Duduma

ଡୁଡୁମା ଜଳପ୍ରପାତରେ ଭାସିଗଲେ ୟୁଟ୍ୟୁବର

କୋରାପୁଟ: କୋରାପୁଟ ଜିଲାର ଡୁଡୁମା ଜଳପ୍ରପାତରେ ଖସିପଡ଼ି ଜଣେ ୟୁଟ୍ୟୁବର ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଗଞ୍ଜାମ ଜିଲା ବ୍ରହ୍ମପୁର ଅଞ୍ଚଳର ସାଗର ଟୁଡୁ। ଶନିବାର ସାଗର ଜଳପ୍ରପାତ ବୁଲିବାକୁ ଯାଇଥିବା ସମୟରେ ମନୋରମ ଦୃଶ୍ୟର ଭିଡିଓ ଉତ୍ତୋଳନ କରୁଥିଲେ। ଏହି ସମୟରେ ଡ୍ୟାମରୁ ଜଳ ନିଷ୍କାସନ ହୋଇଥିଲା। ପ୍ରବଳ ସ୍ରୋତରେ ପାଣି ମାଡ଼ିଆସିବାରୁ ସାଗରଙ୍କ ଗୋଡ଼ ଖସିଯାଇଥିଲା। ଫଳରେ​‌ ସେ ଖସି ପଡ଼ି ଜଳପ୍ରପାତରେ ଭାସିଯାଇଥିଲେ। ଏହା ପରେ ତାଙ୍କର ପତ୍ତା ମିଳି ନ ଥିଲା। […]

ସଂପୂର୍ଣ୍ଣ ପଢନ୍ତୁ
Boudha M

କାହିଁକି ଦିଆଗଲାନି ମଧ୍ୟାହ୍ନ ଭୋଜନ, ବୌଦ୍ଧ ଜିଲ୍ଲାର ୫୬ ସ୍କୁଲକୁ କାରଣ ଦର୍ଶାଅ ନୋଟିସ ଜାରି

ବୌଦ୍ଧ: ସ୍ଵାଧୀନତା ଦିବସରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ନ ଦେବା ସ୍କୁଲ କର୍ତ୍ତୃପକ୍ଷଙ୍କୁ ପଡିଛି ମହଙ୍ଗା । ବୌଦ୍ଧ ଜିଲ୍ଲାରେ ୫୬ଟି ବିଦ୍ୟାଳୟକୁ ଜାରିହେଲା କାରଣ ଦର୍ଶାଅ ନୋଟିସ । ଜିଲ୍ଲାର ତିନୋଟି ବ୍ଲକର ଶିକ୍ଷା ଅଧିକାରୀଙ୍କୁ ନୋଟିସ ଜାରି କଲେ ଜିଲ୍ଲା ଶିକ୍ଷାଅଧିକାରୀ । ହରଭଙ୍ଗା ବ୍ଲକର ୩୩ଟି , ବୌଦ୍ଧ ବ୍ଲକର ୧୫ଟି ,କଣ୍ଟାମାଳ ବ୍ଲକର ୮ଟି ସ୍କୁଲକୁ ଜାରି ହୋଇଛି ନୋଟିସ । ସାତ ଦିନ ମଧ୍ୟରେ ଏସ୍‌ଏମ୍‌ସି କମିଟି ଆଗରେ ପ୍ରମାଣ ରଖିବାକୁ […]

ସଂପୂର୍ଣ୍ଣ ପଢନ୍ତୁ
Bhubaneswar Airport

ଭୁବନେଶ୍ବର ଏୟାରପୋର୍ଟରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ

ଭୁବନେଶ୍ୱର : ୪ କୋଟିର ମାରିଜୁଆନା ଜବତ। ଭୁବନେଶ୍ବର ବିମାନବନ୍ଦରରୁ ମାରିଜୁଆନା ଜବତ କଲା DRI। ପ୍ରେମୀ ଯୁଗଳ ଚାଲାଣ କରୁଥିଲେ। ବ୍ୟାଙ୍କକରୁ ଭୁବନେଶ୍ବର ଆସିଲାବେଳେ କଷ୍ଟମ ବିଭାଗ ପ୍ରେମୀଯୁଗଳଙ୍କୁ ଅଟକ ରଖିଛି। ମାମଲାରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ପୂର୍ବରୁ ଏକାଧିକ ଥର ଏୟାରପୋର୍ଟରୁ ଜବତ ହୋଇଥିଲା ମାରିଜୁଆନା। ସେହିପରି ଗତକିଛି ଦିନ ତଳେ ଭୁବନେଶ୍ବର ବିମାନବନ୍ଦରରୁ ୮ କେଜିର ମାରିଜୁଆନା ଜବତ କରିଥିଲା ଡାଇରେକ୍ଟର ଅଫ୍ ରେଭେନ୍ୟୁ ଇଣ୍ଟେଲିଜେନ୍ସ […]

ସଂପୂର୍ଣ୍ଣ ପଢନ୍ତୁ
Mohan V

ନବୀନଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି । ଡିହାଇଡ୍ରେସନ କାରଣରୁ ରବିରାର ସଂଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ନବୀନ ଭର୍ତ୍ତି ହୋଇଥିଲେ। ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ସେ ନବୀନ ନିବାସ […]

ସଂପୂର୍ଣ୍ଣ ପଢନ୍ତୁ
Srimandira

ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମନ୍ଦିର ପ୍ରଶାସନର ସୂଚନା

ପୁରୀ : ଶ୍ରୀମନ୍ଦିର ପରିସରରେ ହେବ ଶିଶୁ ତଥା ମା’ ମାନଙ୍କ ସକାଶେ ଏହା ସ୍ତନ୍ୟପାନ ଗୃହ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି  ।  ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି  l  ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ […]

ସଂପୂର୍ଣ୍ଣ ପଢନ୍ତୁ
Animal

ଗାଁରେ ବୁଲୁଛି ଅଜଣା ଜନ୍ତୁ, ଚିହ୍ନଟ କରି ସ୍ତାନାନ୍ତର କରିବା ପାଇଁ ଗ୍ରାମବାସୀଙ୍କ ଦାବି

କାମାକ୍ଷାନଗର : ଗାଁ ରେ ଖେଳିଯାଇଛି କୋକୁଆ ଭୟ । ସନ୍ଧ୍ୟା ହେଲେ ପଡ଼ୁଛି ତାଟି କବାଟ । କାହିଁକି ନା ଗାଁରେ ବୁଲୁଛି ଅଜଣାଜନ୍ତୁ । ଯିଏ ଦେଖୁଛି ସେ ହତବାକ ହୋଇ ରହିଯାଉଛି । ଏ ଜନ୍ତୁଟି କିଏ ବୋଲି ତାକୁ ଚିହ୍ନିବା କଷ୍ଟକର? ଅଜଣା ଜନ୍ତୁକୁ ଦେଖି ପୁରା ଗାଁ ଛାନିଆ । କାମାକ୍ଷାନଗର ଅଞ୍ଚଳରେ ଅଜଣା ଜନ୍ତୁ ଆତଙ୍କ l କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ଅଧୀନରେ ଥିବା କାମାକ୍ଷାନଗର ସହର ଠାରୁ ମାତ୍ର […]

ସଂପୂର୍ଣ୍ଣ ପଢନ୍ତୁ
Dharmendra

ରେଭେନ୍ସା କଲିଜିଏଟ ସ୍କୁଲର ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କଟକ : ଅନୁଷ୍ଠିତ ହୋଇ ଯାଇଛି କଟକ ରେଭେନ୍ସା କଲିଜିଏଟ ସ୍କୁଲର ୧୭୫ ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିବା ବେଳେ, ମୁଖ୍ୟ ବକ୍ତା ଭାବରେ ସାଂସଦ ଭର୍ତ୍ତୃହରି ମହତାବ ଯୋଗ ଦେଇଥିଲେ ।  ବିଶିଷ୍ଟ ଅତିଥି ଭାବରେ ବିଶିଷ୍ଟ ସଂଗୀତଜ୍ଞ ପଦ୍ମଶ୍ରୀ ଶ୍ୟାମାମଣୀ ଦେବୀ ଉପସ୍ଥିତ ଥିଲେ । ସମ୍ମାନିତ ଅତିଥି ଭାବରେ ଜଷ୍ଟିସ ଲକ୍ଷ୍ମୀକାନ୍ତ ମହାପାତ୍ର, ସାଂସଦ ରୁଦ୍ରନାରାୟଣ […]

ସଂପୂର୍ଣ୍ଣ ପଢନ୍ତୁ
Gas Leak

ମହାରାଷ୍ଟ୍ରରେ ଅଘଟଣ: ଫାର୍ମାସିଟ୍ୟୁକାଲ କମ୍ପାନୀରୁ ଗ୍ୟାସ୍ ଲିକ୍, ୪ ମୃତ, ୨ ଗୁରୁତର

ମହାରାଷ୍ଟ୍ର : ମହାରାଷ୍ଟ୍ର ପାଲଘରର ତାରାପୁର-ବୋଇସର ଶିଳ୍ପାଞ୍ଚଳରେ ଥିବା ଏକ ଫାର୍ମାସିଟ୍ୟୁକାଲ କମ୍ପାନୀରେ ଅଘଟଣ । ଗ୍ୟାସ୍ ଲିକ୍ ହୋଇ ଜଣଙ୍କର ୪ମୃତ୍ୟୁ ହୋଇଛି । ତାରାପୁର-ବୋଇସର ଶିଳ୍ପାଞ୍ଚଳରେ ଥିବା ଏକ ଫାର୍ମାସିଟ୍ୟୁକାଲ କମ୍ପାନୀରୁ ଲିକ୍ ହୋଇଥିବା ନାଇଟ୍ରୋଜେନ ଗ୍ୟାସ୍ ନିଶ୍ୱାସ ନେବାରୁ ଏଭଳି ଅଘଟଣ ଘଟିଛି । ଅନ୍ୟ ଦୁଇ ଜଣକ ଅବସ୍ଥା ଗୁରୁତର ରହିଛି । ଅଧିକାରୀଙ୍କ କହିବା ଅନୁଯାୟୀ, ଘଟଣାଟି ଅପରାହ୍ନରେ ମୁମ୍ବାଇରୁ ପ୍ରାୟ ୧୩୦ କିଲୋମିଟର ଦୂର ବୋଇସର ଶିଳ୍ପା ଅଞ୍ଚଳରେ ଅବସ୍ଥିତ […]

ସଂପୂର୍ଣ୍ଣ ପଢନ୍ତୁ
Supremecourt

କୁକୁରଙ୍କୁ ନେଇ ସୁପ୍ରିମ ରାୟ: ବନ୍ଧ୍ୟାକରଣ କରି ଛାଡିଦିଆଯିବ, ନିର୍ଦ୍ଦିଷ୍ଟ ସ୍ଥାନରେ ବୁଲା କୁକୁରଙ୍କୁ ଖାଇବାକୁ ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : କୁକୁର ପ୍ରେମୀଙ୍କ ପାଇଁ ଖୁସି ଖବର । ଶୁକ୍ରବାର ସୁପ୍ରିମକୋର୍ଟ ବୁଲା କୁକୁରମ‌ାନଙ୍କୁ ନେଇ ରାୟ ଶୁଣାଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଆଶ୍ରୟ ଗୃହକୁ ପଠା ଯାଇଥିବା କୁକରମାନଙ୍କୁ ଛାଡ଼ି ଦିଆଯିବ । ବନ୍ଧ୍ୟାକରଣ ଓ ଟୀକାକରଣ ପରେ କୁକୁରମାନଙ୍କୁ ମୁକ୍ତ କରାଯିବ ।  ସର୍ବସାଧାରଣ ସ୍ଥାନରେ ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଉପରେ ଲାଗିଲା ରୋକ୍ । ନିର୍ଦ୍ଦିଷ୍ଟ ସ୍ଥାନରେ ବୁଲା କୁକୁରଙ୍କୁ ଖାଇବାକୁ ଦେବାକୁ ନିର୍ଦ୍ଦେଶ । ହିଂସାତ୍ମକ […]

ସଂପୂର୍ଣ୍ଣ ପଢନ୍ତୁ
Parliament

ନୂଆଦିଲ୍ଲୀ : ସଂସଦ ସୁରକ୍ଷାରେ ସାଂଘାତିକ ତ୍ରୁଟି । ନୂଆ ସଂସଦ ଭବନ ଭିତରକୁ ଜଣେ ଦୁର୍ବୃତ୍ତ ପଶିବାକୁ ଉଦ୍ୟମ କରିଛି । ଗଛ ଉପରେ ଚଢି ପାଚେରୀ ଡେଇଁ ସଂସଦ ଭିତରକୁ ପଶିଥିଲା ଯୁବକ । ପାର୍ଲାମେଣ୍ଟ ବିଲଡିଂର ଗରୁଡ଼ ଗେଟ୍ ନିକଟରେ ପହଞ୍ଚିଯାଇଥିଲା ଅନୁପ୍ରବେଶକାରୀ । ହେଲେ ତାଙ୍କୁ କାବୁ କରିନେଇଥିଲେ ସୁରକ୍ଷାକର୍ମୀ । ଖବର ମୁତାବକ, ଆଜି ସକାଳ ପ୍ରାୟ ସାଢେ ୬ଟା ବେଳେ ପ୍ରଥମେ ଗଛରେ ଚଢି ପାଚେରୀ ଉପରକୁ ଚଢିଯାଇଥିଲା, ତାପରେ […]

ସଂପୂର୍ଣ୍ଣ ପଢନ୍ତୁ