Rtej

କେନ୍ଦ୍ରାପଡ଼ା‌ରେ ଯୁବତୀ ଜଳିଯିବା ଘଟଣା: ମୁଁ ନିଜେ ତଦନ୍ତ କରିବି କହିଲେ ଏସପି

କେନ୍ଦ୍ରାପଡ଼ା: ଘର ଭିତରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ମୁଁ ନିଜେ ତଦନ୍ତ କରିବି କହିଲେ କେନ୍ଦ୍ରାପଡ଼ା ଏସପି । କେଉଁ ପରିସ୍ଥିତିରେ ଯୁବତୀ ଜଳିଗଲେ ତାହାର ତଦନ୍ତ କରିବି। ସୂଚନାଥାଉକି, ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ। ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀଜଣଙ୍କ ଜୀବନ ହାରିଛନ୍ତି। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିବା […]

ସଂପୂର୍ଣ୍ଣ ପଢନ୍ତୁ
Tej

ତେଜସ୍ୱୀ ଯାଦବଙ୍କୁ ନିର୍ବାଚନ କମିଶନଙ୍କ ଦ୍ୱିତୀୟ ନୋଟିସ

ପାଟନା : ବିହାର ବିଧାନସଭାରେ ବିରୋଧୀ ଦଳର ନେତା ତେଜସ୍ୱୀ ଯାଦବଙ୍କୁ ନିର୍ବାଚନ କମିଶନ ଆଉ ଥରେ ନୋଟିସ୍‌ ପଠାଇଛନ୍ତି। ରାଷ୍ଟ୍ରୀୟ ଜନତା ଦଳ ( ଆରଜେଡି)ର ନେତାଙ୍କୁ କମିଶନ ଦୁଇଟି ଭୋଟର ଆଇଡି ରଖିବା ମାମଲାରେ ପୁଣି ଥରେ ଜବାବ ମାଗିଛନ୍ତି। ଏହି ସମ୍ୱନ୍ଧରେ ଦୀଘା ବିଧାନସଭା ଅଞ୍ଚଳର ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ ପକ୍ଷରୁ ବୁଧବାର ଚିଠି ଲେଖା ଯାଇଛି। ଏଥିରେ ତେଜସ୍ୱୀଙ୍କ ଦ୍ୱାରା ୧ ଅଗଷ୍ଟରେ ପ୍ରେସ୍‌ କନଫରେନ୍ସରେ କୁହାଯାଇ ଥିବା EPIC ସହ […]

ସଂପୂର୍ଣ୍ଣ ପଢନ୍ତୁ
Odisha Cm

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସିଆର ପାଟିଲଙ୍କୁ ଭେଟିଛନ୍ତି ।  ଏହି ସାକ୍ଷାତ ଆଲୋଚନା ବେଳେ ରାଜ୍ୟ ଓ କେନ୍ଦ୍ର ସମନ୍ବୟ ଉପରେ ଗୁରୁତ୍ବ, ବିକାଶମୂଳକ କାର୍ଯ୍ୟକୁ ତ୍ବରାନ୍ବିତ, ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା ବେଳେ ଭିତ୍ତିଭୂମିର ବିକାଶ, ଆଭ୍ୟନ୍ତରୀଣ ସୁରକ୍ଷା,ରାଜ୍ୟରେ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନାଗୁଡିକ ସଫଳ ରୂପାୟନ ଆଦି ପ୍ରସଙ୍ଗରେ […]

ସଂପୂର୍ଣ୍ଣ ପଢନ୍ତୁ
Images 26

ଆହୁରି ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆହୁରି ୫ ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ବୁଧବାର ଦିନ ସୂଚନା ଦିଆଯାଇଛି। ଅଗଷ୍ଟ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ତେବେ ଏହି ସମୟରେ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି […]

ସଂପୂର୍ଣ୍ଣ ପଢନ୍ତୁ
Dharmendra And Modi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ପ୍ରଧାନମନ୍ତ୍ରୀଙ୍କୁ ଭେଟି ‘ପରୀକ୍ଷା ପେ ଚର୍ଚ୍ଚା’ ପାଇଁ ମିଳିଥିବା ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଦାନ କରିଥିଲେ ।  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଥିଲେ କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା -୨୦୨୫ ଗୋଟିଏ ମାସରେ ସର୍ବାଧିକ […]

ସଂପୂର୍ଣ୍ଣ ପଢନ୍ତୁ
Rothhgzfjszwc0lmcxx9

ଚଳିତମାସ ଶେଷରେ ଚୀନ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଏହି ମାସ ଶେଷ ବେଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୀନ ଗସ୍ତ କରିବେ । ଏହାସହ ଜାପାନ ମଧ୍ୟ ଯିବେ, ଦ୍ୱିପାକ୍ଷୀକ ଆଲୋଚନା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଜାପାନ ଗସ୍ତ କରୁଥିବା ବେଳେ ସାଂଘାଇ ସହଯୋଗ ସଂଗଠନର ବୈଠକରେ ଯୋଗ ଦେବାକୁ ଚୀନ ଗସ୍ତ କରିବେ । ଗଲବାନ ଘାଟିରେ ଦୁଇଦେଶ ମଧ୍ୟରେ ହୋଇଥିବା ସଂଘର୍ଷ ପରେ ପ୍ରଥମଥର ପାଇଁ ଚୀନ ଗସ୍ତ କରୁଛନ୍ତି ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦୀ ଅଗଷ୍ଟ ୩୦ ତାରିଖରେ ଜାପାନରେ ପହଂଚିବେ […]

ସଂପୂର୍ଣ୍ଣ ପଢନ୍ତୁ
Fm2

FM ମାମଲା: ଆଉ ୧୪ ଦିନ ବିଚାର ବିଭାଗୀୟ ହାଜତ ଅବଧି ବୃଦ୍ଧି କଲେ କୋର୍ଟ

ବାଲେଶ୍ବର :  ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣା ।  ବଢିଲା ଗିରଫ ଅଧ୍ୟକ୍ଷ ଓ ଅଧ୍ୟାପକଙ୍କ ବିଚାର ବିଭାଗୀୟ ହାଜତ ଅବଧି ।  ୧୪ ଦିନ ବଢ଼ିଲା ଅଧକ୍ଷ ଦିଲ୍ଲୀପ ଘୋଷ ଓ ଅଧ୍ୟାପକ ସମୀର ସାହୁଙ୍କ ବିଚାର ବିଭାଗୀୟ ହାଜତ ଅବଧି ।  ଜାମିନ ଆବେଦନ ଖାରଜ ପରେ ୧୪ ଦିନ ଅବଧି ବୃଦ୍ଧି ହୋଇଛି । ପୂର୍ବରୁ ବିଚାର ବିଭାଗୀୟ ହାଜତରେ ରହୁଥିବା ଅବସ୍ଥାରେ ୧୪ଦିନ ପୂରଣ ପରେ ଉଭୟଙ୍କ ଶୁଣାଣି ହୋଇଥିଲା ।  […]

ସଂପୂର୍ଣ୍ଣ ପଢନ୍ତୁ
Bbsr Market

ଓଡ଼ିଆରେ ନାମ ଫଳକ ନଲେଖିଲେ ୫୦୦ ଫାଇନ

ଭୁବନେଶ୍ୱର: ଓଡ଼ିଶାର ଭାଷାଗତ ଐତିହ୍ୟର ପ୍ରଚାର ଏବଂ ସଂରକ୍ଷଣ ପାଇଁ, ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ବୁଧବାର ଏକ ନିର୍ଦ୍ଦେଶନାମା ଜାରି କରିଛି। ଯେଉଁଥିରେ ପୌର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନରେ ଥିବା ସମସ୍ତ ଦୋକାନ ଏବଂ ବାଣିଜ୍ୟିକ ପ୍ରତିଷ୍ଠାନର ସାଇନବୋର୍ଡରେ ଓଡ଼ିଆ ଲିପି ବ୍ୟବହାର କରିବାକୁ ବାଧ୍ୟତାମୂଳକ କରାଯାଇଛି। ବିଶେଷକରି ଯେଉଁମାନେ ଅନ୍ୟ ଭାଷା କିମ୍ବା ଲିପି ସହିତ ଅପରିଚିତ, ସେମାନଙ୍କ ପାଇଁ ସାଇନେଜ୍ ଅଧିକ ସୁଗମ କରିବା […]

ସଂପୂର୍ଣ୍ଣ ପଢନ୍ତୁ
Sovna

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି

ଭୁବନେଶ୍ୱର : :ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି ।  ମହିଳା କମିଶନ ଅଧ୍ୟକ୍ଷା ଭାବେ ନିଯୁକ୍ତ ପରେ ସୁରେଶ ପୂଜାରୀଙ୍କୁ ସେଜନ୍ୟମୂଳକ ସାକ୍ଷାତ କରିଛନ୍ତି ଶୋଭନା ମହାନ୍ତି ।  ସରକାର ଯେଉଁ ଗୁରୁ ଦାୟିତ୍ବ ଦେଇଛନ୍ତି ନିଷ୍ଠାର ସହ ତୁଲାଇବି ବୋଲି କହିଛନ୍ତି ।  ବାଲେଶ୍ବର ଏବଂ ପୁରୀ ପ୍ରସଙ୍ଗରେ ନିରପେକ୍ଷ ତଦନ୍ତ ଚାଲିଛି ।  ଦୋଷୀକୁ କାର୍ଯ୍ୟାନୁଷ୍ଠାନ ନେଇ ପଦକ୍ଷେପ ନିଆଯିବ ବୋଲି ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି । […]

ସଂପୂର୍ଣ୍ଣ ପଢନ୍ତୁ
Asfd

ଆଫଗାନିସ୍ତାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଆଫଗାନିସ୍ତାନରେ ବୁଧବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ଭୂମି ଠାରୁ ୪୭ କିଲୋମିଟର ଗଭୀର ରହିଛି । ଏଥିରେ ଧନଜୀବନ ହାନୀ ନେଇ କୌଣସି ସୂଚନା ମିଳି ପାରି ନାହିଁ । ଅଗଷ୍ଟ ୨ରେ ମଧ୍ୟ ଆଫଗାନିସ୍ତାନରେ ଭୂକମ୍ପ ଝଟକା ଅନୁଭବ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ କରାଯାଇଥିଲା । ଏହାର […]

ସଂପୂର୍ଣ୍ଣ ପଢନ୍ତୁ