ବାଲେଶ୍ୱର ଏଫ .ଏମ ଛାତ୍ରୀ ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି ଆଇନ ମନ୍ତ୍ରୀ
ଭୁବନେଶ୍ୱର : ସରକାର ତୁରନ୍ତ ପଦକ୍ଷେପ ନେଇଛନ୍ତି । ଆଗରୁ ଆହୁରି କଠୋରରୁ କଠୋର ନିଷ୍ପତ୍ତି ନିଆଯିବ । ଘଟଣାରେ ସାମାନ୍ୟତମ ସଂଶ୍ଲିଷ୍ଟ ଥିବା ସମସ୍ତେ ତଦନ୍ତ ପରିସରଭୁକ୍ତ ହେବେ । ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ, ସେ ଦିଗରେ ପଦକ୍ଷେପ ନିଆଯିବ । ସରକରଙ୍କ ତରଫରୁ ଏ ଘୋଷଣା ପରେ ମଧ୍ୟ ଘଟଣାର ରାଜନୀତିକରଣକୁ ନିନ୍ଦା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କହିଛନ୍ତି, ଏବେ କୌଣସି ଘଟଣା ଘଟିଲେ ଶାଗୁଣା ପରି ଝାମ୍ପି […]
ସଂପୂର୍ଣ୍ଣ ପଢନ୍ତୁ