Indigo 2

ମୁମ୍ବାଇରେ ପ୍ରବଳ ବର୍ଷା: ପ୍ରଭାବିତ ହୋଇପାର ବିମାନ ପରିଚାଳନା, ଇଣ୍ଡିଗୋ ଜାରି କଲା ଆଡଭାଇଜରୀ

ମୁମ୍ବାଇରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଇଣ୍ଡିଗୋ ବୁଧବାର ଏକ ଯାତ୍ରା ପରାମର୍ଶ ଜାରି କରିଛି । ବିମାନ କମ୍ପାନୀ କହିଛି ଯେ ଏହା “ବିମାନ ଟ୍ରାଫିକ୍ ଭିଡ଼ ସୃଷ୍ଟି କରିପାରେ ଏବଂ ବିମାନ ପରିଚାଳନାକୁ ପ୍ରଭାବିତ କରିପାରେ । ଆମେ ଚାହୁଁଛୁ ଯେ ଆପଣଙ୍କ ଯାତ୍ରା ଯଥାସମ୍ଭବ ଅସୁବିଧାମୁକ୍ତ ହେଉ, ପ୍ରକୃତିର ନିଜସ୍ୱ ଯୋଜନା ଅଛି । ମୁମ୍ବାଇରେ ପୁଣି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି, ଯାହା ବିମାନ ଟ୍ରାଫିକ୍ ଭିଡ଼ ସୃଷ୍ଟି […]

ସଂପୂର୍ଣ୍ଣ ପଢନ୍ତୁ
Cmpm

ଜେଲ୍ ଗଲେ ପଦରୁ ବିଦା ହେବେ PM, CM, ମନ୍ତ୍ରୀ; ଲୋକସଭାରେ ବିଲ୍ ଆଗତ ପରେ କପି ଚିରି ଫିଙ୍ଗିଲେ ବିରୋଧୀ….

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଲୋକସଭାରେ ୧୩୦ ତମ ସମ୍ବିଧାନ ସଂଶୋଧନ ବିଲ୍ ୨୦୨୫, କେନ୍ଦ୍ରଶାସିତ ଅଞ୍ଚଳ ସରକାର ସଂଶୋଧନ ବିଲ୍ ୨୦୨୫ ଏବଂ ଜମ୍ମୁ ଏବଂ କାଶ୍ମୀର ପୁନର୍ଗଠନ (ସଂଶୋଧନ) ବିଲ୍ ୨୦୨୫ ଆଗତ କରିଛନ୍ତି । ଏହି ବିଲ୍‌ଗୁଡ଼ିକରେ ଏକ ବ୍ୟବସ୍ଥା ଅଛି ଯେ ଯଦି କେନ୍ଦ୍ର ମନ୍ତ୍ରୀ ପରିଷଦର କୌଣସି ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ କିମ୍ବା ରାଜ୍ୟ ମନ୍ତ୍ରୀ ଏପରି ଗମ୍ଭୀର ଅପରାଧରେ ଗିରଫ ହୁଅନ୍ତି, ଯାହାର ପରିଣାମ ସ୍ୱରୂପ ସର୍ବନିମ୍ନ […]

ସଂପୂର୍ଣ୍ଣ ପଢନ୍ତୁ
Trump Brics 750x430

ଭାରତ ଚଳାଇଲା ଗୋଟି, ନିଜ ଜାଲରେ ଫସିବେ ଟ୍ରମ୍ପ!

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଭାରତ ଉପରେ ଖପ୍ପା । ରୁଷିଆ ସହ ସମ୍ପର୍କ ନେଇ ଭାରତ ଉପରେ ଦାଉ ସାଧୁଥିବା ଟ୍ରମ୍ପ, ଦେଶର ଆମଦାନୀ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ ଜାରି କରିଛନ୍ତି । ହେଲେ ଏବେ ଟ୍ରମ୍ପ ନିଜ ଚାଲରେ ହିଁ ଫସିବାକୁ ଯାଉଛନ୍ତି । ଭାରତ ଟ୍ରମ୍ପକୁ ମାତ୍ ଦେବାକୁ ତାର ଯୋଜନା ପ୍ରସ୍ତୁତ କରିସାରିଛି । ବ୍ରିକ୍ସ ବନ୍ଧୁଙ୍କ ସହ ମିଶି ଏବେ ଟ୍ରମ୍ପଙ୍କୁ ଚକମା ଦେବା ପାଇଁ […]

ସଂପୂର୍ଣ୍ଣ ପଢନ୍ତୁ
Deas

ଭାରତରେ ବ୍ୟାପୁଛି ସାଂଘାତିକ ରୋଗ, ‘ବ୍ରେନ ଇଟିଂ ଆମୀବା’ ନେଉଛି ଜୀବନ

ନୂଆଦିଲ୍ଲୀ: ବିଶ୍ୱରେ ଅନେକ ପ୍ରକାରର ଭୂତାଣୁ (ଭାଇରସ) ଓ ଜୀବାଣୁ (ବ୍ୟାକ୍ଟେରିଆ) ମଣିଷର ସ୍ୱାସ୍ଥ୍ୟ ପାଇଁ ବିପଦ ସୃଷ୍ଟି କରୁଛନ୍ତି। କିନ୍ତୁ କେତେକ ଏମିତି ଅଛନ୍ତି, ଯାହାର ନାମ ଶୁଣିଲେ ହିଁ ଲୋକେ ଭୟଭୀତ ହୋଇଯାଆନ୍ତି। ‘ବ୍ରେନ ଇଟିଂ ଆମୀବା’ ଏପରି ଏକ ଅତି ଦୁର୍ଲଭ ଓ ଜୀବନଘାତୀ ସଂକ୍ରମଣ। ନିକଟରେ କେରଳରେ ମାତ୍ର ୩ ମାସ ମଧ୍ୟରେ ୩ ଜଣଙ୍କର ଏହି ସଂକ୍ରମଣ ହୋଇଥିବା ସୂଚନା ମିଳିଛି, ଯେଉଁଥିରେ ଜଣେ ୩ ମାସର ଶିଶୁ ମଧ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Cran

ଫସିଲା ମୋନୋ ରେଲ୍‌: କ୍ରେନ୍‌ରେ ଯାତ୍ରୀଙ୍କୁ କରାଗଲା ଉଦ୍ଧାର

ମୁମ୍ବାଇ: ପ୍ରବଳ ବର୍ଷା ମଧ୍ୟରେ ଆଜି ମୁମ୍ବାଇରେ ଏକ ମୋନୋ ରେଲ୍‌ ଟ୍ରେନ୍‌ ଫସି ଯାଇଛି। ଏଥିଯୋଗୁଁ ପ୍ରାୟ ୨ ଶହ ଯାତ୍ରୀ  ୨ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଧରି ଫସି ରହିଥିଲେ।  ମୋନୋ ରେଲ୍‌ ଏକ ଉଚ୍ଚ ଟ୍ରାକ୍‌ରେ ଯାତ୍ରା କରୁଥିବା ବେଳେ ବିଦ୍ୟୁତ ସରବରାହ ବନ୍ଦ ହୋଇଯିବାରୁ ଏହା ହଠାତ ଠପ୍‌ ହୋଇଯାଇଥିଲା ବୋଲି  ଏମ୍‌ଏମ୍‌ଆର୍‌ଡିଏ (ମୁମ୍ବାଇ ମେଟ୍ରୋପଲିଟାନ୍‌ ରିଜିଅନ୍‌ ଡେଭେଲପ୍‌ମେଣ୍ଟ ଅଥରିଟି) କହିଛନ୍ତି।  ଟ୍ରେନ୍‌ଟି ସନ୍ଧ୍ୟା ପ୍ରାୟ ୬.୧୫ ସମୟରେ ଚେମ୍ବୁରରୁ ଭକ୍ତି […]

ସଂପୂର୍ଣ୍ଣ ପଢନ୍ତୁ
Mum

ମୁମ୍ବାଇରେ ଦିନକରେ ୩୦୦ ମିମି ବର୍ଷା, ରେଡ୍ ଆଲର୍ଟ, ୬ ମୃତ, ୩ ଶହ ଉଦ୍ଧାର

ମୁମ୍ବାଇ: ମଙ୍ଗଳବାର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ଲୋକାଲ ଟ୍ରେନ୍ ବିଳମ୍ବିତ ହେବା ଓ ସଡ଼କ ଯାତାୟାତ ଗୁରୁତର ଭାବେ ବାଧାପ୍ରାପ୍ତ ହେବାରୁ ସହର ପ୍ରାୟ ଠପ୍ ହୋଇଯାଇଛି। ବର୍ଷାଜନିତ କାରଣ ପାଇଁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପାଣିଘେରରେ ଥିବା ବିପଦଗ୍ରସ୍ତ ଅଂଚଳରୁ ପ୍ରାୟ ୩ ଶହ ଲୋକଙ୍କୁ ଉଦ୍ଧାର କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ସ୍କୁଲ, କଲେଜ ଓ ସରକାରୀ କାର୍ଯ୍ୟାଳୟକୁ ବନ୍ଦ […]

ସଂପୂର୍ଣ୍ଣ ପଢନ୍ତୁ
Cp Radhakrishnan

ନାମାଙ୍କନ ଭରିଲେ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ, ପ୍ରଥମ ପ୍ରସ୍ତାବକ ହେଲେ ମୋଦି

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଛନ୍ତି ଏନଡିଏ ସମର୍ଥିତ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ଆସନ୍ତାକାଲି ନାମାଙ୍କନ ଭରିବାର ଶେଷ ତାରିଖ ରହିଛି । ଆଜି ନାମାଙ୍କନ ଭରିଛନ୍ତି ଏନଡିଏ ପ୍ରାର୍ଥୀ ସି.ପି ରାଧାକ୍ରିଷ୍ଣନ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ପ୍ରସ୍ତାବକ ହୋଇଛନ୍ତି । ଏନଡିଏ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି ସିପି ରାଧାକ୍ରିଷ୍ଣନ୍ । ତାମିଲନାଡୁ ବାସୀ ସିପି ରାଧାକ୍ରିଷ୍ଣନ ଦୁଇଥର କୋୟମ୍ବାଟୁରର ସାଂସଦ ରହିଛନ୍ତି । ଭାରତୀୟ ଜନତା ପାର୍ଟିରେ ବହୁତ […]

ସଂପୂର୍ଣ୍ଣ ପଢନ୍ତୁ
Delhi School 1

ରାଜଧାନୀର ୫୦ ସ୍କୁଲକୁ ବୋମାରେ ଉଡ଼ାଇବାକୁ ଧମକ, ଛାତ୍ରଛାତ୍ରୀ-ଅଭିଭାବକ ଭୟଭୀତ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ସ୍କୁଲକୁ ମିଳିଛି ବୋମା ବିସ୍ଫୋରଣ ଧମକ । ପୁଣି ଥରେ ଦିଲ୍ଲୀର ୫୦ଟି ସ୍କୁଲକୁ ମିଳିଛି ବୋମା ଧମକ । ମାଲବ୍ୟ ନଗର, ନଜଫଗଡ଼, କରୋଲ ବାଗ ସହିତ ଅନ୍ୟ ସ୍କୁଲକୁ ବୋମା ଧମକ ମିଳିଛି । ଇମେଲ କରି ଧମକ ଦେଇଥିବା ଖବର ମିଳିଛି । ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଛି । ସ୍କୁଲ ପରିସରରେ ପୋଲିସ ଓ ଦଳକଳ ବାହିନୀ ପହଞ୍ଚି ଯାଞ୍ଚ ଜାରି ରଖିଥିବା ବେଳେ ଏବେ […]

ସଂପୂର୍ଣ୍ଣ ପଢନ୍ତୁ
Jail

ଜେଲ୍‌ ଗଲେ ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା: ୨୦୬ ପ୍ରତିଶତରୁ ଅଧିକ ଆୟ ବହିର୍ଭୂତ ସମ୍ପତ୍ତି

 ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କୁ ସୁନ୍ଦରଗଡ଼ ଦୁର୍ନୀତି ନିବାରଣ ବିଭାଗ(ଭିଜିଲାନ୍ସ) ଗିରଫ କରିଛି। ଚଢ଼ଉ ବେଳେ ସୁନ୍ଦରଗଡ଼ ଓ ରାଉରକେଲା ଛେଣ୍ଡରେ ୨କୋଟିରୁ ଊର୍ଦ୍ଧ୍ବ ଟଙ୍କାର ୨ଟି ବହୁତଳ କୋଠା, ଭୁବନେଶ୍ୱରରେ ୨ଟି ଫ୍ଲାଟ୍‌, ୪ଟି ଦାମୀ ପ୍ଲଟ୍‌, ନଗଦ ୨ ଲକ୍ଷ ୩୩ ହଜାର ଟଙ୍କା, ବ୍ୟାଙ୍କ ଜମା ୫୪ ଲକ୍ଷ ଟଙ୍କା ଭିଜିଲାନ୍ସ ଠାବ କରିଥିଲା।  ଶ୍ରୀ ବେହେରା ଏସବୁ ସମ୍ପତ୍ତିର […]

ସଂପୂର୍ଣ୍ଣ ପଢନ୍ତୁ
Road

୬ଥାକିଆ ହେବ ଭୁବନେଶ୍ବର ବାଇପାସ୍‌ ରୋଡ୍‌: ଖର୍ଚ୍ଚ ହେବ ୮୩୦୮କୋଟି

ଭୁବନେଶ୍ବର: ଖୋର୍ଦ୍ଧା, ଭୁବ‌ନେଶ୍ବର କଟକ ସହରର ଭିଡ଼ ଓ ଟ୍ରାଫିକ୍‌ ସମସ୍ୟା କମାଇବା, ଭାରୀ ଯାନ ଚଳାଚଳ ହ୍ରାସ ପାଇଁ ଏନ୍‌ଏଚ୍-୧୬ରେ (ଚେନ୍ନାଇ-କୋଲକତା କରିଡର) ଜାତୀୟ ରାଜପଥ କର୍ତ୍ତୃପକ୍ଷ ଭୁବନେଶ୍ବର ବାଇପାସ୍‌ ନିର୍ମାଣ କରିବାକୁ ଯାଉଛନ୍ତି। ଏହା ଖୋର୍ଦ୍ଧା ଜିଲ୍ଲା ରାମେଶ୍ବରରୁ ବାହାରି ଭାୟା ବାଙ୍କି, ଆଠଗଡ଼, ଗୋବିନ୍ଦପୁର ହୋଇ କଟକର ଟାଙ୍ଗୀ ନିକଟରେ ବାହାରିବ। ଏହି ୧୧୦.୮୭୫ କିମିର ୬ଥାକିଆ ରାସ୍ତା ପାଇଁ ୮୩୦୭.୭୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ରାଜଧାନୀ କ୍ଷେତ୍ର ରିଙ୍ଗ ରୋଡ୍‌ […]

ସଂପୂର୍ଣ୍ଣ ପଢନ୍ତୁ