Image 5

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଟିଟିଲାଗଡ: ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗ ଏଇଇ। ଏଇଇ ଦିଲେଶ୍ୱର ମାଝୀଙ୍କ ଘରେ ଚଢ଼ଉ ଚାଲିଛି। ଟିଟିଲାଗଡ ଅଫିସ ଏବଂ ଘର ସହ ୬ ଟି ସ୍ଥାନରେ ଚଢ଼ଉ ଚାଲିଛି । ଟିଟିଲାଗଡ, ସମ୍ବଲପୁର, ଝାରସୁଗୁଡ଼ା ଏବଂ ପୈତୃକ ଗାଁରେ ଚଢ଼ଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିଲେଶ୍ୱର ମାଝୀଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ । ଏହି ରେଡ୍‌ରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, […]

ସଂପୂର୍ଣ୍ଣ ପଢନ୍ତୁ
Ratnakar Sahoo

BMC ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର : BMC ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ । BMC ଅଫିସ ଭିତରେ ଅସୁସ୍ଥ ହେଲେ ଅତିରିକ୍ତ କମିଶନର । ନିଜ ଚାମ୍ବରରେ ବସିଥିବା ବେଳେ ତଳେ ପଡ଼ିଗଲେ । ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହେଲେ ରତ୍ନାକର । ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଅନ୍ୟ ଅଧିକାରୀ ଓ କର୍ମଚାରୀଙ୍କ ସହଯୋଗରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। କାର୍ଯ୍ୟରତ ସମୟରେ ଅଫିସ ଭିତରେ ଅସୁସ୍ଥ ହେବାରୁ ତାଙ୍କୁ ଆମ୍ବୁଲାନ୍ସରେ ହସ୍ପିଟାଲ୍‌ ନିଆଯାଇଛି। ୨ […]

ସଂପୂର୍ଣ୍ଣ ପଢନ୍ତୁ
Dakshina Moda

ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ : ୩ ରଥର ଦକ୍ଷିଣ ମୋଡ

ପୁରୀ ୨।୭: ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରି ସରି ଆସୁଛି । ବାହୁଡା ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି ।ନବଦିନାତ୍ମକ ଘୋଷଯାତ୍ରାରେ ଆସିଥିବା ମହାପ୍ରଭୁଙ୍କ ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ସରି ସକାଳ ଧୂପ ସରିବା ପରେ ଘଣ୍ଟ, କାହାଳୀ, ଛତ୍ରି ସହ ପଟୁଆରରେ ତିନି ବାଡ଼ରୁ ତିନି ଜଣ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ଧରି ତିନି ରଥ ନିକଟକୁ ଆସିଥିଲେ । ଏହାପରେ ଆରମ୍ଭ ହୋଇଥିଲା ରଥ ଟଣା । ପ୍ରଥମେ ଦେବୀ […]

ସଂପୂର୍ଣ୍ଣ ପଢନ୍ତୁ
4987bf4b E602 4e3c 82b3 867c101281ee

ଝାରକଟା ଉପ୍ରା ବିଦ୍ୟାଳୟରେ ବନ ମହୋତ୍ସବ

କଟକ :  ବୟାଳିଶ ମୌଜା ସ୍ଥାନୀୟ ଝାରକଟା ଉପ୍ରା ବିଦ୍ୟାଳୟରେ ଫୁଲନଖରା ବନାଞ୍ଚଳ କାର୍ଯ୍ୟାଳୟ ଆନୁକୂଲ୍ୟରେ 76 ତମ ବନମହୋତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜିତେନ କୁମାର ଦାଶଙ୍କ ସଭାପତିତ୍ୱରେ ଓ ବନପାଳ ଶ୍ରୀକାନ୍ତ ବେହେରାଙ୍କ ତତ୍ୱାବଧାନରେ ପାଳିତ ହୋଇ ଯାଇଛି | ଉକ୍ତ କାର୍ଯ୍ୟକ୍ରମରେ ସିଆରସିସି ଆରତ ଭଂଜନ ସାହୁ ମୁଖ୍ୟ ଅତିଥି ଓ ଏସଏମସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ବେହେରା ସମ୍ମାନନିତ ଅତିଥି ଭାବେ ଯୋଗ ଦେଇ ବୃକ୍ଷ ହିଁ ଜୀବନ ବିଷୟକ ତଥ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2024 07 03 123025 750

ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ: କହିଲେ, ରଥଯାତ୍ରାକୁ ନେଇ କରାଯାଉଛି ରାଜନୀତି

ଭୁବନେଶ୍ଵର: ରଥଯାତ୍ରା ପ୍ରସଙ୍ଗରେ ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ। ରଥଯାତ୍ରା ପ୍ରସତଙ୍ଗରେ ବିରୋଧୀଙ୍କ ଅଭିଯୋଗ ନେଇ କଡ଼ା ଜବାବ ଦେଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି, ଯେଉଁମାନେ ଅକର୍ମା ଲୋକ ବୋଲି ନିଜକୁ ପ୍ରମାଣିତ କରିସାରିଛନ୍ତି ସେମାନେ ଅଧିକ କଥା କହୁଛନ୍ତି। ବିରୋଧୀ କେମିତି ରଥଯାତ୍ରା ପରିଚାଳନା କରୁଥିଲେ, ଅତୀତରେ ଓଡ଼ିଶାବାସୀ ଜାଣିଛନ୍ତି। ତାଙ୍କ ସମୟରେ କ’ଣ ଘଟଣା ଘଟୁଥିଲା ସମସ୍ତେ ଦେଖିଛନ୍ତି। ଏ ବାବଦରେ ବେଶି କିଛି କହିବାର ନାହିଁ। ମନ୍ତ୍ରୀ କହିଛନ୍ତି, ରଥଯାତ୍ରାକୁ […]

ସଂପୂର୍ଣ୍ଣ ପଢନ୍ତୁ
Amarnath

ଆଜିଠୁ ଆରମ୍ଭ ହେଲା ଅମରନାଥ ଯାତ୍ରା

ଆଜିଠୁ ଆରମ୍ଭ ହୋଇଛି ଅମରନାଥ ଯାତ୍ରା। ପ୍ରଥମ ଦଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା । ଜମ୍ମୁ ବେସ୍ କ୍ୟାମ୍ପରେ ପୂଜାର୍ଚ୍ଚନା ପରେ ଯାତ୍ରାର ଶୁଭାରମ୍ଭ ହୋଇଛି । ‘ହରହର ମହାଦେବ’ ଓ ‘ବମ୍ ବମ୍ ଭୋଲେ’ ନାରାରେ କମ୍ପିଛି ପରିବେଶ। ଶ୍ରଦ୍ଧାଳୁମାନେ ଉତ୍ସାହର ସହ ଯାତ୍ରା ଆରମ୍ଭ କରିଛନ୍ତି । ଅମରନାଥ ଯାତ୍ରା ପାଇଁ କଶ୍ମୀରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ବାହିନୀ ତୀର୍ଥଯାତ୍ରୀଙ୍କ ସୁରକ୍ଷା […]

ସଂପୂର୍ଣ୍ଣ ପଢନ୍ତୁ
Flood

ସରକାରଙ୍କ କଥା ରଖିଲା ଓଆରଏସ୍‌ ସଂଘ, କେବଳ ରଥ ଓ ବନ୍ୟା ଡ୍ୟୁଟିରେ ଯୋଗଦେବେ

ଭୁବନେଶ୍ୱର: ଓଏଏସ୍‌ ସଂଘର ନିଷ୍ପତ୍ତିକୁ ସମର୍ଥନ ଜଣାଇ ଛୁଟିରେ ଥିବା ଓଆରଏସ୍‌ ସଂଘ ଆନ୍ଦୋଳନରୁ ଓହ୍ଲାଇଛି।ରାଜସ୍ବ ମନ୍ତ୍ରୀଙ୍କ ଅନୁରୋଧ ଅନୁସାରେ ରଥ, ବନ୍ୟା ଡ୍ୟୁଟିରେ ଯୋଗଦାନ ନେଇ ସମ୍ମତି ଦେଇଛି ସଂଘ। ବୈଠକ ପରେ ନିଷ୍ପତ୍ତି ନେଇ ଅବଗତ କରାଇଛି ସଂଘ। ଯଦିଓ ସେମାନେ ରଥ, ବନ୍ୟା ଡ୍ୟୁଟିରେ ଯୋଗଦାନ ଦେବେ କିନ୍ତୁ ଅନ୍ୟାନ୍ୟ କ୍ଷେତ୍ରରେ ଦାବି ପୂରଣ ନ ହେବା ଯାଏଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି ରହିବ। ଅପରପକ୍ଷରେ ଆନ୍ଦୋଳନକୁ ନଯାଇ ସରକାରଙ୍କ ସହ […]

ସଂପୂର୍ଣ୍ଣ ପଢନ୍ତୁ
Safal

୧୮ ହଜାର ଡେଟୋନେଟର ଓଡ଼ିଶା- ଝାଡ଼ଖଣ୍ଡ ସୀମାରୁ ଜବତ କଲେ ସୁରକ୍ଷାବାହିନୀ

ରାଉରକେଲା : ଏକ ବଡ଼ ଷଡ଼ଯନ୍ତ୍ରକୁ ପଣ୍ଡ କଲେ ସୁରକ୍ଷାବାହିନୀ ।  ଜବତ ହେଲା ୧୮ ହଜାର ଡେଟୋନେଟର ।  ସୁରକ୍ଷାବାହିନୀ ଦ୍ବାରା ୧୮ହଜାର ଡେଟୋନେଟର ଜବତ ହୋଇଛି ।  ଓଡ଼ିଶା- ଝାଡ଼ଖଣ୍ଡ ସୀମା ଜରେଇକେଲା ଥାନା ସରଣ୍ଡା ଜଙ୍ଗଲରୁ ଜବତ କରିଛନ୍ତି ସୁରକ୍ଷାବାହିନୀ । ଉଦ୍ଧାର ପରେ ବୋମା ନିଷ୍କ୍ରିୟକାରୀ ଦଳ ସହାୟତାରେ ସେଗୁଡିକୁ ନଷ୍ଟ କରିଦିଯାଇଛି। ଟଣ୍ଟୋ ଥାନା ହୁସିପି ଗାଁର ଜଙ୍ଗଲ ଓ ପାହାଡ଼ରେ ଏସବୁ ବିସ୍ଫୋରକ ଲୁଚାଇ ରଖାଯାଇଥିଲା । ଗୁପ୍ତ ସୂଚନା […]

ସଂପୂର୍ଣ୍ଣ ପଢନ୍ତୁ
Himac

ହିମାଚଳରେ ପ୍ରକୃତିର ତାଣ୍ଡବ: ଗଲାଣି ୧୦ରୁ ଅଧିକ ଜୀବନ, ଏବେବି ଅନେକ ନିଖୋଜ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ  ଆଇଏମଡି ପକ୍ଷରୁ ୧୦ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ଗ୍ବାଲିୟର, ଭିନ୍ଦ୍‌, ମୋରେନା, ସିଓପୁର, ଉମାରିଆ, ଡିଣ୍ଡୋରି, କଟ୍‌ନୀ, ଦାତିଆ, ମାଣ୍ଡ୍‌ଲା ଏବଂ ପାନ୍ନା। ଆସନ୍ତା ୨୪ଘଣ୍ଟାରେ ଏହି ଜିଲାଗୁଡିକରେ ୮ ଇଞ୍ଚ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି। ସେପଟେ ହିମାଚଳ ପ୍ରାଦଶରେ ମଧ୍ୟ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି। ୧୧ ଟି ସ୍ଥାନରେ ବାଦଲ ଫଟା ବର୍ଷା […]

ସଂପୂର୍ଣ୍ଣ ପଢନ୍ତୁ
Mohan Majhi 1

OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ, କାହାରିକୁ ଛଡ଼ା ଯିବନି

ଭୁବନେଶ୍ୱର : ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି।  ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ ।  OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ।  ବୈଠକରେ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିବା କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ କାହାରିକୁ ବି ଛଡା ଯିବନି । ଯିଏ ବି ଏ କାଣ୍ଡ କରେଇଛି ସମସ୍ତଙ୍କୁ ଗିରଫ କରାଯିବ, […]

ସଂପୂର୍ଣ୍ଣ ପଢନ୍ତୁ