5

ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା, ୩ ଅଟକ

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା। ବ୍ୟାଙ୍କକରୁ ଭୁବନେଶ୍ୱର ଆସୁଥିବା ବେଳେ, ମାଡ଼ି ବସିଲା କଷ୍ଟମ ବିଭାଗ । ଏହି ମାମଲାରେ ୩ ଜଣକୁ ଅଟକ ରଖି ପଚରାଉଚରା କରାଯାଉଛି। ତିନି ଅଟକ ଅଭିଯୁକ୍ତ ହେଲେ ମହମ୍ମଦ ଜାମ୍, ମୋହିତ ଓ ବାମତି। ଏମାନେ ସମସ୍ତେ ଉତ୍ତର ପ୍ରଦେଶ ଫତେପୁର ସିକ୍ରି ଅଞ୍ଚଳର ବୋଲି ଜଣାଯାଇଛି। ଇଣ୍ଡିଗୋ୬-ଇ-୧୦୬୬ ଫ୍ଲାଇଟରେ ଯାତ୍ରା କରୁଥିଲେ । ମାରିଜୁଆନାର ବଜାର ମୂଲ୍ୟ କିଲୋପିଛା ୧ କୋଟି ହୋଇଥିବା ବେଳେ, […]

ସଂପୂର୍ଣ୍ଣ ପଢନ୍ତୁ
Prabhati 2025 07 29 18 03 29

ଓଡ଼ିଶାର ମା’ମାନେ ସମଗ୍ର ଦେଶରେ ରାଜ୍ୟ ପାଇଁ ଗର୍ବ ଆଣିଛନ୍ତି: ପ୍ରଭାତୀ

ଭୁବନେଶ୍ୱର: ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଆଗକୁ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମତବ୍ୟକ୍ତ କରିଛନ୍ତି। ଆଜି ମିସନ ଶକ୍ତି ଭବନର ପ୍ରେକ୍ଷାଳୟରେ ଶ୍ରୀମତୀ ପରିଡ଼ାଙ୍କ ଉପସ୍ଥିତିରେ ବୁଣାକାର ମା’ ଓ ଭଉଣୀମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ମିସନ ଶକ୍ତି ବିଭାଗ ସହ କେନ୍ଦ୍ର ସରକାରଙ୍କ ହସ୍ତତନ୍ତ ବିକାଶ ଆୟୋଗ ଅଧୀନରେ ଥିବା ବୁଣାକାର ସେବା କେନ୍ଦ୍ରର ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଯାଇଛି। ଏହି ବୁଝାମଣାପତ୍ର ରାଜ୍ୟର ବୁଣାକାର […]

ସଂପୂର୍ଣ୍ଣ ପଢନ୍ତୁ
Dharmasala 2025 07 29 19 22 13

କଲେରା ବ୍ୟାପିବା ପ୍ରସଙ୍ଗ: ମେଡିକାଲ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଯାଜପୁର: ଯାଜପୁର ଜିଲ୍ଲାରେ କଲେରା ବ୍ୟାପିବା ପ୍ରସଙ୍ଗରେ ଧର୍ମଶାଳା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଧିକାରୀ ଡାକ୍ତର ସୁଧୀର କୁମାର ସାହୁଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। କଲେରା ପରିଚାଳନା ସମୟରେ ସେ ସଠିକ୍ ନିରୀକ୍ଷଣ କରିନଥିଲେ ବୋଲି ନୋଟିସରେ ଉଲ୍ଲେଖ କରାଯାଇଛି। ସ୍ୱାସ୍ଥ୍ୟ ସଚିବ ଓ ସ୍ୱତନ୍ତ୍ର ସଚିବଙ୍କ ଯାଜପୁର ଗସ୍ତ ସମୟରେ ଅବହେଳା ନେଇ ଅନୁଭବ କରିଥିଲେ, ଯେଉଁଥି ପାଇଁ ଜନସ୍ୱାସ୍ଥ୍ୟ ସେବା ବିଗିଡ଼ିଥିଲା। ଗତ ୨୪ ତାରିଖରେ କାର୍ଯ୍ୟରେ ଅବହେଳା ପାଇଁ […]

ସଂପୂର୍ଣ୍ଣ ପଢନ୍ତୁ
20240701155l

ଟ୍ରମ୍ପ୍ ୨୯ ଥର ଅସ୍ତ୍ରବିରତି ଦାବି କରିଛନ୍ତି, ସାହସ ଅଛି ତ ଏହା ମିଛ ବୋଲି କୁହନ୍ତୁ ମୋଦୀ: ରାହୁଲ

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅପରେସନ ସିନ୍ଦୂର ବିତର୍କରେ ଅଂଶଗ୍ରହଣ କରି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବାରମ୍ବାର କହୁଛନ୍ତି ଯେ, ସେ ଯୁଦ୍ଧବିରତି କରିଛନ୍ତି। ସେ ଏହା ୨୯ ଥର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିବା ଉଚିତ୍ ଯେ, ଟ୍ରମ୍ପ୍ ମିଛ କହୁଛନ୍ତି। ରାହୁଲ ଗାନ୍ଧୀ କହିଛନ୍ତି, ସରକାର ପାଇଲଟଙ୍କ ହାତ ବାନ୍ଧି ଦେଇଥିଲେ। ବାୟୁସେନାକୁ ମୁକ୍ତ ହାତ […]

ସଂପୂର୍ଣ୍ଣ ପଢନ୍ତୁ
2

ବିରୋଧୀଙ୍କୁ ଶୁଣାଇଲେ ଶାହ- ଯାହାର ଯେମିତି ଚଷମା, ସେମିତି ଦୃଷ୍ଟିଭଙ୍ଗୀ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂରକୁ ନେଇ ଲୋକସଭାରେ ମଙ୍ଗଳବାର ଆଲୋଚନା ସମୟରେ ହଙ୍ଗାମା ହୋଇଛି। ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିତର୍କରେ ମନ୍ତବ୍ୟ ରଖୁଥିବା ସମୟରେ ବିରୋଧୀ କିଛି ପ୍ରାମଣ ମାଗିଥିଲେ, ଯାହାକୁ ନେଇ ଶାହ ସେମାନଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଶାହ କଟୁ ଶବ୍ଦରେ ସେମାନଙ୍କୁ ଶୁଣାଇ କହିଥିଲେ ଯେ, ଯାହାର ଯେମିତି ଚଷମା, ସେମିତି ଦୃଷ୍ଟିଭଙ୍ଗୀ। ପହଲଗାଓଁ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ ସୁଲେମାନ ମୁସା ସମେତ ୩ ଆତଙ୍କୀ ଗତ ସୋମବାର ଦିନ ଅପରେସନ ମହାଦେବରେ […]

ସଂପୂର୍ଣ୍ଣ ପଢନ୍ତୁ
Kharge 1728732170 300x169

ଦିନେ ନା ଦିନେ ଆପଣଙ୍କ ଅହଂକାର ଭାଙ୍ଗିବା ଲୋକେ ଆସିବେ – ମୋଦିଙ୍କୁ କହିଲେ ଖଡଗେ

ନୂଆଦିଲ୍ଲୀ: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ ସଂସଦରେ କହିଛନ୍ତି, ଅପ‌ରେସନ ସିନ୍ଦୂର ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସର୍ବଦଳୀୟ ବୈଠକରେ ଉପସ୍ଥିତ ହେବାର ଥିଲା। କିନ୍ତୁ ‌ସେ ସେତେବେଳେ ବିହାରରେ ନିର୍ବାଚନୀ ପ୍ରଚାରରେ ବ୍ୟସ୍ତଥିଲେ। ଅହଂକାରୀ ସରକାର ବିରୋ‌ଧୀଙ୍କ ପ୍ରଶ୍ନର ଉତ୍ତର ‌ଦେବାକୁ ଉଚିତ୍ ମଣି ନଥିଲେ। ଦିନେ ନା ଦିନେ ଆପଣଙ୍କ ଅହଂକାର ଭାଙ୍ଗିବା ଲୋକେ ଆସିବେ। ସେତେବେଳେ ଉଚିତ୍ ଜବାବ ମିଳିବ। ଆମେ ପାକିସ୍ତାନ ଏବଂ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କୁ ସବୁବେଳେ ନିନ୍ଦା କରୁଛୁ। ଆଗାମୀ […]

ସଂପୂର୍ଣ୍ଣ ପଢନ୍ତୁ
1

ଅପରେସନ୍‌ ମହାଦେବରେ ନିହତ ଦୁଇ ପହଲଗାମ୍‌ ଆକ୍ରମଣକାରୀଙ୍କ ପ୍ରଥମ ଫଟୋ ଜାରି ହେଲା

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରେ ପହଲଗାମ ଆତଙ୍କବାଦୀ ଆକ୍ରମଣର ୯୭ ଦିନ ପରେ, ଭାରତୀୟ ସେନା ଶେଷରେ ଏକ ବଡ଼ ସଫଳତା ପାଇଛି। ସେନା ‘ଅପରେସନ୍ ମହାଦେବ’ ଅଧୀନରେ ପ୍ରତିଶୋଧ ନେଇ ତିନି ଜଣ ପାକିସ୍ତାନୀ ଆତଙ୍କବାଦୀଙ୍କୁ ସଫା କରିଛି। ଏପ୍ରିଲ୍‌ ୨୨ ତାରିଖରେ ହୋଇଥିବା ପହଲ୍‌ଗାମ୍‌ ଆକ୍ରମଣରେ ସାମିଲ୍‌ ଥିବା ୩ ଜଣ ଆତଙ୍କବାଦୀଙ୍କ ମଧ୍ୟରୁ ଏବେ ୨ ଜଣଙ୍କ ଫଟୋ ପ୍ରକାଶ ପାଇଛି। ସେ ଦୁଇ ଜଣ ହେଲେ ହବିବ ତହିର୍‌ ଏବଂ ଜିବ୍‌ରନ୍‌। ଦୁଇ […]

ସଂପୂର୍ଣ୍ଣ ପଢନ୍ତୁ
Modi

୨୨ ଏପ୍ରିଲର ବଦଲା ୨୨ ମିନିଟରେ ନିଆଯାଇଥିଲା, ପାକିସ୍ତାନର ପରମାଣୁ ଧମକ କାମ କରିନଥିଲା : ମୋଦୀ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂର ସଂପର୍କରେ ଲୋକସଭାରେ ଚାଲିଥିବା ବିତର୍କର ଉତ୍ତର ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ କହିଛନ୍ତି ଯେ ଆତଙ୍କବାଦୀ ଓ ସେମାନଙ୍କ ମାଲିକମାନଙ୍କୁ ଭାରତୀୟ ସେନା ଦଣ୍ଡ ଦେଇଥିଲା । ୨୨ ଏପ୍ରିଲର ବଦଲା ୨୨ ମିନିଟରେ ନିଆଯାଇଥିଲା । ଭାରତର ଅପରେସନ ସିନ୍ଦୂରକୁ ସାରା ବିଶ୍ବରୁ ସମର୍ଥନ ମିଳିଥିଲା । ସେ କହିଥିଲେ, “ପାକିସ୍ତାନର ପ୍ରତ୍ୟେକ କୋଣରେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ଧ୍ୱଂସ କରାଯାଇଥିଲା। ପାକିସ୍ତାନର ପରମାଣୁ ଧମକ ଭୁଲ ପ୍ରମାଣିତ ହୋଇଥିଲା। […]

ସଂପୂର୍ଣ୍ଣ ପଢନ୍ତୁ
Gettyimages 2226831501 E1753754418301

ନ୍ୟୁୟର୍କରେ ଅତର୍କିତ ଗୁଳିକାଣ୍ଡ: ଚାହୁଁ ଚାହୁଁ ଚାଲିକଲା ୫ ଜୀବନ

ନ୍ୟୁୟର୍କ: ଆମେରିକାର ନ୍ୟୁୟର୍କରେ ଭୟଙ୍କର ଗୁଳିକାଣ୍ଡ, ଏହି ଭୟଙ୍କର ଗୁଳିକାଣ୍ଡରେ ୫ଜଣଙ୍କ ମୃତ୍ୟୁ ହୋଇଛି । ସର୍ବସାଧାରଣ ସ୍ଥାନରେ ଆଖିବୁଜା ଗୁଳି ଚଳାଇଲେ ବନ୍ଧୁକଧାରୀ । ଏଥିରେ ଜଣେ ପୁଲିସ ଅଧିକାରୀଙ୍କ ସହ ୪ ଜଣଙ୍କ ମୃ୍ତ୍ୟୁ ହୋଇଛି । ପାଲଟା ଗୁଳିରେ ସୁଟର ମଧ୍ୟ ପ୍ରାଣ ହରାଇଛି । ନ୍ୟୁୟର୍କର ସେଣ୍ଟ୍ରାଲ ମନହାଟନରେ ଗୁଳିକାଣ୍ଡର ଭିଜୁଆଲ ସାମ୍ନାକୁ ଆସିଛି । ସୁଟର ଜଣଙ୍କ ଲାସ୍ ଭେଗାସର ୨୭ ବର୍ଷୀୟ ସେନ ତାମୁରା । ଏନେଇ ଅନ୍ତର୍ଜାତୀୟ […]

ସଂପୂର୍ଣ୍ଣ ପଢନ୍ତୁ
Nisar

ଜୁଲାଇ ୩୦ରେ ଉତକ୍ଷେପଣ ହେବ ନାସା-ଇସ୍ରୋ ମିଳିତ ଉପଗ୍ରହ ନିସାର

ନୂଆଦିଲ୍ଲୀ :  ନାସା ଓ ଇସ୍ରୋ ଦ୍ୱାରା ମିଳିତ ଭାବରେ ବିକଶିତ ଏକ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ‘ନିସାର’, ଜୁଲାଇ ୩୦ରେ ସନ୍ଧ୍ୟା ୫.୪୦ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଉତକ୍ଷେପଣ ହେବ। ୨ ହଜାର ୩୯୨ କିଲୋଗ୍ରାମ ଓଜନ ବିଶିଷ୍ଟ, ନିସାର ଏକ ଭିନ୍ନ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ଏବଂ ଏହା ପ୍ରଥମ ଥର ପାଇଁ ଦୁଇଟି ଫ୍ରିକ୍ୱେନ୍ସିରେ ପୃଥିବୀକୁ ପର୍ଯ୍ୟବେକ୍ଷଣ କରିବ। ଏହା ନାସା ଓ ଇସ୍ରୋ ସିନ୍ଥେଟିକ୍ ଆପର୍ଚର ରାଡାର ପାଇଁ ବ୍ୟବହୃତ ହୁଏ। ନିସାର […]

ସଂପୂର୍ଣ୍ଣ ପଢନ୍ତୁ