Man

ମନୋଜିତ୍‌ ମିଶ୍ରଙ୍କ ବିରୋଧରେ ଆସିଲା ନୂଆ ଅଭିଯୋଗ

କୋଲକାତା: କୋଲକାତାର ଆଇନ୍‌ କଲେଜ ଛାତ୍ରୀଙ୍କ ଦୁଷ୍କର୍ମ ଅଭିଯୁକ୍ତ ମନୋଜିତ ମିଶ୍ରଙ୍କ ବିରୋଧରେ ଆସିଛି ପୁଣି ଏକ ନୂଆ ଅଭିଯୋଗ। ନୂତନ ଅଭିଯୋଗକାରୀ ଜଣକ ଅଭିଯୋଗ ଆଣି କହିଛନ୍ତି ଯେ ମନୋଜିତ୍‌ ପୂର୍ବରୁ ମଧ୍ୟ ଛାତ୍ରମାନଙ୍କୁ ମାନସିକ ନିର୍ଯାତନା ଏବଂ ଶାରୀରିକ ନିର୍ଯାତନା ଦେଉଥିଲେ। ଅଭିଯୋଗକାରୀଙ୍କ କହିବା ଅନୁଯାୟୀ, ତାଙ୍କର ଜଣେ ବନ୍ଧୁଙ୍କୁ ଅପହରଣ କରାଯାଇଥିଲା ଏବଂ ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବାର ଦେଖିବାକୁ ମିଳିଥିଲା। ସେ ଗଣମାଧ୍ୟମରେ ବୟାନ ଦେଇ କହିଛନ୍ତି “ମୋର ଜଣେ […]

ସଂପୂର୍ଣ୍ଣ ପଢନ୍ତୁ
Lugliul

ସ୍କୁଲ ଗ୍ରେଡିଂ ସିଷ୍ଟମ; ଜାତୀୟ ସ୍ତରରେ ପଞ୍ଚମ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର : ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ପଞ୍ଚମ ସ୍ଥାନରେ ଓଡ଼ିଶା । କେନ୍ଦ୍ର ସରକାରଙ୍କ ଦ୍ବାରା ପରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (PGI-2.0) ରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ଓଡ଼ିଶା ୫ମ ସ୍ଥାନ ହାସଲ କରିଛି । ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ୫୯୫.୬ ସ୍କୋର ହାସଲ କରି ପ୍ରଚେଷ୍ଟା-୩ ଗ୍ରେଡ ପାଇଛି । ଏହାକୁ ନେଇ Xରେ ପୋଷ୍ଟ କରି ଖୁସି ପ୍ରକାଶ କରିଛନ୍ତି ନବୀନ ପଟ୍ଟନାୟକ […]

ସଂପୂର୍ଣ୍ଣ ପଢନ୍ତୁ
1751258813 4938

ବିହାରରେ ଏକାକୀ ଲଢିବ ଆପ୍

ନୂଆଦିଲ୍ଲୀ : ନିକଟରେ ଗୁଜରାଟ ଓ ପଞ୍ଜାବର କେତେକ ଆସନରେ ହୋଇଥିବା ଉପନିର୍ବାଚନରେ ଆମ ଆଦମୀ ପାର୍ଟି (ଆପ୍ ) ଗୋଟିଏ ଲେଖାଏଁ ଆସନରେ ବିଜୟୀ ହୋଇ ଉତ୍ସାହିତ ହୋଇଯାଇଛି । ଏବେ ଆପ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ବିହାର ଉପରେ ଆଖି ପକାଇଛନ୍ତି । ସେ ଘୋଷଣା କରିଛନ୍ତି ଯେ ଆଗାମୀ ବିହାର ବିଧାନସଭା ନିର୍ବାଚନରେ ତାଙ୍କ ଦଳ ଏକାକୀ ଲଢିବ । ବିହାରରେ ଏକାକୀ ଲଢିବାକୁ ଆପ୍ର ନିଷ୍ପତ୍ତି କେତେକ ରାଜନୈତିକ ଦଳଙ୍କ ଖେଳ […]

ସଂପୂର୍ଣ୍ଣ ପଢନ୍ତୁ
Odisha A

ଘରୋଇ ପୁଞ୍ଜିନିବେଶରେ ଓଡ଼ିଶା ଶୀର୍ଷରେ, ସେଣ୍ଟର ଫର ମନିଟରିଂ ଇଣ୍ଡିଆନ ଇକୋନୋମି ରିପୋର୍ଟରୁ ସୂଚନା

ଘରୋଇ ପୁଞ୍ଜିନିବେଶରେ ଓଡ଼ିଶା ଶୀର୍ଷରେ । ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୟମାସରେ ରାଜ୍ୟରେ ୧.୪ ଲକ୍ଷ କୋଟି ଟଙ୍କାର ନିବେଶ ହୋଇଥିବା ସେଣ୍ଟର ଫର ମନିଟରିଂ ଇଣ୍ଡିଆନ ଇକୋନୋମି-ସିଏମଆଇଇ ରିପୋର୍ଟରୁ ଜଣାପଡ଼ିଛି । ଏହା ଦେଶରେ ସର୍ବାଧିକ ନିବେଶର ରେକର୍ଡ । ଏପ୍ରିଲରୁ ଜୁନ ତ୍ରୟମାସରେ ସାରା ଦେଶରେ ଘରୋଇ କ୍ଷେତ୍ରରେ ୩.୫ ଲକ୍ଷ କୋଟି ଟଙ୍କାର ନିବେଶ ହୋଇଛି । ଯାହା ଗତ ଆର୍ଥିକ ବର୍ଷର ଏହି ଅବଧିର ୧.୪ ଲକ୍ଷ କୋଟି ତୁଳନାରେ […]

ସଂପୂର୍ଣ୍ଣ ପଢନ୍ତୁ
Death 1

ଡ୍ୟୁଟି ସାରି ଫେରୁଥିବା ବେଳେ ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

କଟକ:ଅଭାବନୀୟ ଘଟଣା । ଛତ୍ରବଜାର ଅର୍ବାନ ହାଟ ନିକଟରେ ହୋମ୍‌ଗାର୍ଡଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ମୃତ ମହିଳା ହୋମ୍‌ଗାର୍ଡ ଜଣଙ୍କ ହେଲେ ମନୋରମା ପଣ୍ଡା। ମନୋରମା ମାଲଗୋଦାମ ଥାନାରେ ହୋମ୍‌ଗାର୍ଡ ଭାବେ କାର୍ଯ୍ୟରତ ଥିଲେ। ଡ୍ୟୁଟି ସାରି ଫେରୁଥିବାବେଳେ ଏଭଳି ଅଘଟଣ ଘଟିଛି। ସୂଚନାମୁତାବକ, କଟକ ଛତ୍ରବଜାରରେ ମହିଳା ହୋମ୍‌ଗାର୍ଡ ମନୋରମା ପଣ୍ଡାଙ୍କୁ ଏକ ଟ୍ରକ୍‌ ଧକ୍କା ଦେବାରୁ ଗୁରୁବାର ତାଙ୍କର ମୃତ୍ୟୁ ଘଟିଛି। ଡ୍ୟୁଟି ସାରି ସାଇକେଲରେ ଘରକୁ ଫେରୁଥିବା ବେଳେ ତାଙ୍କୁ ଟ୍ରକ୍‌ […]

ସଂପୂର୍ଣ୍ଣ ପଢନ୍ତୁ
Faa

ଦଲାଇଲାମାଙ୍କ ଉତ୍ତରାଧିକାରୀ ବାଛିବାର ଅଧିକାର ତାଙ୍କ ନିଜର: ଭାରତ

ନୂଆଦିଲ୍ଲୀ: ନିର୍ବାସିତ ତିବ୍ବତୀୟ ଆଧ୍ୟାତ୍ମିକ ନେତା ଦଲାଇଲାମାଙ୍କ ଉତ୍ତରାଧିକାରୀ ଚୟନକୁ ନେଇ ଦ୍ବନ୍ଦ୍ବ ଉପୁଜିଥିବା ବେଳେ ଗୁରୁବାର ଦିନ ଭାରତ ଚୀନର ଦାବି ଉପରେ ଏକ ଦୃଢ଼ ଆପତ୍ତି ଉଠାଇଛି। ଭାରତ କହିଛି ଯେ ଦଲାଇଲାମାଙ୍କ ଉତ୍ତରାଧିକାରୀ କିଏ ହେବ; ତା’ର ନିଷ୍ପତ୍ତି କେବଳ ତାଙ୍କ ନିଜସ୍ବ। ଏକ ବିବୃତିରେ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି, “ଦଲାଇ ଲାମାଙ୍କ ପଦବୀ କେବଳ ତିବ୍ଦତୀୟମାନଙ୍କ ପାଇଁ ନୁହେଁ ବରଂ ବିଶ୍ୱରେ ଥିବା ତାଙ୍କର ସମସ୍ତ […]

ସଂପୂର୍ଣ୍ଣ ପଢନ୍ତୁ
Gaj

ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କଲେ ଗଜପତି ମହାରାଜ

ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କଲେ ଗଜପତି ମହାରାଜ । ପୁରୀ ଶ୍ରୀମନ୍ଦିରରେ କରାଯାଇଥିବା କାର୍ଯ୍ୟକୁ ଅନୁଧ୍ୟାନ କରିବା ପରେ ସନ୍ତୋଷ ବ୍ୟକ୍ତ କରିଛନ୍ତି ଗଜପତି ମହାରାଜ । ରତ୍ନଭଣ୍ଡାର କାର୍ଯ୍ୟ ପ୍ରାୟ ସମ୍ପୂର୍ଣ ହୋଇଯାଇଛି। ୬ଶହରୁ ଅଧିକ ପଥର ବଦଳା ଯାଇଛି। ଭିତର ଭଣ୍ଡାର ଘରରେ ଅନେକ ପଥର ବଦଳାଇ ଥିବା ବେଳେ ସମସ୍ତ ବିମ୍ କୁ ଶକ୍ତ କରଯାଇଛି । ଭଣ୍ଡାରର ବାହାର ଓ ଭିତର ଅଂଶକୁ ରାସାୟନିକ ପ୍ରଲେପ ଦେଇ ସଂରକ୍ଷଣ କରାଯାଉଛି। […]

ସଂପୂର୍ଣ୍ଣ ପଢନ୍ତୁ
Trrte

ବାହୁଡା ଯାତ୍ରା ଓ ସୁନାବେଶ ପାଇଁ ଟ୍ରାଫିକ୍ ନିୟମାବଳୀ ଜାରି କଲା ପୁରୀ ପୋଲିସ

ପୁରୀ: ଜୁଲାଇ ୫ ଓ ୬ରେ ପୁରୀରେ ବାହୁଡା ଯାତ୍ରା ଏବଂ ସୁନାବେଶ ସମୟରେ ସୁଗମ ଯାନବାହାନ ଚଳାଚଳ ଏବଂ ଉତ୍ତମ ଭିଡ଼ ପରିଚାଳନା ପାଇଁ ଜିଲ୍ଲା ପୋଲିସ ଗୁରୁବାର ଏକ ଟ୍ରାଫିକ ପରାମର୍ଶ ଜାରି କରିଛି। ତଦନୁଯାୟୀ, ବ୍ରହ୍ମଗିରି, ଭୁବନେଶ୍ୱର ଏବଂ କୋଣାର୍କରୁ ପୁରୀକୁ ଆସୁଥିବା ଚାରି ଚକିଆ, ଦୁଇ ଚକିଆ ଏବଂ ତିନି ଚକିଆ ଯାନ ପାଇଁ ନିର୍ଦ୍ଦିଷ୍ଟ ରୁଟ୍ ଏବଂ ପାର୍କିଂ ଜୋନ୍ ବିଷୟରେ ସୂଚନା ଦେଇଛନ୍ତି।

ସଂପୂର୍ଣ୍ଣ ପଢନ୍ତୁ
Sgd

ପୁଣି ନିଷ୍କ୍ରିୟ ହେଲା ଭୁଲ୍‌ବଶତଃ ସକ୍ରିୟ ହୋଇ ଯାଇଥିବା ପାକିସ୍ତାନୀ ସୋସିଆଲ୍‌ ମିଡିଆ ଆକାଉଣ୍ଟ୍‌

ନୂଆଦିଲ୍ଲୀ:ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପରେ ପ୍ରତିଶୋଧମୂଳକ କାର୍ଯ୍ୟ ଭାବେ କେତୋଟି ପାକିସ୍ତାନୀ ଚ୍ୟାନେଲ୍‌ ଓ ସୋସିଆଲ୍‌ ମିଡିଆ ଉପରେ ପ୍ରତିବନ୍ଧକ ଲଗାଇଥିଲା ଭାରତ। ତେବେ ସେଗୁଡ଼ିକୁ ଗତକାଲି ପୁଣି ଥରେ ସକ୍ରିୟ ହୋଇଥିବାର ଦେଖିବାକୁ ମିଳିଥିଲା। ଆକାଉଣ୍ଟ୍‌ଗୁଡ଼ିକୁ ସକ୍ରିୟ ହେବାର ଦେଖି କେହି କେହି ପ୍ରତିବନ୍ଧକ ହଟିଲା ବୋଲି ଅନୁମାନ କରୁଥିଲେ। ମାତ୍ର ଏବେ ଜାଣିବାକୁ ମିଳିଛି ଯେ ବୈଷୟିକ ତ୍ରୁଟି ଯୋଗୁ ଏପରି ହୋଇଥିଲା। ଏବେ ବି ପାକିସ୍ତାନୀ ଆକାଉଣ୍ଟ୍‌ଗୁଡ଼ିକ ଉପରେ ଭାରତରେ ପ୍ରତିବନ୍ଧକ […]

ସଂପୂର୍ଣ୍ଣ ପଢନ୍ତୁ
Oas1 1

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, ଦାବି ପୂରଣ ନହେବା ଯାଏ ଆନ୍ଦୋଳନ ଜାରି ରହିବ : ଓଏଏସ ସଂଘ

ଭୁବନେଶ୍ୱର : ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଦାବି ପୂରଣ ନହେବା ଯାଏ ଆନ୍ଦୋଳନ ଜାରି ରହିବ । ଆକ୍ରମଣ ପ୍ରଚ୍ଛଦପଟ୍ଟରେ ଯିଏ ଅଛି ତାଙ୍କର ଗିରଫ ଜରୁରୀ । ମାସ ମାସ ଧରି ତଦନ୍ତ ଚାଲିଲେ ହେବ ନାହିଁ ତିନି ଦିନ ଭିତରେ ତଦନ୍ତ ସରିବା ଦରକାର । ସରକାର ଆକ୍ସନ ନେବା ଦରକାର ବୋଲି OAS ସଂଘ । ତେବେ ବନ୍ୟାଞ୍ଚଳରେ ନିୟୋଜିତ ଥିବା ଓଏଏସ ଅଧିକାରୀମାନେ କାର୍ଯ୍ୟ କରୁଛନ୍ତି । ସେହିପରି ରଥଯାତ୍ରାରେ […]

ସଂପୂର୍ଣ୍ଣ ପଢନ୍ତୁ