Minister 2

ଆଜି ସୁଦ୍ଧା ଡ୍ରାଇଭର ମହାସଂଘଙ୍କ ସମସ୍ୟାର ସମାଧାନ ହେବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ଆଜି ସୁଦ୍ଧା ଡ୍ରାଇଭର ମହାସଂଘଙ୍କ ସମସ୍ୟାର ସମାଧାନ ହେବ ବୋଲି କହିଛନ୍ତି ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ରାତି ସୁଦ୍ଧା ମହାସଂଘ ସହିତ ସରକାରଙ୍କ ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଯିବ । ଡ୍ରାଇଭର ମାନଙ୍କ ପ୍ରାୟତଃ ଦାବିକୁ ସରକାର ମାନି ନେବେ । ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ ଯୋଗୁଁ ରାଜ୍ୟରେ ତୈଳ ସଙ୍କଟ ଦେଖା ଦେବା ନେଇ ଯେଉଁ ଆଶାଙ୍କା କରାଯାଉଛି ତାହା ହେବାକୁ ଦିଆଯିବ […]

ସଂପୂର୍ଣ୍ଣ ପଢନ୍ତୁ
Vot

ବିହାରରେ ଜାରି ରହିବ ଭୋଟର ତାଲିକା ସଂଶୋଧନ

ନୂଆଦିଲ୍ଲୀ : ବିହାରରେ ଭୋଟର ତାଲିକା ସମୀକ୍ଷା ଜାରି ରହିବ। ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟରୁ ସବୁଜ ସଙ୍କେତ ମିଳିଛି। ଗୁରୁବାର ଦିନ ହୋଇଥିବା ଶୁଣାଣିରେ ସୁପ୍ରିମକୋର୍ଟ ଏହି ପ୍ରକ୍ରିୟା ବନ୍ଦ କରିବାକୁ ମନା କରିଦେଇଥିଲେ। ସୁପ୍ରିମକୋର୍ଟ କହିଛନ୍ତି ଯେ ଗଣତାନ୍ତ୍ରିକ ପ୍ରକ୍ରିୟାକୁ କାର୍ଯ୍ୟକାରୀ କରାଯାଉଛି। ନିର୍ବାଚନ କମିଶନ ଏକ ସାମ୍ବିଧାନିକ ପ୍ରାଧିକରଣ। ଆମେ ଏହାକୁ ପ୍ରକ୍ରିୟା ଚଳାଇବାରୁ ବାରଣ କରିବୁ ନାହିଁ। କୋର୍ଟର ଏହି ନିଷ୍ପତ୍ତି ବିରୋଧୀଙ୍କ ପାଇଁ ଏକ ଝଟକା, କାରଣ ଏହା ନିର୍ବାଚନ କମିଶନଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 07 10 075125 750

ତରବରିଆ ହୋଇ କିଣନ୍ତୁ ନାହିଁ ପେଟ୍ରୋଲ : ସଞ୍ଜୟ ଲାଠ

ଭୁବନେଶ୍ୱର: ପେଟ୍ରୋଲ୍ ପମ୍ପ୍‌ରେ ତେଲ ସଙ୍କଟ ଆଶଙ୍କା ଟଳିଲା। ପେଟ୍ରୋଲିୟମ୍‌ ଡିଲର୍ ସଂଘ ସାଧାରଣ ସମ୍ପାଦକଙ୍କ ସୂଚନା। ୧୫୦ ପେଟ୍ରୋଲ୍ ଟ୍ୟାଙ୍କର ଆସି ପହଞ୍ଚଥିବା କହିଛନ୍ତି ସଞ୍ଜୟ ଲାଠ। ପେଟ୍ରୋଲ୍ ପମ୍ପ୍‌ରେ ତେଲ ସରିଯିବା ଆଶଙ୍କା ଆଉ ନାହିଁ। ପେଟ୍ରୋଲ୍ ପମ୍ପ୍‌ରେ ଅଯଥା ଭିଡ଼ ନକରିବା ପାଇଁ ଅନୁରୋଧ କରାଯାଇଛି। ଏହା ମଧ୍ୟ କହିଛନ୍ତି ଯେ ପେଟ୍ରୋଲ ମହଜୁଦ ରହିଛି। କାଁ ଭାଁ ଜାଗାରେ ପେଟ୍ରୋଲ ସରିଛି। ଏହା ଏକ ସ୍ୱାଭାବିକ କଥା। ଏବେ ୨୦୦ ଟ୍ୟାଙ୍କର […]

ସଂପୂର୍ଣ୍ଣ ପଢନ୍ତୁ
Draupadi Murmu

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର : ଆସୁଛନ୍ତି ରାଷ୍ଟ୍ରପତି ।  ଆସନ୍ତା ୧୪ ଓ ୧୫ରେ ଦୁଇ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ରାଜ୍ୟସ୍କରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜୁଲାଇ ୧୪ ଅପରାହ୍ମରେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବାୟୁସେନା ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ । ୨ ଦିନ ଧରି ଭୁବନେଶ୍ବର ଓ […]

ସଂପୂର୍ଣ୍ଣ ପଢନ୍ତୁ
Jagannath Pradhan 750x430

ଜେଲରୁ ବାହାରିଲେ ଜଗନ୍ନାଥ ପ୍ରଧାନ, ସ୍ଵାଗତ ସମ୍ଵର୍ଦ୍ଧନା ଜଣାଇଲେ ଦଳୀୟ ନେତା ଓ କର୍ମୀ

ଭୁବନେଶ୍ଵର: ଜେଲରୁ ବାହାରିଲେ ଜଗା ପ୍ରଧାନ ।  ବିଜେପି ବରିଷ୍ଠ ନେତା ଜଗା ପ୍ରଧାନ ଝାରପଡ଼ା ଜେଲରୁ ମୁକୁଳିଛନ୍ତି ।  ଜେଲ ସମ୍ମୁଖରେ ଜଗନ୍ନାଥ ପ୍ରଧାନଙ୍କ ସମର୍ଥକଙ୍କ ଭିଡ ଦେଖିବାକୁ ମିଳିଛି । ଗତ ୩୦ ତାରିଖରେ ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ବିଏମସି ଅଫିସ ଭିତରେ ମରଣାନ୍ତକ ଆକ୍ରମଣ ଘଟଣାରେ ଜଗା ପ୍ରଧାନଙ୍କୁ ଗିରଫ କରି ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା ।  ଆଜି ଖୋର୍ଦ୍ଧା ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ଶୁଣାଣି […]

ସଂପୂର୍ଣ୍ଣ ପଢନ୍ତୁ
Image 39

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ, ଗାଡ଼ିରୁ ଜବତ ହେଲା ୩ ଲକ୍ଷ ଟଙ୍କା

ଛତ୍ରପୁର : ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ । ଗଞ୍ଜାମ ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡାଙ୍କ ଘରେ ରେଡ୍ ହୋଇଛି ।  ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ।  ସେ ଛତ୍ରପୁର ବ୍ୟାଙ୍କ କଲୋନୀ ଭଡା ଘରୁ ଅଫିସ ଯାଉଥିବା ସମୟରେ ବ୍ରହ୍ମପୁର ଭିଜିଲାନ୍ସ ଟିମ ଚଢ଼ାଉ କରିଥିଲା ।  ୩ ଦିନ ଧରି ଭିଜିଲାନ୍ସ ଟିମ ତାଙ୍କୁ ନଜରରେ ରଖିଥିବା ସୂଚନା […]

ସଂପୂର୍ଣ୍ଣ ପଢନ୍ତୁ
Ollapse Gujara

ପୋଲ ଭୁଶୁଡ଼ିବା ଘଟଣା: ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ:ମଝି ନଈରେ ଭାଙ୍ଗିଗଲା ପୋଲ। ଏଭଳି ଏକ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଟ୍ରାଫିକ୍ ଜାମ ଥିବା ବେଳେ ଭୁଶୁଡି ପଡିଲା ପୋଲ। ଯେତେବେଳେ ପୋଲ ଉପରେ ପ୍ରବଳ ଲୋକଙ୍କ ଜାମ୍ ଲାଗିଥିଲା ସେତେବେଳେ ହଠାତ୍ ଭାଙ୍ଗିଗଲା ପୋଲ। ଫଳରେ ଦୁଇ ଭାଗ ହୋଇଗଲା ପୁରୁଣା ପୋଲ ଏବଂ ପୋଲ ଉପରେ ଥିବା ଲୋକଙ୍କ ଭିତରେ ଆତଙ୍କ ଖେଳିଗଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର […]

ସଂପୂର୍ଣ୍ଣ ପଢନ୍ତୁ
Ips 1 640x375 (1)

IPS ସ୍ତରରେ ଅଦଳ ବଦଳ, ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍‌

ଭୁବନେଶ୍ୱର: ଆଇପିଏସ୍ କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଓଡ଼ିଶା ସରକାର ବୁଧବାର ଦିନ ନକ୍ସଲ ବିରୋଧୀ ଅଭିଯାନ ଏବଂ ସ୍ୱତନ୍ତ୍ର ଗୁପ୍ତଚର ୱିଙ୍ଗ (SIW) ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ସହିତ ଜଡିତ ବରିଷ୍ଠ ଅଧିକାରୀଙ୍କ ବଦଳି ଘୋଷଣା କରିଛନ୍ତି। ଗୃହ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ୧୯୯୪ ବ୍ୟାଚ୍ ଆଇପିଏସ୍ ଅଧିକାରୀ ସଞ୍ଜୀବ ପଣ୍ଡାଙ୍କୁ ନକ୍ସଲ ବିରୋଧୀ ଅଭିଯାନର ଅତିରିକ୍ତ ନିର୍ଦ୍ଦେଶକ (ଏଡିଜି) ଭାବରେ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ବିଜୁ ପଟ୍ଟନାୟକ ରାଜ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 07 09 154255

ଡାଇରିଆ ଡର: ଦୟା ନଦୀ ପାଣି ବ୍ୟବହାର ନକରିବାକୁ ମାର୍ଗଦର୍ଶିକା ଜାରି

ଭୁବନେଶ୍ୱର: କଣାସରେ ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୟା ନଦୀ। ଦୟା ନଦୀ ପାଣି ବ୍ୟବହାର ଯୋଗୁଁ ବ୍ୟାପୁଛି ଝାଡ଼ାବାନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଦେଇଛନ୍ତି ସୂଚନା। ଜଟଣୀ ରାଣୀପୁରରେ ପହଞ୍ଚିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଟିମ୍। ନମୂନା ରିପୋର୍ଟ ଆସିବା ପରେ କାରଣ ଜଣାପଡ଼ିବ। ଦୟା ନଦୀ ପାଣି ବ୍ୟବହାର ନକରିବାକୁ ମାର୍ଗଦର୍ଶିକା ଜାରି ହୋଇଛି। ରୋଷେଇ ଓ ପିଇବାରେ ବ୍ୟବହାର ନକରିବାକୁ ଅପିଲ୍ କରାଯାଇଛି। ସୂଚନା ଥାଉକି ଗତ ୬ ଦିନ ଭିତରେ […]

ସଂପୂର୍ଣ୍ଣ ପଢନ୍ତୁ
Ch

ଯୁଦ୍ଧବିରତି ମଧ୍ୟରେ ଇରାନକୁ ଅସ୍ତ୍ରଶସ୍ତ୍ର ପଠାଇଲା ଚୀନ୍

ତେ‌ହେରାନ/ବେଜିଂ:ଇରାନ ଏବଂ ଇସ୍ରାଏଲ ମଧ୍ୟରେ ୧୨ ଦିନିଆ ଯୁଦ୍ଧରେ ଉଭୟ ଦେଶ ବହୁତ କ୍ଷତି ସହିଛନ୍ତି। ଉଭୟ ଦେଶ ୨୪ ଜୁନ୍‌ରେ ଯୁଦ୍ଧବିରତି ଘୋଷଣା କରିଥିଲେ। କିନ୍ତୁ ଏହି ଯୁଦ୍ଧ କେବେ ପୁଣି ଥରେ ଆରମ୍ଭ ହେବ ସେ ବିଷୟରେ କୌଣସି ନିଶ୍ଚିତତା ନାହିଁ। ଉଭୟ ଦେଶ ଏହାକୁ ଭଲ ଭାବରେ ବୁଝିଛନ୍ତି ଏବଂ ପରବର୍ତ୍ତୀ ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆମେରିକାରୁ ଇସ୍ରାଏଲକୁ ଅନେକ ମାଲବାହୀ ବିମାନ ପଠାଯାଇଛି। ସହଯୋଗୀମାନେ ଇରାନର ଶକ୍ତି ବୃଦ୍ଧି […]

ସଂପୂର୍ଣ୍ଣ ପଢନ୍ତୁ