Odia Youth Kidnapped

ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପହୃତ ଭାରତୀୟଙ୍କ ମଧ୍ୟରେ ଜଣେ ଓଡ଼ିଆ

ଭୁବନେଶ୍ୱର: ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପହୃତ ୩ ଭାରତୀୟଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବକ ଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଅପହୃତ ଓଡ଼ିଆ ଯୁବକ ଜଣକ ଗଞ୍ଜାମ ହିଞ୍ଜିଳିକାଟୁ ସମରଝୋଳ ଗାଁର ପି. ଭେଙ୍କଟରମଣ। ପୁଅକୁ ଫେରାଇ ଆଣିବା ପାଇଁ ହିଞ୍ଜିଳି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ତାଙ୍କ ପରିବାର। ନିକଟରେ ପଶ୍ଚିମ ଆଫ୍ରିକୀୟ ଦେଶ ମାଲିର ବିଭିନ୍ନ ସ୍ଥାନରେ ଅଲକାଏଦା ସହ ଜଡିତ ଆତଙ୍କବାଦୀ ଗୋଷ୍ଠୀ ଆକ୍ରମଣ କରିଥିଲା। ଏହି ସମୟରେ ତିନି ଜଣ […]

ସଂପୂର୍ଣ୍ଣ ପଢନ୍ତୁ
Trump Tarrif Hike 750x430

୧୨ଟି ଦେଶ ଉପରେ ଶୁଳ୍କ ବୃଦ୍ଧି ଘୋଷଣା ପତ୍ରରେ ସ୍ଵାକ୍ଷର କଲେ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୨ଟି ଦେଶ ଉପରେ ରପ୍ତାନି ଶୁଳ୍କ ବୃଦ୍ଧି ଘୋଷଣା ପତ୍ରରେ ସ୍ଵାକ୍ଷର କରିଛନ୍ତି। ଘୋଷଣା ପତ୍ରରେ ସମ୍ପୃକ୍ତ ଦେଶଗୁଡିକ ଆମେରିକାକୁ ରପ୍ତାନି କରୁଥିବା ସାମଗ୍ରୀ ଉପରେ ଲାଗୁ ହେବାକୁ ଥିବା ବିଭିନ୍ନ ଶୁଳ୍କ ହାରକୁ ପୂର୍ଣ୍ଣାଙ୍ଗ ରୂପ ଦିଆଯାଇଛି। ସେହି ପ୍ରସ୍ତାବଗୁଡ଼ିକୁ ଆସନ୍ତା ସୋମବାର ଦିନ ସଂପୃକ୍ତ ଦେଶଗୁଡିକୁ ପଠାଯିବ। ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ସମୟରେ, ଟ୍ରମ୍ପ କହିଛନ୍ତି ଯେ ଚିଠିଗୁଡ଼ିକରେ ବିଭିନ୍ନ ଶୁଳ୍କ ହାର ଏବଂ ପରିମାଣ ଅନ୍ତର୍ଭୁକ୍ତ। ସେ […]

ସଂପୂର୍ଣ୍ଣ ପଢନ୍ତୁ
Images 1

ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର, ଖାତାରେ ଆଉ ରହିବନି ମିନିମମ୍ ବାଲାନ୍ସ

ବ୍ୟାଙ୍କ ଖାତାଧାରୀଙ୍କ ପାଇଁ ବଡ ଖବର । ଯଦି ଆପଣଙ୍କର ବି ବ୍ୟାଙ୍କରେ ଆକାଉଣ୍ଟ ଅଛି ତେବେ ଏହି ଖବରକୁ ଆପଣ କିଛି ସମୟ ପାଇଁ ଦେଖନ୍ତୁ । ନଚେତ ହୁଏତ ଆପଣ ଏ ସୂଚନା ପାଇବାରୁ ବଞ୍ଚିତ ହୋଇପାରନ୍ତି । ହଁ ଆଜ୍ଞା ବ୍ୟାଙ୍କ ଏବେ ନିଜ ଗ୍ରାହକଙ୍କୁ ଆସ୍ବସ୍ତ କରାଇଛି । ଏବେ ଆପଣଙ୍କୁ ଆଉ ନିଜ ଖାତାରେ ମିନିମମ୍ ବାଲାନ୍ସ ରଖିବାକୁ ପଡିବନି । ଏମିତିକି ଏଥିପାଇଁ ଆପଣଙ୍କୁ ଆଉ ଜରିମାନା ବି […]

ସଂପୂର୍ଣ୍ଣ ପଢନ୍ତୁ
Amarnath Yatra Accident 750x430

ଅମରନାଥ ଯାତ୍ରା ସମୟରେ ଦୁର୍ଘଟଣା, ୩୬ ଯାତ୍ରୀ ଆହତ

ରାମବନର ଚନ୍ଦରକୋଟ ଲାଙ୍ଗରରେ ଅମରନାଥ ଯାତ୍ରାର ପହଲଗାମ କାଫଲାର ଶେଷ ଗାଡ଼ି ନିୟନ୍ତ୍ରଣ ହରାଇ ଫସି ରହିଥିବା ଗାଡ଼ି ସହିତ ଧକ୍କା ହୋଇଛି, ଯାହା ଫଳରେ ୪ଟି ଗାଡ଼ି କ୍ଷତିଗ୍ରସ୍ତ ହୋଇଛି ଏବଂ ୩୬ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ଜିଲ୍ଲା ପ୍ରଶାସନ ତୁରନ୍ତ ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ହସ୍ପିଟାଲ ରାମବନରେ ଭର୍ତ୍ତି କରାଯାଇଛି। ପରେ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବରେ ଯାତ୍ରା ଜାରି ରଖିବା ପାଇଁ ଅନ୍ୟ ଗାଡ଼ିରେ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ଦୁର୍ଘଟଣା […]

ସଂପୂର୍ଣ୍ଣ ପଢନ୍ତୁ
Rain

୨୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ବର୍ଷା। ଆଉ ୩ ଦିନ ଯାଏଁ ଏଭଳି ସ୍ଥିତି ଜାରି ରହିବ। ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।ଆଉ ଏକ ଟର୍ଫ ଲାଇନ ଏହି ଘୂର୍ଣ୍ଣିବଳୟ ଉପର ଦେଇଯାଇଛି। ଏହି ମୌସୁମୀ ଟର୍ଫ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଯାହାର ପ୍ରଭାବରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ। ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି […]

ସଂପୂର୍ଣ୍ଣ ପଢନ୍ତୁ
2 189 1751711967338

ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀ ଆମେରିକାରେ ଗିରଫ

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(ପିଏନବି) ଦୁର୍ନୀତି ମାମଲାରେ ନୀରବ ମୋଦୀଙ୍କ ଭାଇ ନେହାଲ ମୋଦୀଙ୍କୁ ଗିରଫ କରିଛି ଆମେରିକା ପୁଲିସ। ଭାରତର ଅନୁରୋଧ କ୍ରମେ ଆମେରିକା ଏହି ପଦକ୍ଷେପ ନେଇଛି। ନେହାଲଙ୍କୁ ଗିରଫ କରି ଭାରତକୁ ପ୍ରତ୍ୟର୍ପଣ କରିବା ଲାଗି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଏବଂ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ପକ୍ଷରୁ ଆମେରିକାକୁ ଅନୁରୋଧ କରାଯାଇଥିଲା। ନେହାଲ ଗିରଫ ହେବା ପରେ ତାଙ୍କୁ ଭାରତ ପ୍ରତ୍ୟର୍ପଣ ଲାଗି ଆମେରିକା ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ପିଏନବି ଦୁର୍ନୀତିରେ ଭାରତ ସରକାର […]

ସଂପୂର୍ଣ୍ଣ ପଢନ୍ତୁ
Ratha

ରଥଯାତ୍ରାରେ ବିଭିନ୍ନ ଦୋକାନୀଙ୍କ ଉପରେ ଚଢାଉ, ଦୂଷିତ ଖାଦ୍ୟ ନଷ୍ଟ ସହ ୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜରିମାନା ଆଦାୟ

ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ଅବସରେ ସ୍ଵାସ୍ଥ୍ୟସେବା ଅବସରରେ ଅଧିକ ଗୁରୁତ୍ୱ ଦିଆଯାଇଛି । ସ୍ନାନ ପୂର୍ଣ୍ଣିମା ଠାରୁ ବାହୁଡ଼ା, ସୁନାବେଶ ଏବଂ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁରହିଛି । ପୁରୀ ଏବଂ ଆଖପାଖ ଅଞ୍ଚଳରେ ସଂକ୍ରମଣ ରୋଗର ପ୍ରତିରୋଧ ପାଇଁ ମଧ୍ୟ ବିଭିନ୍ନ ବିଭାଗମାନଙ୍କ ଦ୍ଵାରା ସଚେତନତା କାର୍ଯ୍ୟ ଚାଲୁରହିଛି । ଖାଦ୍ୟ ନିରାପତ୍ତା ଟିମ୍‌ଗୁଡ଼ିକ ଖାଦ୍ୟ ଦ୍ରବ୍ୟ କାରବାର ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ସ୍ନାନ ପୂର୍ଣ୍ଣିମାରୁ ବାହୁଡ଼ା ଯାତ୍ରା ପର୍ଯ୍ୟନ୍ତ ଖାଦ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Fl

ଆମେରିକାରେ ବନ୍ୟା; ୨୪ ମୃତ

ନୂଆଦିଲ୍ଲୀ : ଆମେରିକାର ଦକ୍ଷିଣ ମଧ୍ୟ କ୍ଷେତ୍ରରେ ସ୍ଥିତ ଟେକ୍ସାସ ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ସୃଷ୍ଟି ହୋଇଥିବା ବନ୍ୟା ପାଇଁ ହାହାକାର ସ୍ଥିତି ସୃଷ୍ଟି ହୋଇଛି । ଏପର୍ଯ୍ୟନ୍ତ ଏଥିରେ ପ୍ରାୟ ୨୪ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଲୋକେ ନିଖୋଜ ଅଛନ୍ତି । ଲୋକଙ୍କୁ ଜଳବନ୍ଦୀ ଅଞ୍ଚଳରୁ ରକ୍ଷା କରିବାକୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଡଙ୍ଗା ଠାରୁ ଆରମ୍ଭ କରି ହେଲିକପ୍ଟର ପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟରେ ବ୍ୟବହାର କରାଯାଉଛି । […]

ସଂପୂର୍ଣ୍ଣ ପଢନ୍ତୁ
Image 8

କୋରାପୁଟ-ଜୟପୁର ରେଳପଥରେ ଭୂସ୍ଖଳନ: ୨ ଦିନ ପରେ ସ୍ବାଭିବକ ହେଲା ରେଳ ଚଳାଚଳ

ଭୁବନେଶ୍ବର: ପୂର୍ବତଟ ରେଳପଥ ୱାଲଟିୟର ରେଳମଣ୍ଡଳ ଅନ୍ତର୍ଗତ କୋରାପୁଟ-କିରାଣ୍ଡୁଲ ରେଳ ମାର୍ଗରେ ଜରାତି ଏବଂ ମାଲିଗୁଡ଼ା ଷ୍ଟେସନ ମଧ୍ୟରେ ଗତ ୨ ତାରିଖରେ ପ୍ରବଳ ବର୍ଷା ଯୋଗୁଁ ଏକ ବଡ଼ ଭୂସ୍ଖଳନ ହୋଇଥିଲା । ଏହା ଦ୍ୱାରା ରେଳ ସେକ୍ସନକୁ ବାଧାପ୍ରାପ୍ତ କରିବାର ମାତ୍ର ଦୁଇ ଦିନ ମଧ୍ୟରେ ପୁନରୁଦ୍ଧାର କାର୍ଯ୍ୟ ସଫଳତାର ସହ ଶେଷ ହୋଇଛି । ଭୂସ୍ଖଳନ କୋରାପୁଟ ଏବଂ କିରାଣ୍ଡୁଲ ମଧ୍ୟରେ ଟ୍ରେନ୍ ଚଳାଚଳକୁ ଗୁରୁତର ଭାବରେ ପ୍ରଭାବିତ କରିଥିଲା, କାରଣ ଟ୍ରାକର […]

ସଂପୂର୍ଣ୍ଣ ପଢନ୍ତୁ
12d17f4a Ff98 4f92 93e3 3fea9116b932

ପୂର୍ବତନ ନାୟବ ସରପଞ୍ଚ ବିଦ୍ୟୁତପ୍ରଭା ଦାସଙ୍କ ବିୟୋଗରେ ଶୋକ

ରଘୁନାଥପୁର : ସ୍ଥାନୀୟ ଅଞ୍ଚଳର ଜଣାଶୁଣା, ଜନସେବିକା ତଥା ପୁରୁଣାବସନ୍ତ ପଞ୍ଚାୟତର ପୂର୍ବତନ ନାୟବ ସରପଞ୍ଚ, ଧର୍ମପ୍ରାଣା  ମହିଳା ବିଦ୍ୟୁତ୍‌ପ୍ରଭା ଦାସଙ୍କ ବିୟୋଗରେ, ଏଠାରେ ଶୋକର ଛାୟା ଖେଳିଯାଇଛି । ସେ ଜଣେ ମିଷ୍ଟଭାଷୀ ପରୋପକାରୀ ଆଦର୍ଶ ଗୃହିଣୀ ଓ ସମାଜସେବିକା ଥିବାରୁ ତାଙ୍କର ପରଲୋକ ଖବରପାଇ, କଂଗ୍ରେସ ନେତା ଈଂ ହିମାଂଶୁ ଭୁଷଣ ମଲ୍ଲିକ, ପୁରୁଣାବସନ୍ତ ପଞ୍ଚାୟତର ସରପଞ୍ଚ କାଳନ୍ଦୀ ଚରଣ ମହାନ୍ତି, ସମାଜସେବୀ ଅଭିରାମ ପଣ୍ଡା, ପୁର୍ବତନ ସରପଞ୍ଚ ଅକ୍ଷୟ ମିଶ୍ର ଓ ସାରଳା […]

ସଂପୂର୍ଣ୍ଣ ପଢନ୍ତୁ