3c9296b7 Cc98 4e2e Be9a 9ce72762d826

ଧର୍ମପ୍ରାଣl ମଞ୍ଜୁଲତା ରାଉଳ ଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧୋତ୍ସବରେ ଶ୍ରଦ୍ଧାଞ୍ଜଳୀ

ଜଗତସିଂହପୁର/ଝଙ୍କଡ଼ :  ପୂର୍ବତନ ସାମରିକ ବାହିନୀ ର ସୈନିକ ସ୍ବର୍ଗତ କୈଳାଶ ଚନ୍ଦ୍ର ରାଉଳ ଙ୍କ ଧର୍ମପତ୍ନୀ ମଞ୍ଜୁଲତା ରାଉଳ ଙ୍କ ଜନ୍ମାଷ୍ଟମୀ ଦିନ ଆଦିକନ୍ଦ ଭବନ ପରିସରରେ, ପ୍ରଥମ ବାର୍ଷିକ ଶ୍ରାଦ୍ଧୋତ୍ସବ ରେ ସ୍ମୃତି ଶ୍ରଦ୍ଧାଞ୍ଜଳୀ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ରୁଦ୍ରପ୍ରାସାଦ ରାଉଳ ( ରାଜା) ଓ ଶିବ ପ୍ରସାଦ ରାଉଳ (ଜିତୁ)ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମହାମନ୍ତ୍ର ନାମଯଜ୍ଞ୍ , ସତସଙ୍ଗ ସହିତ ସ୍ମୃତି ଶ୍ରଦ୍ଧାଞ୍ଜଳୀ ସଭା ରେ ରୋଜାଲିନୀ ନାୟକ, […]

ସଂପୂର୍ଣ୍ଣ ପଢନ୍ତୁ
Lac

ଭାରତ-ଚୀନ ସୀମା ବିବାଦ: ଅଜିତ ଡୋଭାଲ ଓ ଚୀନ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ଆମେରିକାରର ଟାରିଫ୍‍ ୱାର ମଧ୍ୟରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ସାକ୍ଷାତ କରିଛନ୍ତି । ନୂଆଦିଲ୍ଲୀରେ ଉଭୟ ଭାରତ-ଚୀନ ସୀମା ବିବାଦ ଉପରେ ଆଲୋଚନା କରିଛନ୍ତି । ଏହି ବୈଠକ ସୀମା ବିବାଦର ସମାଧାନ ଏବଂ ପ୍ରକୃତ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ହ୍ରାସ କରି ଶାନ୍ତି ପ୍ରତିଷ୍ଠା କରିବା ପାଇଁ ୨୪ତମ ପର୍ଯ୍ୟାୟ ସ୍ୱତନ୍ତ୍ର ପ୍ରତିନିଧି ଆଲୋଚନା ଅଧୀନରେ ହୋଇଥିଲା । ଅଜିତ ଡୋଭାଲ ଆଲୋଚନା ଆରମ୍ଭ […]

ସଂପୂର୍ଣ୍ଣ ପଢନ୍ତୁ
Trump 3

ହ୍ବାଇଟ୍ ହାଉସରେ ଏକାଠି ହେଲେ ଟ୍ରମ୍ପ-ଜେଲେନସ୍କି, ଯୁଦ୍ଧ ବିରତି ନେଇ ଆଲୋଚନା

ସୋମବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏବଂ ୟୁରୋପୀୟ ନେତାମାନଙ୍କ ସହ ସାକ୍ଷାତ କରିଛନ୍ତି । ହ୍ୱାଇଟ୍ ହାଉସରେ ଗୁରୁତ୍ୱପୂର୍ଣ୍ଣ ବୈଠକଟ୍ରମ୍ପ ଏହାକୁ ‘ସଫଳ ଦିନ’ ବୋଲି କହିଥିଲେ, କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଥିଲା ଯେତେବେଳେ ସେ ବୈଠକ ବାଧାପ୍ରାପ୍ତ କରି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଫୋନ୍ କରିଥିଲେ । ସୂତ୍ରକୁ ଉଦ୍ଧାର କରି ସିଏନଏନ ଏହି ସୂଚନା ଦେଇଛି । ଏଥିସହ ଆଲାସ୍କାରେ ରୁଷ୍ ରାଷ୍ଟ୍ରପତି […]

ସଂପୂର୍ଣ୍ଣ ପଢନ୍ତୁ
Fire Breakout

ଇଲେକ୍ଟ୍ରୋନିକ୍ସ ଷ୍ଟୋରରେ ଅଗ୍ନିକାଣ୍ଡ, ୩ ମୃତ, ଜଣେ ଆହତ

ଦିଲ୍ଳୀ : ପଶ୍ଚିମ ଦିଲ୍ଲୀର ରାଜା ବଗିଚାରେ ଥିବା ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି । ଏହି ଘଟଣା ପ୍ରାୟ ଗତକାଲି ଅପରାହ୍ଣରେ ଘଟିଥିବା ସୂଚନା ମିଳିଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ତୁରନ୍ତ ଅଗ୍ନିଶମ ବାହିନୀ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ସୂଚନାନୁଯାୟୀ, ରାଜା ଗାର୍ଡେନ୍ ରିଙ୍ଗ ରୋଡରେ ଥିବା ମହାଜନ ଇଲେକ୍ଟ୍ରୋନିକ୍ସ ଦୋକାନରେ ଘଟଣାଟି ଘଟିଥିଲା […]

ସଂପୂର୍ଣ୍ଣ ପଢନ୍ତୁ
Heavy Rain 1

ମୁମ୍ବାଇରେ ବର୍ଷାର ତାଣ୍ଡବ: ୭ ମୃତ: ଆବଶ୍ୟକ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ

ମୁମ୍ବାଇ ଏବଂ ମହାରାଷ୍ଟ୍ରର ଅନେକ ଜିଲ୍ଲାରେ ନିରନ୍ତର ପ୍ରବଳ ବର୍ଷା ହେଉଛି, ଯାହା ସାଧାରଣ ଜୀବନଯାତ୍ରାକୁ ପ୍ରବାହିତ କରିଛି । ମୁମ୍ବାଇ, ଥାନେ, ପାଲଘର ଏବଂ ନଭି ମୁମ୍ବାଇର ଅନେକ ଅଞ୍ଚଳରେ ରାସ୍ତାରେ ପାଣି ଜମି ରହିବା ଯୋଗୁଁ ପରିସ୍ଥିତି ଖରାପ ରହିଛି । ଆଇଏମଡି ଥାନେ ଏବଂ ପାଲଘର ଜିଲ୍ଲାରେ ୧୮-୧୯ ଅଗଷ୍ଟ ପାଇଁ ରେଡ୍ ଆଲର୍ଟ ଜାରି କରିଛି । ଏହି କାରଣରୁ ସ୍କୁଲ ଏବଂ କଲେଜରେ ଛୁଟି ଘୋଷଣା କରାଯାଇଛି । ସେହି […]

ସଂପୂର୍ଣ୍ଣ ପଢନ୍ତୁ
Shubanshu

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଅନ୍ତରୀକ୍ଷରୁ ଆଣିଥିବା ଫଟୋ ଉପହାର ଦେଲେ ଶୁଭାଂଶୁ ଶୁକ୍ଲା

ନୂଆଦିଲ୍ଲୀ: ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ସୋମବାର ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଶୁଭାଂଶୁଙ୍କୁ ଭେଟିଛନ୍ତି । ଆକ୍ସିଅମ-୪ ମହାକାଶ ମିଶନରୁ ଫେରି ସୁସ୍ଥ ହେବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଶୁଭାଂଶୁ । ମୋଦିଙ୍କୁ ଭେଟିବା ପରେ ଏବଂ ISSରୁ ଉଠାଯାଇଥିବା ପୃଥିବୀର ଫଟୋଗ୍ରାଫକୁ ଦେଇଥିଲେ ଶୁଭାଂଶୁ । ପ୍ରଥମେ ମୋଦି ଶୁଭାଂଶୁଙ୍କୁ ଆଲିଙ୍ଗନ କରି ସ୍ୱାଗତ କରିବା ସହିତ […]

ସଂପୂର୍ଣ୍ଣ ପଢନ୍ତୁ
Boeing 757

ପକ୍ଷୀମାଡ଼ ଯୋଗୁଁ ବିମାନେର ଲାଗିଲା ନିଆଁ, ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବଞ୍ଚିଗଲା ୩୦୦ରୁ ଊର୍ଦ୍ଧ୍ବ ଯାତ୍ରୀଙ୍କ ଜୀବନ

ପୁଣି ବର୍ତ୍ତିଗଲା ବଡ଼ ବିମାନ ଦୁର୍ଘଟଣା । ବଞ୍ଚିଗଲା ୩୦୦ ଯାତ୍ରୀଙ୍କ ଜୀବନ । ଉଡ଼ାଣ ଭରିବାର କିଛି ସମୟ ଭିତରେ ବିମାନରେ ଲାଗିଗଲା ନିଆଁ । ଏହି ଘଟଣାର ୧୮ ସେକେଣ୍ଡର ଭିଡିଓ ଭାଇରଲ ହେବାରେ ଲାଗିଛି । ଯାହାକୁ ଦେଖି ଲୋକ ଭୟଭୀତ ହୋଇଛନ୍ତି । ଖବର ମୁତାବକ, ଗ୍ରୀସରୁ କର୍ଫୁରୁ ଉଡ଼ାଣ ଭରିଥିବା କଣ୍ଡୋର ଏୟାରଲାଇନ୍ସର ବୋଇଂ ୭୫୭-୩୦୦ ବିମାନ ଇଂଜିନରେ ନିଆଁ ଲାଗିଯାଇଥିଲା । ବିମାନରେ ୨୭୩ ଯାତ୍ରୀଙ୍କ ସହିତ ୮ […]

ସଂପୂର୍ଣ୍ଣ ପଢନ୍ତୁ
B Sudarshan Reddy

ସିପି ରାଧାକୃଷ୍ଣନଙ୍କୁ ଟକ୍କର ଦେବେ INDIA ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପାଇଁ ପ୍ରାର୍ଥୀ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ । ବି. ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ଏନଡିଏ ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କୁ କରିଛି ପ୍ରାର୍ଥୀ । ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ଏନଡିଏର ଉପାଧ୍ୟକ୍ଷ ପ୍ରାର୍ଥୀ ସିପି ରାଧାକୃଷ୍ଣନ୍ ସୋମବାର […]

ସଂପୂର୍ଣ୍ଣ ପଢନ୍ତୁ
Railway

ଲଗେଜ ଓଜନ ପରେ ଷ୍ଟେସନରେ ମିଳିବ ଏଣ୍ଟ୍ରି, ଖୁବଶୀଘ୍ର ଏୟାରପୋର୍ଟ ଭଳି ଲାଗୁ ହେବ ନିୟମ

ନୂଆଦିଲ୍ଲୀ: ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ବଡ଼ ପଦକ୍ଷେପ ନେଇଛି ଭାରତୀୟ ରେଳ । ଭାରତୀୟ ରେଲୱେ ଏବେ ଏୟାରଲାଇନ୍ସ କମ୍ପାନୀ ଭଳି ଲଗେଜ ନିୟମ ଲାଗୁ କରିବାକୁ ଯାଉଛି । ଏହି ନିୟମ ଅନୁସାରେ, ଟ୍ରେନରେ ମନଇଚ୍ଛା ଲଗେଜ ନେଇପାରିବେନି ଯାତ୍ରୀ । କଡ଼ା ନିୟମ ଲାଗୁ କରିବାକୁ ପ୍ରସ୍ତୁତ ହୋଇଛି ଭାରତୀୟ ରେଳୱେ । ବ୍ୟାଗର ଓଜନ ଅଧିକ ହେଲେ ମଧ୍ୟ ଦେବାକୁ ପଡିବ ଜୋରିମାନା । ବିମାନରେ ଯାତ୍ରା କରୁଥିବା ଯାତ୍ରୀଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Lady Inspector Death

ବୁଲା କୁକୁର ପାଇଁ ନିଜ ଜୀବନ ଉତ୍ସର୍ଗ କଲେ ମହିଳା ଇନ୍ସପେକ୍ଟର

ନୂଆଦିଲ୍ଲୀ :  ବୁଲା କୁକୁର ପାଇଁ ନିଜ ଜୀବନ ଦେଇଦେଲେ ମହିଳା ଇନ୍ସପେକ୍ଟର । ବୁଲେଟରେ ଘରକୁ ଫେରୁଥିଲେ । ଅଚାନକ ତାଙ୍କ ସାମ୍ନାକୁ ଏକ ବୁଲା କୁକୁର ଆସିଗଲା ଆଉ ତା’ପରେ ଯାହା ଘଟିଲା ଆପଣ ଜାଣିଲେ ମୁଣ୍ଡରେ ହାତ ଦେବେ । ଦର୍ଶକବନ୍ଧୁ ଆପଣ ବହୁତ କୁକୁର ପ୍ରେମୀଙ୍କ ବିଷୟରେ ଶୁଣିଥିବେ । ବହୁତ ଲୋକ ଅଛନ୍ତି କୁକୁର ପାଇଁ ରାସ୍ତାରେ ଝଗଡ଼ା କରନ୍ତି ଏମିତିକି କୁକୁର ପାଇଁ କଚେରୀର କାଠଗଡ଼ାକୁ ମଧ୍ୟ ପଳାଇଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ