Mixcollage 03 Aug 2025 12 49 Pm

ଗିରଫ ହେଲେ କୋଟିପତି ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦା

ଭୁବନେଶ୍ୱର: ଗିରଫ ହେଲେ ବୌଦ୍ଧ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ର ମୋଟର ଭେଇକିଲ୍‌ ଇନ୍ସପେକ୍ଟର (ଏମଭିଆଇ) ଗୋଲାପ ଚନ୍ଦ୍ର ହାଂସଦା । ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ୍‌ ଗୁଡ଼ିଡ଼ିହ ଗାଁରେ ଥିବା ହାଂସଦାଙ୍କ ପୈତୃକ ବାସଭବନ, ବୌଦ୍ଧସ୍ଥିତ ଭଡ଼ାଘର, ଆର୍‌ଟିଓ କାର୍ଯ୍ୟାଳୟ, ବାରିପଦା ଓ ଭୁବନେଶ୍ବର ପାଣ୍ଡରା ଅଞ୍ଚଳରେ ଝିଅ ରହୁଥିବା ଫ୍ଲାଟ୍‌ ସହ ୬ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ । ଚଢାଉ ବେଳେ ଏମଭିଆଇ ହାଂସଦାଙ୍କର ୪୪ଟି […]

ସଂପୂର୍ଣ୍ଣ ପଢନ୍ତୁ
Prabhati Parida 3

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା, ସାମ୍ନାକୁ ଆସିବ ବଳଙ୍ଗା ସତ

ଭୁବନେଶ୍ୱର : ବଳଙ୍ଗା ସତ ନିଶ୍ଚିତ ସାମ୍ନାକୁ ଆସିବ।  ଖୁବ ଶୀଘ୍ର ସତ ସାମ୍ନାକୁ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।  ପୋଲିସ ପ୍ରଶାସନ ନିଷ୍ଠାର ସହ ତଦନ୍ତ କରୁଥିବା ସେ କହିଛନ୍ତି । ପୀଡ଼ିତାଙ୍କ ପରିବାର ଏକ ଗରିବ ପରିବାର ।  ତାଙ୍କୁ କିଭଳି ଓ କଣ ସହାୟତା ପ୍ରଦାନ କରାଯିବ ଏ ନେଇ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି । ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଅଛନ୍ତି, ସବୁ […]

ସଂପୂର୍ଣ୍ଣ ପଢନ୍ତୁ
Rahul Gandhi

ପ୍ରକୃତ ଭାରତୀୟ କେବେ ବି ଏଭଳି ମନ୍ତବ୍ୟ ଦେବ ନାହିଁ; ରାହୁଲଙ୍କୁ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: “ପ୍ରକୃତ ଭାରତୀୟ କେବେ ବି ଏଭଳି ମନ୍ତବ୍ୟ ଦେବ ନାହିଁ।” ଶୁଣାଣି ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏଭଳି କହିଲେ ସୁପ୍ରିମକୋର୍ଟ। ‘ଭାରତ ଯୋଡୋ ଯାତ୍ରା’ ସମୟରେ ରାହୁଲ କରିଥିବା ଦାବିକୁ ନେଇ ସୁପ୍ରିମକୋର୍ଟ ତାଙ୍କ ଉପରେ ବର୍ଷିଥିବା ଜଣାଯାଇଛି। ରାହୁଲ ‘ଭାରତ ଯୋଡୋ ଯାତ୍ରା’ ସମୟରେ କହିଥିଲେ ଯେ, “ଚୀନ୍ ଭାରତର ୨ହଜାର କିଲୋମିଟର ଅଞ୍ଚଳ ଅକ୍ତିଆର କରିନେଇଛି।” ଏଭଳି ଦାବିକୁ ନେଇ ଆଜି ସୁପ୍ରିମକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମାଲୋଚନା […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 07 20 075152

ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଅନଲାଇନ ଆବେଦନ ଆରମ୍ଭ

ଭୁବନେଶ୍ବର: ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଅନଲାଇନ ଆଜିଛୁ ଆବେଦନ ଆରମ୍ଭ।ରାଜ୍ୟରେ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ। ଏଥିରେ ମନୋନୀତ ଛାତ୍ରଛାତ୍ରୀ ୨୩ରୁ ୨୬ ତାରିଖ ମଧ୍ୟରେ ନାମ ଲେଖାଇବେ। ସେପ୍ଟେମ୍ବର ୧ରେ ଦ୍ବିତୀୟ ରାଉଣ୍ଡ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ସେପ୍ଟେମ୍ବର ୨ରୁ ୪ ମଧ୍ୟରେ […]

ସଂପୂର୍ଣ୍ଣ ପଢନ୍ତୁ
Naveen 1

ଶିବୁ ସୋରେନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।  ସେ ଜଣେ ପ୍ରମୁଖ ଆଦିବାସୀ ନେତା ଥିଲେ । ଆଦିବାସୀ ଅବହେଳିତ ଲୋକଙ୍କ ଅଧିକାର ଲଢେଇ ପାଇଁ ତାଙ୍କର ଉତ୍ସର୍ଗୀକୃତ ଜୀବନ ସ୍ମରଣୀୟ ରହିବ । ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ନବୀନ ପଟ୍ଟନାୟକ ।

ସଂପୂର୍ଣ୍ଣ ପଢନ୍ତୁ
Baleswar.fm College

ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଘଟଣା, ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଉଭୟ ଛାତ୍ର

ବାଲେଶ୍ୱର : ବାଲେଶ୍ୱର ଫକୀର ମୋହନ କଲେଜରେ ଛାତ୍ରୀଙ୍କୁ ଜୀବନ ହାରିବା ପାଇଁ ଉସକାଇଥିଲେ ଦୁଇ ଛାତ୍ର ।  ଛାତ୍ରୀ ଆତ୍ମାହୁତି ପଛରେ ମାଷ୍ଟର ମାଇଣ୍ଡ ଦୁଇ ଛାତ୍ର ନେତା ।  ୨୦ ଦିନ ପରେ ଉଭୟଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ। ତା ଭିତରୁ ଜଣେ ଏବିଭିପିର ରାଜ୍ୟ ସହ ସଂପାଦକ ଶୁଭ୍ର ସମ୍ବିତ ନାୟକ। ଅନ୍ୟ ଜଣେ ଜ୍ୟୋତି ପ୍ରକାଶ ବିଶ୍ବାଳ।  ଛାତ୍ରୀ ଆତ୍ମାହୁତି ପଛରେ ଏହି ୨ଜଣଙ୍କର ରହିଛି ଭୂମିକା ।  ଛାତ୍ରୀ ଜଣଙ୍କ ନିଜ ସମସ୍ୟା […]

ସଂପୂର୍ଣ୍ଣ ପଢନ୍ତୁ
Sh

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ, ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଉ ନାହାନ୍ତି ଶିବୁ ସୋରେନ । ଆରପାରିରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ । ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଶିବୁ ସୋରେନ । ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଆଖି ବୁଜିଲେ । ତେବେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ ଜେଏମଏମର ପ୍ରତିଷ୍ଠାତା । କିଡନୀ ଜନିତ ସମସ୍ୟା ପାଇଁ ସେ ଚିକିତ୍ସିତ ହେଉଥିଲେ । ଆଉ ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀରେ ତାଙ୍କର ଦେହାନ୍ତ ହୋଇଛି । ବାପାଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
8489c254 96fb 47e5 8230 E2be97eccfbb

କଟକ ଜିଲ୍ଲା ଇପିଏଫ ପେନସନର୍ସ ସଂଘ କାର୍ଯ୍ୟକାରୀ କମିଟି ବୈଠକ

କଟକ : କଟକ ଜିଲ୍ଲା ଇପିଏଫ ପେନସନର୍ସ ଆସୋସିଏସନର କାର୍ଯ୍ୟକାରୀ କମିଟି ବୈଠକ ପୁରୀଘାଟ ସ୍ଥିତ ଗାନ୍ଧୀ ମୂର୍ତ୍ତୀ ଠାରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ରାମଧୁନ ଗାନ କରାଯାଇ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ବୈଠକରେ ଜିଲ୍ଲା ସଭାପତି ଅଗାଧୁ ଚରଣ ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ଜିଲ୍ଲା ସମ୍ପାଦକ ବିନୋଦ କୁମାର ବେହେରା ସାଂଗଠନିକ ଓ ଆଗାମୀ କାର୍ଯ୍ୟକ୍ରମର ବିବରଣୀ ପ୍ରଦାନ କରିଥିଲେ। ରାଜ୍ୟ ସାଧାରଣ ସମ୍ପାଦକ ତଥା ଜାତୀୟ ଉପସଭାପତି ଭାଗ୍ୟଧର ବ୍ରହ୍ମା […]

ସଂପୂର୍ଣ୍ଣ ପଢନ୍ତୁ
548d58af 45ac 4619 8b02 B51489584cc3

ଅରିଲୋ ଶିଶୁଅନନ୍ତ ଆଶ୍ରମରେ ଗୀତା ଜ୍ଞାନାଞ୍ଜନ ଆଧ୍ୟାତ୍ମିକ ପତ୍ରିକାର ଲୋକାର୍ପଣ ଉତ୍ସବ

ଜଗତସିଂହପୁର/ଝଙ୍କଡ଼ :  ବାଣୀ କ୍ଷେତ୍ର ଜଗତସିଂହପୁର ଜିଲ୍ଲାର ଏକ ଅଗ୍ରଣୀ ଆଧ୍ୟାତ୍ମିକ ଓ ସାମାଜିକ ସେବା ଅନୁଷ୍ଠାନ, ବ୍ୟାସ ଫାଉଣ୍ଡେସନ ଏ ଚାରିଟେବୁଲ ଟ୍ରଷ୍ଟ ଆନୁକୂଲ୍ୟରେ , ଗୀତା ଜ୍ଞାନାଞ୍ଜନ ନାମକ ଏକ ଆଧ୍ୟାତ୍ମିକ ତ୍ରୟମାସିକ ପତ୍ରିକା ର ପଞ୍ଚମ ବାର୍ଷିକ ଦ୍ଵାଦଶ ସଂଖ୍ୟା ର ଲୋକାର୍ପଣ ଉତ୍ସବ ଗତ ରବିବାର ଦିନ ଅରିଲୋ ସ୍ଥିତ ଶିଶୁଅନନ୍ତ ଆଶ୍ରମ ପରିସରରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ମହାନ ଆଧ୍ୟାତ୍ମିକ ସାରସ୍ୱତ କାର୍ଯ୍ୟକ୍ରମରେ ଉଦଘାଟକ […]

ସଂପୂର୍ଣ୍ଣ ପଢନ୍ତୁ
621ed1df 965c 4665 B588 29e84e46850e

ଗୋବିନ୍ଦପୁର କାଉଡ଼ିଆ ସେବା ସଂଘ ତରଫରୁ ଭକ୍ତ ସେବା

ବୟାଳିଶମୌଜା,୩।୮/ଏନ୍ଏନ୍ଏସ୍ : ୪୨ ମୌଜା ଗୋବିନ୍ଦପୁର କାଉଡ଼ିଆ ସେବା ସଂଘ ତରଫରୁ ୪୨ ମୌଜା ମୁଖ୍ୟ ରାସ୍ତା ପାର୍ଶ୍ବରେ କାଉଡ଼ିଆ ଭକ୍ତ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଶ୍ରୀ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ଜଳ ନେଇ ଯାଉଥିବା ଭକ୍ତ ମାନଙ୍କ ପାଇଁ ବିଶ୍ରାମସ୍ଥଳୀ, ସ୍ନାନ ବ୍ୟବସ୍ଥା ଓ ପ୍ରସାଦ ସେବନ ବ୍ୟବସ୍ଥା କରା ଯାଇଥିଲା। ଏହି ଧାର୍ମିକ କାର୍ଯ୍ୟକ୍ରମରେ ସୁଶିଲ କୁମାର ସାହାଣୀ, ଭଗବାନ ପରିଡ଼ା, ଦେବୀ ପ୍ରସାଦ ରଥ, ଦିଲ୍ଲୀପ ବାରିକ, […]

ସଂପୂର୍ଣ୍ଣ ପଢନ୍ତୁ