ଭାରତ ଓ ଚୀନକୁ ଟାର୍ଗେଟ କଲେ ନାଟୋର ମହାସଚିବ ମାର୍କ ରୁଟେ
ନୂଆଦିଲ୍ଲୀ: ୟୁକ୍ରେନ ଉପରେ ଋଷର ଆକ୍ରମଣକୁ ନେଇ ପାଶ୍ଚାତ୍ୟ ଦେଶ ଏବଂ ଋଷ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି । ଏହାରି ଭିତରେ ନାଟୋର ମହାସଚିବ ମାର୍କ ରୁଟେ ଏକ କଡ଼ା ଚେତାବନୀ ଦେଇଛନ୍ତି, ଯାହାର ସିଧାସଳଖ ସଙ୍କେତ ଭାରତ ଏବଂ ଚୀନ ଭଳି ଦେଶମାନଙ୍କ ପାଇଁ । ମାର୍କ ରୁଟେ କହିଛନ୍ତି ଯେ ଯେଉଁ ଦେଶଗୁଡ଼ିକ ଋଷ ସହିତ ସମ୍ପର୍କ ରଖିବେ, ସେମାନଙ୍କୁ ଏହାର ପରିଣାମ ଭୋଗିବାକୁ ପଡ଼ିବ । ୱାଶିଂଟନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ […]
ସଂପୂର୍ଣ୍ଣ ପଢନ୍ତୁ