RPFର ପ୍ରଥମ ମହିଳା ମହାନିର୍ଦ୍ଦେଶକ ନିଯୁକ୍ତ
ନୂଆଦିଲ୍ଲୀ: ରେଲଓ୍ବେ ସୁରକ୍ଷା ବଳ (RPF)ର ପ୍ରଥମ ମହିଳା ମହାନିର୍ଦ୍ଦେଶକ ହେଲେ ବରିଷ୍ଠ ଆଇପିଏସ ଅଧିକାରୀ ସୋନାଲି ମିଶ୍ରା । କ୍ୟାବିନେଟ ନିଯୁକ୍ତି କମିଟି ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ଦେଇଛି। ୨୦୨୬ ଅକ୍ଟୋବର ୩୧ରେ ନିଜର ଅବସର ପର୍ଯ୍ୟନ୍ତ ସେ ଆରପିଏଫ୍ ଡିଜି ପଦରେ ରହିବେ। ସୋନାଲି ମିଶ୍ରା ମନୋଜ ଯାଦବଙ୍କ ସ୍ଥାନରେ କାର୍ଯ୍ୟଭାର ସମ୍ଭାଳିବେ। ମନେଜା ଯାଦବ ଜୁଲାଇ ୩୧ରେ ଅବସର ନେବାକୁ ଯାଉଛନ୍ତି। ଏବେ ସେ ରେଲଓ୍ବେ ସୁରକ୍ଷା ସହ ଜଡ଼ିତ ସବୁ ବଡ଼ […]
ସଂପୂର୍ଣ୍ଣ ପଢନ୍ତୁ