣ୍ଟ ହେବ। କ୍ରିକେଟ ଶେଷ ଥର ପାଇଁ ୧୯୦୦ ପ୍ୟାରିସ ଅଲିମ୍ପିକ୍‌ସରେ […]

ସଂପୂର୍ଣ୍ଣ ପଢନ୍ତୁ
Whatsapp Image 2025 07 16 At 4.2

୨୦୨୫-୨୬ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ; ଜୁଲାଇ ୧୭ରୁ ଅଗଷ୍ଟ ୧୫ ଯାଏଁ ପଞ୍ଜିକରଣ

ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ସୁଯୋଗ ଦେବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨୦୨୫ -୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଆଜି ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ଅଡିଟରିୟମରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୫-୨୬ର ଲାଭ ନେବା ପାଇଁ ଯୋଗ୍ୟ ହିତାଧିକାରୀମାନଙ୍କୁ ଆହ୍ୱାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହି ଯୋଜନା ସମ୍ବନ୍ଧୀୟ […]

ସଂପୂର୍ଣ୍ଣ ପଢନ୍ତୁ