୫ ଜେଲ୍ରେ ଉଡ଼ିବ ଡ୍ରୋନ୍, କଡ଼ା ନଜରରେ ରହିବେ କଏଦୀ
କଟକ: ଏଣିକି କଡ଼ା ନଜରରେ ରହିବେ କଏଦୀ। ରାଜ୍ୟର ବିଭିନ୍ନ ଜେଲ୍ର କଏଦୀଙ୍କ ବିଶୃଙ୍ଖଳିତ ଆଚରଣ ଏବେ ଜେଲ୍ ବିଭାଗ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ଜେଲ ଉପରେ ଡ୍ରୋନ୍ ଉଡାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜେଲ୍ ପାଚେରି ଦେଇ ନିଶା ସାମଗ୍ରୀ ଜେଲ୍ ଭିତରକୁ ଆସୁଛି। ଏହାକୁ ରୋକିବା ପାଇଁ ଜେଲ୍ ବିଭାଗ ଜେଲ୍ ପରିସରରେ ଡ୍ରୋନ୍ ଉଡ଼ାଇବାକୁ ନିଷ୍ପତ୍ତି ନେଇଛି। ପ୍ରଥମ ପର୍ଯ୍ୟାୟରେ ୫ଟି ଜେଲ୍ରେ ଡ୍ରୋନ୍ ଉଡ଼ାଯିବ। ପରବର୍ତ୍ତୀ […]
ସଂପୂର୍ଣ୍ଣ ପଢନ୍ତୁ