2 170 1754398235455

ଝାରସୁଗୁଡ଼ା ବିମାନବନ୍ଦର ନିର୍ଦ୍ଦେଶକଙ୍କ ନାଁରେ ଏତଲା, ସହଯୋଗୀ କର୍ମଚାରୀଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ ଅଭିଯୋଗ

ଝାରସୁଗୁଡ଼ା ୫।୮: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦର ନିର୍ଦ୍ଦେଶକଙ୍କ ନାଁରେ ଏତଲା । ଏୟାରପୋର୍ଟ ଥାନାରେ ନିର୍ଦ୍ଦେଶକ ସନ୍ଦୀପ ତିଓ୍ବାରୀଙ୍କ ନାଁରେ ମାମଲା ରୁଜୁ ହୋଇଛି । ସହଯୋଗୀ କର୍ମଚାରୀ ସନ୍ଦୀପ କୁମାର ମିଞ୍ଜଙ୍କୁ ମାଡ଼ ମାରିବା ସହ ଖରାପ ଭାଷାରେ ଗାଳିଗୁଲଜ କରିବା ଅଭିଯୋଗରେ ଥାନାରେ ଏତଲା ଦିଆଯାଇଛି । ମଙ୍ଗଳବାର ସକାଳୁ ବିମାନବନ୍ଦର ନିର୍ଦ୍ଦେଶକଙ୍କ ଚାମ୍ବରକୁ ଯାଇଥିଲେ କର୍ମଚାରୀ ୟୁନିଅନର ସଭାପତି ତଥା ଆଟେଣ୍ଡାଣ୍ଟ ସନ୍ଦୀପ କୁମାର ମିଞ୍ଜ । ବିମାନବନ୍ଦର ପରିସରରେ ବାଲି, […]

ସଂପୂର୍ଣ୍ଣ ପଢନ୍ତୁ
Sovana

ସୋଭନା ମହାନ୍ତି ନୂଆ ମହିଳା କମିଶନ ଅଧ୍ୟକ୍ଷା, ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଏନେଇ ମଙ୍ଗଳବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସେହିପରି ଶିଶୁ ସୁରକ୍ଷା ଆୟୋଗରେ […]

ସଂପୂର୍ଣ୍ଣ ପଢନ୍ତୁ
Recent Photo 1753770624

ପୁଣି ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା, ପଶ୍ଚିମଦ୍ଵାରର ନିକଟରୁ ଧରାପଡ଼ିଲେ ବଙ୍ଗୀୟ ଯୁବକ

ପୁରୀ: ପୁଣି ହିଡେନ କ୍ୟାମେରା। ଶ୍ରୀମନ୍ଦିରର ପଶ୍ଚିମଦ୍ଵାର ପଟେ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ଜଣେ ଯୁବକ ପ୍ରବେଶ କରୁଥିବା ବେଳେ ପୁଲିସ ଅଟକାଇଥିଲେ। ପଶ୍ଚିମବଙ୍ଗର ଜଣେ ଯୁବକ ପଶ୍ଚିମ ଦ୍ଵାର ପଟେ ହିଡେନ କ୍ୟାମେରା ନେଇ ପ୍ରବେଶ କରୁଥିବା ବେଳେ ପଶ୍ଚିମବଙ୍ଗର ଯୁବକ ପ୍ରତିଶ ପାଲ ଥାନାରେ ଅଟକ ଅଛନ୍ତି। ତାଙ୍କ ଘର ପଶ୍ଚିମ ବର୍ଦ୍ଧମାନରେ ବୋଲି ଜଣାଯାଇଛି । ପ୍ରତିଶ ପାଲଙ୍କୁ ଥାନାରେ ଅଟକ ରଖାଯାଇ ମୋବାଇଲକୁ ଯାଞ୍ଚ କରାଯାଉଛି। ଚଷମା ଜବତ […]

ସଂପୂର୍ଣ୍ଣ ପଢନ୍ତୁ
Whatsapp Image 2025 08 05 At 13.11.03 1068x480

ଜଳସେଚନ ପ୍ରକଳ୍ପରେ ତାଲା, ବର୍ଷିଲେ ପୂର୍ବତନ ମନ୍ତ୍ରୀ

ଟିଟିଲାଗଡ଼ : ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଚଳିତ ବର୍ଷ ସ୍ୱଳ୍ପ ବୃଷ୍ଟିପାତ ନେଇ ଚାଷୀଙ୍କ ଧାନ ଦରମରା ହେଲାଣି । ବିହୁଡା, ରୁଆ ବେଉଷଣ କାର୍ଯ୍ୟ ଠପ ହୋଇରହିଛି । ଏଭଳିକ୍ଷେତ୍ରରେ ପୂର୍ବ ସରକାରଙ୍କ ଦ୍ୱାରା ନିର୍ମିତ୍ତ ନିର୍ବାଚନ ମଣ୍ଡଳୀର ୭ ଗୋଟି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା ପଡ଼ିଥିବା ନେଇ ଚାଷୀ ହାହାକାର ହୋଇପଡିଥିବା ପୂର୍ବତନ ମନ୍ତ୍ରୀ ଟୁକୁନି ସାହୁ ଆଜି ସ୍ଥାନୀୟ ବିଜେଡି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ବିଜେପି […]

ସଂପୂର୍ଣ୍ଣ ପଢନ୍ତୁ
Cuttack

କଟକ ନୂଆବଜାରରେ ଫୁଟିଲା ଗୁଳି, ପୂର୍ବଶତ୍ରୁତାରୁ ଯୁବକଙ୍କୁ ଗୁଳିମାରିଲେ ଦୁର୍ବୃତ୍ତ

କଟକ ୦୫।୦୮ : ପାର୍ବଣ ପୂର୍ବରୁ କଟକରେ ଗୁଳିକାଣ୍ଡ । କଟକ ନୂଆବଜାର ପୋଲ ଉପରେ ଜଣେ ଯୁବକଙ୍କୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଯେଉଁଥିରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ସଞ୍ଜୟ କୁମାର ତରାଇ ବିଳମ୍ବିତ ରାତିରେ ନୂଆବଜାର ପ୍ଲାଏ ଓଭରବ୍ରିଜ୍ ଉପରେ ଜଣେ ବନ୍ଧୁଙ୍କ ସହିତ ସାଇକେଲରେ ଘରକୁ ଫେରୁଥିଲେ । […]

ସଂପୂର୍ଣ୍ଣ ପଢନ୍ତୁ
Suresh Pujari

ରାଜସ୍ବ କାର୍ଯ୍ୟାଳୟରେ ବାୟମେଟ୍ରିକ ଉପସ୍ଥାନ ଲାଗୁ କରିବା ପାଇଁ ଜିଲ୍ଲପାଳମାନଙ୍କୁ ଚିଠି

ଭୁବନେଶ୍ବର: ପ୍ରତ୍ୟେକ ଜିଲ୍ଲାର ସମସ୍ତ ରାଜସ୍ବ କାର୍ଯ୍ୟାଳୟରେ ବାୟମେଟ୍ରିକ ଉପସ୍ଥାନ ଲାଗୁ କରିବା ପାଇଁ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ, ଓଡ଼ିଶା ସରକାର ସମସ୍ତ ଜିଲ୍ଲପାଳମାନଙ୍କୁ ଚିଠି ପ୍ରେରଣ କରିଛନ୍ତି। ସମସ୍ତ ରାଜସ୍ବ କାର୍ଯ୍ୟାଳୟର ତଳ କର୍ମଚାରୀଙ୍କଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ ଅଧିକାରୀଙ୍କ ପାଇଁ ବାୟମେଟ୍ରିକ ଉପସ୍ଥାନ ଲାଗୁ ହେବ। ଏହାଫଳରେ ସମସ୍ତ କର୍ମଚାରୀ ଠିକ୍ ସମୟରେ ଅଫିସରେ ପହଞ୍ଚିବେ ବୋଲି ଆଶା କରାଯାଉଥିବା ଏହି ଚିଠିରେ କୁହାଯାଇଛି। ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ […]

ସଂପୂର୍ଣ୍ଣ ପଢନ୍ତୁ
947900 Satyapal 150x150

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି । ୭୯ବର୍ଷିୟ ସତ୍ୟପାଲଙ୍କର ଆରଏମ୍‍ଏଲ୍‍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି । ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମଙ୍ଗଳବାର ଅପରାହ୍ନ ୧ଟା ୨୦ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସତ୍ୟପାଲ ଦୀର୍ଘ ଦିନ ହେବ କିଡନୀ ରୋଗରେ ପୀଡିତ ଥିଲେ । ତାଙ୍କ ଅବସ୍ଥା […]

ସଂପୂର୍ଣ୍ଣ ପଢନ୍ତୁ
Moditrump

ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍‌ ଧମକକୁ ଭାରତର ବେଖା‌ତିର୍‌; ଦେଲା ମୁହଁତୋଡ଼ ଜବାବ

ନୂଆଦିଲ୍ଳୀ:ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍‌ ଧମକ୍‌ । ଥରେ ନୁହେଁ କି ଦୁଇ ଥର ନୁହେଁ ବାରମ୍ବାର ଭାରତକୁ ଟାରିଫ୍‌ ର ଧମକ୍‌ ଦେଇ ଚାଲିଛନ୍ତି ଟ୍ରମ୍ପ । ଅତିରିକ୍ତ ଶୁଳ୍କ ଲଗାଇବାର ଧମକ ପରେ ଭାରତ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି । ଭାରତର ବୈଦେଶିକ ମନ୍ତ୍ରଣାଳୟ ଏକ ୬-ସୂତ୍ରୀୟ ବିବୃତ୍ତି ଜାରି କରି ଆମେରିକା ଏବଂ ୟୁରୋପୀୟ ସଂଘର ଦୋମୁହାଁ ନୀତିକୁ ପଦାରେ ପକାଇଛି । ଏହି ବିବୃତ୍ତିରେ ସ୍ପଷ୍ଟ ଭାବେ କୁହାଯାଇଛି ଯେ […]

ସଂପୂର୍ଣ୍ଣ ପଢନ୍ତୁ
Uttarkashi Cloudburst 1754385928

ଉତ୍ତରକାଶୀରେ ବାଦଲଫଟା ବର୍ଷା: ବନ୍ୟା ଜଳରେ ଭାସିଗଲା ଘର

ଡେରାଡୁନ: ଉତ୍ତରାଖଣ୍ଡର ଉତ୍ତରକାଶୀର ଧରାଲି ଅଞ୍ଚଳରେ କ୍ଷୀର ଗଙ୍ଗା ନଦୀ ଅଞ୍ଚଳରେ ହଠାତ୍ ବାଦଲ ଫଟା ବର୍ଷା ଯୋଗୁ ଏକ ବଡ଼ ଧରଣର ବନ୍ୟା ସମଗ୍ର ଅଞ୍ଚଳରେ ତାଣ୍ଡବ ସୃଷ୍ଟି କରିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଧରାଲି ବଜାରକୁ ବହୁ କ୍ଷତି ପହଞ୍ଚାଇଛି। ପ୍ରଖର ବେଗରେ ବହୁଥିବା ଜଳ ସ୍ରୋତରେ ଦୋକାନ, ଯାନବାହାନ ଏବଂ କୋଠା ପାଣିରେ ଭାସି ଯାଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ବନ୍ୟାର ଦୃଶ୍ୟ ଏତେ ଭୟଙ୍କର ଥିଲା ଯେ, ଲୋକମାନେ କିଛି ବୁଝିବା ପୂର୍ବରୁ […]

ସଂପୂର୍ଣ୍ଣ ପଢନ୍ତୁ
04int Israel Assess Lkwb Articlelarge

ବର୍ଷକରେ ୩ ଦେଶର ୪୨୦ କିଲୋମିଟର ଜମି କବଜା କଲେ ନେତାନ୍ୟାହୁ

ଜେରୁଜେଲମ୍: ଗାଜାର ପରିସ୍ଥିତି ବହୁତ ଖରାପ। ଲୋକମାନେ ଅନାହାରରେ ଅଛନ୍ତି। ଅନେକ ଦେଶ ଯୁଦ୍ଧ ବନ୍ଦ କରିବା ପାଇଁ ଇସ୍ରାଏଲ ଉପରେ ଚାପ ପକାଉଛନ୍ତି। ଅନ୍ୟପକ୍ଷରେ, ଯୁଦ୍ଧବିରତି ସମ୍ପର୍କରେ ହମାସ ସହିତ ମଧ୍ୟ ଆଲୋଚନା ଚାଲିଛି। ସମ୍ପ୍ରତି ଯେତେବେଳେ ଫ୍ରାନ୍ସ ଏବଂ କାନାଡ଼ା‌ ଭଳି ଦେଶ ପାଲେଷ୍ଟାଇନକୁ ଏକ ସ୍ୱାଧୀନ ରାଷ୍ଟ୍ର ଭାବରେ ମାନ୍ୟତା ଦେବା ବିଷୟରେ କଥା ହୋଇଛନ୍ତି, ସେତେବେଳେ ବିଶେଷଜ୍ଞମାନେ କହୁଥିଲେ ଯେ, ଏହା ହୁଏତ ଇସ୍ରାଏଲ ଉପରେ କିଛି ଚାପ ପକାଇବ। କିନ୍ତୁ […]

ସଂପୂର୍ଣ୍ଣ ପଢନ୍ତୁ