Pratap Sarangi 1

ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ଵର : ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଉପରେ ତୀବ୍ର ଅସନ୍ତୋଷ ଝାଡିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଏହା ଅତ୍ୟନ୍ତ ଗମ୍ଭୀର ସମସ୍ୟା । ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ସେ ଦାୟୀ କରିଛନ୍ତି । କିଛି ଦିନ ତଳେ ସମସ୍ୟା ନେଇ ଛାତ୍ରୀ ଜଣଙ୍କ ବାଲେଶ୍ବର ସାଂସଦଙ୍କ ପାଖକୁ ଯାଇଥିଲେ । ଏହା ପରେ ଘଟଣା ସଂପର୍କରେ କଲେଜ ଅଧ୍ୟକ୍ଷଙ୍କୁ ପଚାରିଥିଲେ ପ୍ରତାପ ଷଡ଼ଙ୍ଗୀ । ଘଟଣା ସଂପର୍କରେ ଇଣ୍ଟରନାଲ […]

ସଂପୂର୍ଣ୍ଣ ପଢନ୍ତୁ
E2d93fa0 Fab4 48cc 947c 111f884511d7

ମହିୟସୀ ବିଦ୍ୟୁତ୍ ପ୍ରଭାଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

ଜଗତସିଂହପୁର/ ଝଙ୍କଡ଼ : ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ରଘୁନାଥପୁର ବ୍ଲକର ପୁରୁଣାବସନ୍ତ ପଞ୍ଚାୟତର ପୂର୍ବତନ ନାୟବ ସରପଞ୍ଚ, ଧର୍ମପରାୟଣା ମହିଳା ସ୍ବର୍ଗତ ବିଦ୍ୟୁତ୍ ପ୍ରଭା ଦାସଙ୍କ ଏକାଦଶାହ ଅବସରରେ ଗତ ଶୁକ୍ରବାର ସନ୍ଧ୍ୟାରେ ବାଣୀକ୍ଷେତ୍ର ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ବର୍ଗତ ବିଦ୍ୟୁତ୍ ପ୍ରଭାଙ୍କ ସୁପୁତ୍ର ଶ୍ରୀ ଅମୂଲ୍ୟ କୁମାର ଦାସ ନିମନ୍ତ୍ରିତ ଅତିଥିମାନଙ୍କୁ ମଞ୍ଚକୁ ସ୍ବାଗତ କରିଥିଲେ । ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ ଦିବଂଗତ ଆତ୍ମାର ସଦଗତି ନିମନ୍ତେ […]

ସଂପୂର୍ଣ୍ଣ ପଢନ୍ତୁ
8666c2a2 6b60 485c 9f12 F069a1e26a1c

ସିଦ୍ଧଳ ଜଗନ୍ନାଥ ମନ୍ଦିରରେ ତୃତୀୟ ବାର୍ଷିକ ଜଗନ୍ନାଥ ପଞ୍ଚରାତ୍ର ପାଇଁ ପ୍ରସ୍ତୁତି ବୈଠକ

ଜଗତସିଂହପୁର/ଝଙ୍କଡ଼ :   ଶ୍ରୀ ଜଗନ୍ନାଥ ସଂସ୍କୃତିର ରାଷ୍ଟ୍ରୀୟ ପ୍ରଚାରକ ବାବାଜୀ ସତ୍ୟାନନ୍ଦ ଦାସ ମହାରାଜଙ୍କ ମାର୍ଗଦର୍ଶନ ରେ ଜୁଲାଇ ୨୦ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫ ଦିନ ବ୍ୟାପି ଜଗନ୍ନାଥ ପଞ୍ଚରାତ୍ର ଅନୁଷ୍ଠିତ ହେବାକୁ ଯାଉଛି । ଏହି କାର୍ଯ୍ୟକ୍ରମକୁ ସରସ ସୁନ୍ଦର ଓ ସଫଳ କରିବା ପାଇଁ ଗତ ଶୁକ୍ରବାର ସନ୍ଧ୍ୟାରେ ଏକ ପ୍ରସ୍ତୁତି ବୈଠକ, ଏହାର ପରିଚାଳନା କମିଟି ର ସଭାପତି କାଳୀ କିଙ୍କର ଆଚାର୍ଯ୍ୟଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ
Minister 1

ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ : ଗିରଫ ହେଲେ ଅଧ୍ୟାପକ, ଅଧ୍ୟକ୍ଷ ନିଲମ୍ବିତ, ଛାତ୍ରୀଙ୍କୁ ଭେଟିଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ବାଲେଶ୍ୱର/ଭୁବନେଶ୍ୱର: ବାଲେଶ୍ଵର ଫକୀର ମୋହନ ସ୍ଵଂୟଶାସିତ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଗିରଫ ହୋଇଛନ୍ତି ଅଭିଯୁକ୍ତ ଅଧ୍ୟାପକ ସମୀର ସାହୁ। ସେ କଲେଜର ଶିକ୍ଷା ବିଭାଗ ମୁଖ୍ୟ(ଏଚଓଡି) ଥିଲେ। ସମୀରଙ୍କୁ ତାଙ୍କ ପଦବୀରୁ ନିଲମ୍ବିତ କରାଯିବା ପରେ ସହଦେବଖୁଣ୍ଟା ପୁଲିସ ଗିରଫ କରିଥିବା ଏସପି ସୂଚନା ଦେଇଛନ୍ତି। ସେହିପରି କଲେଜ ଅଧ୍ୟକ୍ଷ ଦିଲୀପ କୁମାର ଘୋଷଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ସ୍ଵରୂପ ନିଲମ୍ବିତ କରାଯାଇଛି। ତେବେ AIIMS ରେ ଛାତ୍ରୀଙ୍କୁ ଭେଟି ଫେରିଲେ ଉଚ୍ଚଶିକ୍ଷା ମନ୍ତ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ
2 1752325264651

ଫକୀରମୋହନ କଲେଜରେ ଛାତ୍ରୀଙ୍କ ଆତ୍ମାହୂତୀ ଉଦ୍ୟମ : ପ୍ରିନ୍ସିପାଲ ଓ ଏଜୁକେସନ ବିଭାଗ HODଙ୍କୁ ନିଲମ୍ବିତ କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ବର ୧୨।୭: ବାଲେଶ୍ବର ଫକୀରମୋହନ କଲେଜରେ ଛାତ୍ରୀ ଦେହରେ ନିଆଁ ଲଗାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ବାଲେଶ୍ୱର ଫକୀରମୋହନ କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଏଜୁକେସନ ବିଭାଗ HOD ସମୀର ସାହୁ ସସ୍‌ପେଣ୍ଡ ହୋଇଛନ୍ତି । ଉଭୟଙ୍କୁ ସସ୍‌ପେଣ୍ଡ କଲେ ଉଚ୍ଚଶିକ୍ଷା ବିଭାଗ । କାର୍ଯ୍ୟାନୁଷ୍ଠାନ ବାବଦରେ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଜିଲ୍ଲା ଫକୀରମୋହନ କଲେଜ ପରିସରରେ ଘଟିଥିଲା ଛାତିଥରା ଦୃଶ୍ୟ । ଭୋଗରାଇ ଅଞ୍ଚଳର ଛାତ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ
Mohan Bhagvat 750x430

୭୫ ବର୍ଷରେ ନେତା ଅବସର ନେବା ଉଚିତ: ଭାଗବତ

ନାଗପୁର: ନେତାମାନେ ୭୫ ବର୍ଷରେ ଅବସର ଗ୍ରହଣ କରି ଯୁବପିଢିଙ୍କୁ ନେତୃତ୍ବ ଭାର ଛାଡିବା ଉଚିତ୍ ବୋଲି ପୁଣି ଥରେ କହିଛନ୍ତି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ। ନାଗପୁରରେ ଆରଏସ୍‌ଏସ୍‌ର ଦିବଂଗତ ବରିଷ୍ଠ କାର୍ଯ୍ୟକର୍ତ୍ତା ମୋ‌ରୋପନ୍ଥ ପିଙ୍ଗଲେଙ୍କ ଉପରେ ଲିଖିତ ଏକ ପୁସ୍ତକ ଉନ୍ମୋଚନ ଉତ୍ସବରେ ଯୋଗଦେଇ ଭାଗବତ ଏପରି କହିଛନ୍ତି। ପୂର୍ବରୁ ବି ଭାଗବତ ଅନୁରୂପ କଥା ଦୋହରାଇ ଆସୁଥିଲେ। ଭାଗବତ କହିଥିଲେ ଯେ ‘ତୁମକୁ ଯେତେବେଳେ ୭୫ବର୍ଷ ହେବ  ତୁମେ […]

ସଂପୂର୍ଣ୍ଣ ପଢନ୍ତୁ
2 170 1752321761414

କଟକ ସିଟି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ନାବାଳକଙ୍କ ମୃତ୍ୟୁ

କଟକ : ଚିକିତ୍ସା ଅବହେଳାରୁ ୧୬ ବର୍ଷର ନାବାଳକଙ୍କ ମୃତ୍ୟୁ । ପରିବାରଲୋକ ଓ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆକ୍ରୋଶ । ହସ୍ପିଟାଲ ଘେରିଲେ, ହୋହାଲ୍ଲା କଲେ । ଶୁକ୍ରବାର ରାତିରେ ଟାୟାର ଜାଳି ରାସ୍ତାରୋକ କରିଥିଲେ । ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ସମସ୍ତଙ୍କୁ ବୁଝାସୁଝା କରି ମାହୋଲକୁ ଶାନ୍ତ କରିଥିଲା । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବା ସିଟି ହସ୍ପିଟାଲରେ । ସୂଚନାଯୋଗ୍ୟ ଯେ, ଝାଡ଼ାବାନ୍ତି ହେବାରୁ ପୁରୀଘାଟ ଅଞ୍ଚଳର ଅନିଆ ଦାସ ନାମକ ୧୬ ବର୍ଷର ନାବାଳକକୁ ଶୁକ୍ରବାର ସକାଳେ ଜିଲ୍ଲା […]

ସଂପୂର୍ଣ୍ଣ ପଢନ୍ତୁ
Pm Cm

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜ୍ୟର ବିକାଶ ଏବଂ ଭବିଷ୍ୟତ ରଣନୀତି ସମ୍ବନ୍ଧୀୟ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ଆଜି ମୋଦିଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ […]

ସଂପୂର୍ଣ୍ଣ ପଢନ୍ତୁ
Nitis

୧୦୦ ୟୁନିଟ୍‌ ମାଗଣା ବିଜୁଳି ଦେବାକୁ ସରକାର କଲେ ଯୋଜନା

ପାଟନା : ନିର୍ବାଚନ ପୂର୍ବରୁ ନୀତିଶ ସରକାରଙ୍କ ବଡ ଭେଟି। ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ କିଛି ମାସ ବାକି ରହିଛି । ମାତ୍ର ଏବେ ମଧ୍ୟ ସରଗରମ ରହିଛି ରାଜ୍ୟ ରାଜନୀତି । ଏବେ ଠାରୁ ଅନେକ ରାଜନୈତିକ ଦଳ ଲୋକଙ୍କ ନିକଟକୁ ଯିବା ସହ ସେମାନଙ୍କୁ ପ୍ରତିଶ୍ରୁତି ଦେଉଛନ୍ତି । ଏସବୁ ମଧ୍ୟରେ ବିହାର ସରକାର ନିର୍ବାଚନ ପୂର୍ବରୁ ବିହାରବାସୀଙ୍କୁ ଏକ ବଡ ଖୁସି ଖବର ଦେଇଛନ୍ତି । ସରକାର ରାଜ୍ୟରେ ପ୍ରାୟ […]

ସଂପୂର୍ଣ୍ଣ ପଢନ୍ତୁ
Shimilipal

ଶିମିଳିପାଳରେ ବଢୁଛି ବାଘ ସଂଖ୍ୟା, ପୁଣି ୩ ଟି ଛୁଆ ଜନ୍ମ ଦେଲା କଳା ବାଘୁଣୀ T20

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳରେ ବୃଦ୍ଧି ପାଉଛି ବାଘ ସଂଖ୍ୟା। ପୁଣି ୩ ଟି ଛୁଆ ଜନ୍ମ ଦେଇଛି କଳା ବାଘୁଣୀ T20। କ୍ୟାମେରା ଟ୍ରାପରେ କଏଦ ହେଲା ଚିତ୍ର। ଗତ ଜାନୁଆରୀରୁ ଏ ପର୍ଯ୍ୟନ୍ତ ଶିମିଳିପାଳରେ ୯ ଟି ବାଘ ଛୁଆ ଜନ୍ମ ନେଇଥିବା ସୂଚନା ଦେଇଛନ୍ତି ଆରସିସିଏଫ ପ୍ରକାଶ ଚାନ୍ଦ ଗୋଗିନେନୀ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପାଇଁ ଉପଯୁକ୍ତ ସ୍ଥାନ ବୋଲି ପୂର୍ବରୁ NTCA ଘୋଷଣା କରିସାରିଛି । ବ୍ୟାଘ୍ର ସଂଖ୍ୟା ବୃଦ୍ଧି ସହ […]

ସଂପୂର୍ଣ୍ଣ ପଢନ୍ତୁ