ଚାଷୀଙ୍କୁ ‘ନୂଆଁଖାଇ’ ଭେଟି: ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର କିସ୍ତି
ଭୁବନେଶ୍ବର: ଅଗଷ୍ଟ ୨୭ ତାରିଖ ଅର୍ଥାତ୍ ଆସନ୍ତାକାଲି ଚାଷୀଙ୍କୁ ମିଳିବ ରାଜ୍ୟ ସରକାରଙ୍କ ସିଏମ୍-କିଷାନ ଯୋଜନାର କିସ୍ତି । ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି । ୨୮ ତାରିଖ ‘ନୂଆଁଖାଇ’ ପଡୁଥିବାରୁ ଏହାର ଠିକ ଗୋଟିଏ ଦିନ ପୂର୍ବରୁ ଏହା ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି । ତେବେ ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ପଠାଯିବ ବୋଲି ସୂଚନା ରହିଛି । […]
ସଂପୂର୍ଣ୍ଣ ପଢନ୍ତୁ