Jaga 750x375 1

‘ବାହୁଡ଼ା ଯାତ୍ରା ସୁପରିଚାଳନା ପାଇଁ ସମସ୍ତ ପ୍ରକାର ଦିଗକୁ ଲକ୍ଷ ରଖା ଯାଇଛି’

ଭୁବନେଶ୍ବର: ମହାପ୍ରଭୁଙ୍କ ଆଶୀର୍ବାଦରୁ ବାହୁଡ଼ା ଯାତ୍ରାଠୁ ନେଇ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସଫଳତାର ସହିତ ଆୟୋଜନ ହେବ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହା କହିଛନ୍ତି। ବାହୁଡ଼ା ଯାତ୍ରା ସୁପରିଚାଳନା ପାଇଁ ସମସ୍ତ ପ୍ରକାର ଦିଗକୁ ଲକ୍ଷ ରଖା ଯାଇଛି। ସବୁ ଦିଗକୁ ତର୍ଜମା କରାଯାଇଛି। ପୁଲିସ ବ୍ୟବସ୍ଥାଠୁ ନେଇ ପ୍ରଶାସନିକ ବ୍ୟବସ୍ଥା ପର୍ଯ୍ୟନ୍ତ ସବୁ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇଛି। ମୋର ପୂର୍ଣ୍ଣ ବିଶ୍ୱାସ ଅଛି। ତା […]

ସଂପୂର୍ଣ୍ଣ ପଢନ୍ତୁ
2 179 1751544566187

ଘାନା ସଂସଦରେ ପ୍ରଧାନମନ୍ତ୍ରୀଙ୍କ ସମ୍ୱୋଧନ, କହିଲେ- ଆମ ପାଇଁ ଗଣତନ୍ତ୍ର ଏକ ବ୍ୟବସ୍ଥା ନୁହେଁ, ଏକ ସଂସ୍କୃତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗୁରୁବାର ଘାନାର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଦ ଅଫିସର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଅଫ୍ ଦ ଘାନା’ରେ ସମ୍ମାନିତ କରାଯାଇଛି । ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘାନା ସଂସଦଙ୍କୁ ସମ୍ୱୋଧିତ କରିଥିଲେ । ନିଜ ସମ୍ୱୋଧନରେ ପ୍ରଧାନମନ୍ତ୍ରୀ ମୋଦୀ ସର୍ବୋଚ୍ଚ ସମ୍ମାନ ପାଇଁ ଘାନକୁ କୃତଜ୍ଞତା ଜଣାଇଥିଲେ । ଘାନା ସଂସଦକୁ ସମ୍ୱୋଧିତ କରିବାରେ ଗତ ତିନି ବର୍ଷରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ହୋଇଛନ୍ତି । […]

ସଂପୂର୍ଣ୍ଣ ପଢନ୍ତୁ
Bishn

ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ବସ୍ତି

କଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ସାମୟିକ ଆଶ୍ବସ୍ତି । ସିବିଆଇ ଚଢ଼ାଉ ମାମଲାରେ ମିଳିଲା ସାମୟିକ ଆଶ୍ବସ୍ତି । ପରବର୍ତ୍ତୀ ଶୁଣାଣି ଯାଏ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ବିଷ୍ଣୁପଦ । ଆସନ୍ତା ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ସୂଚନାଯୋଗ୍ୟ ଯେ, ପୂର୍ବରୁ ବିଷ୍ଣୁପଦଙ୍କ ଆବେଦନ ଖାରଜ କରିଥିଲେ ଓଡିଶା ହାଇକୋର୍ଟ । ଓଡିଶା ବ୍ରିଜ୍ ଏଣ୍ଡ୍ ରୁଫ୍ କର୍ପୋରେସନ ଲାଞ୍ଚ […]

ସଂପୂର୍ଣ୍ଣ ପଢନ୍ତୁ
Del

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ଟ୍ରାନ୍ସଫର୍ମର ବିସ୍ଫୋରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏମ୍ସର ଟ୍ରମା ସେଣ୍ଟରରେ ଲାଗିଥିବା ଟ୍ରାନ୍ସଫର୍ମର ବିସ୍ଫୋରଣ ହୋଇଛି। ଖବର ପାଇ ୮ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଆରମ୍ଭ କରିଥିଲେ। ବର୍ତ୍ତମାନସୁଦ୍ଧା ନିଆଁକୁ ଆୟତ୍ତ କରାଯାଇଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡରେ ମୃତାହତ ନେଇ କୌଣସି ସୂଚନା ନାହିଁ।

ସଂପୂର୍ଣ୍ଣ ପଢନ୍ତୁ
Suresh

ଶୀଘ୍ର ପ୍ରଦାନ କରାଯିବ ବନ୍ୟା କ୍ଷତିପୂରଣ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଦିନେ ଦୁଇ ଦିନ ଭିତରେ ବନ୍ୟା ପାଣି ଛାଡିବ । ବୁଢାବଳଙ୍ଗ ଓ ସୁବର୍ଣ୍ଣରେଖା ବିପଦ ସଂକେତ ତଳେ ରହିଛି। ପାଣି ଆଉ ବଢୁନି। ଜଳ ନିଷ୍କାସନରେ ସମୟ ଲାଗୁଛି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ବୈତରଣୀ ବନ୍ୟା ପ୍ରଭାବରେ ଗୁଡିଏ ପଞ୍ଚାୟତ ପାଣି ଘେରରେ ଥିଲ।. କେନ୍ଦୁଝରଜିଲ୍ଲା ଆଂଶିକ ପ୍ରଭାବିତ ହୋଇଛି। ଯେଉଁମାନେ ରିଲିଫ ସେଣ୍ଟରରେ ଅଛନ୍ତି, ସେମାନଙ୍କ ପାଇଁ ୭ ଦିନ ରନ୍ଧା ଖାଦ୍ୟ ବ୍ୟବସ୍ଥା ହୋଇଛି ଆବଶ୍ୟକ ପଡିଲେ […]

ସଂପୂର୍ଣ୍ଣ ପଢନ୍ତୁ
Lokaseba Bhaban

ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀ ଦେବାଶିଷ ସିଂହଙ୍କୁ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦେଇଛନ୍ତି। ବୁଧବାର ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଏହି ସମ୍ପର୍କରେ ଏକ ସରକାରୀ ବିଜ୍ଞପ୍ତି ଜାରି କରାଯାଇଛି। ନୂତନ ଦାୟିତ୍ବ ପୂର୍ବରୁ ସେ ରାଜ୍ୟ ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗରେ ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ପାଇଥିଲେ। ଦେବାଶିଷ ସିଂହ, IAS (SCS-2015), ସରକାରୀ, […]

ସଂପୂର୍ଣ୍ଣ ପଢନ୍ତୁ
Hirkud

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ଏନେଇ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି ।  ତେବେ ଗେଟ୍ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ସକାଳ ୧୦ଟାରେ ଖୋଲିବ ୭ ନମ୍ବର ଗେଟ୍ ।  ପୂଜାର୍ଚ୍ଚନା ପରେ ହୀରାକୁଦ ଗେଟ୍ ଖୋଲାଯିବା ନେଇ ଘୋଷଣା କରାଯାଇଛି । ତେବେ ହୀରାକୁଦ ଗେଟ୍ ଖୋଲିବା ପୂର୍ବରୁ ଲୋକଙ୍କୁ ସୂଚନା ଦିଆଯାଇଥିଲା ।  ୪୮ ଘଣ୍ଟା ଡାକବାଜି […]

ସଂପୂର୍ଣ୍ଣ ପଢନ୍ତୁ
Suresh Pujari

ଅଫିସରଙ୍କ ଧର୍ମଘଟକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ, ସରକାରଙ୍କ ପାଖରେ ଥାଏ ଏପରି ପ୍ଲାନ

ଭୁବନେଶ୍ୱର: ଅଫିସରଙ୍କ ଧର୍ମଘଟକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ବୟାନ। କହିଲେ ସବୁ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ପାଖରେ ପ୍ଲାନ ୧,୨, ୩ ଥାଏ। ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ବେଳେ କେଉଁ ଅଧିକାରୀ ସାମ୍ନାକୁ ଆସିଥିଲେ। ମୁଁ ନିଜେ ସାମ୍ନାକୁ ଆସିଥିଲି, ଆମ ଉପରେ ଭରସା ରଖନ୍ତୁ। ଯେଉଁ ଅଫିସର ଧର୍ମଘଟରେ ଅଛନ୍ତି, ତାଙ୍କ କଷ୍ଟ ଓ ଭାବନା ସହ ସରକାର ଅଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ। ଅତିରିକ୍ତ ତହସିଲଦାରଙ୍କୁ ମାଫିଆ ମାଡ଼ […]

ସଂପୂର୍ଣ୍ଣ ପଢନ୍ତୁ
M

ଚର୍ଚ୍ଚାରେ ଆଇଏଏସ୍‌ ନେହା: ୩ ଥର ଫେଲ୍‌ ହେବା ପରେ ଛାଡ଼ିଥିଲେ ମୋବାଇଲ

ନୂଆଦିଲ୍ଲୀ: ୟୁପିଏସସି ପରୀକ୍ଷା ଦେବା ବିଷୟରେ ଭାବିବା ଏବଂ ଏଥିରେ ସଫଳ ହେବା ୨ଟି ଭିନ୍ନ କଥା। କେହି କେହି ନିଜର ୟୁପିଏସସି ପରୀକ୍ଷା ପାସ୍ କରିବାର ସ୍ବପ୍ନକୁ ଅଧାରୁ ଛାଡ଼ିଦିଅନ୍ତି ତ କେହି କେହି ନିଜ ସ୍ବପ୍ନକୁ ପୂରଣ ନକରିବା ପର୍ଯ୍ୟନ୍ତ ପରିଶ୍ରମ କରିବାରେ ଲାଗିପଡ଼ିଥାନ୍ତି। ସ୍ବପ୍ନ ସାକାର କରିବା ପାଇଁ ଅନେକ ବଳିଦାନ ଦେବାକୁ ମଧ୍ୟ ପଛାନ୍ତି ନାହିଁ। ଠିମ୍ ଯେମିତି ଆଇଏଏସ୍ ନେହା ବ୍ୟଦୱାଲଙ୍କ ପରି। ବାପାଙ୍କ ଭଳି ସିଭିଲ ସର୍ଭିସରେ ଯୋଗ […]

ସଂପୂର୍ଣ୍ଣ ପଢନ୍ତୁ
Image

ବାଲେଶ୍ବର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିଲେ ଉପମୁଖ୍ୟମନ୍ତ୍ରୀ

ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ବନ୍ୟା ଯୋଗୁଁ ଜିଲ୍ଲାର ୬ଟି ବ୍ଲକ ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ବନ୍ୟାଜଳରେ ପ୍ରଭାବିତ ହେଉଛି । ୬ଟି ବ୍ଲକ ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ କ୍ଷତିଗ୍ରସ୍ତ ହୋଇଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଏନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବାଲେଶ୍ୱର ଜିଲ୍ଲା ଯାଇ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି । […]

ସଂପୂର୍ଣ୍ଣ ପଢନ୍ତୁ